Home

କେମିକାଲ କାରଖାନାରେ ଭୟଙ୍କର ବିସ୍ଫୋରଣ, ୮ ଜୀବନ୍ତ ଦଗ୍ଧ

ଜୟପୁର,୧୬ା୨: ରାଜସ୍ଥାନର ଭିୱାଡିରେ ଏକ ରାସାୟନିକ କାରଖାନାରେ ଏକ ବଡ଼ ବିସ୍ଫୋରଣ ଘଟି ଭୟଙ୍କର ଅଗ୍ନିକାଣ୍ଡ ହୋଇଛି । ସୂଚନା ପାଇ ଅଧ ଡଜନ ଦମକଳ ଗାଡ଼ି ଘଟଣାସ୍ଥଳରେ ପହଞ୍ଚି ନିଆଁକୁ ଆୟତ୍ତ କରିବାକୁ ପ୍ରୟାସ ଆରମ୍ଭ କରିଥିଲେ । ସେତେବେଳକୁ…

କଟକଣା ହଟିଲେ ସାଲିସ ପାଇଁ ଇରାନ୍‌ ରାଜି

ତେହରାନ୍‌,୧୬ା୨:ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ନେଇ ଆମେରିକା ସହ ସାଲିସ କରିବାକୁ ପ୍ରସ୍ତୁତ ରହିଛି। କିନ୍ତୁ ଏଥିପାଇଁ ନିର୍ଦ୍ଦିଷ୍ଟ ସର୍ତ୍ତ ରଖିଛି। ଯଦି ଆମେରିକା କଟକଣା ହଟାଇବ ତେବେ ଇରାନ ନିଜର ଆଣବିକ କାର୍ଯ୍ୟକ୍ରମକୁ ସାଲିସ କରିବା ସହିତ ଆଲୋଚନା ପାଇଁ…

ରହମାନଙ୍କ ଶପଥ ଉତ୍ସବରେ ଯୋଗ ଦେବେନି ମୋଦି: ସାମ୍ନାକୁ ଆସିଲା ବଡ଼ କାରଣ

ନୂଆଦିଲ୍ଲୀ,୧୬ା୨:ବାଂଲାଦେଶ ନିର୍ବାଚନରେ ବିଏନ୍‌ପି ବିପୁଳ ବିଜୟ ହାସଲ କରିବା ପରେ ଦଳୀୟ ଅଧ୍ୟକ୍ଷ ତାରିକ୍‌ ରହମାନ ପ୍ରଧାନମନ୍ତ୍ରୀ ଭାବେ ଶପଥ ନେବେ। ଆସନ୍ତା ୧୭ ତାରିଖରେ ଏକ ଭବ୍ୟ ଉତ୍ସବରେ ରହମାନ ଶପଥ ନେବାକୁ କାର୍ଯ୍ୟକ୍ରମ ସ୍ଥିର ହୋଇଥିଲା ବେଳେ ଏଥିରେ…

ସୁସ୍ଥ ହୃତ୍‌ପିଣ୍ଡ ଓ ରକ୍ତଚାପ

ମନୁଷ୍ୟ ଶରୀରରେ ମସ୍ତିଷ୍କ ପରେ ହୃତ୍‌ପିଣ୍ଡ ବା ହାର୍ଟ ହେଉଛି ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ଅଙ୍ଗ। କହିବାକୁ ଗଲେ ହୃଦ୍‌ଯନ୍ତ୍ର ଦ୍ୱାରା ମସ୍ତିଷ୍କକୁ ରକ୍ତ ସଞ୍ଚାଳନ ନ ହେଲେ କେବଳ ମସ୍ତିଷ୍କକୁ କ’ଣ ଶରୀରର କୌଣସି ଅଙ୍ଗ କାର୍ଯ୍ୟକ୍ଷମ ହୋଇପାରିବ ନାହିଁ। ମାତ୍ର…

‘ମୋତେ ସ୍ତ୍ରୀର ମାନ୍ୟତା ଦିଅ, ନଚେତ୍ ମୁଁ ଆତ୍ମହତ୍ୟା କରିବି’, ଭାଜପା ନେତାଙ୍କ ନାଁରେ ପ୍ରେମିକାଙ୍କ ଗମ୍ଭୀର ଅଭିଯୋଗ

ଲକ୍ଷ୍ନୌ,୧୬।୨: ଉତ୍ତର ପ୍ରଦେଶର ମୋରାଦାବାଦରୁ ଏକ ମାମଲା ସାମ୍ନାକୁ ଆସିଛି, ଯାହା ସମଗ୍ର ଅଞ୍ଚଳରେ ବ୍ୟାପକ ଭାବରେ ଚର୍ଚ୍ଚା ହେଉଛି । କୁଣ୍ଡାରକି ଥାନା ଅଞ୍ଚଳ ଅନ୍ତର୍ଗତ ନାନପୁର ଗାଁରେ, ଜଣେ ମହିଳା ପୂର୍ବତନ ଭାପଜା ମଣ୍ଡଳ ସଭାପତିଙ୍କ ବାସଭବନ ଆଗରେ…

ଭାରତଠାରୁ ପରାଜୟ ପରେ ରାଗିକି ନିଆଁ ହୋଇଗଲେ ଶାହିଦ ଆଫ୍ରିଦି: ନିଜ ଜ୍ୱାଇଁଙ୍କୁ ବି ଛାଡ଼ିଲେନି

ଇସଲାମାବାଦ୍‌,୧୬।୨: ଟି୨୦ ବିଶ୍ୱକପରେ ଭାରତ ବିପକ୍ଷରେ ପରାଜୟ ପୂର୍ବତନ ପାକିସ୍ତାନ ଅଧିନାୟକ ଶାହିଦ ଆଫ୍ରିଦିଙ୍କ ଖୋଲାଖୋଲି ଭାବରେ ଦଳକୁ ସମାଲୋଚନା କରିଛନ୍ତି। ସେ ଦଳର ବରିଷ୍ଠ ଖେଳାଳିମାନଙ୍କୁ ତୀବ୍ର ସମାଲୋଚନା କରିଛନ୍ତି। ସେ କେବଳ ବାବର ଆଜମ ନୁହେଁ ନିଜ ଜ୍ୱାଇଁ…

ଗ୍ରହାଣୁରୁ ଖଣିଜ ଉତ୍ତୋଳନ

ସୌରଜଗତର ମଙ୍ଗଳ ଏବଂ ବୃହସ୍ପତି ଗ୍ରହ କକ୍ଷ ମଝିରେ ଅନେକ କ୍ଷୁଦ୍ର ବସ୍ତୁପିଣ୍ଡ ସୂର୍ଯ୍ୟକୁ ପରିକ୍ରମଣ କରୁଛି। ଏଗୁଡ଼ିକୁ ଗ୍ରହାଣୁ ବା ଗୌଣ ଗ୍ରହ କୁହାଯାଏ ଏବଂ ଯେଉଁ ଅଞ୍ଚଳରେ ଏଗୁଡ଼ିକ ସୂର୍ଯ୍ୟକୁ ପରିକ୍ରମଣ କରିଥାଆନ୍ତି, ତାକୁ ଗ୍ରହାଣୁ ବଳୟ କୁହାଯାଏ।…

ଲଜ୍ଜାରେ ଏମିତି କାମ କଲେ ମୋହସିନ ନକଭି: ମ୍ୟାଚ୍‌ ଅଧାରୁ ….

ନୂଆଦିଲ୍ଲୀ,୧୬।୨: ଭାରତଠାରୁ ପରାସ୍ତ ହେବାପରେ ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ମୁଖ୍ୟ ମୋହସିନ ନକଭି ଦଳର ହାତ ଛାଡ଼ିଦେଇଛନ୍ତି। କଲମ୍ବୋର ପ୍ରେମଦାସା ଷ୍ଟାଡିୟମରେ ଭାରତ ବିପକ୍ଷରେ ତାଙ୍କ ଦଳର ଦୁର୍ଦଶା ସହ୍ୟ କରିପାରି ନ ଥିଲେ ଏବଂ ତାଙ୍କୁ ପଡ଼ିଆ ଛାଡିବାକୁ…

ହୋଟେଲ ମାଲିକଙ୍କୁ ହତ୍ୟା: ଦୋକାନ ଆଗରେ…

ସିମୁଳିଆ, ୧୬।୨(ସନ୍ତୋଷ ନାୟକ): ବାଲେଶ୍ବର ଜିଲା ସିମୁଳିଆ ଥାନା ଠାରୁ ୩କି.ମି. ଦୂର ୧୬ନଂ ଜାତୀୟ ରାଜପଥ ପାଶର୍‌ବରେ ଥିବା ଜୟ ମା ’ଦୁର୍ଗା ନାମକ ହୋଟେଲର ମାଲିକ ଗଜେନ୍ଦ୍ର ପଣ୍ଡା (୫୮)ଙ୍କୁ ଏହି ହୋଟେଲ ପରିସରରେ ହତ୍ୟା କରାଯାଇଛି। ତାଙ୍କ…

ବ୍ରିଜ୍‌ ଭାଙ୍ଗି ନଦୀକୁ ଖସିଲା ଅଦା ବୋଝେଇ ଟ୍ରକ୍‌, ଭିତରେ ଥିଲେ ଡ୍ରାଇଭର-ହେଲ୍‌ପର

ବସ୍ତା,୧୬ା୨(ହରିଶଙ୍କର ପାଢ଼ୀ): ବାଲେଶ୍ୱର ଜିଲା ବସ୍ତା ଥାନା ଅନ୍ତର୍ଗତ ମଥାନୀ ବାଇପାସ ପେଗରପଡ଼ା ଜଳକା ନଦୀର ବ୍ରିଜରୁ ଘନ କୁହୁଡି ଯୋଗୁ ସୋମବାର ଭୋର୍‌ ସମୟରେ ଏକ ଅଦା ବୋଝେଇ ଟ୍ରକ୍‌ ଖସିପଡ଼ିଛି। ଉକ୍ତ ଟ୍ରକ୍‌ଟି ଆସାମରୁ ବିଶାଖାପାଟଣା ଯାଉଥିବାବେଳେ ବ୍ରିଜ୍‌…

ଚାଷ ଜମିରୁ ମିଳିଲା ଯୁବକଙ୍କ ମୃତଦେହ: ହତ୍ୟା ସନ୍ଦେହ

ରାୟଗଡ଼ା,୧୬/୨(ଆଶିଷ ରଞ୍ଜନ ପଣ୍ଡା)-ରାୟଗଡା ଜିଲା ଶେଷଖାଲ ଥାନା ଅନ୍ତର୍ଗତ ବାଇସିଂ ଗ୍ରାମ ନିକଟରେ ଜଣେ ଯୁବକର ମୃତଦେହ ଠାବ କରାଯାଇଛି। ମୃତ ଯୁବକ ଜଣକ ହେଲେ ବାଇସିଂ ଗ୍ରାମର ସିଦ୍ଧାନ୍ତ ଗାଣ୍ଟା। ତେବେ ଗାଁ ନିକଟରେ ଥିବା ଏକ ଚାଷ ଜମିରେ…

ରାଗରେ ଏମିତି କହିଦେଲେ ପାକିସ୍ତାନ ଅଧିନାୟକ: ଅଫ୍‌ ଡେ’ରେ…

କଲମ୍ବୋ,୧୬।୨:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଟି-୨୦ ବିଶ୍ୱକପ ୨୦୨୬ ଗ୍ରୁପ ପର୍ଯ୍ୟାୟ ମ୍ୟାଚ କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ଖେଳାଯାଇଥିଲା। ଏହି ମ୍ୟାଚ୍‌ରେ ଭାରତ ପାକିସ୍ତାନକୁ ପରାସ୍ତ କରିଥିଲା। ଭାରତ ପ୍ରଥମେ ବ୍ୟାଟିଂ କରିବ ଏକ ଦୃଢ଼ ସ୍କୋର କରିଥିଲା, କିନ୍ତୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?