Home

ରାଷ୍ଟ୍ରପତି ବାଇଡେନଙ୍କ ପୁଅ କଲ୍‌ଗର୍ଲଙ୍କୁ ଦେଲେ ୧୮ ଲକ୍ଷ ଟଙ୍କା, ଜାଣନ୍ତୁ କାହିଁକି

ଓ୍ବାଶିଂଟନ,୨୪ା୬: ଆମେରିକାର ରାଷ୍ଟ୍ରପତି ଜୋ-ବାଇଡେନଙ୍କ ପୁଅ ହଣ୍ଟର ବାଇଡେନ ୨୦୧୮ରେ ଜଣେ କଲ୍‌ଗର୍ଲଙ୍କ ସହିତ ହୋଟେଲରେ ରାତି କଟାଇଥିଲେ। ଯାହାକି ତାଙ୍କ ପିତା ଜୋ-ବାଇଡେନଙ୍କ ଉପରେ ପ୍ରଭାବ ପଡ଼ିଛି। ୨୦୧୮ରେ ଚେଟୋ ମାରମୋଣ୍ଟ ହୋଟେଲରେ ଜଣେ କଲ୍‌ଗର୍ଲଙ୍କ ସହ ବିତାଇଥିବା ରାତି…

ସମସ୍ତ ରାଜ୍ୟ ବୋର୍ଡରେ ସମାନ ମୂଲ୍ୟାଙ୍କନ ପଦ୍ଧତି ନୁହେଁ ସମ୍ଭବ, କହିଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୨୪।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶର ୨୧ ରାଜ୍ୟରେ ଦ୍ୱାଦଶ ବୋର୍ଡ ପରୀକ୍ଷାକୁ ରଦ୍ଦ କରି ଦିଆଯାଇଛି। ଏନେଇ ସିବିଏସ୍‌ଇ ବୋର୍ଡ ପକ୍ଷରୁ ଆଗତ କରାଯାଇଥିବା ମୂଲ୍ୟାଙ୍କନ ସୂତ୍ରକୁ ସୁପ୍ରିମ୍‌କୋର୍ଟ ସ୍ବୀକୃତି ଦେଇ ସାରିଛନ୍ତି। ତେବେ ସମସ୍ତ ରାଜ୍ୟର ଦ୍ୱାଦଶ…

ସାଇକେଲ୍‌ରେ ବ୍ରେଡ୍‌-ଅଣ୍ଡା ବିକ୍ରି କରୁଛନ୍ତି ସୋନୁ

ମୁମ୍ବାଇ: ଗରୀବ ଓ ଅସହାୟ ଲୋକଙ୍କ ପାଇଁ ଦେବଦୂତ ପାଲଟିଥିବା ବଲିଉଡ୍‌ ଅଭିନେତା ସୋନୁ ସୁଦ ଲଗାତର ଭାବେ ଆବଶ୍ୟକୀୟ ଲୋକଙ୍କୁ ସାହାଯ୍ୟ କରିଆସୁଛନ୍ତି। ରିଲ ଲାଇଫ୍‌ରୁ ଏବେ ରିୟଲ ଲାଇଫ୍‌ର ହିରୋ ସାଜିଛନ୍ତି ସୋନୁ। କରୋନା କାଳରେ ଲୋକଙ୍କ ସହାୟତା…

ସର୍ବସମ୍ମୁଖରେ କଟ୍ରିନାଙ୍କୁ ଲୋକହସା କରାଇଦେଇଥିଲେ ସଲମାନ୍‌: କହିଥିଲେ ‘କଟ୍ରିନା କପୁର, ଷ୍ଟେଜ୍‌କୁ ଆସ’; ପୁରା ଘଟଣା କିଛି…

ବମ୍ବେ: ଏକଦା କଟ୍ରିନା କୈଫ-ସଲମାନ ଖାନଙ୍କୁ ବଲିଉଡର ଲୋକପ୍ରିୟ ଯୋଡ଼ି ମଧ୍ୟରେ ଗଣାଯାଉଥିଲା। ‘ମୈନେ ପ୍ୟାର କ୍ୟୁ କିୟା’ରେ ସଲମାନଙ୍କ ସହ ଅଭିନୟ କରିବା ପରେ ଅଭିନେତ୍ରୀ ବେଶ ନାମ କମାଇଥିଲେ। କଥିତ ଭାବେ ଏହି ସମୟରୁ ହିଁ ଉଭୟ ଡେଟ୍‌…

‘ସବୁ ମୋଦି ଚୋର’ ଆପତ୍ତିଜନକ ମନ୍ତବ୍ୟ ମାମଲାର ଶୁଣାଣି, କୋର୍ଟରେ ରାହୁଲ ଗାନ୍ଧୀ…

ସୁରଟ,୨୪।୬: ଗତ ୨୦୧୯ ଲୋକସଭା ନିର୍ବାଚନ ପ୍ରଚାର ସମୟରେ କଂଗ୍ରେସ ପକ୍ଷରୁ ରାହୁଲ ଗାନ୍ଧୀ ‘ସବୁ ମୋଦି ଚୋର’ ବୋଲି ମନ୍ତବ୍ୟ ଦେଇଥିଲେ। ଗୁଜରାଟ ସୁରଟ କୋର୍ଟରେ ମୋଦି ସରନେମ୍‌କୁ ନେଇ ରାହୁଲଙ୍କ ଆପତ୍ତିଜନକ ମନ୍ତବ୍ୟ ବିରୋଧରେ ଏକ ମାମଲା ରୁଜୁ…

ସ୍ନାନ ପୂର୍ଣ୍ଣିମାରେ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦେବସ୍ନାନ ପୂର୍ଣ୍ଣିମା ଅବସରରେ ରାଜ୍ୟବାସୀଙ୍କୁ ଶୁଭେଚ୍ଛା ଜଣାଇଲେ ଗଜପତି ମହାରାଜା ଦିବ୍ୟସିଂହ ଦେବ। ଚତୁର୍ଦ୍ଧା ଦାରୁ ବିଗ୍ରହଙ୍କ ପାଦପଦ୍ମରେ ପ୍ରଣିପାତ କରି ଗଜପତି ମହାରାଜା ମହାପ୍ରଭୁଙ୍କ ନିକଟରେ ସମସ୍ତଙ୍କର ସୁଖ ସମୃଦ୍ଧି କାମନା କରିଛନ୍ତି। ଏଥିସହ ମାନବ ସମାଜର ମଙ୍ଗଳ,…

ବଳଦେବଜୀଉ ମନ୍ଦିର ଚତୁଃପାର୍ଶ୍ୱରେ ୧୪୪ ଧାରା ଲାଗୁ

କେନ୍ଦ୍ରାପଡ଼ା ଅଫିସ,୨୪ା୬: କେନ୍ଦ୍ରାପଡ଼ା ବଳଦେବଜୀଉ ମନ୍ଦିର ନିକଟରେ ଜିଲା ପ୍ରଶାସନ ପକ୍ଷରୁ ୧୪୪ ଧାରା ଜାରି କରାଯାଇଛି। ସ୍ନାନ ପୂର୍ଣ୍ଣିମାକୁ ଦୃଷ୍ଟିରେ ରଖି ପ୍ରଶାସନ ପକ୍ଷରୁ ଏହି ପଦକ୍ଷେପ ନିଆଯାଇଛି । ବୁଧବାର ସନ୍ଧ୍ୟା ୬ଟାରୁ ଆରମ୍ଭ ହୋଇଥିବା ୧୪୪ ଧାରା…

ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ନେଲା ପ୍ରଥମ ଜୀବନ…

ନୂଆଦିଲ୍ଲୀ,୨୪।୬: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଶେଷ ନ ହେଉଣୁ ପୁଣି ନୂଆ ବିପଦ ସମ୍ପର୍କରେ ବିଶେଷଜ୍ଞ ସୂଚନା ଦେଇଛନ୍ତି। ଡେଲ୍ଟା ଭାରିଆଣ୍ଟ୍‌ର ନୂଆ ରୂପ ଡେଲ୍ଟା ପ୍ଲସ୍‌ ଭାରିଆଣ୍ଟ୍‌ ଆକ୍ରାନ୍ତଙ୍କ ସଂଖ୍ୟା ଦେଶରେ ବଢ଼ିବାରେ ଲାଗିଛି। ନୂଆ…

୫୫ ଲକ୍ଷ ଜନସଂଖ୍ୟା ବିଶିଷ୍ଟ ଦେଶ ନ୍ୟୁଜିଲାଣ୍ଡ; ଚାମ୍ପିଅନ୍‌ ହେବା ପଛରେ ରହିଛି ଏସବୁ କାରଣ

ସାଉଥାମ୍ପଟନ,୨୪।୬: ନ୍ୟୁଜିଲାଣ୍ଡ ପ୍ରଥମ ବିଶ୍ୱ ଟେଷ୍ଟ ଚାମ୍ପିଅନଶିପ ଟାଇଟେଲ ଜିତିଛି। ୧୮ରୁ ୨୩ ଅକ୍ଟୋବର ଅର୍ଥାତ୍‌ ୬ ଦିନ ପର୍ଯ୍ୟନ୍ତ ଚାଲିଥିବା ଟେଷ୍ଟରେ ନ୍ୟୁଜିଲାଣ୍ଡ ଟିମ ଇଣ୍ଡିଆକୁ ୮ ଉଇକେଟ୍‌ରେ ପରାସ୍ତ କରିଛି। ଏହି ଟୁର୍ନାମେଣ୍ଟ ଆଇସିସି ଦ୍ୱାରା ୨୦୧୯ରେ ଆରମ୍ଭ…

ଆସନ୍ତାକାଲି ମାଟ୍ରିକ ରେଜଲ୍ଟ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ଦଶମ ଶ୍ରେଣୀ ଛାତ୍ରଛାତ୍ରୀଙ୍କ ପାଇଁ ଏକ ଖୁସିଖବର। ଆସନ୍ତାକାଲି ଅର୍ଥାତ୍‌ ଶୁକ୍ରବାର ପ୍ରକାଶ ପାଇବ ମାଟ୍ରିକ ପରୀକ୍ଷା ଫଳାଫଳ। ଷ୍ଟେଟ ଓପନ ସ୍କୁଲ ଓ ମଧ୍ୟମା ପରୀକ୍ଷାଫଳ ବି ପ୍ରକାଶ ପାଇବ। କଟକ ବିଏସ୍‌ଇ ମୁଖ୍ୟାଳୟରେ ଅପରାହ୍ନ ୪ଟାରେ ପ୍ରକାଶ…

ମାସ୍କ୍‌ ନ ପିନ୍ଧିବା ନିର୍ଦ୍ଦେଶ ପରେ ବଢ଼ିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା…

ଜେରୁଜେଲମ୍‌,୨୪।୬: କରୋନା ମହାମାରୀ ଭୂତାଣୁ ବିରୋଧରେ ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ସହିତ ନିୟମିତ ବ୍ୟବଧାନରେ ହାତଧୋଇବା ଗୁରୁତ୍ୱପୂର୍ଣ୍ଣ ବୋଲି ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗ ଦର୍ଶିକା ଜାରି କରାଯାଇଛି। ତେବେ କିଛି ଦିନ ପୂର୍ବରୁ ଇସ୍ରାଏଲ୍‌…

ସ୍ନାନବେଦୀରେ ମହାବାହୁଙ୍କ ମହାସ୍ନାନ

ଭୁବନେଶ୍ୱର,୨୪।୬(ବ୍ୟୁରୋ): ପବିତ୍ର ଦେବସ୍ନାନ ପୂର୍ଣ୍ଣିମାରେ ଶ୍ରୀକ୍ଷେତ୍ରରେ ଅନୁଷ୍ଠିତ ହୋଇଛି ମହାପ୍ରଭୁଙ୍କ ସ୍ନାନଯାତ୍ରା। ଧାଡ଼ି ପହଣ୍ଡିରେ ଆସି ସ୍ନାନବେଦୀରେ ମହାସ୍ନାନ କରିଛନ୍ତି ଚତୁର୍ଦ୍ଧାମୂର୍ତ୍ତି। ୧୦୭ ସୁବାସିତ ଗରା ଜଳରେ ମହାବାହୁଙ୍କୁ ସ୍ନାନ କରାଇଛନ୍ତି ସେବାୟତ। ବଡ଼ ଠାକୁର ବଳଭଦ୍ରଙ୍କୁ ୩୩ ଗରା, ଦେବୀ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri