ଆଜି ରାଜ୍ୟରୁ ୩୦୩୧ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସୋମବାର ରାଜ୍ୟରୁ ୩୦୩୧ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୮୦,୫୩୩ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ ସୂଚନା ଦେଇଛି। ଏଥିମଧ୍ୟରୁ କ୍ୱାରାଣ୍ଟାଇନ୍ରୁ ୧୭୩୮ ଜଣ ଚିହ୍ନଟ…
୮୪ ବଲ୍ରେ ଫାଇନାଲ୍ ଆଭିମୁଖ୍ୟ ବଦଳାଇଦେଲା ନ୍ୟୁଜିଲାଣ୍ଡ
ସାଉଥମ୍ପଟନ,୨୧।୬: ବିଶ୍ୱ ଟେଷ୍ଟ ଚାମ୍ପିଅନସିପ୍ର ଫାଇନାଲରେ ନ୍ୟୁଜିଲାଣ୍ଡ ନିଜର ଆଭିମୁଖ୍ୟକୁ କଡାକଡି କରିଛି। ମ୍ୟାଚର ତୃତୀୟ ଦିନରେ ଦଳ ୮୪ ଟି ବଲରେ ୩୬ ରନ ଦେଇ ଟିମ ଇଣ୍ଡିଆର ୩ ଉଇକେଟ ନେଇ ମ୍ୟାଚକୁ ଫେରିଛି। ଦ୍ୱିତୀୟ ଦିନର ଖେଳ…
ଅଯୋଧ୍ୟା ଜମି ଦୁର୍ନୀତିର ତଦନ୍ତ ହେଉ
ନୂଆଦିଲ୍ଲୀ, ୨୧।୬: ଅଯୋଧ୍ୟା ରାମମନ୍ଦିର ଟ୍ରଷ୍ଟ ଜମି କିଣାରେ ଦୁର୍ନୀତି ହୋଇଥିବା ଅଭିଯୋଗ ଆଣି କଂଗ୍ରେସ ଏହାର ତଦନ୍ତ ଦାବି କରିଛି। ସତ୍ୟ ପଦାକୁ ଆଣିବାକୁ ହେଲେ ଅଦାଲତଙ୍କ ତତ୍ତ୍ୱାବଧାନରେ ଏହାର ତଦନ୍ତ ପାଇଁ ନିର୍ଦ୍ଦେଶ ଦେବା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି…
ଗାନ୍ଧୀ ଡକ୍ୟୁମେଣ୍ଟାରି ପୁରସ୍କୃତ
ମହାତ୍ମା ଗାନ୍ଧୀଙ୍କ ଉପରେ ନିର୍ମିତ ଡକ୍ୟୁମେଣ୍ଟାରି ‘ଅହିଂସା ଗାନ୍ଧୀ: ଦି ପାଓ୍ବାର ଅଫ୍ ଦି ପାଓ୍ବାର ଲେସ୍’ ନ୍ୟୁୟର୍କ ଇଣ୍ଡିଆନ ଫିଲ୍ମ ଫେଷ୍ଟିଭାଲରେ ସର୍ବଶ୍ରେଷ୍ଠ ଡକ୍ୟୁମେଣ୍ଟାରି ଫିଚର ପୁରସ୍କାର ହାସଲ କରିଛି। ଅନ୍ତର୍ଜାତୀୟସ୍ତରର ଖ୍ୟାତନାମା ଦକ୍ଷିଣ ଆଫ୍ରିକୀୟ ଫିଲ୍ମ ନିର୍ମାତା ଅନନ୍ତ…
କିଶୋର କୁମାରଙ୍କ ଗୀତ ଗାଇଲେ ସୋଏବ
ପାକିସ୍ତାନର ପୂର୍ବତନ କ୍ରିକେଟର ସୋଏବ ଅଖତର ଭାରତୀୟ ସିନେମାର ବର୍ଷୀୟାନ ଗାୟକ କିଶୋର କୁମାରଙ୍କ ଗୀତ ଗାଉଥିବାର ଏକ ଭିଡିଓ ୟୁଟ୍ୟୁବରେ ଅପଲୋଡ୍ ହୋଇଛି। ହାପେନ୍ଡହ୍ବାଟ୍ ଆକାଉଣ୍ଟରେ ଶେୟାର ହୋଇଥିବା ୫ ମିନିଟ୍ର ଏହି ଭିଡିଓକୁ ୫୫ ହଜାରରୁ ଅଧିକ ଥର…
କଶ୍ମୀରକୁ ଫେରିବ କି ରାଜ୍ୟ ମାନ୍ୟତା
ନୂଆଦିଲ୍ଲୀ/ଶ୍ରୀନଗର,୨୧ା୬: ୨୦୧୯ ଅଗଷ୍ଟ ୫ରେ କେନ୍ଦ୍ର ସରକାର ସମ୍ବିଧାନର ଅନୁଚ୍ଛେଦ ୩୭୦କୁ ଉଚ୍ଛେଦ କରିବା ସହ ଜମ୍ମୁ-କଶ୍ମୀରର ସ୍ବତନ୍ତ୍ର ରାଜ୍ୟ ମାନ୍ୟତା ପ୍ରତ୍ୟାହାର କରିଥିଲେ। ଉପଯୁକ୍ତ ସମୟରେ ରାଜ୍ୟ ମାନ୍ୟତା ଫେରାଇ ଦିଆଯିବ ବୋଲି ସେତେବେଳେ ସରକାରଙ୍କ ପକ୍ଷରୁ କୁହାଯାଇଥିଲା। ଆସନ୍ତା…
ସଙ୍କଟରେ ଇସ୍ପାତ ଶିଳ୍ପ
ଯାଜପୁର ଅଫିସ, ୨୧।୬: ଅର୍ଥନୀତିକୁ ସୁଦୃଢ କରିବାକୁ ହେଲେ ଗଢ଼ି ଉଠିଥିବା ଶିଳ୍ପ ସଂସ୍ଥାଗୁଡିକ ପାଇଁ କଞ୍ଚାମାଲ ଉତ୍ତୋଳନ ଓ ଯୋଗାଣ ବ୍ୟବସ୍ଥାକୁ ମଧ୍ୟ ଠିକ୍ ଢଙ୍ଗରେ ପରିଚାଳନା କରିବାର ଆବଶ୍ୟକତା ରହିଛି। କିନ୍ତୁ ବର୍ଷେ ହେଲା ଉପଯୁକ୍ତ ପରିଚାଳନାଗତ ତ୍ରୁଟି…
ଆଜି ଅନ୍ତର୍ଜାତୀୟ ଯୋଗ ଦିବସ: ମନୁଷ୍ୟର ପ୍ରତିଟି କ୍ରିୟା ‘ଯୋଗ’
ଭୁବନେଶ୍ୱର, ୨୧।୬ (ବ୍ୟୁରୋ): ମନୁଷ୍ୟର ପ୍ରତିଟି କ୍ରିୟା ହେଉଛି ଯୋଗ। ଯୋଗ ଦ୍ୱାରା ଶରୀର ସୁସ୍ଥ ରହିବା ସହ ମାନସିକ ସ୍ତରରେ ଶାନ୍ତି ମିଳିଥାଏ। ନୀରୋଗ ରହିବାର ଏହା ହେଉଛି ସବୁଠୁ ବଳିଷ୍ଠ ମାଧ୍ୟମ। ଆଜି ହେଉଛି ଅନ୍ତର୍ଜାତୀୟ ଯୋଗ ଦିବସ।…
୮୮ ଦିନ ପରେ ସର୍ବନିମ୍ନ ନୂଆ ଆକ୍ରାନ୍ତ ଚିହ୍ନଟ…
ନୂଆଦିଲ୍ଲୀ,୨୧।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ଲକ୍ଡାଉନ୍ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୮୮ ଦିନ ପରେ ସୋମବାର ଦେଶରେ ନୂଆ ଆକାନ୍ତଙ୍କ ସଂଖ୍ୟା ସର୍ବନିମ୍ନ ରହିଛି। ଲଗାତାର ୨ ଦିନ ଧରି ଦୈନିକ ଆକ୍ରାନ୍ତଙ୍କ…
ପରକୀୟା ପ୍ରୀତି ପାଇଁ ହତ୍ୟା
କଟକ ଅଫିସ,୨୧।୬: ପରକୀୟା ପ୍ରୀତି ମହଙ୍ଗା ପଡ଼ିଲା। ଶୋଇଥିବା ଅବସ୍ଥାରେ ସ୍ତ୍ରୀଙ୍କ ପ୍ରେମିକଙ୍କୁ ସ୍ବାମୀ ଏକ ଛୁରିରେ ହତ୍ୟା କରିଛନ୍ତି। ଏଥିସହ ଆକ୍ରମଣରେ ସ୍ତ୍ରୀ ଗୁରୁତର ହୋଇଛନ୍ତି। ଶନିବାର ବିଳମ୍ବିତ ରାତିରେ କଟକ କଲେଜ ଛକରେ ଏଭଳି ଏକ ହତ୍ୟାକାଣ୍ଡ ଘଟିଛି।…
ଏମ୍-ଯୋଗ ଆପ୍ ବହୁ ଭାଷାରେ ହେବ ଉପଲବ୍ଧ: ମୋଦି..
ନୂଆଦିଲ୍ଲୀ,୨୧।୬: ଏଣିକି ପୃଥିବୀବ୍ୟାପୀ ଏମ୍-ଯୋଗ ଆପ୍ ବହୁ ଭାଷାରେ ଉପଲବ୍ଧ ହେବ। ସପ୍ତମ ଅନ୍ତର୍ଜାତୀୟ ଯୋଗ ଦିବସ ଅବସରରେ ସୋମବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏସମ୍ପର୍କରେ ଘୋଷଣା କରିଛନ୍ତି। ବିଶ୍ୱସ୍ବାସ୍ଥ୍ୟ ସଂଗଠନ ସହଯୋଗରେ ଏହା ସମ୍ପନ୍ନ ହେବ। ଏହି ଆପ୍ ମାଧ୍ୟମରେ…
ଆଜିଠୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ
ଭୁବନେଶ୍ୱର,୨୧।୬(ବ୍ୟୁରୋ): ସାରା ରାଜ୍ୟରେ ସୋମବାରଠାରୁ କ୍ୟାମ୍ପେନ୍ ମୋଡ୍ରେ ଟିକାକରଣ ଆରମ୍ଭ ହେବ। ପୂର୍ବରୁ ରାଜ୍ୟରେ ଦୈନିକ ଦେଢ଼ ଲକ୍ଷ ଲୋକଙ୍କୁ ଟିକାକରଣ କରାଯାଉଥିବାବେଳେ ଏହା ଦୁଇଗୁଣ ହେବ। ଅର୍ଥାତ୍ ଏଣିକି ଦୈନିକ ୩ ଲକ୍ଷ ଟିକାକରଣ କରିବାକୁ ରାଜ୍ୟ ସରକାର ଲକ୍ଷ୍ୟ…
Archives


