Home

୨୮ ଖାଲି, ଅନେକ ଆଶାୟୀ

ନୂଆଦିଲ୍ଲୀ,୧୯ା୬: ଜାତୀୟ ଗଣତାନ୍ତ୍ରିକ ମେଣ୍ଟ (ଏନ୍‌ଡିଏ)ରୁ ଶିବସେନା ଓ ଶିରୋମଣି ଅକାଳୀ ଦଳ ଓହରିଯିବା ଏବଂ ଲୋକ ଜନଶକ୍ତି ପାର୍ଟି (ଏଲ୍‌ଜେପି) ଅଧ୍ୟକ୍ଷ ରାମବିଳାସ ପାଶ୍ୱାନଙ୍କ ପରଲୋକ ହେବା ପରେ କେନ୍ଦ୍ର ମନ୍ତ୍ରିମଣ୍ଡଳର କେତୋଟି ଗୁରୁତ୍ୱପୂର୍ଣ୍ଣ ପଦବୀ ଖାଲି ପଡ଼ିଛି। କେତେଜଣ…

କମୁନିିି କରୋନା ମୃତ୍ୟୁସଂଖ୍ୟା: ଗତ ୨୪ ଘଣ୍ଟାରେ ଗଲା ୪୨ ଜୀବନ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ ଦୈନିକ ସଂକ୍ରମଣ ସାମାନ୍ୟ ହ୍ରାସ ପାଇଥିବା ବେଳେ ମୃତ୍ୟୁ ସଂଖ୍ୟା କିନ୍ତୁ ଦିନକୁ ଦିନ ବଢ଼ିବାରେ ଲାଗିଛି। ଗୁରୁବାର ରାଜ୍ୟରେ ଜତ ୨୪ଘଣ୍ଟାରେ କରୋନାଜନିତ ୪୨ ଜଣଙ୍କ ମୃତ୍ୟୁ ଘଟିଛି। ଏହାକୁ ମିଶାଇ ରାଜ୍ୟରେ ମୃତ୍ୟୁ ସଂଖ୍ୟା ୩,୫୫୦କୁ…

ଭାରତୀୟ ଆଇନକୁ ପାଳନ କର

ନୂଆଦିଲ୍ଲୀ, ୧୯।୬: ଭାରତୀୟ ଆଇନ ଓ ନିୟମାବଳୀକୁ ଅନୁପାଳନ କରିବା ଲାଗି ସଂସଦୀୟ କମିଟି ଶୁକ୍ରବାର ଟୁଇଟର ଇଣ୍ଡିଆକୁ କଡ଼ା ବାର୍ତ୍ତା ଦେଇଛି। ନୂଆ ଆଇଟି ନିୟମାବଳୀକୁ ନେଇ କେନ୍ଦ୍ର ସରକାର ଓ ଟୁଇଟର ମଧ୍ୟରେ ବିବାଦ ଲାଗିରହିଥିବାବେଳେ ଶୁକ୍ରବାର ଉକ୍ତ…

ଅକ୍ଟୋବରରେ ତୃତୀୟ ଲହର

ବେଙ୍ଗାଲୁରୁ, ୧୯।୬: ଭାରତରେ କରୋନା ଭୂତାଣୁ ସଂକ୍ରମଣର ତୃତୀୟ ଲହର ଅକ୍ଟୋବର ସୁଦ୍ଧା ଆସିପାରେ ବୋଲି ବିଶେଷଜ୍ଞମାନେ ମତ ଦେଇଛନ୍ତି। ଯଦିଓ ବର୍ତ୍ତମାନର ସଂକ୍ରମଣଠାରୁ ତୃତୀୟ ଲହରକୁ ଅଧିକ ଭଲ ଭାବରେ ନିୟନ୍ତ୍ରଣ କରାଯାଇପାରିବ, ତେବେ ମହାମାରୀ ଅନୂ୍ୟନ ଆଉ ବର୍ଷେ…

ରାଜ୍ୟରେ ୩ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ଗତ କିଛି ଦିରୁ ନୂଆ ଦୈନିକ ସଂକମ୍ରଣ ସଂଖ୍ୟା ୪ହଜାରରୁ ତଳେ ରହିଛି। ଶୁକ୍ରବାର ରାଜ୍ୟରେ ୩,୮୦୬ ନୂଆ ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ସାମାନ୍ୟ…

ସମୁଦ୍ରରେ ବିଲୀନ ହେବ ଏହି ଦ୍ୱୀପ

ଗ୍ଲୋବାଲ ଓ୍ବାର୍ମିଂ ଯୋଗୁ ପୃଥିବୀର ଗତି କ୍ରମାଗତ ଭାବରେ ବୃଦ୍ଧି ପାଉଛି। ଏହି କାରଣରୁ ସାରା ବିଶ୍ୱରେ ପ୍ରବଳ ବର୍ଷା, ବନ୍ୟା, ବାତ୍ୟା, ଘୂର୍ଣ୍ଣିବଳୟ ଭଳି ଜରୁରିକାଳୀନ ପରିସ୍ଥିତି ସୃଷ୍ଟି ହେଉଛି। ବିଶେଷଜ୍ଞଙ୍କ ଦ୍ୱାରା ଏହା ମଧ୍ୟ ସତର୍କ କରାଯାଉଛି ଯେ,…

ଜୀବନ ଯୁଦ୍ଧରେ ହାରିଲେ ଫ୍ଲାଇଂ ଶିଖ୍‌ ମିଲ୍‌ଖା

ଚଣ୍ଡିଗଡ଼,୧୯।୬: ଭାରତର ମହାନ ଧାବକ ମିଲଖା ସିଂହଙ୍କ ପରଲୋକ। ଦୌଡ଼ ପ୍ରତିଯୋଗୀତାରେ କେବେ ହାର ମାନି ନ ଥିବା ମିଲ୍‌ଖା ଆଜି କିନ୍ତୁ ଜୀବନ ଯୁଦ୍ଧରେ ହାରିଯାଇଛନ୍ତି। ୯୧ ବର୍ଷ ବୟସରେ ତାଙ୍କର ଦେହାନ୍ତ ଘଟିଛି। ୧୯୫୮ କମନୱେଲଥ୍‌ ଗେମ୍ସର ଚାମ୍ପିଅନ…

ପରଲୋକରେ ଭିଜିଲାନ୍ସ ନିର୍ଦ୍ଦେଶକ

ଭୁବନେଶ୍ୱର,୧୯।୬(ବ୍ୟୁରୋ): ବରିଷ୍ଠ ଆଇପିଏସ୍‌ ଅଫିସର ତଥା ଭିଜିଲାନ୍ସ ନିର୍ଦ୍ଦେଶକ ଦେବାଶିଷ ପାଣିଗ୍ରାହୀଙ୍କ ପରଲୋକ ଘଟିଛି। କୋଲକାତାର ଏକ ଘରୋଇ ସୁପର ସ୍ପେଶାଲିଟି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଶୁକ୍ରବାର ତାଙ୍କର ଦେହାନ୍ତ ହୋଇଥିବା ସୂଚନା ମିଳିଛି। ମୃତ୍ୟୁ ବେଳକୁ ତାଙ୍କୁ ୫୬ବର୍ଷ ହୋଇଥିଲା।…

ମନ ଭାଙ୍ଗିଦେଲା ବର୍ଷା

ସାଉଥାମ୍ପଟନ,୧୮ା୬: ମନ ଭାଙ୍ଗିଦେଲା ବର୍ଷା। ଲଗାଣ ବର୍ଷ କାରଣରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ (ଡବ୍ଲ୍ୟୁଟିସି) ଫାଇନାଲ ମ୍ୟାଚ୍‌ର ପ୍ରଥମ ଦିନ ଖେଳ ସମ୍ଭବ ହୋଇପାରିନାହିଁ। ଏପରି କି ବିନା ଟସ୍‌ରେ ଅଫିସିଆଲଙ୍କୁ ଷ୍ଟମ୍ପ୍ସ ଘୋଷଣା କରିବାକୁ ପଡ଼ିଛି। ମ୍ୟାଚ୍‌ ଲାଗି ଗୁରୁବାର…

ମନର ଭାବନାକୁ ଜାଣିପାରିବ ଏହି ହେଲ୍‌ମେଟ

ଓ୍ବାଶିଂଟନ୍‌,୧୮।୬: ମନୁଷ୍ୟର ମନର ଭାବନାକୁ ଜାଣିବା ପାଇଁ ଅନେକ ବର୍ଷରୁ ଗବେଷଣା ଚାଲିଛି, ହେଲେ ଏବେ ଯାଇ ଏଥିରେ ସଫଳତା ମିଳିପାରିଛି। କର୍ନେଲ ନାମକ ଜଣେ ଆମେରିକା କମ୍ପାନୀ ଏଭଳି ଏକ ହେଲମେଟ ଲଞ୍ଚ କରିଛି, ଯାହା ମନୁଷ୍ୟର ମନର ଭାବନାକୁ…

କିମ୍‌ଙ୍କ ଶାସନରେ ଭୟଙ୍କର ଖାଦ୍ୟ ସଙ୍କଟ: ୩୦୦୦ ଟଙ୍କାରେ ବିକ୍ରି ହେଉଛି ୧ କିଗ୍ରା କଦଳୀ

ପ୍ୟୋଙ୍ଗୟାଙ୍ଗ,୧୮।୬: ବେଳକୁ ବେଳ ଉତ୍ତର କୋରିଆର ଆର୍ଥିକ ଅବସ୍ଥା ଖରାପ ହେବାରେ ଲାଗିଛି। ଏନେଇ ବିଭିନ୍ନ ରିପୋର୍ଟ ପ୍ରକାଶ ପାଉଥିବା ବେଳେ ଏବେ ଦେଶର ଶାସକ କିମ୍‌ ଜୋଙ୍ଗ ଉନ୍‌ ଯେକୌଣସି ପରିସ୍ଥିତି ପାଇଁ ପ୍ରସ୍ତୁତ ହେବା ଆବଶ୍ୟକ ବୋଲି କହିଛନ୍ତି।…

ନକଲି ଟିକାକରଣର ଶିକାର ହେଲା ଟିପ୍ସ ଇଣ୍ଡଷ୍ଟ୍ରି: ୩୬୫କର୍ମଚାରୀଙ୍କୁ ଟିକା ଦିଆଯିବା ପରେ ବି ମିଳିଲାନି ସାର୍ଟିଫିକେଟ

ମୁମ୍ବାଇ,୧୮।୬: ବର୍ତ୍ତମାନ ଦେଶରେ ନକଲି ଟିକାକରଣକୁ ନେଇ ଚର୍ଚ୍ଚା ଚୋର ଧରିଛି। ନିକଟରେ ମୁମ୍ବାଇର ହିରାନନ୍ଦାନୀ ସୋସାଇଟିରେ ୩୯୦ଜଣଙ୍କୁ ମିଛ ଟିକାକରଣ କରାଯାଇଥିବା ଅଭିଯୋଗ ହୋଇଥିବା ବେଳେ ଏବେ ଆଉ ଏକ ଘଟଣା ସାମ୍ନାକୁ ଆସିଛି। ବଲିଉଡ୍‌ ଇଣ୍ଡଷ୍ଟ୍ରିର ଟିପ୍ସ ଇଣ୍ଡଷ୍ଟ୍ରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri