ଧଳା କେଶ ପୁଣି ହେବ କଳା…
କଲମ୍ବିଆ,୨୪।୬: ଜୀବନଶୈଳୀରେ ପରିବର୍ତ୍ତନ ଏବଂ ଅବସାଦ ବୃଦ୍ଧି ଯୋଗୁ କେତେକଙ୍କର ଧଳାର କେଶ ଧଳା ହୋଇଯାଇଥାଏ। ତେବେ ଏହା ପୁଣି ଥରେ କଳା ହୋଇ ପାରିବ। ଅବସାଦ ଦୂର ହେବାପରେ ଏଭଳି ସମ୍ଭବ ହେବ ବୋଲି କଲମ୍ବିଆ ବିଦ୍ୟାଳୟରେ ହୋଇଥିବା ଏକ…
କୋହଲି କହିଲେ ଭୁଲ ହେଲା କେଉଁଠି; ଚତୁର୍ଥ ଦ୍ରୁତ ବୋଲର୍ ନ ଖେଳାଇବା ପଛରେ ଥିଲା କି ଉଦ୍ଦେଶ୍ୟ
ସାଉଥାମ୍ପଟନ,୨୪।୬: ଡବ୍ଲୁଟିସିର ପ୍ରଥମ ସଂସ୍କରଣରେ ନ୍ୟୁଜିଲାଣ୍ଡ ୮ ଉଇକେଟରେ ଭାରତକୁ ପରାସ୍ତ କରି ଚାମ୍ପିୟନ ହୋଇଛି। ଦୀର୍ଘ ୯୧ ବର୍ଷରେ ନ୍ୟୁଜିଲାଣ୍ଡ ପ୍ରଥମଥର ପାଇଁ କୌଣସି ଅନ୍ତର୍ଜାତୀୟ କ୍ରିକେଟ କାଉନ୍ସିଲ(ଆଇସିସି) ବିଶ୍ୱକପ୍ ଟାଇଟଲ ହାସଲ କରି ଇତିହାସ ସୃଷ୍ଟି କରିଛି। ଅପରପକ୍ଷେ…
ଏଲିଅନ୍ ୫୦୦୦ ବର୍ଷ ଧରି ପୃଥିବୀ ଉପରେ ରଖିଛନ୍ତି କଡ଼ା ନଜର…
ଓ୍ବାଶିଂଟନ,୨୪।୬: ଗତ ୫୦୦୦ ବର୍ଷ ଧରି ଏଲିଅନ୍ ପୃଥିବୀ ଉପରେ ଟେଲିସ୍କୋପ୍ ଦ୍ୱାରା କଡ଼ା ନଜର ରଖିଛନ୍ତି। ଏନେଇ ଆମେରିକାରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ଖୁବ୍ଶୀଘ୍ର ଏହି ରିପୋର୍ଟକୁ ପ୍ରକାଶ କରାଯିବ। ପୃଥିବୀର ବିଭିନ୍ନ ରେଡ଼ିଓ ସିଗନାଲ୍…
ଗଞ୍ଜାମର ୧୦ ବ୍ଲକରେ ଆଜି ଟିକାକରଣ ବନ୍ଦ
ଛତ୍ରପୁର,୨୪ା୬(ଡି.ଏନ୍.ଏ): ଗଞ୍ଜାମ ଜିଲାରେ ଗତ ୩ ଦିନ ହେଲା ମେଗା କରୋନା ଟିକାକାରଣ ଚାଲିଥିଲା। ତେବେ ଟିକା ଅଭାବ ଯୋଗୁ ଜିଲାର ୨୨ ବ୍ଲକ ମଧ୍ୟରୁ ଗୁରୁବାର ୧୦ଟି ବ୍ଲକରେ ଟିକାକରଣ ବନ୍ଦ ରହିଛି। ସେଥିମଧ୍ୟରେ ସାନଖେମୁଣ୍ଡି, ରଙ୍ଗେଇଲୁଣ୍ଡା, କୁକୁଡାଖଣ୍ଡି, ସୋରଡ଼ା,…
ଡବ୍ଲ୍ୟୁଟିସି ଫାଇନାଲ୍ର ଏହି ଗୋଟିଏ ମୁହୂର୍ତ୍ତ ସମସ୍ତଙ୍କ ହୃଦୟକୁ ଛୁଇଁଗଲା
ସାଉଥାମ୍ପଟନ୍,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ମ୍ୟାଚ କିମ୍ବା ଟୁର୍ନାମେଣ୍ଟର ଫଳାଫଳ ଯାହା ହେଉନା କାହିଁକି ଉଭୟ ବିରାଟ କୋହଲି ଏବଂ କେନ ୱିଲିୟମସନ୍ ପରସ୍ପର ପ୍ରତି ପାରସ୍ପରିକ ସମ୍ମାନ…
ଗଜ ବେଶରେ ଦର୍ଶନ ଦେଲେ ଚତୁର୍ଦ୍ଧାମୂର୍ତ୍ତି
ପୁରୀ ଅଫିସ,୨୪ା୬: ପବିତ୍ର ସ୍ନାନପୂର୍ଣ୍ଣିମାରେ ଶ୍ରୀଜିଉଙ୍କୁ ଗଜ ବେଶରେ ଦେଖିବାକୁ ମିଳିଛି। ଜ୍ୟେଷ୍ଠ ପୂର୍ଣ୍ଣିମାର ଅବସରରେ ମହାପ୍ରଭୁ ଗଜବେଶ ବା ହାତୀବେଶରେ ସଜ୍ଜିତ ହୋଇଛନ୍ତି। ସ୍ନାନବେଦୀରେ ୧୦୮ ଗରା ସୁବାସିତ ଜଳରେ ସ୍ନାନ କରିବା ପରେ ଚତୁର୍ଦ୍ଧାମୂର୍ତ୍ତି ଏହି ବେଶରେ ଭକ୍ତଙ୍କୁ…
ଫାଇନାଲ୍ ହାରିବା ପରେ ଏମିତି କହିଲେ କୋହଲି
ସାଉଥାମ୍ପଟନ୍,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ (ଡବ୍ଲୁଟିସି ଫାଇନାଲ)ର ଫାଇନାଲରେ ଭାରତୀୟ ଦଳକୁ ପରାଜୟର ସମ୍ମୁଖୀନ ହେବାକୁ ପଡ଼ିଛି। ଫାଇନାଲରେ ନ୍ୟୁଜିଲାଣ୍ଡ ଭାରତକୁ ୮ ଉଇକେଟରେ ପରାସ୍ତ କରିଛି। ଫାଇନାଲ ହାରିଯିବା ପରେ ବିରାଟ କୋହଲି ଦଳର ଭୁଲ ବିଷୟରେ ଉଲ୍ଲେଖ କରିଥିଲେ…
୧୦ କୋଟି ଟଙ୍କାର ଅଫର୍ ଛାଡିଲେ ଶିଳ୍ପା ସେଟ୍ଟୀ: କାରଣ ଜାଣିଲେ କରିବେ ବାଃ ବାଃ
ବଲିଉଡ୍ ଅଭିନେତ୍ରୀ ଶିଳ୍ପା ଶେଟ୍ଟୀ କୁନ୍ଦ୍ରା ସୋସିଆଲ ମିଡିଆରେ ବେଶ୍ ସକ୍ରିୟ। ସେ ଅନେକ ସମୟରେ ଯୋଗ କିମ୍ବା ରୋଷେଇ ଭିଡିଓ ପ୍ରଶଂସକଙ୍କ ପାଇଁ ଶେୟାର କରନ୍ତି। ୪୬ ବର୍ଷ ବୟସରେ ମଧ୍ୟ ଶିଳ୍ପା ନିଜ ଫିଟନେସକୁ ନେଇ ବେଶ୍ ଚର୍ଚ୍ଚାରେ…
ଜନ୍ମମାଟିକୁ ଟ୍ରେନରେ ଆସିବେ ରାଷ୍ଟ୍ରପତି କୋବିନ୍ଦ
ଲକ୍ଷ୍ନୌ,୨୪।୬: ରାଷ୍ଟ୍ରପତି ରାମନାଥ କୋବିନ୍ଦ ଶୁକବ୍ରାର ଉତ୍ତରପ୍ରଦେଶର କାନପୁର ସ୍ଥିତ ନିଜ ଜନ୍ମସ୍ଥାନକୁ ଗସ୍ତ କରିବେ। ଆଉ ଏହି ଗସ୍ତ ସେ ରେଳଯାତ୍ରାରେ କରିବେ ବୋଲି ଜଣାପଡ଼ିଛି। ସବୁଠାରୁ ବଡ଼ କଥା ହେଉଛି ୧୫ବର୍ଷ ପରେ ଏହା ପ୍ରଥମ ଥର ହେବ…
ଏକଦା ଶାହାରୁଖ୍ କହିଥିଲେ ଯାହା ମୋ’ ପାଖରେ ଅଛି ଅମିତାଭଙ୍କ ପାଖରେ ନାହିଁ, କାରଣ ଜାଣିଲେ…
ମୁମ୍ବାଇ: କିଙ୍ଗ୍ଖାନ୍ ଶାହାରୁଖ୍ଙ୍କୁ ପ୍ରଥମେ ‘କଫି ଓ୍ବିଥ୍ କରଣ’ର ପ୍ରଥମ ସିଜିନରେ କରଣଙ୍କ ସହ ଦେଖିବାକୁ ମିଳିଥିଲା। ତେଣୁ ତାଙ୍କର ମଜାଳିଆ ଶୈଳୀକୁ ସେଠାରେ ଥିବା ଲୋକମାନେ ମଧ୍ୟ ପସନ୍ଦ କରିଥିଲେ। ସେହି ସମୟରେ ଶୋ’ରେ ଅମିତାଭ ବଚ୍ଚନ ପହଞ୍ଚିଥିଲେ। ସେ…
କ୍ୟାରିୟରର ଅନ୍ତିମ ଟେଷ୍ଟରେ ଭାଙ୍ଗିଗଲା ଆଙ୍ଗୁଠି; ତଥାପି ଖେଳି ଭାଙ୍ଗିଲେ ଧୋନୀଙ୍କ ରେକର୍ଡ
ସାଉଥାମ୍ପଟନ,୨୪।୬: ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍(ଡବ୍ଲୁଟିସି) ପ୍ରତମ ସଂସ୍କରଣରେ କେନ୍ ଓ୍ବିଲିୟମସନ୍ଙ୍କ ନେତୃତ୍ୱାଧୀନ ନ୍ୟୁଜିଲାଣ୍ଡ ଚାମ୍ପିୟନ ହୋଇଛି। ଏହା ଉଇକେଟକିପର ବ୍ୟାଟ୍ସମ୍ୟାନ ବି ଜେ ଓ୍ବାଟଲିଂଙ୍କ କ୍ୟାରିୟରର ଅନ୍ତିମ ମ୍ୟାଚ୍ ଥିଲା। ଆହତ ସମସ୍ୟା ସତ୍ତ୍ୱେ ସେ ପଡ଼ିଆକୁ ଓହ୍ଲାଇବା ସହ ବେଶ୍…
ଜୁଲାଇ ୩୧ ସୁଦ୍ଧା ଦ୍ୱାଦଶ ପରୀକ୍ଷା ଫଳ ପ୍ରକାଶ କରିବାକୁ ନିର୍ଦ୍ଦେଶ…
ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରାଯାଇଛି। ତେବେ ୬ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷା କରାଯାଇଛି। ପରୀକ୍ଷାକୁ ବାତିଲ କରିଥିବା ସମସ୍ତ ରାଜ୍ୟର ଦ୍ୱାଦଶ ବୋର୍ଡ ୧୦ ଦିନ ମଧ୍ୟରେ…
Archives


