Home

ଅକ୍ସିଜେନ ପାଇଁ ୧,୩୦୦ କି.ମି.

ରାଞ୍ଚତ୍, ୨୯।୪: ଝାଡ଼ଖଣ୍ଡର ଜଣେ ବ୍ୟକ୍ତି ତାଙ୍କର କରୋନା ସଂକ୍ରମିତ ବନ୍ଧୁଙ୍କ ପାଇଁ ଅକ୍ସିଜେନ୍‌ ସିଲିଣ୍ଡର ଯୋଗାଡ଼ କରିବାକୁ ୨୪ ଘଣ୍ଟା ମଧ୍ୟରେ ୧,୩୦୦ କିଲୋମିଟର ଯାତ୍ରା କରିଛନ୍ତି। ତାଙ୍କୁ ଝାଡ଼ଖଣ୍ଡର ରାଞ୍ଚତ୍ରୁ ଉତ୍ତରପ୍ରଦେଶର ଗାଜିଆବାଦ ଯିବାକୁ ପଡ଼ିଥିଲା। ଖବର ଅନୁଯାୟୀ…

କ୍ୟୁଏସ୍‌ ଓ୍ବାର୍ଲ୍‌ଡ ର଼୍ୟାକିଙ୍ଗ୍‌ରେ କିଟ୍‌କୁ ଭାରତରେ ସର୍ବୋଚ୍ଚ ସ୍ଥାନ

ଭୁବନେଶ୍ୱର,୨୯।୪: କ୍ୟୁଏସ୍‌ ୱାର୍ଲ୍‌ଡ଼ ର଼୍ୟାଙ୍କିଙ୍ଗ୍‌ରେ କିଟ୍‌କୁ ସର୍ବୋଚ୍ଚ ସ୍ଥାନ ପ୍ରଦାନ କରାଯାଇଛି। ଏହି ର଼୍ୟାଙ୍କିଙ୍ଗ୍‌ ପ୍ରଦାନ କରାଯିବା ପରେ କିଟ୍‌ ବିଶ୍ୱବିଦ୍ୟାଳୟ ଭାରତର ପ୍ରଥମ ‘କ୍ୟୁଏସ ଫାଇଭ ଷ୍ଟାର ରେଟେଡ’ ବିଶ୍ୱବିଦ୍ୟାଳୟ ମାନ୍ୟତା ପ୍ରାପ୍ତ ହୋଇଛି। କ୍ୟୁଏସ ମାନଦଣ୍ଡର ସମସ୍ତ ବର୍ଗରେ…

ଦିଲ୍ଲୀରେ ଏଲ୍‌ଜି ଶାସନ

ନୂଆଦିଲ୍ଲୀ,୨୯ା୪: କେନ୍ଦ୍ର ସରକାରଙ୍କ ନୂଆ ଆଇନ ଅନୁସାରେ ଏଣିକି ଦିଲ୍ଲୀରେ ଉପରାଜ୍ୟପାଳ (ଏଲ୍‌ଜି) ସର୍ବେସର୍ବା। ଏଲ୍‌ଜି ଅନିଲ ବୈଜାଲଙ୍କ ନିୟନ୍ତ୍ରଣରେ ୮୦ ବିଭାଗ ରହିବ ଏବଂ ସେ ବିଧାନସଭାରେ ଗୃହୀତ କୌଣସି ବିଲ୍‌କୁ ସ୍ଥଗିତ ରଖିପାରିବେ। ଫଳରେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍‌ରିଓ୍ବାଲଙ୍କ…

ପ୍ଲାଜମାରେ ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି କରୁଛି ଟିକା

କଟକ ଅଫିସ, ୨୯ା୪: ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଅଧିକ ସଂକ୍ରାମକ ରହିଛି। ପ୍ରତିଦିନ ରେକର୍ଡ ସଂଖ୍ୟକ ସଂକ୍ରମିତ ଚିହ୍ନଟ ହେଉଛନ୍ତି। ଏପରି କି ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଏପ୍ରିଲ ମାସରେ କେବଳ ୮୭,୫୯୮ ଚିହ୍ନଟ ହୋଇଥିବାବେଳେ ୯୬ଜଣଙ୍କ ମୃତ୍ୟୁ…

ଟିକା ଦେବାକୁ କହି ଗଣବଳାତ୍କାର

ପାଟନା, ୨୯।୪: କୋଭିଡ୍‌ ଟିକା ଦେବାକୁ କହି ପାଟନାର ଦୁଇଜଣ ଲୋକ ଜଣେ ଯୁବତୀଙ୍କୁ ଗଣବଳାତ୍କାର କରିଥିବା ଅଭିଯୋଗ ହୋଇଛି। ଅଭିଯୁକ୍ତ ରକି ଓ ମଣ୍ଟୁଙ୍କୁ ଗିରଫ କରାଯିବା ସହ ସେମାନଙ୍କ ବିରୋଧରେ ମାଲସଲାମି ଥାନାରେ ୩୭୬ଡିରେ ମାମଲା ରୁଜୁ ହୋଇଛି।…

୬ ଜିଲାରୁ ୧୨ ଜୀବନ ନେଲା କରୋନା

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଗୁରୁବାର କରୋନାରେ ୧୨ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୨୦୨୯ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ୧୦ ମୃତକଙ୍କ ମଧ୍ୟରୁ ଖୋର୍ଦ୍ଧାରୁ ୪,…

୧୭ ଦେଶରେ ଭାରତର ମ୍ୟୁଟାଣ୍ଟ

ଓ୍ବାଶିଂଟନ, ୨୯।୪(ଆଇଏଏନ୍‌ଏସ୍‌): ଭାରତରେ ପ୍ରଥମେ ଚିହ୍ନଟ ହୋଇଥିବା ଡବଲ ମ୍ୟୁଟାଣ୍ଟ କୋଭିଡ୍‌ ଭୂତାଣୁ ବି୧୬୧୭ ଅନୂ୍ୟନ ୧୭ ଦେଶକୁ ବ୍ୟାପିଥିବା ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଲ୍ୟୁଏଚ୍‌ଓ) କହିଛି। ଏପ୍ରିଲ ୨୭ ସୁଦ୍ଧା ବି୧୬୧୭ ଭାରିଆଣ୍ଟ ୧,୨୦୦ରୁ ଊର୍ଦ୍ଧ୍ୱ ସିକ୍ୱେନ୍ସରେ ଚିହ୍ନଟ ହୋଇଛି।…

‘ଭାକ୍ସ ଲାଇଭ୍‌’ରେ ମେଘାନ୍‌-ହ୍ୟାରି

ବ୍ରିଟେନ୍‌ ପ୍ରିନ୍ସ ହ୍ୟାରି ଓ ସ୍ତ୍ରୀ ମେଘାନ ମର୍କେଲ କରୋନା ଟିକାର ପ୍ରୋତ୍ସାହନ ପାଇଁ ଗ୍ଲୋବାଲ କନ୍‌ସର୍ଟ ‘ଭାକ୍ସ ଲାଇଭ୍‌’ରେ ପ୍ରଚାର ଅଭିଯାନରେ ସାମିଲ ହେବେ। ଆସନ୍ତା ୨ ତାରିଖରେ ଆମେରିକାର ଲସ୍‌ ଆଞ୍ଜେଲ୍ସଠାରେ ଅନୁଷ୍ଠିତ ହେବାକୁ ଥିବା ଏହି କାର୍ଯ୍ୟକ୍ରମ…

ଭୁବନେଶ୍ୱର କୋର୍ଟ ୭ ଦିନ ପର୍ଯ୍ୟନ୍ତ ହେଲା ସିଲ୍‌

ଭୁବନେଶ୍ୱର,୨୯।୪(ବ୍ୟୁରୋ): ରାଜ୍ୟରେ ଏବେ କରୋନା ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଇଛି। ଏପରିକି ସରକାରୀ କାର୍ଯ୍ୟାଳୟରେ ମଧ୍ୟ କରୋନାର ପ୍ରଭାବ ପଡିଛି। ବିଭିନ୍ନ କର୍ମଚାରୀ କରୋନରେ ଆକ୍ରାନ୍ତ ଯୋଗୁ ସରକାରୀ କାର୍ଯ୍ୟ ବାଧାପ୍ରାପ୍ତ ହୋଇଛି। ଏହି କ୍ରମରେ ଗୁରୁବାର ଭୁବନେଶ୍ୱର କୋର୍ଟକୁ ୭…

ପୋର୍ଟାଲ ଭୁଶୁଡ଼ିଲା

ନୂଆଦିଲ୍ଲୀ, ୨୯।୪: ଆସନ୍ତା ୧ ତାରିଖରୁ ହେବାକୁ ଥିବା ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ପଞ୍ଜୀକରଣରେ ଆରମ୍ଭରୁ ଅଚଳାବସ୍ଥା ସୃଷ୍ଟି ହୋଇଛି। ଏହି ପର୍ଯ୍ୟାୟରେ ୧୮ରୁ ୪୪ ବର୍ଷୀୟ ପ୍ରାୟ ୬୧ କୋଟି ନାଗରିକ କୋଭିଡ୍‌ ଟିକା ନେବା ପାଇଁ ଯୋଗ୍ୟ…

ସବୁ ରେକର୍ଡ ଭାଙ୍ଗିଲା କରୋନା: ଏବେ ୪ ଲକ୍ଷ ମୁହାଁ…

ନୂଆଦିଲ୍ଲୀ,୨୯।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଅସମ୍ଭାଳ ସ୍ଥିତି ସୃଷ୍ଟି ହୋଇଛି। ସ୍ଥିତି ବେଲଗାମ୍‌ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ଦେଖା ଦେଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଛି। ଲଗାତାର ୮ ଦିନ ଧରି ଦେଶରେ…

ଭୁବନେଶ୍ୱର, କଟକ ପାଇଁ ଚିନ୍ତା ବଢ଼ିଲା: ଗୋଷ୍ଠୀ ସଂକ୍ରମଣ ସ୍ଥିତି

ଭୁବନେଶ୍ୱର, ୨୯।୪(ବ୍ୟୁରୋ): ରାଜ୍ୟରେ ବଢ଼ିବାରେ ଲାଗିଛି କରେନା ସଂକ୍ରମଣ। ଗତ ୨୪ ଘଣ୍ଟାରେ ୮,୩୮୬ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ ୧୦ଜଣଙ୍କ ମୃତ୍ୟୁ ଘଟିଛି। ଏଥିରୁ ଖୋର୍ଦ୍ଧା ଜିଲାରେ ସର୍ବାଧିକ ୧,୮୪୦ ନୂଆ ସଂକ୍ରମିତ ଚିହ୍ନଟ ହୋଇଥିବାବେଳେ କେବଳ ରାଜଧାନୀରୁ ରହିଛନ୍ତି ୧,୦୦୪।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri