ଏହି ୬ ଅଭ୍ୟାସ ଅଛି କି ଆପଣଙ୍କର? ହୋଇଯିବେ ଦରିଦ୍ର; ଜାଣନ୍ତୁ କ’ଣ କହିଛନ୍ତି ଚାଣକ୍ୟ
ମନୁଷ୍ୟ ନିଜ ଜୀବନରେ ସୁଖରେ ଜୀବନଯାପନ କରିବା ପାଇଁ ଆଚାର୍ଯ୍ୟ ଚାଣକ୍ୟ ତାଙ୍କ ନୀତଶାସ୍ତ୍ରରେ ଅନେକ ପ୍ରକାରର ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ଏହା ବ୍ୟକ୍ତିଙ୍କୁ ବଞ୍ଚିବାର କଳା ଶିଖାଇଥାଏ। ଏକ ଶ୍ଳୋକ ମାଧ୍ୟମରେ ଦରିଦ୍ର ନ ହେବା ପାଇଁ ଜଣଙ୍କୁ…
ପୁଣି କରୋନା ଆତଙ୍କ: ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ଟପିଲା
ନୂଆଦିଲ୍ଲୀ,୧୩।୩: ଦେଶରେ ପୁଣି କରୋନା ସଂକ୍ରମଣ ବଢ଼ିବାରେ ଲାଗିଛି। ଏହା ଯୋଗୁ ଲୋକେ ଆତଙ୍କିତ ହୋଇପଡ଼ିଛନ୍ତି। ଗତ ୨୪ ଘଣ୍ଟା ମଧ୍ୟରେ ନୂଆ ଆକ୍ରାନ୍ତଙ୍କ ସଂଖ୍ୟା ୨୪ ହଜାର ୮୮୨ରେ ପହଞ୍ଚିଛି। ସେହିପରି ଏହି ସମୟ ମଧ୍ୟରେ କରୋନା ଜନିତ ମୃତ୍ୟୁ…
ଫାଶୀରେ ଲଟକିଲେ ୫ ପରିବାର ସଦସ୍ୟ
ପଟନା,୧୩।୩: ବିହାରର ସୁପୌଲ ଅଞ୍ଚଳରେ ଏକ ଅଭାବନୀୟ ଘଟଣା ଘଟିଛି। ଗୋଟିଏ ପରିବାର ୫ ଜଣ ସଦସ୍ୟ ଫାଶୀରେ ଲଟକି ଆତ୍ମହତ୍ୟା କରିଛନ୍ତି। ସ୍ତ୍ରୀ-ସ୍ବାମୀ ଏବଂ ୩ ସନ୍ତାନ ଘରେ ପାଶୀ ଦେଇ ଥିବା ସ୍ଥାନୀୟ ପୋଲିସ ପକ୍ଷରୁ ସୂଚନା ଦିଆଯାଇଛି।…
ଅଷ୍ଟ୍ରାଜେନିକା ଟିକା ବନ୍ଦ ନ କରିବାକୁ ଡବ୍ଲ୍ୟୁଏଚ୍ଓର ପରାମର୍ଶ
ନୂଆଦିଲ୍ଲୀ,୧୩।୩ : ଅକ୍ସଫୋର୍ଡ ବିଶ୍ୱବିଦ୍ୟାଳୟ ଏବଂ ଅଷ୍ଟ୍ରାଜେନିକା କମ୍ପାନୀ ଦ୍ୱାରା ବିକଶିତ କୋଭିଡ୍ ଟିକା ନେବା ପରେ କେତେଜଣଙ୍କ ଶରୀରରେ ରକ୍ତ ଜମାଟ ବାନ୍ଧିବା ରିପୋର୍ଟ ଆସିବାରୁ ବିଭିନ୍ନ ଦେଶ ଉକ୍ତ ଟିକାଦାନକୁ ବନ୍ଦ କରିଦେଇଛନ୍ତି। ଅଷ୍ଟ୍ରିଆ, ଡେନ୍ମାର୍କ, ନରଓ୍ବେ, ଆଇସ୍ଲାଣ୍ଡ…
ସରକାରୀ ଅଧିକାରୀ ହୋଇପାରିବେନି ଏସ୍ଇସି
ନୂଆଦିଲ୍ଲୀ,୧୩।୩ (ପି.ଟି.): ସରକାରରେ ନିଯୁକ୍ତ କୌଣସି ଅଧିକାରୀ ରାଜ୍ୟ ନିର୍ବାଚନ କମିଶନର (ଏସ୍ଇସି) ଭାବେ କାର୍ଯ୍ୟ କରିପାରିବେ ନାହିଁ। ସୁପ୍ରିମକୋର୍ଟ ଶୁକ୍ରବାର ଏଭଳି ଏକ ଗୁରୁତ୍ୱପୂର୍ଣ୍ଣ ରାୟ ଦେଇଛନ୍ତି। ଗୋଆ ସରକାର ରାଜ୍ୟର ଆଇନ ସଚିବଙ୍କୁ ଏସ୍ଇସି ଭାବେ ଅତିରିକ୍ତ ଦାୟିତ୍ୱ…
ଜେସିଣ୍ଡାଙ୍କ ନାମରେ କୀଟ
ଓ୍ବେଟା ପ୍ରଜାତିର ଏହି ନୂଆ କୀଟର ନାମ ହେଉଛି ହେମିଆଣ୍ଡ୍ରସ୍ ଜେସିଣ୍ଡା। ନ୍ୟୁଜିଲାଣ୍ଡ ପ୍ରଧାନମନ୍ତ୍ରୀ ଜେସିଣ୍ଡା ଆର୍ଡନଙ୍କ ନାମାନୁସାରେ ବିଶାଳ କୀଟର ନାମକରଣ କରାଯାଇଥିବାରୁ ସେ ଖୁସି ବ୍ୟକ୍ତ କରିଛନ୍ତି। ପ୍ରଧାନମନ୍ତ୍ରୀ ଜେସିଣ୍ଡାଙ୍କ ଭଳି ଏହାର ଆକର୍ଷୀୟ ଗୁଣ ଥିବାରୁ ତାଙ୍କ…
ଗଣତାନ୍ତ୍ରିକ ମୂଲ୍ୟବୋଧରୁ ଏକତା
କୋଲକାତା,୧୩।୩ : ଭାରତ-ପ୍ରଶାନ୍ତ ମହାସାଗରୀୟ ଅଞ୍ଚଳରେ ଆକ୍ରମଣାତ୍ମକ ଚାଇନାର ପ୍ରଭାବ ବଢ଼ୁଥିବାରୁ ମଏହାର ମୁକାବିଲା ପାଇଁ ଭାରତ, ଆମେରିକା, ଜାପାନ ଓ ଅଷ୍ଟ୍ରେଲିଆ ଏକାଠି ହୋଇଛନ୍ତି। ଏମାନେ ମିଶି ଚତୁଃରାଷ୍ଟ୍ରୀୟ ମେଣ୍ଟ (କ୍ୱାଡ୍) ଗଠନ କରିଛନ୍ତି। କ୍ୱାଡ୍ ନେତାମାନଙ୍କର ପ୍ରଥମ ଭର୍ଚୁଆଲ…
ଖାଲରେ କେନ୍ଦ୍ର ପରିବହନ ମନ୍ତ୍ରୀ
ନୂଆଦିଲ୍ଲୀ,୧୨ା୩: ୧୯୮୦ ଦଶକରେ ସ୍ବିଡେନର ଏକ ରେଡିଓ ପକ୍ଷରୁ ପ୍ରସାରିତ ରିପୋର୍ଟରେ ବୋଫର୍ସ ମାମଲାର ପର୍ଦ୍ଦାଫାଶ ହୋଇଥିଲା। ଭାରତକୁ ବିକ୍ରି କରାଯାଇଥିବା ବୋଫର୍ସ ତୋପରେ ବିପୁଳ ଲାଞ୍ଚ କାରବାର ହୋଇଥିବା ଏଥିରେ ଅଭିଯୋଗ ଅଣାଯାଇଥିଲା। ଏହା ଭାରତରେ ରାଜନୈତିକ ଝଡ଼ ସୃଷ୍ଟି…
ମହିଳା ତୃତୀୟ ଦିନିକିଆ: ଲିଜେଲ୍ ଲିଙ୍କ ଅପରାଜିତ ଶତକ: ଦକ୍ଷିଣ ଆଫ୍ରିକା ବିଜୟୀ
ଲକ୍ଷ୍ନୌ,୧୩।୩(ପି.ଟି.): ଓପନର ଲିଜେଲ ଲିଙ୍କ ଅପରାଜିତ ୧୩୨ ରନର ଶତକୀୟ ପାଳି ବଳରେ ଦକ୍ଷିଣ ଆଫ୍ରିକା ମହିଳା ଦଳ ତୃତୀୟ ଦିନିକିଆ ମ୍ୟାଚ୍ରେ ଘରୋଇ ଭାରତକୁ ଡକ୍ଓ୍ବର୍ଥ- ଲୁଇସ୍ ନିୟମରେ ୬ ଉଇକେଟରେ ପରାସ୍ତ କରିଛି। ୧୩୧ଟି ବଲର ସମ୍ମୁଖୀନ ହୋଇ…
ସ୍କୁଲ ବାରଣ୍ଡାରେ ଅସହାୟ ପରିବାର
ସିମୁଳିଆ, ୧୩।୩(ଡି.ଏନ.ଏ.) – ଘରଦ୍ୱାର ନାହିଁ। ସ୍କୁଲ ବାରଣ୍ଡାରେ ଆଶ୍ରୟ ନେଇଛନ୍ତି ବାଲେଶ୍ୱର ଜିଲା ସିମୁଳିଆ ବ୍ଲକ କହ୍ନେଇବିନ୍ଧା ପଞ୍ଚାୟତ କୁଟାରୀ ଅଞ୍ଚଳର ଏକ ପରିବାର। ଗରିବ ଲୋକଙ୍କୁ ଆବାସ ଯୋଜନାରେ ଘର ଯୋଗାଇ ଦିଆଯାଉଥିବା ବେଳେ ଏହି ପରିବାର ସେଥିରୁ…
ଡାଇବେଟିସ୍ ଆଶଙ୍କା ଦୂର କରେ…
ଆଜିକାଲି ଅଧିକାଂଶ ଲୋକ ଡାଇବେଟିସ୍ ରୋଗର ଶିକାର ହେଉଛନ୍ତି। ଏହା ଭାରି ମାରାତ୍ମକ। ଡାଇବେଟିସ୍ ରୋଗୀଙ୍କୁ ହୃଦ୍ଘାତ ଆଶଙ୍କା ରହିଥାଏ। ତେଣୁ ଏଥିପ୍ରତି ମୂଳରୁ ସଚେତନ ନ ହେଲେ କେଉଁ ମୁହୂର୍ତ୍ତରେ ଜୀବନ ଚାଲିଯିବାର ମଧ୍ୟ ସମ୍ଭାବନା ଥାଏ। ଆମେରିକାର ଗବେଷକମାନେ…
ମହାଭାରତର ଏହି ଅଭିନେତ୍ରୀଙ୍କ ଉପରେ ଭାଙ୍ଗିଲା ଦୁଃଖର ପାହାଡ଼, ୬୯ ବର୍ଷ ବୟସରେ ବାପାଙ୍କ ନିଧନ
ବମ୍ବେ: ଅଭିନେତ୍ରୀ ବୈଷ୍ଣବୀ ଧନରାଜଙ୍କ ଉପରେ ଭାଙ୍ଗିଛି ଦୁଃଖର ପାହାଡ। ଆପଣ ଭାବୁଥିବେ କାହିଁକି। ତେବେ ବାପାଙ୍କ ଅଲିଅଳି ଥିଲେ ବୈଷ୍ଣବୀ। ନିକଟରେ ସେ ତାଙ୍କୁ ହରାଇଛନ୍ତି। ଇନଷ୍ଟାଗ୍ରାମରେ ସେ ଏକ ଭାବବିହ୍ବଳ ପୋଷ୍ଟ ଲେଖି ପ୍ରଶଂସକଙ୍କ ସହ ଦୁଃଖ ବାଣ୍ଟିଛନ୍ତି।…
Archives


