Home

ଦ୍ୱିତୀୟ ବିବାହ ପାଇଁ ଜିଦ୍‌: ୬୦ ବର୍ଷ ବୟସ୍କ ବ୍ୟକ୍ତି ୧୧ କେଭି ଖୁଣ୍ଟରେ ଚଢ଼ିଲେ

ଜୟପୁର,୧୦।୩: ରାଜସ୍ଥାନର ଧୋଲପୁର ଜିଲାର ଗନିମତରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ସୋବରନ ସିଂ ନାମକ ଜଣେ ୬୦ ବର୍ଷ ବୟସ୍କ ବ୍ୟକ୍ତି ଦ୍ୱିତୀୟ ବିବାହ ପାଇଁ ଜିଦ୍‌ କରି ପରିବାର ସଦସ୍ୟଙ୍କ ସହିତ ପାଟି ତୁଣ୍ଡ କରିଥିଲେ। ଶେଷରେ…

ରାଗିଗଲେ ପ୍ରଧାନମନ୍ତ୍ରୀ: ଖବରଦାତାଙ୍କ ଉପରେ ସାନିଟାଇଜର୍‌ ସିଞ୍ଚିଲେ

ବ୍ୟାଙ୍କକ୍‌,୧୦।୩: ଥାଇଲାଣ୍ଡ ପ୍ରଧାନମନ୍ତ୍ରୀ ପ୍ରୟୁତ ଚାନ ସଚା ନିଜ ବ୍ୟବହାରକୁ ନେଇ ଚର୍ଚ୍ଚାରେ ଅଛନ୍ତି। ଏକ ଖବରଦାତା ସମ୍ମିଳନୀରେ ସେ ଖବରଦାତାଙ୍କୁ ଉପରକୁ ରାଗିଯାଇ ସାନିଟାଇଜର୍‌ ସିଞ୍ଚି ଥିଲେ। ଏଠାରେ ପ୍ରଧାନମନ୍ତ୍ରୀଙ୍କୁ ମନ୍ତ୍ରୀମଣ୍ଡଳ ବିସ୍ତାର ବିଷୟରେ ପଚରାଯିବାର ସେ ଏତେ ରାଗିଯାଇଥିଲେ…

ଭଙ୍ଗା ଦଦରା ସାମଗ୍ରୀରୁ ‘ରାଫେଲ’ ତିଆରି କଲେ ରେଳ କର୍ମଚାରୀ

ପାଟଣା,୧୦।୩: ରେଳ କର୍ମଚାରୀମାନେ ଦେଶରେ ଅଗ୍ରଣୀ ଭୂମିକା ତୁଲାଉଛନ୍ତି। ସମସ୍ତିପୁରର ରେଳକର୍ମଚାରୀ ଏମିତି ଏକ କମାଲ କରି ଦେଖାଇଛନ୍ତି ଯାହା ସମସ୍ତଙ୍କୁ ଚକିତ କରିଛି। ଏହି କର୍ମଚାରୀମାନେ ଭଙ୍ଗା ଦଦରା ସାମଗ୍ରୀରୁ ‘ରାଫେଲ’ ଏବଂ ପୃଥ୍ବୀ ମିସାଇଲ ତିଆରି କରିଛନ୍ତି। ସମସ୍ତପୁରସ୍ଥିତ…

ଗଙ୍ଗା ଆରତିରେ ଯୋଗ ଦେବେ ରାଷ୍ଟ୍ରପତି

ବାରାଣସୀ,୧୦।୩: ବାରାଣସୀର ବିଶ୍ୱପ୍ରସିଦ୍ଧ ଗଙ୍ଗା ଆରତୀରେ ଦେଶବିଦେଶର ଅନେକ ଅତିଥି ଯୋଗ ଦେଇଥାନ୍ତି। ଏବେ ରାଷ୍ଟ୍ରପତି ରାମନାଥ କୋବିନ୍ଦ ଗଙ୍ଗା ଆରତିରେ ଯୋଗଦେବାର କାର୍ଯ୍ୟକ୍ରମ ଅଛି। ରାଷ୍ଟ୍ରପତି ଆସନ୍ତା ମାର୍ଚ୍ଚ ୧୩ରେ ୩ ଦିନିଆ ବାରାଣସୀଙ୍କ ଗସ୍ତରେ ଯିବେ। ଏହି ଗସ୍ତର…

ଏମିତି ଆସେ ମୃତ୍ୟୁ: ମୁଣ୍ଡନ ପାଇଁ ଯାଉଥିବା ବେଳେ ଦୁର୍ଘଟଣାରେ ଚାଲିଗଲା ଶିଶୁଙ୍କ ଜୀବନ, ୧୨ ଆହତ

ସାକ୍ଷୀଗୋପାଳ, ୧୦।୩(ଡି.ଏନ୍‌.ଏ.): ଭୁବନେଶ୍ୱର-ପୁରୀ ୩୧୬ ନଂ. ଜାତୀୟ ରାଜପଥର ସାକ୍ଷୀଗୋପାଳ ଚଣାଗୋରଡା ବ୍ରିଜରେ ବୁଧବାର ସକାଳେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ଏଥିରେ ୨ଜଣଙ୍କ ମୃତ୍ୟୁ ଘଟିଥିବା ବେଳେ ୧୨ଜଣ ଆହତ ହୋଇଛନ୍ତି। ମୃତକ ଦ୍ୱୟ ହେଲେ ଲକ୍ଷ୍ମୀପ୍ରିୟା ରଣା (୫୮)…

କଳ୍ପନା ଜଳ୍ପନା ଶେଷ: ତିରଥ ସିଂ ରାଓ୍ବତଙ୍କ ମୁଣ୍ଡରେ ସୁନାକଳସ

ଡେରାଡୁନ୍‌,୧୦।୩: ଉତ୍ତରାଖଣ୍ଡରେ ଜାରିରହିଥିବା ରାଜନୈତିକ ସଙ୍କଟର ଅନ୍ତଘଟିଛି। ତିରଥ ସିଂ ରାଓ୍ବତଙ୍କ ମୁଣ୍ଡରେ ସୁନା କଳସ ଢ଼ଳାଯାଇଛି। ବିଧାୟକ ଦଳର ବୈଠକରେ ତିରଥଙ୍କୁ ନୂଆ ମୁଖ୍ୟମନ୍ତ୍ରୀ କରାଯିବା ପ୍ରସ୍ତାବକୁ ସହମତି ମିଳିଛି। ସେ ବୁଧବାର ଅପରାହ୍ନ ୪ଟାରେ ଶପଥ ଗ୍ରହଣ କରିବାର…

କେନ୍ଦ୍ର ସରକାରୀ କର୍ମଚାରୀଙ୍କ ପାଇଁ ଖୁସି ଖବର: ଲକ୍ଷ ଲକ୍ଷ କର୍ମଚାରୀ ହେବେ ଉପକୃତ

ନୂଆଦିଲ୍ଲୀ,୧୦।୩: କରୋନା ସଙ୍କଟ ସମୟରେ ସରକାରୀ କର୍ମଚାରୀ ଏବଂ ପେନସନଭୋଗୀଙ୍କ ଦ୍ୱାରା ଅଟକ ରଖାଯାଇଥିବା ମହଙ୍ଗା ଭତ୍ତା (ଡିଏ ଏବଂ ଡିଆର)ର ତିନୋଟି କିସ୍ତି ଦେବାକୁ କେନ୍ଦ୍ର ସରକାର ନିଷ୍ପତ୍ତି ନେଇଛନ୍ତି। କେନ୍ଦ୍ର ଅର୍ଥ ମନ୍ତ୍ରଣାଳୟ ଆଶ୍ୱାସନା ଦେଇଛି ଯେ, କେନ୍ଦ୍ରୀୟ…

ପାକିସ୍ତାନ ପ୍ରତି ଭାରତର ଦୟା: ମାଗଣାରେ ଯୋଗାଇବ ୧ କୋଟି ୬୦ ଲକ୍ଷ କରୋନା ଡୋଜ୍‌

ନୂଆଦିଲ୍ଲୀ,୧୦।୩: ପାକିସ୍ତାନ ପ୍ରତି ଭାରତ ମନରେ ଦୟା ରହିଛି। ଭାରତ କରୋନା ମହାମାରୀ ଲଢ଼େଇରେ ପୃଥିବୀରେ ଆଗୁଆ ରହିଛି। ଭାରତରେ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଭାରତ ନିଜ ପଡ଼ୋଶୀ ଏବଂ ମିତ୍ର ଦେଶଙ୍କୁ ମାଗଣା କରୋନା ଟିକା ଯୋଗାଇ…

୩୬ ବର୍ଷ ପୂର୍ବେ ଆଜିର ଦିନରେ ଏହି ଖେଳାଳିଙ୍କୁ ମିଳିଥିଲା ଅଡ୍ଡି କାର: ପାକିସ୍ତାନକୁ ୮ ଉଇକେଟରେ ହରାଇ ଜିତିଥିଲେ ମିନି ବିଶ୍ୱକପ୍‌

କ୍ରିକେଟ ଦୁନିଆରେ ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି ହେଉଥିବା ବେଳେ ରେକର୍ଡ ଭାଙ୍ଗିଥାଏ ମଧ୍ୟ। ଠିକ୍‌ ସେହିପରି ମାର୍ଚ୍ଚ ୧୦ ଭାରତୀୟ କ୍ରିକେଟ ଇତିହାସରେ ସ୍ବର୍ଣ୍ଣ ଅକ୍ଷରରେ ଲେଖାଯାଇଛି। କାରଣ ଏହି ଦିନ ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ସୁନୀଲ…

ମିଳିଲା ଗୁପ୍ତଧନ: ୩୦୦ ବର୍ଷ ପୁରୁଣା ୨୧୬ ସ୍ବର୍ଣ୍ଣମୁଦ୍ରା

ପୁଣେ,୧୦।୩: ମହାରାଷ୍ଟ୍ରର ପୁଣେ ଅଞ୍ଚଳରୁ ଗୁପ୍ତଧନର ସନ୍ଧାନ ମିଳିଛି। ଜଣେ ଲୋକ ଏସବୁ ଲୁଚାଇ ରଖିଥଲେ। ସୂଚନା ଆଧାରରେ ପିମ୍ପିରି ଚିନଚ୍ବାଡ୍‌ର କ୍ରାଇମ୍‌ ବ୍ରାଞ୍ଚ୍‌ ୟୁନିଟ୍‌ ସମ୍ପୃକ୍ତ ବ୍ୟକ୍ତିଙ୍କ ଘରେ ପହଞ୍ଚି ୩୦୦ ବର୍ଷ ପୁରୁଣା ୨୧୬ ସ୍ବର୍ଣ୍ଣମୁଦ୍ରା ଜବତ କରିଛନ୍ତି।…

‘ସ୍କୁଲରେ କମ୍ପ୍ୟୁଟର ଶିକ୍ଷା ବାଧ୍ୟତାମୂଳକ ହେଉ’

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ରାଜ୍ୟର ସରକାରୀ ସ୍କୁଲଗୁଡ଼ିକରେ କମ୍ପ୍ୟୁଟର ଶିକ୍ଷା ବାଧ୍ୟତାମୂଳକ କରିବା ଦାବିରେ ଓଡ଼ିଶା ଅଭିଭାବକ ମହାସଂଘ ପକ୍ଷରୁ ମଙ୍ଗଳବାର ରାଜଭବନ ସମ୍ମୁଖରେ ଧାରଣା ଦିଆଯାଇଥିଲା। ମହାସଂଘ କର୍ମକର୍ତ୍ତା କହିଛନ୍ତି, ସ୍କୁଲରେ ପିଲାଙ୍କୁ କମ୍ପ୍ୟୁଟର ଶିକ୍ଷା ପ୍ରଦାନ ବିନା ଗୁଣାତ୍ମକ ଶିକ୍ଷାର…

ଆସିଲା ୯,୦୪,୧୮୦ କୋଭିଶିିଲ୍ଡ ଟିକା

ଭୁବନେଶ୍ୱର, ୧୦।୩(ବ୍ୟୁରୋ): ସାରା ଦେଶରେ ଏବେ ଦ୍ୱିତୀୟ ପର୍ଯ୍ୟାୟ କୋଭିଡ୍‌ ଟିକାକରଣ ଜାରି ରହିଛି। ଏହି ପରିପ୍ରେକ୍ଷୀରେ ଓଡ଼ିଶାରେ ମଧ୍ୟ ଟିକାକରଣ କାର୍ଯ୍ୟକ୍ରମ ଚାଲିଛି। ଯେଉଁଥିରେ ୬୦ବର୍ଷରୁ ଊର୍ଦ୍ଧ୍ୱ ଏବଂ ୪୫ରୁ ୫୯ ବର୍ଷ ମଧ୍ୟରେ ଥିବା ବହୁବିଧ ରୋଗୀଙ୍କୁ ଟିକା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri