Home

ଘରେ ଅର୍ଥାଭାବ, ସ୍ତ୍ରୀସ୍ବାମୀ ଭିତରେ ମତଭେଦ ଲାଗି ରହୁଛି କି? ଏଭଳି ଉପାୟରେ କର୍ପୂର ବ୍ୟବହାର କରି ଦେଖନ୍ତୁ ପରିଣାମ

ସାଧାରଣତଃ କର୍ପୁରର ବ୍ୟବହାର ପୂଜା ସମୟରେ କରାଯାଇଥାଏ। ବାସ୍ତୁଶାସ୍ତ୍ର ଅନୁଯାୟୀ କର୍ପୂର ଘରେ ଥିବା ନକରାତ୍ମକ ଶକ୍ତିକୁ ଶେଷ କରିଥାଏ। ଏହାଦ୍ୱାରା ପରିବାରରେ ହସଖୁସିର ପରିବେଶ ଥାଏ। କେବଳ ଏତିକି ନୁହେଁ କର୍ପୂର ଧନ ସମ୍ବନ୍ଧୀୟ ସମସ୍ୟା ଦୂର କରିବାରେ କାରିଗର…

ଦିଲ୍ଲୀରୁ ଖୁସି ଖବର, ଅଗଷ୍ଟରେ ପିଲାଙ୍କ ପାଇଁ କରୋନା ଭାକ୍ସିନ୍‌…

ନୂଆଦିଲ୍ଲୀ,୨୭।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ଲାଗି ଦେଶରେ ସାର୍ବଜନୀନ ଟିକାକରଣ ଅଭିଯାନ ଜାରି ରହିଛି। ଅପରପକ୍ଷରେ ତୃତୀୟ ଲହରର ଆଶଙ୍କା ନେଇ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ଦିଲ୍ଲୀରୁ…

୧୪ ଦିନିଆ ନ୍ୟାୟିକ ହେପାଜତରେ ରାଜ୍‌ କୁନ୍ଦ୍ରା…

ମୁମ୍ବାଇ,୨୭।୭: ଅଶ୍ଳୀଳ ଫିଲ୍ମ ର୍ନିମାଣ ଏବଂ କିଛି ଆପ ମାଧ୍ୟମରେ ଏହାର ପ୍ରସାରଣ ଅଭିଯୋଗରେ ଗିରଫ ହୋଇଥିବା ରାଜ କୁନ୍ଦ୍ରାଙ୍କ ପୋଲିସ ରିମାଣ୍ଡର ସମୟ ସୀମା ମଙ୍ଗଳବାର ଶେଷ ହୋଉଥିବାରୁ ତାଙ୍କୁ ଦୁର୍ଗ କୋର୍ଟରେ ହାଜର କରାଯାଇଥିଲା। ପୋଲିସ ପକ୍ଷରୁ ରାଜ…

ସ୍ବାମୀଙ୍କୁ ଉଚିତ୍‌ ଶିକ୍ଷା ଦେବା ପାଇଁ ଏପରି କରନ୍ତି ଐଶ୍ୱର୍ଯ୍ୟା ରାୟ

ବଲିଉଡରେ ବଚ୍ଚନ ପରିବାର ପ୍ରଶଂସକଙ୍କ ପାଇଁ ସବୁବେଳେ ପ୍ରିୟ ହୋଇ ରହିଆସିଛି। ପ୍ରଶଂସକମାନେ ଏହି ପରିବାରର ପ୍ରତ୍ୟେକ ବ୍ୟକ୍ତିଙ୍କୁ ବହୁତ ଭଲ ପାଆନ୍ତି। ସେମାନଙ୍କ ଝଲକ ପାଇବାକୁ ଘଣ୍ଟା ଘଣ୍ଟା ମଧ୍ୟ ଅପେକ୍ଷା କରନ୍ତି। ପାରିବାରିକ ସମ୍ପର୍କ କିପରି ପରିଚାଳିତ ହୁଏ,…

ଭାରତୀୟ ସେନାରେ ୯,୭୧୨ ଅଫିସର-ଲକ୍ଷେରୁ ଅଧିକ ସୈନିକ କମ୍‌ ଅଛନ୍ତି…

ନୂଆଦିଲ୍ଲୀ,୨୭।୭: ଭାରତୀୟ ସେନାରେ ୯,୭୧୨ ଅଫିସର ଏବଂ ପ୍ରାୟ ୧ ଲକ୍ଷ ୯ ହଜାର ସୈନିକ କମ୍‌ ରହିଛନ୍ତି। ଏକ ଲିଖିତ ପ୍ରଶ୍ନର ଉତ୍ତରରେ ପ୍ରତିରକ୍ଷା ରାଷ୍ଟ୍ର ମନ୍ତ୍ରୀ ଅଜୟ ଭଟ୍ଟ ଏହି ସୂଚନା ଦେଇଛନ୍ତି। ସେ କହିଛନ୍ତି ଯେ ଭାରତୀୟ…

ପଡିଆରେ ବାନ୍ତି କଲେ, ହ୍ବିଲ୍‌ଚେୟାର୍‌ ମଗାଇଲେ ଏହି ଖେଳାଳି; ତଥାପି ଜିତିଲେ ସ୍ବର୍ଣ୍ଣ

ଟୋକିଓ,୨୭।୭: ଅଲିମ୍ପିକ ଗେମ୍ସରେ ପ୍ରତ୍ୟେକ ଆଥଲେଟ ନିଜର ଶତପ୍ରତିଶତ ଦେବାକୁ ଚାହଁାନ୍ତି। ନିଜ ଦେଶ ପାଇଁ ସ୍ବର୍ଣ୍ଣ ଜିତିବାକୁ ପ୍ରତ୍ୟେକ ଖେଳାଳି ସ୍ବପ୍ନ ଦେଖନ୍ତି। କିନ୍ତୁ ଏହି ପ୍ରତ୍ୟେକ ଖେଳରେ ଖେଳାଳିଙ୍କୁ କେବଳ ନିଜ ଖେଳକୁ ଶକ୍ତିଶାଳୀ କରିବାକୁ ପଡିବ ନାହିଁ,…

ଡ୍ରାଗନର ଷଡ଼ଯନ୍ତ୍ର, ସାଟେଲାଇଟ୍‌ କଲା ପର୍ଦ୍ଦାଫାଶ୍‌…

ବେଜିଂ,୨୭।୭: ପୂର୍ବ ଲଦାଖରେ ଥିବା ଭାରତୀୟ ସୀମା ନିକଟରେ କ୍ଷେପଣାସ୍ତ୍ର ଏବଂ ଘାତକ ଅସ୍ତ୍ର ମୁତୟନ କରି ଉତ୍ତେଜନା ସୃଷ୍ଟି କରୁଥିବା ଚାଇନାର ଏକ ନୂଆ ଷଡ଼ଯନ୍ତ୍ରର ଏବେ ପର୍ଦ୍ଦାଫାଶ୍‌ ହୋଇଛି। ସାଟେଲାଇଟ୍‌ରୁ ମିଳି ଥିବା ଚିତ୍ରରୁ ଡ୍ରାଗନର ଚାଲାକି ଧରାପଡ଼ିଛି।…

ଟୋକିଓ ଅଲିମ୍ପିକ୍ସରେ ଶରଥଙ୍କ ଅଭିଯାନ ଶେଷ

ଟୋକିଓ,୨୭।୭: ଟୋକିଓ ଅଲିମ୍ପିକ୍ସରେ ପଞ୍ଚମ ଦିନରେ ଭାରତୀୟ ଆଥଲେଟ୍‌ସମାନେ ନିରାଶାଜନକ ପ୍ରଦର୍ଶନ ଜାରି ରଖିଛନ୍ତି। ଏହି ସମୟରେ ଟେବୁଲ ଟେନିସ ଇଭେଣ୍ଟରେ ଭାରତ ଆଉ ଏକ ବଡ଼ ଝଟ୍‌କା ଲାଗିଛି। ଭାରତର କିମ୍ବଦନ୍ତୀ ଟେବୁଲ ଟେନିସ ଖେଳାଳି ଶରଥ କମଲଙ୍କୁ ପରାଜୟର…

କ୍ରିକେଟ୍‌ରେ ‘ଅଜବ ଆଉଟ୍‌’, ଆପଣା ଛାଏଁ ଖସିପଡିଲା ଷ୍ଟମ୍ପ ବେଲ୍‌: ଦେଖନ୍ତୁ ଭିଡିଓ

ହରାରେ,୨୭।୭: ଜିମ୍ବାୱେ ଏବଂ ବାଂଲାଦେଶ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟି -୨୦ ଅନ୍ତର୍ଜାତୀୟ ମ୍ୟାଚ ସମୟରେ କ୍ୟାମେରାରେ ଏକ ଭୟାନକ ଘଟଣା ଦେଖିବାକୁ ମିଳିଥିଲା। ରହସ୍ୟମୟ ଭାବରେ ଷ୍ଟମ୍ପରୁ ବେଲ୍‌ ଆପଣା ଛାଏଁ ଖସିପଡିଥିଲା। ବାଂଲାଦେଶର ଇନିଂସର ୧୮ ତମ ଓଭରରେ…

ବୁଡ଼ନ୍ତା ବସ ଉପରେ ୭ ଘଣ୍ଟା, ପାଖରେ ନଗଦ ୯ ଲକ୍ଷ ରାଜସ୍ବ…

ଚିପଲୁନ୍‌,୨୭।୭: ମହାରାଷ୍ଟ୍ରରେ ବହୁ ଅଞ୍ଚଳରେ ବର୍ଷା ଓ ବନ୍ୟା ଯୋଗୁଁ ଏପର୍ଯ୍ୟନ୍ତ ୧୬୪ ଜଣ ଲୋକ ପ୍ରାଣ ହରାଇଥିବାବେଳେ ୧୦୦ ଜଣ ନିଖୋଜ ଅଛନ୍ତି। ରତ୍ନାଗିରି, କୋଲହାପୁର, ସାଙ୍ଗଲି ଏବଂ ରାୟଗଡ ଭଳି ଜିଲ୍ଲା ଏବେ ବି ପାଣିରେ ବୁଡି ରହିଛି।…

ଗାଁରେ ବିତାଅ ୭୫ ଘଣ୍ଟା, ଏମ୍‌ପିଙ୍କୁ ପ୍ରଧାନମନ୍ତ୍ରୀଙ୍କ ଗୁରୁମନ୍ତ୍ର…

ନୂଆଦିଲ୍ଲୀ,୨୭।୭: ବିରୋଧୀଙ୍କ ହଟ୍ଟଗୋଳ ଯୋଗୁ ରାଜ୍ୟ ସଭା ଏବଂ ଲୋକ ସଭାରେ ଅଚଳାବସ୍ଥା ଜାରି ରହିଛି। ଏପରିସ୍ଥଳେ ଭାଜପା ସଂସଦୀୟ ଦଳ ବୈଠକରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସମସ୍ତ ଏମ୍‌ପିଙ୍କୁ ଗୁରୁମନ୍ତ୍ର ପ୍ରଦାନ କରିଛନ୍ତି। ଦେଶ ସ୍ବାଧୀନ ବେହାର ୭୫ ବର୍ଷ…

ସରକାରୀ ବାବୁଙ୍କ କାମର ସମୀକ୍ଷା କରିବେ ମୋଦି ସରକାର…

ନୂଆଦିଲ୍ଲୀ,୨୭।୭: ଏଣିକି ସରକାରୀ ବାବୁଙ୍କ କାମର ସମୀକ୍ଷା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସରକାରଙ୍କ ପକ୍ଷରୁ କରାଯିବ। ଖରାପ ପ୍ରଦର୍ଶନ କରିଥିବା ସରକାରୀ ବାବୁଙ୍କୁ ସମୟ ପୂର୍ବରୁ ଅବସର ପ୍ରଦାନ କରାଯିବ। କେନ୍ଦ୍ରୀୟ କର୍ମଚାରୀ ଏବଂ ୫୦ ବର୍ଷ ପାର୍‌ କରିଥିବା ସରକାରୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?