Home

ଦିଦି ନେଲେ କଡ଼ା ପଦକ୍ଷେପ: ଡିଜିପି-ଏଡିଜିଙ୍କୁ କଲେ ବଦଳି…

କୋଲକାତା,୫।୫: ତୃତୀୟ ଥର ପାଇଁ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବେ ଦାୟିତ୍ୱ ଗ୍ରହଣ କରିବା ପରେ ମମତା ବାନାର୍ଜୀ କଡ଼ା ପଦକ୍ଷେପ ଗ୍ରହଣ କରିଛନ୍ତି। ସେ ଡିଜିପି ଏବଂ ଏଡିଜିଙ୍କୁ ବଦଳି କରିବା ସହିତ କରୋନା ସଂକ୍ରମଣକୁ ରୋକିବା ଲାଗି ରାଜ୍ୟରେ କଟକଣା…

ଦିଲ୍ଲୀ ସରକାରଙ୍କର ମୁମ୍ବାଇଠାରୁ ଶିଖିବାର ଆବଶ୍ୟକତା ରହିଛି…

ନୂଆଦିଲ୍ଲୀ,୫।୫: ବିଭିନ୍ନ ହସ୍ପିଟାଲରେ ଦେଖାଦେଇଥିବା ଅକ୍ସିଜେନ୍‌ ଅଭାବ ନେଇ ସୁପ୍ରିମ୍‌କୋର୍ଟ ଦିଲ୍ଲୀ ସରକାରଙ୍କୁ ପରାମର୍ଶ ଦେଇଛନ୍ତି। ମୁମ୍ବାଇ ସରକାରଙ୍କଠାରୁ ଦିଲ୍ଲୀ ସରକାର ଶିଖିବା ଆବଶ୍ୟକ ବୋଲି କୋର୍ଟ କହିଛନ୍ତି। କୌଣସି ଅଧିକାରୀଙ୍କ ବିରୋଧରେ ଅବମାନନା ଅଭିଯୋଗ ଆଣିବା କୋର୍ଟ ଚାହୁଁ ନାହାନ୍ତି…

ଦିଦିଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି

କୋଲକାତା,୫।୫: ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ଭାବରେ ଲଗାତର ତୃତୀୟ ଥର ତୃଣମୂଳ କଂଗ୍ରେସ (ଟିଏମସି) ସୁପ୍ରିମୋ ମମତା ବାନାର୍ଜୀ ବୁଧବାର ଶପଥ ନେଇଛନ୍ତି। ରାଜ ଭବନରେ ରାଜ୍ୟପାଳ ଜଗଦୀପ ଧନକଡ ତାଙ୍କୁ ଶପଥ ପାଠ କରାଇଥିଲେ। କରୋନାକୁ ଦୃଷ୍ଟିରେ ରଖି ଏହି ଶପଥ…

କ୍ଷତିରେ ପଡିଲା ବିସିସିଆଇ: ବୁଡିଲା ଏତିକି ଟଙ୍କା

ନୂଆଦିଲ୍ଲୀ,୫।୫: ଆଇପିଏଲର ୧୪ତମ ସିଜିନ କରୋନା କାରଣରୁ ସ୍ଥଗିତ ରଖାଯାଇଛି। ଆଇପିଏଲ ସ୍ଥଗିତାଦେଶ ପରେ ବୋର୍ଡର କ୍ଷତି ବିଷୟରେ ଏବେ ଚର୍ଚ୍ଚା ହେଉଛି। ବିସିସିଆଇ ଆଇପିଏଲ୍‌ର ପ୍ରତି ସିଜିନରୁ ହାରାହାରି ୪ ହଜାର କୋଟି ଟଙ୍କା ରୋଜଗାର କରେ। କିନ୍ତୁ ଚଳିତ…

କରୋନାରୁ ରକ୍ଷା ପାଇଲେ ବି ଏଥି ଯୋଗୁ ଯାଉଛି ଜୀବନ…

ଇନ୍ଦୋର,୫।୫: କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ ଏକ ରିପୋର୍ଟରେ ପ୍ରକାଶ ପାଇଛି ଯେ, କରୋନାରୁ ଆକ୍ରାନ୍ତ ରକ୍ଷା ପାଇଲେ ବି ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ପାଇଁ ବ୍ୟବହୃତ ହେଉଥିବା ଔଷଧ ଯୋଗୁ ଶରୀରରେ ଅତ୍ୟଧିକ…

ଭୟ କରନ୍ତୁ ନାହିଁ: ଖୋଲା ପବନରେ ବୁଲିଲେ ହେବନି କରୋନା…

ଲକ୍ଷ୍ନୌ,୫।୫: ପୃଥିବୀ ବ୍ୟାପୀ କରୋନା ସଂକ୍ରମଣ ନେଇ ସଙ୍କଟଜନକ ସ୍ଥିତି ସୃଷ୍ଟି ହୋଇଛି। ଏପରିସ୍ଥଳେ କିଭଳି ଜୀବନଶୈଳୀ ଆପଣେଇଲେ ସଂକ୍ରମଣଠାରୁ ଦୂରେଇ ରହିହେବ ସେ ନେଇ ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ପକ୍ଷରୁ ମାର୍ଗଦର୍ଶିକା ଜାରି କରାଯାଇଛି। ବାୟୁ ଦ୍ୱାରା କରୋନା ସଂକ୍ରମଣ…

ଘରକୁ ଫେରିଲେ ବିରାଟ କୋହଲି: ଏବେ ସ୍ତ୍ରୀଙ୍କ ସହ ମିଶି କରିବେ ଏହି କାମ

ଆଇପିଏଲ ୨୦୨୧ର ୧୪ତମ ସିଜନକୁ ଅର୍ନିଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରଖାଯାଇଛି। ଆଇପିଏଲର ସ୍ଥଗିତାଦେଶ ପରେ ଖେଳାଳିମାନେ ନିଜ ନିଜ ଘରକୁ ଫେରୁଛନ୍ତି। ଏହି କ୍ରମରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁର ଅଧିନାୟକ ବିରାଟ କୋହଲି ମଧ୍ୟ ମୁମ୍ବାଇରେ ଥିବା ନିଜ ଘରକୁ…

ଏହିସବୁ ବଲିଉଡ୍‌ ସେଲିବ୍ରିଟିଙ୍କ ପାଖରେ ଅଛି ନିଜର ବିମାନ

ସାଧାରଣତଃ ବଲିଉଡ ସେଲିବ୍ରିଟିମାନେ ବିଳାଶପୂର୍ଣ୍ଣ ଜୀବନଯାପନ କରନ୍ତି। ସେମାନଙ୍କ ପାଖରେ କେବଳ କୋଟି କୋଟି ଟଙ୍କାର କାର୍‌ ନାହିଁ, ନିଜଶ୍ୱ ବିମାନ ମଧ୍ୟ ଅଛି। ଜାଣନ୍ତୁ ସେହିସବୁ ସେଲିବ୍ରିଟିମାନଙ୍କ ବିଷୟରେ… ଅଜୟ ଦେବଗନ: ବଲିଉଡ୍‌ ଅଭିନେତା ଅଜୟ ଦେବଗନଙ୍କ ୬ସିଟ ବିଶିଷ୍ଟ…

ପଶ୍ଚିମବଙ୍ଗ ହିଂସା ପାଇଁ ନିର୍ବାଚନ ଆୟୋଗ ଦାୟୀ: ମମତା…

କୋଲକାତା,୫।୫: ପଶ୍ଚିମବଙ୍ଗରେ ଘଟିଥିବା ହିଂସା ପାଇଁ ନିର୍ବାଚନ ଆୟୋଗ ଦାୟୀ ବୋଲି ମୁଖ୍ୟମନ୍ତ୍ରୀ ମମତା ବନାର୍ଜୀ ରାଜ୍ୟପାଳ ଜଗଦୀପ୍‌ ଧାନଖାରଙ୍କୁ କହିଛନ୍ତି। ରାଜ୍ୟପାଳଙ୍କ ଏକ ପ୍ରଶ୍ନର ଉତ୍ତରରେ ମମତା ଏଭଳି ପ୍ରକାଶ କରିଛନ୍ତି। ରାଜ୍ୟର ସମସ୍ତ ପ୍ରଶାସନିକ ବ୍ୟବସ୍ଥା ଗତ ୩…

ରିଜର୍ଭ ବ୍ୟାଙ୍କର ବଡ଼ ଘୋଷଣା: ସ୍ବାସ୍ଥ୍ୟ ସୁବିଧା ଲାଗି ୫୦ ହଜାର କୋଟିର ଋଣ…

ନୂଆଦିଲ୍ଲୀ,୫।୫: ଦେଶରେ ଜାରି ରହିଥିବା କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ଅର୍ଥବ୍ୟବସ୍ଥା ପ୍ରଭାବିତ ହୋଇଥିବା ରିଜର୍ଭ ବ୍ୟାଙ୍କ ଗଭର୍ନର ଶକ୍ତିକାନ୍ତ ଦାଶ ବୁଧବାର ଏକ ଗଣମାଧ୍ୟମ ସମ୍ମିଳିନୀରେ ସୂଚନା ଦେଇଛନ୍ତି। ଏହାକୁ ଦୃଷ୍ଟିରେ ରଖି ୨୦୨୨ ମାର୍ଚ୍ଚ ପର୍ଯ୍ୟନ୍ତ ସ୍ବାସ୍ଥ୍ୟ…

୯ ସନ୍ତାନଙ୍କୁ ଏକାସଙ୍ଗେ ଜନ୍ମଦେଲେ ମହିଳା…

ବାମାକୋ,୫।୫: ଗୋଟିଏ ନୁହେଁ ଦୁଇଟି ନୁହେଁ, ଏକାସଙ୍ଗେ ୯ଜଣ ସନ୍ତାନଙ୍କୁ ଜଣେ ମହିଳା ଜନ୍ମ ଦେଇଛନ୍ତି। ଆଫ୍ରିକାର ମାଲିରେ ଏଭଳି ଘଟିଛି। ୨୫ ବର୍ଷ ବୟସ୍କା ହଲିମା ସିସ୍ସେ୍‌ ନାମକ ମହିଳା ମରକ୍କୋର ହସ୍ପିଟାଲରେ ପ୍ରସବ କରିଥିବା ଜଣାପଡ଼ିଛି। ମା’ ଏବଂ…

ଜାଡେଜାଙ୍କୁ ‘ସାର୍‌ ଜାଡେଜା’ ଡାକିବାରୁ ମିଳିଲା ଏମିତି ପ୍ରତିକ୍ରିୟା

ନୂଆଦିଲ୍ଲୀ,୫।୫: ଇଣ୍ଡିଆନ ପ୍ରିମିୟର ଲିଗର ୧୪ତମ ସିଜନ (ଆଇପିଏଲ ୨୦୨୧)ରେ ଅନିର୍ଦ୍ଦିଷ୍ଟ କାଳ ପାଇଁ ସ୍ଥଗିତ ରହିଛି। ଚେନ୍ନାଇ ସୁପର କିଙ୍ଗ୍ସର ସୁପରଷ୍ଟାର ରବିନ୍ଦ୍ର ଜାଡେଜା ଆଇପିଏଲ ୨୦୨୧ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ବିପକ୍ଷରେ ଚମତ୍କାର ପ୍ରଦର୍ଶନ କରିଥିଲେ। ରବିନ୍ଦ୍ର ଜାଡେଜାଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri