Home

ଦିନିକିଆ-ଟି୨୦ରେ ପ୍ରତ୍ୟାବର୍ତ୍ତନକୁ ନେଇ ନିରବତା ଭାଙ୍ଗିଲେ ଅଶ୍ୱିନ, କହିଲେ‘ ଯେତେବେଳେ କେହି ଏହି ପ୍ରଶ୍ନ ପଚାରେ….’

ନୂଆଦିଲ୍ଲୀ,୧୬।୩: ଭାରତର ସର୍ବଶ୍ରେଷ୍ଠ ସ୍ପିନର୍‌ଙ୍କ ମଧ୍ୟରୁ ରବିଚନ୍ଦ୍ରନ ଅଶ୍ୱିନ ଅନ୍ୟତମ। ବିଗତ ଦୁଇ-ତିନି ମାସ ମଧ୍ୟରେ ସେ ନିଜର ଶ୍ରେଷ୍ଠତାକୁ ପ୍ରମାଣିତ ମଧ୍ୟ କରିଛନ୍ତି। ଇଂଲଣ୍ଡ ବିପକ୍ଷ ୪ ଟେଷ୍ଟ ମ୍ୟାଚ୍‌ରେ ସେ ୩୨ ଉଇକେଟ ନେଇଥିଲେ, ଯାହାକି ଅନ୍ୟ ବୋଲର୍‌ଙ୍କ…

ଏପ୍ରିଲ ୧୭ରେ ପିପିଲି ଉପନିର୍ବାଚନ

ଭୁବନେଶ୍ୱର,୧୬।୩(ବ୍ୟୁରୋ): ବାଜିଲା ବିଗୁଲ। ବହୁ ଚର୍ଚ୍ଚିତ ପିପିଲି ବିଧାନସଭା ଉପନିର୍ବାଚନ ପାଇଁ ମଙ୍ଗଳବାର ତାରିଖ ଘୋଷଣା କରାଯାଇଛି। ଆସନ୍ତା ଏପ୍ରିଲ ୧୭ ତାରିଖରେ ଏହି ଉପନିର୍ବାଚନ ଅନୁଷ୍ଠିତ ହେବ । ଏନେଇ ମାର୍ଚ୍ଚ ୨୩ ତାରିଖରେ ବିଜ୍ଞପ୍ତି ପ୍ରକାଶ ପାଇବ। ନାମାଙ୍କନ…

ଆଜି ଭାରତ-ଇଂଲଣ୍ଡ ମଧ୍ୟରେ ୩ୟ ଟି୨୦ ମୁକାବିଲା: ଜାଣନ୍ତୁ କେବେ ଆଉ କେଉଁଠି ଦେଖିବେ

ନୂଆଦିଲ୍ଲୀ,୧୬।୩: ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଭାରତ-ଇଂଲଣ୍ଡ ମଧ୍ୟରେ ୩ୟ ଟି୨୦ ମ୍ୟାଚ୍‌ ମଙ୍ଗଳବାର ଖେଳାଯିବ। ଭାରତ ୫ ମ୍ୟାଚ୍‌ ବିଶିଷ୍ଟ ଟି୨୦ ସିରିଜରେ ଦ୍ୱିତୀୟ ମ୍ୟାଚ୍‌ ଜିତିବା ପରେ ୧-୧ କୁ ଆସିଛି ସ୍ଥିତି। ଏଣୁ ତୃତୀୟ ମ୍ୟାଚ୍‌ରେ ଭାରତୀୟ…

କ୍ରିକେଟ ପ୍ରଶଂସକଙ୍କୁ ଜୋରଦାର୍‌ ଝଟକା: ବିନା ଦର୍ଶକରେ ଖେଳାଯିବ ଇଂଲଣ୍ଡ ବିପକ୍ଷ ବାକି ଟି୨୦ ମ୍ୟାଚ୍‌

ନୂଆଦିଲ୍ଲୀ,୧୬।୩: ଇତିମଧ୍ୟରେ ଭାରତ-ଇଂଲଣ୍ଡ ମଧ୍ୟରେ ଜାରି ରହିଥିବା ଟି୨୦ ସିରିଜର ପ୍ରଥମ ୨ ମୁକାବିଲା ଶେଷ ହୋଇଛି। ଏହି ମ୍ୟାଚ୍‌ ଦେଖିବାକୁ ଅହମ୍ମଦାବାଦ ସ୍ଥିତ ନରେନ୍ଦ୍ର ମୋଦି ଷ୍ଟାଡିୟମରେ ବହୁଳ ମାତ୍ରାରେ ଦର୍ଶକ ପହଞ୍ଚିଥିଲେ। କରୋନା ସଂକ୍ରମଣ ମଧ୍ୟରେ ପ୍ରଥମ ଥର…

କଇଁଚି ପରିବର୍ତ୍ତେ ହାତୁଡ଼ି, କାଚରେ କଟାଯାଉଛି କେଶ, ଅଧିକ ଆକର୍ଷିତ ହେଉଛନ୍ତି ଗ୍ରାହକ

ବାରିକ କଇଁଚି ସହାୟତାରେ ଗ୍ରାହକଙ୍କର କେଶ କାଟିଥାଏ। ଏହା ସମସ୍ତେ ଜାଣନ୍ତି। ହେଲେ ପାକିସ୍ତାନର ଲାହୋର ସହରରେ ଏମିତି ଜଣେ ବାରିକ ଅଛନ୍ତି, ଯିଏ କି କଇଁଚି ପରିବର୍ତ୍ତେ ହାତୁଡ଼ି ଏବଂ ଛୁରିରେ କେଶ କାଟିଥାନ୍ତି। ଶୁଣିବାକୁ ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ…

ଭାଜପାର ନୂଆ ଗେମ୍‌ ପ୍ଲାନ୍‌: ମମତାଙ୍କୁ କରାଯିବନି ଆକ୍ଷେପ

କୋଲକାତା,୧୬।୩: ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନକୁ ନେଇ ଶାସକ ତୃଣମୂଳ କଂଗ୍ରେସ ଏବଂ ଭାଜପା ମଧ୍ୟରେ ଛକାପଞ୍ଝା ସ୍ଥିତିି ସୃଷ୍ଟି ହୋଇଛି। ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କ ଗୋଡ଼ ଭାଙ୍ଗିବା ଦ୍ୱାରା ଭୋଟର ତାଙ୍କ ଆଡ଼କୁ ମୁହାଁଇବା ସ୍ବାଭାବିକ ବୋଲି ଭାଜପା ଚିନ୍ତା କରୁଛି।…

୪ ମେଟ୍ରୋରେ ରାତ୍ରକାଳୀନ କର୍ଫ୍ୟୁ

ଅହମଦାବାଦ,୧୬।୩: ଗୁଜରାଟରେ କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାରଙ୍କ ପକ୍ଷରୁ ଅହମଦାବାଦ, ବଡୋଦରା, ସୁରଟ ଏବଂ ରାଜକୋଟ ଆଦି ୪ ମେଟ୍ରୋ ସହରରେ ରାତ୍ରକାଳୀନ କର୍ଫ୍ୟୁ ଜାରି କରାଯାଇଛି। ମାର୍ଚ୍ଚ ୧୭ରୁ ୩୧ ପର୍ଯ୍ୟନ୍ତ ଏହା…

ଚଳନ୍ତା ଗାଡ଼ିରେ ଏପରି କରୁଥିଲେ ଯୁବକ: ଧରାପଡିବା ପରେ…

ଉତ୍ତର ପ୍ରଦେଶର ଫିରୋଜାବାଦ ଅଞ୍ଚଳର ଜଣେ ଯୁବକଙ୍କ ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ଯୁବକଜଣଙ୍କ ଚଳନ୍ତା କାରର ଛାତ ଉପରେ ଷ୍ଟଣ୍ଟ କରୁଥିବା ଦେଖିବାକୁ ମିଳୁଛି। ସେ କାରର ଛାତ ଉପରେ ପୁସ୍‌ ଅପ୍‌…

ରେଲଓ୍ବେର ହେବନି ସମ୍ପୂର୍ଣ୍ଣ ଘରୋଇ କରଣ

ନୂଆଦିଲ୍ଲୀ,୧୬।୩: ରେଲଓ୍ବେର ସମ୍ପୂର୍ଣ୍ଣ ଘରୋଇ କରଣ ହେବ ନାହିଁ। ଏହାର କିଛି ଅଂଶ ଘରୋଇ କରଣ ହେବ ବୋଲି ମଙ୍ଗଳବାର ରେଳମନ୍ତ୍ରୀ ପୀୟୂଷ ଗୋଏଲ୍‌ ଲୋକ ସଭାରେ ସୂଚନା ଦେଇଛନ୍ତି। ରେଳ ମନ୍ତ୍ରଣାଳୟ ସରକାରୀ ସମ୍ପତ୍ତି ଏହା ସରକାରୀ ରହିବ। ଇତିମଧ୍ୟରେ…

କୋଲକତାରେ ବସି ଷଡଯନ୍ତ୍ର ରଚୁଛନ୍ତି ସ୍ବରାଷ୍ଟ୍ର ମନ୍ତ୍ରୀ: ମମତା

କୋଲକତା,୧୬।୩: ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ମଙ୍ଗଳବାର ବାଙ୍କୁରାରେ ଏକ ନିର୍ବାଚନ ସଭାକୁ ସମ୍ବୋଧିତ କରିଥିଲେ। ଏଠାରେ ଜନସାଧାରଣଙ୍କୁ ସମ୍ବୋଧିତ କରି ସେ କହିଥିଲେ ଯେ, ମୁଁ ପ୍ରତିଦିନ୨୫-୩୦ କିଲୋମିଟର ଚାଲିଥାଏ। କିନ୍ତୁ ଏବେ ଛିଡା ହୋଇ କଥା କହି ପାରିବାକୁ…

ବିରୋଧ ପରେ ଏମ୍‌ପି ପଦରୁ ଇସ୍ତଫା ଦେଲେ ସ୍ବପନ ଦାସଗୁପ୍ତା

କୋଲକତା,୧୬।୩: ଟିଏମସି ଏବଂ କଂଗ୍ରେସ ବିରୋଧ କରିବା ପରେ ରାଜ୍ୟ ସଭା ସଦସ୍ୟ ମନୋନୀତ ସ୍ବପନ ଦାସଗୁପ୍ତା ନିଜ ପଦରୁ ଇସ୍ତଫା ଦେଇଛନ୍ତି। ହୁଗୁଳି ଜିଲାର ତାରକେଶ୍ୱର ବିଧାନସଭା ଆସନରୁ ଭାଜପା ତାଙ୍କୁ ଟିକେଟ ଦେଇଛି। ତାଙ୍କୁ ପ୍ରାର୍ଥୀତ୍ୱକୁ ନେଇ ଟିଏମସି…

ଉଭୟ ଭାରତ, ଇଂଲଣ୍ଡ ପକ୍ଷରୁ ଖେଳିଛନ୍ତି ଏହି କ୍ରିକେଟର

ବର୍ତ୍ତମାନ ପଡ଼ିଆରେ ଭାରତ ଏବଂ ଇଂଲଣ୍ଡ ଦଳ ମୁହାଁମୁହିଁ ହୋଇଛନ୍ତି। ଉଭୟ ଟିମ୍‌ରେ ଅନେକ ଭେଟେରାନ ଖେଳାଳି ରହିଛନ୍ତି, ଯେଉଁମାନେ ନିଜ ଦେଶକୁ ଜିତାଇବା ପାଇଁ ଜୀବନକୁ ବାଜି ଲଗାଇଥାନ୍ତି। କିନ୍ତୁ ଏମିତି ଜଣେ ଖେଳାଳି ଥିଲେ ଯିଏକି ଏହି ୨…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri