Home

କାହିଁକି ଭାରତରେ କରୋନା ସଂକ୍ରମଣ ବଢୁଛି: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ ଦେଲା ଉତ୍ତର

ନୂଆଦିଲ୍ଲୀ/ନ୍ୟୁୟର୍କ,୨୮।୪: ସାରା ଦେଶରେ କରୋନାର ଦ୍ୱିତୀୟ ଲହର ଭୟଙ୍କର ପରିସ୍ଥିତି ସୃଷ୍ଟି କରିଛି। ତେବେ ପ୍ରଥମ ଲହର ଅପେକ୍ଷା ଦ୍ୱିତୀୟ ଲହର ବେଶୀ ମାରାତ୍ମକ ଜଣାପଡୁଛି। ଏଥିରେ ଅଧିକ ଲୋକ ସଂକ୍ରମିତ ହେଉଥିବାବେଳେ ମୃତ୍ୟୁବରଣ ମଧ୍ୟ କରୁଛନ୍ତି। ତେବେ ଭାରତରେ କାହିଁକି…

କରୋନାରେ ପୂର୍ବତନ କଂଗ୍ରେସ ଏମ୍‌ପିଙ୍କ ପରଲୋକ…

ମୁମ୍ବାଇ,୨୮।୪: କରୋନାରେ ଆକ୍ରାନ୍ତ ହୋଇ କଂଗ୍ରେସର ପୂର୍ବତନ ଏମ୍‌ପି ଏକନାଥ ଗାଇକ୍ୱାଡ଼େଙ୍କର ବୁଧବାର ପୂର୍ବାହ୍ନ ୧୦ଟାରେ ମୃତ୍ୟୁ ଘଟିଛି। ମୁମ୍ବାଇର ବ୍ରିଜ୍‌ କ୍ୟାଣ୍ଡି ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ତାଙ୍କର ମୃତ୍ୟୁ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୮୧ ବର୍ଷ ବୟସ ହୋଇଥିଲା। ୧୯୪୦…

ଅପରାହ୍ନ ୨ଟା ପରେ ସମସ୍ତ ଦୋକାନ ବଜାର ବନ୍ଦ

ବୁଗୁଡ଼ା,୨୮।୪(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ବୁଗୁଡ଼ା ବିଜ୍ଞାପିତ ଅଞ୍ଚଳ ପରିଷଦ ଅନ୍ତର୍ଗତ ପାଞ୍ଚଟି ଓ୍ବାର୍ଡରୁ ବୁଧବାର ୧୦ ଜଣ ପଜିଟିଭ୍‌ ଚିହ୍ନଟ ହେବା ପରେ ସହରରେ କୋକୁଆ ଭୟ ସୃଷ୍ଟି ହୋଇଛି। ଆଜି ବୁଗୁଡ଼ାର ବଣିକ ସଂଘ, ଚ୍ୟାମ୍ବର ଅଫ କମର୍ସ, ଗଣେଶ…

୧୫୦ ଜିଲାରେ ଜାରି ହେବ ଲକ୍‌ଡାଉନ୍‌: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ଦେଲା ପ୍ରସ୍ତାବ…

ନୂଆଦିଲ୍ଲୀ,୨୮।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ କୋକୁଆ ଭୟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶର ୧୫୦ଟି ଜିଲାରେ ଲକ୍‌ଡାଉନ୍‌ ଜାରି କରିବା ଲାଗି କେନ୍ଦ୍ରୀୟ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ପ୍ରସ୍ତାବ ଦିଆଯାଇଛି। ୧୫ ପ୍ରତିଶତ…

ଭୂକମ୍ପକୁ ନ ଡରି ତୁରନ୍ତ କରନ୍ତୁ ଏପରି, ହୋଇଯିବ ଜୀବନ ରକ୍ଷା

ଭୂକମ୍ପ ନାଁ ଶୁଣିଲେ ମନରେ ଅଜଣା ଭୟ ଜାଗିଉଠେ। ଭୂକମ୍ପ ଆସିଲେ ଲୋକେ ହଡ଼ବଡ଼େଇ ଯାଇଥାନ୍ତି। ତେଣୁ ଏହି ସମୟରେ ଲୋକେ କ’ଣ କରିବେ ନ କରିବେ ଚିନ୍ତା କରିପାରନ୍ତି ନାହିଁ। ବିଳମ୍ବ ଯୋଗୁ ଅନେକ ଜୀବନ ହାନି ହୋଇଥାଏ। କିନ୍ତୁ…

୪୨ ବଲରୁ ବିସ୍ଫୋରକ ୭୫ ରନର ଇନିଂସ ଖେଳି ଖାସ୍‌ ରେକର୍ଡ ହାସଲ କଲେ ଏବି. ଡିଲିୟର୍ସ

ମୁମ୍ବାଇ,୨୮।୪: ଆଇପିଏଲର ୨୨ ତମ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ଏକ ରୋମାଞ୍ଚକର ବିଜୟ ହାସଲ କରିଛି। ଏହି ବିଜୟ ସହିତ ଆରସିବି ଦଳ ପଏଣ୍ଟ ଟେବୁଲର ଶୀର୍ଷରେ ପହଞ୍ଚିଛି। ଏହି ମ୍ୟାଚ୍‌ର ନାୟକ ଥିଳେ…

ହସ୍ପିଟାଲରେ ଅଗ୍ନିକାଣ୍ଡ: ୪ ମୃତ…

ଥାଣେ,୨୮।୪: ମହାରାଷ୍ଟ୍ରର ଥାଣେର ମୁମ୍ବ୍ରାସ୍ଥିତ ପ୍ରାଇମ୍‌ କ୍ରିଟିକେୟାର ହସ୍ପିଟାଲରେ ଅଗ୍ନିକାଣ୍ଡ ଘଟି ୪ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ସେମାନଙ୍କୁ ଅନ୍ୟ ହସ୍ପିଟାଲକୁ ସ୍ଥାନାନ୍ତର କରୁଥିବା ସମୟରେ ଏଭଳି ଅଭାବନୀୟ ଘଟଣା ଘଟିଥିବା ପୋଲିସ ପକ୍ଷରୁ କୁହାଯାଇଛି। ଭୋର୍‌ ୩ଟା ୪୦ରେ…

ଆଜି ଅପରାହ୍ନ ୪ରୁ ଟିକା ପଞ୍ଜୀକରଣ

ଭୁବନେଶ୍ବର, ୨୮।୪(ବ୍ୟୁରୋ): ସାରାଦେଶରେ ମେ ୧ରୁ ତୃତୀୟ ପର୍ଯ୍ୟାୟ ଟିକାକରଣ ଆରମ୍ଭ ହେବ। କେନ୍ଦ୍ରସରକାରଙ୍କ ନିର୍ଦ୍ଦେଶ ଅନୁସାରେ ତୃତୀୟ ପର୍ଯ୍ୟାୟ ଟିକାକରଣ ପାଇଁ ଆଜିଠୁ ପଞ୍ଜୀକରଣ ଆରମ୍ଭ ହେବ। ଆଜି ଅପରାହ୍ନ ୪ଟାରୁ ଏହି ଟିକା ପଞ୍ଜୀକରଣ ଆରମ୍ଭ ହେବ। ଟିକା…

ଧୂଳିଝଡକୁ ଧନ୍ୟବାଦ ଦେଲେ କୋହଲି: ଜାଣନ୍ତୁ କାହିଁକି

ମୁମ୍ବାଇ,୨୮।୪: ଆଇପିଏଲ୍‌ ୨୦୨୧ର ଏକ ମ୍ୟାଚ୍‌ରେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଦିଲ୍ଲୀ କ୍ୟାପିଟାଲ୍ସକୁ ମାତ୍ର ୧ ରନ୍‌ରେ ପରାସ୍ତ କରି ରୋମାଞ୍ଚକର ବିଜୟ ହାସଲ କରିଛି। ପ୍ରଥମେ ବ୍ୟାଟିଂ କରି ଆରସିବି ନିର୍ଦ୍ଧାରିତ ଓଭରରେ ଏବି…

୩୧ ମେ’ ପର୍ଯ୍ୟନ୍ତ ଅନ୍‌ଲାଇନ୍‌ କ୍ଲାସ୍‌ ବନ୍ଦ…

ଭୋପାଳ,୨୮।୪: କରୋନା ମହାମାରୀ ସଂକ୍ରମଣ ଯୋଗୁ ଦେଶରେ ସମସ୍ତ ସ୍କୁଲ କଲେଜକୁ ବନ୍ଦ କରି ଦିଆଯାଇଛି। ଏପରିସ୍ଥଳେ ପ୍ରଥମରୁ ଆରମ୍ଭ କରି ନବମ ଏବଂ ଏକାଦଶ ଶ୍ରେଣୀ ଛାତ୍ରୀଛାତ୍ରଙ୍କ ଅନ୍‌ଲାଇନ୍‌ କ୍ଲାସ୍‌ ଜାରି ରହିଛି। ତେବେ ମହାମାରୀ ସଙ୍କଟ ସମୟରେ ଛାତ୍ରୀଛାତ୍ର…

ସ୍ବାଭିମାନର ସୌଦାଗର

ଓଡ଼ିଶାର ପ୍ରଥମ ବାରିଷ୍ଟର, ଉତ୍କଳ ସମ୍ମିଳନୀର ପ୍ରତିଷ୍ଠାତା, ସ୍ବତନ୍ତ୍ର ଉତ୍କଳ ପ୍ରଦେଶର କର୍ଣ୍ଣଧାର, ଉତ୍କଳ ଗୌରବ ମଧୁସୂଦନ ଦାସଙ୍କ ଓଡ଼ିଆ ଜାତି ପ୍ରତି ଅବଦାନ ଅବର୍ଣ୍ଣନନୀୟ। ସ୍ବାଭିମାନୀ ଓଡ଼ିଆ ଭାବେ ଦିଗବିଦିଗ ପରିଚିତ ମଧୁବାବୁ ଜଣେ ବାଗ୍ମୀ ଓ ସମାଜ ସଂସ୍କାରକ…

ଲିଭୁନି ଚିତା: ଅନ୍ତିମ ସଂସ୍କାର ଲାଗି ଧାଡ଼ିରେ ଅପେକ୍ଷା…

ନୂଆଦିଲ୍ଲୀ,୨୮।୪: ଭାରତର କରୋନା ମହାମାରୀ ସଂକ୍ରମଣ ସଙ୍କଟ ସ୍ଥିତି ସୃଷ୍ଟି କରିଛି। ଗତ ବର୍ଷଠାରୁ ବର୍ତ୍ତମାନ ସୁଦ୍ଧା କରୋନାରେ ଆକ୍ରାନ୍ତ ହୋଇ ଦେଶର ୨ ଲକ୍ଷ ୧ ହଜାର ୧୮୭ ଜଣଙ୍କ ମୃତ୍ୟୁ ଘଟିଲାଣି। ପ୍ରଥମ ଲହର ତୁଳନାରେ ଦ୍ୱିତୀୟ ଲହର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri