Home

‘ପାକ୍‌ ସହ ଆଲୋଚନା କରୁ କେନ୍ଦ୍ର’

ନୂଆଦିଲ୍ଲୀ/ଶ୍ରୀନଗର,୨୩ା୬: ଯୁଦ୍ଧ ପ୍ରଭାବିତ ଆଫଗାନିସ୍ତାନକୁ ଶାନ୍ତି ଫେରାଇ ଆଣିବା ପାଇଁ ଯଦି ଭାରତୀୟ ଅଧିକାରୀମାନେ ଦୋହା ଯାଇ ତାଲିବାନ ଆତଙ୍କବାଦୀଙ୍କ ସହ ଆଲୋଚନା କରିପାରୁଛନ୍ତି ତେବେ କଶ୍ମୀରରେ ଶାନ୍ତି ପ୍ରତିଷ୍ଠା ଲାଗି ପାକିସ୍ତାନ ସହ କଥା ହେଲେ ଅସୁବିଧା କ’ଣ? ପ୍ରଧାନମନ୍ତ୍ରୀ…

୧୧ ବଲ୍‌ରେ ୫ ଉଇକେଟ୍‌ ନେଇ ଦେଶକୁ ବିଶ୍ୱ ଚାମ୍ପିଅନ୍‌ କରାଇଥିଲେ ଏହି କ୍ରିକେଟର୍‌

କ୍ରିକେଟରେ ୧୯୬୦ ଏବଂ ୭୦ ଦଶକ ୱେଷ୍ଟଇଣ୍ଡିଜ ନାମରେ ନାମିତ ହୋଇଥିଲା। ଦ୍ରୁତ ବୋଲର ଏବଂ ଦୃଢ ବ୍ୟାଟ୍ସମ୍ୟାନ୍‌ଙ୍କ ଉପସ୍ଥିତିରେ ୱେଷ୍ଟଇଣ୍ଡିଜ ସେହି ସମୟରେ କ୍ରିକେଟ୍‌ ଜଗତରେ ରାଜ୍‌ କରୁଥିଲା। ଏହି ଦଳ ଉଭୟ ଟେଷ୍ଟ ଏବଂ ଏକଦିବସୀୟ ଫର୍ମାଟରେ ଆଭିପତ୍ୟ…

ପ୍ରବାସୀ ଖୋଜୁଛି ସବୁଠୁ ଖୁସି ଦେଶ

ହେଲ୍‌ସିଙ୍କି,୨୩ା୬: ଫିନ୍‌ଲାଣ୍ଡକୁ ବିଶ୍ୱର ସବୁଠୁ ଖୁସି ଦେଶ ଭାବେ ଅଭିହିତ କରାଯାଇଥାଏ। ‘ଓ୍ବାଲର୍‌ଡ ହାପିନେସ୍‌ ରିପୋର୍ଟ’ରେ ଲଗାତର ସର୍ବାଗ୍ରେ ରହୁଥିବା ଏହି ଦେଶରେ କାମ କରିବା ପାଇଁ ଲୋକ ମିଳୁନାହାନ୍ତି। ତେଣୁ ଅନ୍ୟ ଦେଶଗୁଡ଼ିକରୁ ଲୋକଙ୍କୁ ଆଣି ଫିନ୍‌ଲାଣ୍ଡରେ ବସତି ସ୍ଥାପନର…

୨ କୋଟି କ୍ଷତିପୂରଣ ଦେବେ ଦେବେଗୌଡ଼ା

ବେଙ୍ଗାଲୁରୁ, ୨୩ା୬: ଏକ କମ୍ପାନୀକୁ ବଦନାମ କଲା ଭଳି ମନ୍ତବ୍ୟ ଦେଇଥିବାରୁ ଭାରତର ପୂର୍ବତନ ପ୍ରଧାନମନ୍ତ୍ରୀ ଏଚ୍‌. ଡି. ଦେବେଗୌଡ଼ା ୨ କୋଟି ଟଙ୍କା କ୍ଷତିପୂରଣ ରାଶି ଦେବେ ବୋଲି ବେଙ୍ଗାଲୁରୁର ଏକ କୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ଦେବେଗୌଡ଼ା ୨୦୧୧ରେ…

ସବୁ ରେକର୍ଡ ଭାଙ୍ଗିଲା: ଦିନକରେ କରୋନା ନେଲା ୪୬ ଜୀବନ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୪୬ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୭୧୭ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ରାଜ୍ୟରେ ମୃତ ୪୬ କରୋନା ଆକ୍ରାନ୍ତଙ୍କ…

ଭିତିରି କଥା କହିଲେନି

ନୂଆଦିଲ୍ଲୀ,୨୩ା୬: ଜାତୀୟତାବାଦୀ କଂଗ୍ରେସ ପାର୍ଟି (ଏନ୍‌ସିପି) ସୁପ୍ରିମୋ ଶରଦ ପାଓ୍ବାରଙ୍କ ଘରେ ବିରୋଧୀଙ୍କ ବୈଠକକୁ ଭାଜପାକୁ ଚ୍ୟାଲେଞ୍ଜ ଦେବା ପ୍ରକ୍ରିୟାର ଆରମ୍ଭ ବୋଲି ରାଜନୈତିକ ବିଶ୍ଳେଷକମାନେ କହୁଥିବାବେଳେ ସମ୍ଭାବ୍ୟ ତୃତୀୟ ସାମ୍ମୁଖ୍ୟ ଗଠନ ଆଲୋଚନାକୁ ବିରୋଧୀ ଖଣ୍ଡନ କରିଛନ୍ତି। ଏଭଳି କୌଣସି…

ରାଜ୍ୟରେ ପୁଣି ବଢିଲା ସଂକ୍ରମଣ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ବୁଧବାର ରାଜ୍ୟରେ ୩,୪୫୬କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। କାଲି କମ୍‌ ଥବବାବେଳେ ଆଜି ପୁଣି ହଠାତ୍‌ ବଢିଯାଇଛି। ନୂଆ ଆକ୍ରାନ୍ତଙ୍କ ମଧ୍ୟରୁ…

ଦ୍ୱାଦଶ ମୂଲ୍ୟାୟନ ସୂତ୍ରକୁ ମୋହର

ଭୁବନେଶ୍ୱର, ୨୩ା୬(ବ୍ୟୁରୋ): କରୋନା ଯୋଗୁ ବାତିଲ ହୋଇଯାଇଥିବା କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡ (ସିବିଏସ୍‌ଇ) ଏବଂ କାଉନ୍‌ସିଲ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ ସାର୍ଟିଫିକେଟ୍‌ ଏକ୍‌ଜାମିନେଶନ (ସିଆଇଏସ୍‌ସିଇ) ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷାର ମୂଲ୍ୟାୟନ ପ୍ରକ୍ରିୟାରେ ସୁପ୍ରିମକୋର୍ଟ ହସ୍ତକ୍ଷେପ କରିବାକୁ ମଙ୍ଗଳବାର…

୩ ଲକ୍ଷ ୯୦ ହଜାରରୁ ଅଧିକଙ୍କ ଘଟିଲାଣି ମୃତ୍ୟୁ, ଦୈନିକ ସଂକ୍ରମଣ ପୁଣି ଟପିଲା ୫୦ ହଜାର…

ନୂଆଦିଲ୍ଲୀ,୨୩।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଦେଶରେ ଦୈନିକ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ମଙ୍ଗଳବାର ଏହା ୫୦ ହଜାରରୁ କମ୍‌ ରହିଥିଲା। ତେବେ ବୁଧବାର ପୁଣି ବଢ଼ିଛି। ସେହପରି…

‘ଆହାର’ ରିହାତି ଚଳୁ

କଟକ ଅଫିସ, ୨୩ା୬:ଗରିବ ଓ ନିରାଶ୍ରୟଙ୍କୁ ସ୍ବଳ୍ପ ମୂଲ୍ୟରେ ଖାଦ୍ୟ ଯୋଗାଇବାକୁ ରାଜ୍ୟ ସରକାର ବିଭିନ୍ନ ସହରାଞ୍ଚଳରେ ୨୦୧୫ ଏପ୍ରିଲ ୧ରୁ ଆହାର ଯୋଜନା ଆରମ୍ଭ କରିଛନ୍ତି। ବିଭିନ୍ନ ରାଷ୍ଟ୍ରାୟତ୍ତ ଉଦ୍ୟୋଗ (ପିଏସ୍‌ୟୁ) ସହାୟତାରେ ଏହି ଖାଦ୍ୟ ଯୋଗାଇ ଦିଆଯାଉଛି। ୨୦ଟଙ୍କା…

ସିଏମ୍‌ସି ପାଇଁ କୋହଳ ନିୟମ

କଟକ ଅଫିସ,୨୩ା୬:ମୋଟର ଯାନ ଆଇନ ନିୟମକୁ ଖୋଲାଖୋଲି ଉଲ୍ଲଂଘନ କରୁଛି କଟକ ମହାନଗର ନିଗମ( ସିଏମ୍‌ସି)। ସିଏମ୍‌ସି ପକ୍ଷରୁ ଚାଲୁଥିବା ଆମ୍ବୁଲାନ୍ସ ଦୀର୍ଘ ୯ବର୍ଷ ହେବ ଫିଟନେସ୍‌ ସାର୍ଟିଫିକେଟ ବିନା ଚାଲୁଛି। ଏପରି କି ଉକ୍ତ ଗାଡ଼ିର ପ୍ରପଲ୍ୟୁଶନ ଅଣ୍ଡର କଣ୍ଟ୍ରୋଲ(ପିୟୁସି)…

ମହିଳା ଉଦ୍ୟୋଗୀଙ୍କ ପାଇଁ ଋଣ ଉପରେ ୫% ସୁଧ ଛାଡ଼ ହେବ

ଭୁବନେଶ୍ୱର,୨୩ା୬(ବ୍ୟୁରୋ): କୋଭିଡ୍‌-୧୯ ମହାମାରୀରେ ଗୁରୁତର ଭାବେ ପ୍ରଭାବିତ ହୋଇଥିବା ଅଣୁ, କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ (ଏମ୍‌ଏସ୍‌ଏମ୍‌ଇ) ଉପରୁ ରାଜ୍ୟ ସରକାର ଋଣ ଭାର କମ୍‌ କରିବାକୁ ନିଷ୍ପତ୍ତି ନେଇଛନ୍ତି। ମଙ୍ଗଳବାର ଏମ୍‌ଏସ୍‌ଏମ୍‌ଇ ବିଭାଗ ପକ୍ଷରୁ ଗାଇଡ୍‌ଲାଇନ ଜାରି କରାଯାଇଛି। ଏମରଜେନ୍ସି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri