Home

ଘରେ ଅର୍ଥାଭାବ ଲାଗି ରହୁଛି କି? ଏହି ଉପାୟ ଅବଲମ୍ବନ କରିଲେ ପାଇବେ ଲକ୍ଷ୍ମୀ, କୁବେରଙ୍କ କୃପା…

ମହାନ ଅର୍ଥନୀତିଜ୍ଞ ଆଚାର୍ଯ୍ୟ ଚାଣକ୍ୟ ମନୁଷ୍ୟ ଜୀବନ ସହ ଜଡ଼ିତ ସମସ୍ତ ପ୍ରଶ୍ନର ଉତ୍ତର ନିଜର ନୀତିଶାସ୍ତ୍ରରେ ଦେଇଛନ୍ତି। ରାଜନୀତିଠାରୁ ଆରମ୍ଭ କରି ସାମାଜିକ ଏବଂ ଆର୍ଥିକ ବିଷୟକୁ ସେ ଭଲଭାବେ ନିରୀକ୍ଷଣ କରିଥିଲେ। ଏଣୁ ଏବେ ବି ଲୋକେ କୌଣସି…

ଲଗାତାର ୨ ଦିନ ଧରି ଦୈନିକ ସଂକ୍ରମଣ ୪୦ ହଜାର ତଳେ…

ନୂଆଦିଲ୍ଲୀ,୨୫।୭: ଦେଶରେ କରୋନା ମହାମାରୀ ସଂକ୍ରମଣର ଦ୍ୱିତୀୟ ଲହର ଥମିବାରେ ଲାଗିଛି। ଧୀରେଧୀରେ ସୁଧାର ଆସିଲେ ମଧ୍ୟ ସ୍ଥିତି ସଙ୍କଟ ଜନକ ରହିଛି। ଦୈନିକ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲଗାତାର ୨ ଦିନ ଧରି…

ଅଧାରୁ ଏମ୍‌ବିଏ ପଢ଼ା ଛାଡ଼ି ଦେଇଥିଲେ ମୁକେଶ ଅମ୍ବାନୀ: ଜାଣନ୍ତୁ କେତେ ପଢ଼ିଛନ୍ତି ତାଙ୍କ ପୁଅଝିଅ…

ରିଲାଏନ୍ସ ଇଣ୍ଡରଷ୍ଟ୍ରିଜ୍‌ ଲିମିଟେଡ୍‌ର ମାଲିକ ତଥା ଏସିଆର ସବୁଠାରୁ ଧନୀ ବ୍ୟକ୍ତି ମୁକେଶ ଅମ୍ବାନୀ। ବର୍ତ୍ତମାନ ସମୟରେ ସଫଳ ବ୍ୟବସାୟୀ ପାଲଟିଥିବା ମୁକେଶ କିନ୍ତୁ ନିଜର ପାଠପଢ଼ା ସମ୍ପୂର୍ଣ୍ଣ ଶେଷ କରି ନାହାନ୍ତି। କାରଣ ସେ ଜଣେ କଲେଜ ଡ୍ରପ୍‌ ଆଉଟ୍‌।…

ଏହି ୪ ମାମଲାରେ ପୁରୁଷଙ୍କଠାରୁ ଆଗରେ ରହିଥାନ୍ତି ମହିଳା; ଜାଣନ୍ତୁ ଏପରି କାହିଁକି କହିଛନ୍ତି ଚାଣକ୍ୟ…

ଚାଣକ୍ୟ ଭାରତର ମହାନ ରାଜନୈତିଜ୍ଞ, କୁଟନିତିଜ୍ଞ ଏବଂ ଅର୍ଥଶାସ୍ତ୍ରୀ ଥିଲେ। ଚନ୍ଦ୍ରଗୁପ୍ତ ମୌର୍ଯ୍ୟଙ୍କୁ ରାଜା କରିବାରେ ଚାଣକ୍ୟଙ୍କ ବଡ଼ ଯୋଗଦାନ ଥିଲା। ଆଜିର ସମୟରେ ମଧ୍ୟ ତାଙ୍କର ନୀତି ବେଶ ପ୍ରଭାବଶାଳୀ। କୁହାଯାଏ ଯେଉଁ ବ୍ୟକ୍ତି ଏହି ନୀତିଗୁଡ଼ିକୁ ଅନୁସରଣ କରେ…

ମାତାପିତା ମାର୍ଗଦର୍ଶକ

ସନ୍ତାନ ପାଇଁ ଦେବତାତୁଲ୍ୟ ମାତାପିତା। ସେମାନଙ୍କ ସୁଚିନ୍ତିତ ଲାଳନପାଳନରେ ଶିଶୁ ହୁଏ ସୁନାଗରିକ। ସୁନାଗରିକ ଦ୍ୱାରା ହିଁ ଦେଶ ହୁଏ ସମୃଦ୍ଧ। ମାତାପିତାଙ୍କ ଅଭିଜ୍ଞତା ଆଧାରରେ ଶିଶୁର ପାରସ୍ପରିକ ବହୁବିଧ ବିକାଶ ସମ୍ଭବ ହୋଇଥାଏ। ଭାରତୀୟ ସଂସ୍କୃତିରେ ଅତି ପ୍ରାଚୀନ କାଳରୁ…

ଏଲ୍‌ପିଜି ସିଲିଣ୍ଡର ବିସ୍ଫୋରଣ: ୯ ମୃତ

ଅହମଦାବାଦ, ୨୫।୭: ଗୁଜରାଟର ଅହମଦାବାଦ ସହର ଉପକଣ୍ଠ ଏକ ଘରେ ଏଲ୍‌ପିଜି ସିଲିଣ୍ଡର ଗ୍ୟାସ୍‌ ଲିକ୍‌ରୁ ବିସ୍ଫୋରଣ ଘଟି ୪ ଶିଶୁଙ୍କ ସମେତ ୯ ଜଣଙ୍କ ମୃତ୍ୟୁ ହୋଇଛି। ଗତ ୨୦ ତାରିଖରେ ଏହି ବିସ୍ଫୋରଣ ଘଟିଥିଲା। ଗୁରୁତର ଆହତ ହୋଇଥିବା…

ମହାରାଷ୍ଟ୍ରରେ ଜେଇଇ ପରୀକ୍ଷାର୍ଥୀଙ୍କୁ ମିଳିବ ଆଉ ଏକ ସୁଯୋଗ

ନୂଆଦିଲ୍ଲୀ, ୨୫।୭: ଜେଇଇ (ମେନ୍‌) ପରୀକ୍ଷା ଜୁଲାଇ ୨୦, ୨୨, ୨୫ ଏବଂ ୨୭ରେ ଦେଶ ତଥା ବିଦେଶରେ ୩୩୪ଟି ସହରରେ ହେଉଛି। ତେବେ ମହାରାଷ୍ଟ୍ରରେ ପ୍ରବଳ ବର୍ଷାଜନିତ ବନ୍ୟା ଓ ଭୂସ୍ଖଳନକୁ ଦୃଷ୍ଟିରେ ରଖି ପ୍ରଭାବିତ ଅଞ୍ଚଳର ଛାତ୍ରୀଛାତ୍ରଙ୍କୁ ଆଉ…

କାଶୀ ବିଶ୍ୱନାଥ ଟ୍ରଷ୍ଟକୁ ଜମି ଦେଲା ଜ୍ଞାନବାପି ମସ୍‌ଜିଦ

ବାରାଣସୀ, ୨୫।୭: ବାରାଣସୀର ଶ୍ରୀ କାଶୀ ବିଶ୍ୱନାଥ ଟେମ୍ପଲ୍‌ ଟ୍ରଷ୍ଟକୁ ମୁସଲମାନ ସମ୍ପ୍ରଦାୟ ୧,୭୦୦ ବର୍ଗଫୁଟ ଜମି ଯୋଗାଇଦେବାକୁ ଘୋଷଣା କରିଛି। ଜ୍ଞାନବାପି ମସ୍‌ଜିଦ ନିକଟରେ ଥିବା ଏହି ଜମିକୁ କାଶୀ ବିଶ୍ୱନାଥ ଧାମ୍‌ (କରିଡର)ର ବିକାଶ ପାଇଁ ବ୍ୟବହାର କରାଯିବ।…

୪୦ ସ୍ଥାନରେ ସିବିଆଇ ଚଢ଼ାଉ

ନୂଆଦିଲ୍ଲୀ/ଶ୍ରୀନଗର, ୨୫।୭: ବେଆଇନ ଅସ୍ତ୍ର ଲାଇସେନ୍ସ ମାମଲାର ତଦନ୍ତ କରୁଥିବା ସିବିଆଇ ଶନିବାର ୨ ଜଣ ଆଇଏଏସ୍‌ ଅଫିସରଙ୍କ ବାସଭବନ ସମେତ ଜମ୍ମୁ-କଶ୍ମୀର ଓ ଦିଲ୍ଲୀର ୪୦ଟି ସ୍ଥାନରେ ଚଢ଼ାଉ କରିଛି। ଅନ୍ୟମାନଙ୍କ ମଧ୍ୟରେ କଶ୍ମୀର ପ୍ରଶାସନିକ ଅଧିକାରୀ, ତତ୍କାଳୀନ ଜିଲା…

ବୃହସ୍ପତି ଉପଗ୍ରହକୁ ଯିବ ସ୍ପେସ୍‌ଏକ୍ସ ରକେଟ୍‌

ଆମେରିକା ମହାକାଶ ଗବେଷଣା ସଂସ୍ଥା ନାସା ପ୍ରଥମ ବୃହସ୍ପତି ମିଶନରେ ଏହାର ଥଣ୍ଡା ଉପଗ୍ରହ ୟୁରୋପାକୁ ମହାକାଶଯାନ ‘ୟୁରୋପା କ୍ଲିପର୍‌’ ପ୍ରେରଣ ପାଇଁ ସ୍ପେସ୍‌ଏକ୍ସ ରକେଟକୁ ବ୍ୟବହାର କରିବ। ଏଥିପାଇଁ ନାସା ଏଲନ୍‌ ମସ୍କଙ୍କ ରକେଟ୍‌ କମ୍ପାନୀ ସ୍ପେସ୍‌ଏକ୍ସକୁ ୧୭୮ ମିଲିୟନ…

ଜଳୁଛି କାଲିଫର୍ନିଆ ଜଙ୍ଗଲ

ସାନ୍‌ ଫ୍ରାନ୍ସିସ୍‌କୋ, ୨୫।୭: କାଲିଫର୍ନିଆ-ନେଭାଡା ସୀମାରେ ହଜାର ହଜାର ଏକର ଜଙ୍ଗଲ ଦୀର୍ଘ ଦୁଇ ସପ୍ତାହ ହେଲା ଜଳୁଛି। ପ୍ରାଥମିକ ଅବସ୍ଥାରେ ଆମେରିକା ଜଙ୍ଗଲ ସେବା ଅଧିକାରୀମାନେ ଏହାକୁ ବିଶେଷ ଗୁରୁତ୍ୱ ନ ଦେଇ ଜଳିବାକୁ ଛାଡ଼ିଦେବାରୁ ଏବେ ନିୟନ୍ତ୍ରଣ ବାହାରକୁ…

ବିପଜ୍ଜନକ ସ୍ଥିତିରେ ଆଫଗାନିସ୍ତାନ

କାବୁଲ, ୨୫।୭(ଆଇଏଏନ୍‌ଏସ୍‌): ଆମେରିକା ନେତୃତ୍ୱାଧୀନ ନାଟୋ ସେନା ପ୍ରତ୍ୟାହାର ସହିତ ଅଶାନ୍ତ ହେବାରେ ଲାଗିଛି ଆଫଗାନିସ୍ତାନ। ତାଲିବାନ ଆତଙ୍କବାଦୀମାନେ ସୀମାନ୍ତବର୍ତ୍ତୀ ଅଞ୍ଚଳର ୯୦ ପ୍ରତିଶତ ନିଜ ଦଖଲକୁ ନେଇସାରିଥିବା ଦାବି କରୁଛନ୍ତି। କେବଳ ତାଲିବାନ ନୁହେଁ, ସେଠାରେ ଡାଏଶ୍‌ ଏବଂ ଅଲ୍‌-କାଏଦା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?