Home

କନ୍ୟାଙ୍କ ହାତରୁ ମଙ୍ଗଳସୂତ୍ର ପିନ୍ଧିଲେ ବର, କାରଣ ଜାଣିଲେ…

ସାଧାରଣତଃ ବିବାହ ସମୟରେ ବର କନ୍ୟାଙ୍କୁ ମଙ୍ଗଳସୂତ୍ର ପିନ୍ଧାଇବାର ପରମ୍ପରା ରହିଛି। ମାତ୍ର ଜଣେ କନ୍ୟା ବରଙ୍କ ବେକରେ ମଙ୍ଗଳସୂତ୍ର ପିନ୍ଧାଇବା ଶୁଣିଲେ ଆଶ୍ଚର୍ଯ୍ୟ ଲାଗେ। କିନ୍ତୁ ଏହା ସତ। ଶାର୍ଦ୍ଦୁଳ ନାମକ ବର ବିବାହ ପୂର୍ବରୁ କହିଥିଲେ, ବିବାହ ଦିନ…

ଜୁନ୍‌ ୧ରେ କେରଳ ଛୁଇଁବ ମୌସୁମୀ…

ନୂଆଦିଲ୍ଲୀ,୬।୫: ଚଳିତ ବର୍ଷ ଦେଶରେ ଦକ୍ଷିଣ-ପଶ୍ଚିମ ମୌସୁମୀ ସ୍ବାଭାବିକ ଭାବେ ଭାରତ ଉପମହାଦେଶରେ ପ୍ରବେଶ କରିବ। ଜୁନ୍‌ ୧ରେ ଏହା କେରଳ ଛୁଇଁବ ବୋଲି ପାଣିପାଗ ବ୍ୟୁରୋ ପକ୍ଷରୁ ଗୁରୁବାର ସୂଚନା ଦିଆଯାଇଛି। ପାରସ୍ପରିକ ଭୂମଣ୍ଡଳ ସ୍ଥିତି ଅନୁସାରେ ମୌସୁମୀ ଆଗମନ…

ଏହି ଗାୟକଙ୍କ ମା’ ହସ୍ପିଟାଲରେ ଭର୍ତ୍ତି: ମାଗିଲେ ରକ୍ତଦାତାଙ୍କ ସହାୟତା

ମୁମ୍ବାଇ: ‘ଦିଲ୍‌ ବେଚେରା’ର ଅଭିନେତ୍ରୀ ସ୍ବସ୍ତିକା ମୁଖାର୍ଜୀ ଗୁରୁବାର ସୋସିଆଲ ମିଡିଆରେ ଏକ ପୋଷ୍ଟ ଲେଖି ସହାୟତା ଲୋଡ଼ିଛନ୍ତି। ସେ ଲେଖିଛନ୍ତି, ‘A’ nagative ରକ୍ତଦାତା ଆବଶ୍ୟକ। କାରଣ ଗାୟକ ଅରିଜିତ୍‌ ସିଂଙ୍କ ମା’ ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। ଏଥିସହିତ ସ୍ବସ୍ତିକା…

ଲକ୍‌ଡାଉନ୍‌: ଟ୍ରକ୍‌ରେ ଚାଲାଣ ହେଉଥିଲା ଗୁଟ୍‌ଖା, ଅଟକ ରଖି ଯାଞ୍ଚ କରୁଛି ପୋଲିସ

କେନ୍ଦୁଝର,୬।୫(ସ୍ବ.ପ୍ର.): କେନ୍ଦୁଝର ସହର ଦେଇ ଲକ୍‌ଡାଉନ୍‌ ସମୟରେ ଯାଉଥିବା ଏକ ଗୁଟ୍‌ଖା ବୋଝେଇ ଟ୍ରକକୁ ଏସ୍‌ଆଇ ବିଶ୍ୱଜିତ୍‌ ବେହେରାଙ୍କ ନେତୃତ୍ୱରେ ଅଟକ ରଖି ଯାଞ୍ଚ କରାଯାଉଛି। ନକଲି, ଏକ୍ସପାଏରି ଗୁଟ୍‌ଖା ବେଆଇନ ଚାଲାଣ ହେଉଥିବା ସନ୍ଦେହ କରାଯାଉଥିବା ବେଳେ ତଦନ୍ତ ପରେ…

ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ: ଯୁବକ ଗିରଫ

ବାଲିଶଙ୍କରା,୬।୫(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କିଞ୍ଜିରିକେଲା ଥାନା ଅନ୍ତର୍ଗତ କରୁଆାହାଲ ଗ୍ରାମରେ ବୁଧବାର ରାତିରେ ଜଣେ ନାବାଳିକାଙ୍କୁ ଜଣେ ଯୁବକ ବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଏ ନେଇ ପରିବାର ପକ୍ଷରୁ ଥାନାରେ ଅଭିଯୋଗ ହେବା ପରେ ପୋଲିସ ଅଭିଯୁକ୍ତ ଯୁବକ ଶିବଶଙ୍କର…

ଆଇସିୟୁରେ ଭର୍ତ୍ତି ହେଲେ ଆଶାରାମ ବାପୁ

ଯୋଧପୁର,୬।୫: ରାଜସ୍ଥାନର ଯୋଧପୁର ଜେଲରେ ଆଶାରାମଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଗିଡି ଯାଇଛି। ତାଙ୍କୁ ଆଇସିୟୁରେ ଭର୍ତ୍ତି କରାଯାଇଛି। ନାବାଳିକା ଯୌନ ଶୋଷଣ ମାମଲାରେ ଆଜୀବନ କାରାଦଣ୍ଡ ଭୋଗୁଥିବା ଆସାରାମଙ୍କୁ କିଛିଦିନ ପୂର୍ବରୁ କରୋନା ସଂକ୍ରମିତ ହୋଇଥିଲେ। ପରେ ସେ ଜେଲରେ ଚିକିତ୍ସିତ…

୨୦୨୪ ପର୍ଯ୍ୟନ୍ତ ରହିବ କରୋନା, ବଢ଼ାଇବାକୁ ପଡ଼ିବ ଭାକ୍ସିନ୍‌ ଉତ୍ପାଦନ: ଫ୍ରାନ୍ସ୍‌…

ପ୍ୟାରିସ୍‌,୬।୫: କରୋନା ମହାମାରୀ ସଂକ୍ରମଣ ନେଇ ଜି-୭ ସମ୍ମିଳନୀରେ ଫ୍ରାନ୍ସ୍‌ ପକ୍ଷରୁ ଚେତାବନୀ ଦିଆଯାଇଛି। ଭାକ୍ସିନ୍‌ ଉତ୍ପାଦନ ନ ବଢ଼ାଇଲେ କରୋନା ସଂକ୍ରମଣ ୨୦୨୪ ପର୍ଯ୍ୟନ୍ତ ରହିବ ବୋଲି ଫ୍ରାନ୍ସ୍‌ ପକ୍ଷରୁ ବହିର୍ବ୍ୟାପାର ମନ୍ତ୍ରୀ ଜିନ୍‌ ୟବେସ୍‌ ଲି ଡ୍ରିଆନ୍‌ ସୂଚନା…

ପଶ୍ଚିମବଙ୍ଗ ଗଲେ ଆର୍‌ଟିପିସିଆର ନେଗେଟିଭ୍‌ ରିପୋର୍ଟ ବାଧ୍ୟତାମୂଳକ

ଭୁବନେଶ୍ୱର,୬।୫(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧି ଉପରେ ପ୍ରତିବନ୍ଧକ ଲଗାଇବା ପାଇଁ ପଶ୍ଚିମବଙ୍ଗ ସରକାର ଅନ୍ୟ ରାଜ୍ୟରୁ ଯାଉଥିବା ଯାତ୍ରୀମାନଙ୍କ ଆର୍‌ପିସିଆର ନେଗେଟିଭ୍‌ ରିପୋର୍ଟକୁ ବାଧ୍ୟତାମୂଳକ କରିଛନ୍ତି। ଏହାକୁ ନେଇ ଭୁବନେଶ୍ବର ରେଳ ଷ୍ଟେଶନରେ କଟକଣା ଲାଗୁ କରାଯାଇଛି। ଅନ୍ୟ ରାଜ୍ୟରୁ ପଶ୍ଚିମବଙ୍ଗର…

୩.୫ କୋଟି ରେଜିଷ୍ଟ୍ରେଶନ୍‌: ୨ ପ୍ରତିଶତରୁ କମ୍‌ ନେଇଛନ୍ତି ପ୍ରଥର ଡୋଜ୍‌ ଟିକା

ନୂଆଦିଲ୍ଲୀ,୩୦।୪:ସାରା ଦେଶରେ ୧୮ରୁ ୪୪ ବୟସ୍କ ପର୍ଯ୍ୟନ୍ତ ଲୋକଙ୍କୁ ଟିକାକରଣ କାର୍ଯ୍ୟକ୍ରମ ମେ ୧ରୁ ଆରମ୍ଭ କରାଯାଇଛି। ଗତ ଏପ୍ରିଲ ୨୮ରୁ ଟିକା ରେଜିଷ୍ଟ୍ରେଶନ ପ୍ରକ୍ରିୟା ଆରମ୍ଭ ହୋଇଥିଲା। କୋଓ୍ବିନ୍‌ ଏବଂ ଆରୋଗ୍ୟ ସେତୁ ଆପ୍‌ ଜରିଆରେ କରୋନା ଟିକାର ରେଜିଷ୍ଟ୍ରେସନ…

ପ୍ରଥମେ ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର, ଶେଷରେ ମାରିଦେବାକୁ ଉଦ୍ୟମ

ବନ୍ତ,୬।୫(ଡି.ଏନ୍‌.ଏ.): ଭଦ୍ରକ ଜିଲା ବନ୍ତ ବ୍ଲକ କେନ୍ଦୁଆପଦା ଫାଣ୍ଡି ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି ା ଜଣେ ଯୁବତୀଙ୍କୁ ଅପହରଣ ପରେ ବଳାତ୍କାର କରାଯାଇ ଶେଷରେ ନଦୀକୁ ଠେଲି ମାରିଦେବାକୁ ଉଦ୍ୟମ କରାଯାଇଥିବା ନେଇ ଅଭିଯୋଗ ହୋଇଛି। ଅଭିଯୋଗରୁ ପ୍ରକାଶ…

୧୫ ଦିନରେ ୫୦ ଲକ୍ଷରୁ ଅଧିକ ଲୋକ କରୋନା ସଂକ୍ରମିତ

ନୂଆଦିଲ୍ଲୀ,୬।୫: ଦେଶରେ କରୋନା ମାମଲା ଦୁଇ କୋଟି ମାର୍କ ଅତିକ୍ରମ କରିଛି। ମାତ୍ର ୧୫ଦିନ ମଧ୍ୟରେ ୫୦ ଲକ୍ଷରୁ ଅଧିକ ସଂକ୍ରମଣ ଘଟିଛି। ଦେଶରେ ପ୍ରଥମ ଥର ପାଇଁ ପ୍ରତ୍ୟେକ ଚତୁର୍ଥ ନମୁନା କରୋନା ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଗତ ଗୋଟିଏ…

ତୃତୀୟ ଲହରରେ ଶିଶୁ-କିଶୋରଙ୍କୁ କିଭଳି ମିଳିବ ସୁରକ୍ଷା: ଜବାବ୍‌ ତଲବ କଲେ ସୁପ୍ରିମ୍‌କୋର୍ଟ…

ନୂଆଦିଲ୍ଲୀ,୬।୫: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦିଲ୍ଲୀର ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ଅଭାବ ମାମଲାର ବିଚାର ସମୟରେ ସୁପ୍ରିମ୍‌କୋର୍ଟ ଦିଲ୍ଲୀ ସରକାରଙ୍କୁ ଜବାବ୍‌ ତଲବ କରିଛନ୍ତି। ଆଗକୁ ଆସିବାକୁ ଥିବା କରୋନାରେ ତୃତୀୟ ଲହରରେ ଶିଶୁ ଏବଂ କିଶୋର ଅଧିକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri