ଆଜି ବିଶ୍ୱ ମାତୃ ଦିବସ
”ବୋଉ…।“ କେତେ ଛୋଟିଆ ଏଇ ପଦଟି? ତେବେ, ସେଥିରେ କିଛି କିମିଆ ଅଛି ବୋଧେ। ଥରେ ଡାକିଦେଲେ ମନ ବଦଳିଯାଏ-ଦୁଃଖ ହଜିଯାଏ, କଷ୍ଟ କମିଯାଏ ଓ ଭୟ ଥମିଯାଏ। ଏ ଅନୁଭୂତି ସଭିଙ୍କର। ହେଲେ, କେହି କ’ଣ କେବେ ଭାବିଛି ଯେ…
କରୋନା ଏବେ ଗାଁ ମୁହାଁ…
ନୂଆଦିଲ୍ଲୀ,୯।୫: ଦେଶର ବିଭିନ୍ନ ସହରାଞ୍ଚଳରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହୋଇଥିବାବେଳେ ଧୀରେଧୀରେ ଗ୍ରାମୀଣ ଅଞ୍ଚଳରେ ମଧ୍ୟ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଦ୍ୱିତୀୟ ଲହର ଏବେ ଗାଁ ମୁହାଁ ହେବାଯୋଗୁ କେନ୍ଦ୍ର ସରକାରଙ୍କ ସହିତ ବିଭିନ୍ନ ରାଜ୍ୟ ସରକାରଙ୍କ…
ଆଜି ମଦର୍ସ ଡେ’
ଆଜି ମଦର୍ସ ଡେ’। ହେଲେ ପାଖରେ ନାହାନ୍ତି ମାଆ। ତଥାପି ପିଲାଙ୍କ ମନ ଖୁସି। କାହିଁକି ନା ମାଆ ଜଣେ ଡାକ୍ତର, ଯିଏ ବର୍ତ୍ତମାନର ମହାମାରୀ ସମୟରେ କେବଳ ନିଜର ତଥା ପରିବାରର ସୁରକ୍ଷା ଚିନ୍ତା ନ କରି ନିସ୍ବାର୍ଥ ଭାବେ…
କୋଭିଡ୍ ମୃତଦେହ ସତ୍କାର ନେଇ ଉତ୍ତେଜନା
ଖୋର୍ଦ୍ଧା ଅଫିସ,୯।୫: ଖୋର୍ଦ୍ଧା ଉପକଣ୍ଠ ବରୁଣେଇ ରାସ୍ତାରେ ରହିଥିବା ଏକ ଶ୍ମଶାନରେ କୋଭିଡ୍ ରୋଗୀଙ୍କ ମୃତଦେହ ସତ୍କାର ନେଇ ଶନିବାର ଉତ୍ତେଜନା ପ୍ରକାଶ ପାଇଛି। ଶ୍ମଶାନ ନିକଟରେ ରହିଥିବା ଗ୍ରାମବାସୀଙ୍କ ବିରୋଧ ପରେ ଆମ୍ବୁଲାନ୍ସରେ ଆସିଥିବା କର୍ମଚାରୀମାନେ ମୃତଦେହ ନେଇ ଜିଲା…
ଡ୍ରୋନ୍ ନଜରରେ ଅଜଗର
ଖୋର୍ଦ୍ଧା ଅଫିସ,୯।୫: ଚନ୍ଦକା ବନଖଣ୍ଡ ହଳଦିଆ ବନାଞ୍ଚଳ ଅଧୀନ ଖୋର୍ଦ୍ଧା ଜିଲା ମଲ୍ଲୀପୁର ପଞ୍ଚାୟତର ଗଡ଼ନିଆଳ ଗଁା ପାଖ ଜଙ୍ଗଲରେ ଗର୍ଭବତୀ ଅଜଗର ସାପକୁ ଗ୍ରାମବାସୀ ଏବଂ ବନ ବିଭାଗ ସୁରକ୍ଷା ଦେଉଛନ୍ତି। କରୋନା ସମୟରେ ଗ୍ରାମବାସୀଙ୍କ ଏହି ପଦକ୍ଷେପକୁ ନେଇ…
ଏବେ ୫ ମହାନଗର ନିଗମରେ ଟିକାକରଣ
ଭୁବନେଶ୍ୱର,୯।୫(ବ୍ୟୁରୋ): ରାଜ୍ୟକୁ ଶନିବାର ଆସିଥିବା ୧ଲକ୍ଷ ଡୋଜ୍ କୋଭିଶିଲ୍ଡ ଟିକା କେବଳ ୫ଟି ମହାନଗର ନିଗମରେ ଦିଆଯିବ ବୋଲି ସ୍ବାସ୍ଥ୍ୟ ବିଭାଗ ନିଷ୍ପତ୍ତି ନେଇଛି। ଏ ନେଇ ସ୍ବାସ୍ଥ୍ୟ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ଶନିବାର…
ସ୍ଥିତି ଅସମ୍ଭାଳ: ୪ ଦିନରେ ୧୬ ଲକ୍ଷରୁ ଅଧିକ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୯।୫: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ବଢ଼ିଚାଲିଛି। ଗତ ୪ ଦିନ…
ଗଣ୍ଡାନାଳରେ ବିଆର୍ପିଏଲ୍ର ବିଷାକ୍ତ ବର୍ଜ୍ୟଜଳ ମିଶିବା ମାମଲା: ଏସ୍ପିସିବି ରିପୋର୍ଟକୁ ଅପେକ୍ଷା
ଯାଜପୁର ଅଫିସ,୯।୫: ଯାଜପୁର ଜିଲା କଳିଙ୍ଗନଗର ଶିଳ୍ପାଞ୍ଚଳସ୍ଥିତ ବ୍ରାହ୍ମଣୀ ରିଭର୍ସ ପେଲେଟ ଲିମିଟେଡ୍ (ବିଆର୍ପିଏଲ୍୍)ର ବିଷାକ୍ତ ବର୍ଜ୍ୟଜଳ ଗଣ୍ଡାନାଳରେ ମିଶିବା ମାମଲାରେ ରାଜ୍ୟ ପ୍ରଦୂଷଣ ନିୟନ୍ତ୍ରଣ ବୋର୍ଡ (ଏସ୍ପିସିବି) ଠାରୁ ଏନ୍ଜିଟି(ନ୍ୟାଶନାଲ ଗ୍ରୀନ୍ ଟ୍ରିବ୍ୟୁନାଲ) ରିପୋର୍ଟ ତଲବ କରିଛନ୍ତି। ଏନ୍ଜିଟିର ଜୁଡିସିଆଲ…
ଯୁକ୍ତ୨ ଲାଗି ହୋଇପାରେ ପ୍ରବେଶିକା
ଭୁବନେଶ୍ୱର,୯।୫(ବ୍ୟୁରୋ): ଚଳିତ ବର୍ଷ ମାଟ୍ରିକ ମୂଲ୍ୟାୟନ ପଦ୍ଧତି ଚୂଡ଼ାନ୍ତ ହେବା ପରେ ଏବେ ଯୁକ୍ତ୨ ନାମଲେଖାକୁ ନେଇ ପ୍ରଶ୍ନ ଉଠିଲାଣି। କେମିତି ଓ କେଉଁ ଆଧାରରେ ନାମଲେଖା ହେବ ତାକୁ ନେଇ ଏବେ ଛାତ୍ରୀଛାତ୍ରଙ୍କଠାରୁ ଆରମ୍ଭ କରି ଅଭିଭାବକଙ୍କ ମନରେ ଦ୍ୱନ୍ଦ୍ୱ…
‘ନେହେରୁ, ଗାନ୍ଧୀ ପରିବାର ପାଇଁ ଦେଶ ବଞ୍ଚିଛି’
ମୁମ୍ବାଇ, ୯ା୫: ଭାରତରେ କରୋନାର ଘାତକ ସଂକ୍ରମଣବେଳେ ବାହାର ଦେଶଗୁଡ଼ିକ ସହାୟତାର ହାତ ବଢ଼ାଇଛନ୍ତି। କିନ୍ତୁ ମୋଦି ସରକାର ଦିଲ୍ଲୀରେ ସେଣ୍ଟ୍ରାଲ ଭିଷ୍ଟା ନିର୍ମାଣ କାର୍ଯ୍ୟ ଜାରି ରଖିଛନ୍ତି। ପୂର୍ବତନ ପ୍ରଧାନମନ୍ତ୍ରୀ ପଣ୍ଡିତ ଜବାହରଲାଲ ନେହେରୁ, ଇନ୍ଦିରା ଗାନ୍ଧୀ, ମନମୋହନ ସିଂଙ୍କୁ…
ଅଧିକ ସହାୟତା ପ୍ରତିଶ୍ରୁତି ଦେଲେ କମଲା ହାରିସ୍
ଓ୍ବାଶିଂଟନ୍୍, ୯ା୫: କରୋନା ମହାମାରୀରେ ଭାରତର ସହାୟତା ପାଇଁ ଆମେରିକା ଜୋ ବାଇଡେନ୍ ସରକାର ସଂକଳ୍ପବଦ୍ଧ। ଭାରତର କଲ୍ୟାଣ ଆମେରିକା ପାଇଁ ବେଶ୍ ଗୁରୁତ୍ୱପୂର୍ଣ୍ଣ ବୋଲି ଆମେରିକା ଉପରାଷ୍ଟ୍ରପତି କମଲା ହାରସ୍ କହିଛନ୍ତି। ଭାରତରେ କରୋନା ତାଣ୍ଡବ ‘ହୃଦୟ ବିଦାରକ’ ବୋଲି…
୯ ଲକ୍ଷ ରୋଗୀଙ୍କୁ ଅକ୍ସିଜେନ ଦିଆଯାଇଛି: ହର୍ଷବର୍ଦ୍ଧନ
ନୂଆଦିଲ୍ଲୀ, ୯।୫(ପି.ଟି.): ଦେଶରେ ୧,୭୦,୮୪୧ କରୋନା ରୋଗୀଙ୍କୁ ଭେଣ୍ଟିଲେଟର ଯୋଗାଇ ଦିଆଯାଇଥିବାବେଳେ ୯,୦୨,୨୯୧ ଜଣଙ୍କୁ ଅକ୍ସିଜେନ୍ ଯୋଗାଇ ଦିଆଯାଇଥିବା କେନ୍ଦ୍ର ସ୍ବାସ୍ଥ୍ୟମନ୍ତ୍ରୀ ଡ. ହର୍ଷବର୍ଦ୍ଧନ ଶନିବାର କହିଛନ୍ତି। ମନ୍ତ୍ରୀ ଗୋଷ୍ଠୀ ଭର୍ଚୁଆଲ ବୈଠକରେ ମହାମାରୀ ସ୍ଥିତିକୁ ନେଇ ହୋଇଥିବା ଆଲୋଚନାରେ ମନ୍ତ୍ରୀ…
Archives


