Home

ନୀତି ଆୟୋଗ ଏସ୍‌ଡିଜି ରିପୋର୍ଟ: ବିହାର ସବୁଠୁ ପଛୁଆ

ନୂଆଦିଲ୍ଲୀ, ୩୦।୭:କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରକାଶିତ ରିପୋର୍ଟ ଅନୁଯାୟୀ ବିହାର ଦେଶର ସବୁଠୁ ପଛୁଆ ରାଜ୍ୟ। ନୀତୀଶ କୁମାର ସରକାରରେ ଭାଜପା ସହଯୋଗୀ ଦଳ ରହିଥିବାବେଳେ ପାର୍ଲାମେଣ୍ଟରେ ସରକାରଙ୍କ ଏଭଳି ରିପୋର୍ଟକୁ ନେଇ ନୂଆ ରାଜନୈତିକ ବିବାଦ ସୃଷ୍ଟି ହୋଇଛି। ଜେଡିୟୁ…

ଆଜିଠାରୁ ଅଫ୍‌ଲାଇନ ମାଟ୍ରିକ ପରୀକ୍ଷା: ୫୦୪ ପରୀକ୍ଷା କେନ୍ଦ୍ରରେ ଦେବେ ୧୫ ହଜାର ଛାତ୍ରୀଛାତ୍ର

ଭୁବନେଶ୍ୱର,୩୦ା୭(ବ୍ୟୁରୋ): ଶୁକ୍ରବାରଠାରୁ ସ୍ବତନ୍ତ୍ର ମାଟ୍ରିକ ପରୀକ୍ଷା-୨୦୨୧ ଆରମ୍ଭ ହେବ। ଏ ନେଇ ସମସ୍ତ ପ୍ରସ୍ତୁତି ଶେଷ ହୋଇଛି। ଜୁନ୍‌ ୨୫ରେ ଘୋଷଣା କରାଯାଇଥିବା ପରୀକ୍ଷା ଫଳାଫଳକୁ ନେଇ ଅସନ୍ତୁଷ୍ଟ ଥିବା ଏବଂ ଅକୃତ କାର୍ଯ୍ୟ ହୋଇଥିବା ୧୫,୧୩୬ ଛାତ୍ରୀଛାତ୍ର ଏହି ପରୀକ୍ଷା…

ଇତିହାସ ରଚିଲେ ଦୀପିକା କୁମାରୀ

କଲମ୍ବୋ,୩୦।୭: ଆଜି ଟୋକିଓ ଅଲିମ୍ପିକ୍ସର ଅଷ୍ଟମ ଦିନ। ଶୁକ୍ରବାର ସକାଳୁ ମହିଳା ସିଙ୍ଗଲ୍ସ ତୀରନ୍ଦାଜୀରେ ବିଶ୍ୱର ଏକ ନମ୍ବର ଖେଳାଳି ଦୀପିକା କୁମାରୀ ରୁଷର ପୂର୍ବତନ ବିଶ୍ୱ ଚାମ୍ପିଅନ କେସେନିଆ ପେରୋଭାଙ୍କୁ ପରାସ୍ତ କରି କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପାଞ୍ଚ…

ଏହି ଦେଶରେ ମୂଷା ପାଳିଲେ ନେବାକୁ ପଡ଼େ ସରକାରଙ୍କ ଅନୁମତି

ବିଶ୍ୱରେ ଅନେକ ଦେଶ ଅଛି। ପ୍ରତ୍ୟେକ ଦେଶରେ କିଛି ନା କିଛି ନୀତି ନିୟମ ରହିଛି। ଯାହାକୁ ଲୋକେ ମାନିବାକୁ ବାଧ୍ୟ। ମାତ୍ର ଏମିତି ଏକ ଦେଶ ଅଛି, ଯେଉଁଠି ମୂଷା ପାଳିବା ମଧ୍ୟ ମନା। ଏପରି ଦେଶ ହେଉଛି କାନାଡା।…

ଫଶିଗଲେ ବିରାଟ କୋହଲି

ଲଣ୍ଡନ,୨୯।୭: ଭାରତୀୟ କ୍ରିକେଟ ଅଧିନାୟକ ବିରାଟ କୋହଲି ଏବେ ଇଂଲଣ୍ଡ ବିପକ୍ଷ ପାଞ୍ଚ ମ୍ୟାଚ ଟେଷ୍ଟ ସିରିଜ ପାଇଁ ପ୍ରସ୍ତୁତ ହେଉଛନ୍ତି। କିନ୍ତୁ ମଝିରେ ମଝିରେ ସେ ବିବାଦରେ ପଡ଼ି ଯାଉଛନ୍ତି। ଏହି ବିବାଦର କାରଣ ହେଉଛି ସୋସିଆଲ ମିଡିଆରେ ତାଙ୍କର…

ଭାବି ଜ୍ୱାଇଁଙ୍କୁ ନେଇ ଏମିତି କହିଲେ ସୁନୀଲ ସେଟ୍ଟୀ

ବଲିଉଡ ଅଭିନେତ୍ରୀ ଆଥିଆ ସେଟ୍ଟୀ ଏବଂ କ୍ରିକେଟର କେ.ଏଲ ରାହୁଲ ଦୀର୍ଘ ଦିନ ହେବ ପରସ୍ପରକୁ ଡେଟ କରୁଛନ୍ତି। ଉଭୟ ସୋସିଆଲ ମିଡିଆରେ ସେମାନଙ୍କର ଭିନ୍ନ ଫଟୋ ପୋଷ୍ଟ କରୁଥିଲେ। କିନ୍ତୁ ଏବେ ଉଭୟ ପରସ୍ପର ସହ ପୋଜ୍‌ ଦେଇ ଫଟୋ…

ମହିଳା ହୋମଗାର୍ଡଙ୍କୁ ଅସଦାଚରଣ ଅଭିଯୋଗ: ଜଣେ ଗିରଫ

ରାଇକିଆ,୨୯ା୭(ଡି.ଏନ୍‌.ଏ.): ମହିଳା ହୋମ ଗାର୍ଡଙ୍କୁ ଅସଦାଚରଣ ଅଭିଯୋଗରେ କନ୍ଧମାଳ ଜିଲା ରାଇକିଆ ପୋଲିସ କୁନା ଦିଗାଲ ନାମକ ଜଣେ ବ୍ୟକ୍ତିଙ୍କୁ ଗିରଫ କରିଛି। ଗତ ଜାନୁଆରୀ ମାସରୁ ଏ ନେଇ ରାଇକିଆ ଥାନାରେ ଅଭିଯୋଗ ହୋଇଥିବା ବେଳେ ୬ ମାସରୁ ଊର୍ଦ୍ଧ୍ୱ…

ସୁକ୍ରୁ ହତ୍ୟା ଘଟଣାର ପର୍ଦ୍ଦାଫାଶ: ଜଣେ ଗିରଫ

ସୁନ୍ଦରଗଡ଼,୨୯ା୭(ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା କୁତ୍ରା ଥାନା ଅନ୍ତର୍ଗତ ପଞ୍ଚରା ଗ୍ରାମରେ ହୋଇଥିବା ହତ୍ୟା ଘଟଣାର ଅଭିଯୁକ୍ତଙ୍କୁ ୬ ଦିନ ପରେ ଗୁରୁବାର କୁତ୍ରା ପୋଲିସ ଗିରଫ କରିବାରେ ସଫଳ ହୋଇଛି। ପୋଲିସ ସୂତ୍ରରୁ ପ୍ରକାଶ ଯେ, ସୁକ୍ରୁ ସୋରେନଙ୍କୁ ତାଙ୍କ ଜ୍ୱାଇଁ…

ବିପୁଳ ପରିମାଣର ଗଞ୍ଜେଇ ଜବତ: ୨ ଗିରଫ

ମାଲକାନଗିରି,୨୯ା୭(ଡି.ଏନ୍‌.ଏ.): ମାଲକାନଗିରି ଜିଲା ମୁଦୁଲିପଡ଼ା ଏବଂ ମାଲକାନଗିରି ପୋଲିସ ଦୁଇଟି ଘଟଣାରେ ୭୬୨କେଜି ଗଞ୍ଜେଇ ଜବତ କରିବା ସହ ଦୁଇ ଜଣଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିବା ସୂଚନା ଦେଇଛି। ଖଇରପୁଟ ବ୍ଲକ ମୁଦୁଲିପଡ଼ା ଥାନା ପୋଲିସ ଏକ ବୋଲେରୋ…

ଆଫଗାନିସ୍ତାନରେ ବନ୍ୟା: ୪୦ ମୃତ, ୧୫୦ରୁ ଅଧିକ ନିଖୋଜ

କାବୁଲ,୨୯ା୭: ଆଫଗାନିସ୍ତାନର ନୁରିସ୍ତାନ ରାଜ୍ୟର କାମଡିଶରେ ଆସିଥିବା ବନ୍ୟାରେ ୮୦ରୁ ଅଧିକ ଘର ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ୧୫୦ରୁ ଅଧିକ ଲୋକ ନିଖୋଜ ଥିବା ସୂଚନା ମିଳିଛି। ଏନେଇ ରାଜ୍ୟ ମୁଖ୍ୟ ସୟଦୁଲ୍ଲା ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ୪୦ଟି ମୃତଦେହ…

ବ୍ରିଜ୍‌ ଉପରେ ପଡ଼ିଛି ରକ୍ତାକ୍ତ ମୃତଦେହ

ବରଗଡ଼ ଅଫିସ,୨୯ା୭: ବରଗଡ଼ ଟାଉନ ଥାନା ଅନ୍ତର୍ଗତ କୁରୁଆଁ ବ୍ରିଜ ଉପରେ ଗୁରୁବାର ଜଣେ ଯୁବକଙ୍କ ରକ୍ତାକ୍ତ ମୃତଦେହ ପଡ଼ିଥିବା ଦେଖିବାକୁ ମିଳିଛି। ମୃତକଙ୍କ ପରିଚୟ ମିଳି ପାରିନାହିଁ। ତେବେ ସେ ଭେଡେନ ଥାନା ଥୁଆପାଲି ଅଞ୍ଚଳର ମୂଳ ବାସିନ୍ଦା ଏବଂ…

ଏହି ଗୀତ ଶୁଣି ରାତିରେ ଶୋଇ ପାରୁନାହାନ୍ତି ଅନୁଷ୍କା

ମୁମ୍ବାଇ: ବଲିଉଡ୍‌ ଅଭିନେତ୍ରୀ ଅନୁଷ୍କା ଶର୍ମା ଆଜିକାଲି ସୋସିଆଲ ମିଡିଆରେ ଖୁବ୍‌ ଆକ୍ଟିଭ୍‌ ରହୁଛନ୍ତି। ସେ ନୂଆ ନୂଆ ଟ୍ରେଣ୍ଡ୍‌କୁ ଫଲୋ ବି କରନ୍ତି। ଯଦି କିଛି ହାସ୍ୟ ରସାତ୍ମକ ପୋଷ୍ଟ ଦେଖନ୍ତି, ତେବେ ଶେୟାର କରିବାକୁ ଆଦୌ ଭୁଲନ୍ତି ନାହିଁ।…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?