ଅନ୍ଲକ୍ ଅଙ୍କକଷା
ଭୁବନେଶ୍ୱର, ୧୫।୬(ବ୍ୟୁରୋ): ରାଜ୍ୟରେ ଏବେ ଲକ୍ଡାଉନ ଓ ଶଟ୍ଡାଉନ୍ ଜାରି ରହିଛି। ପ୍ରାୟ ଦେଢ଼ ମାସ ହେବ ଜୀବନ ଓ ଜୀବିକାକୁ ନେଇ ଲୋକେ ବିଭିନ୍ନ ସମସ୍ୟାର ସମ୍ମଖୀନ ହେଉଛନ୍ତି। ଏପରି ସ୍ଥିତିରେ ଆସନ୍ତା ୧୭ ତାରିଖ ସକାଳ ୫ଟାରେ ତୃତୀୟ…
ପ୍ରଥମ ସ୍ତ୍ରୀଙ୍କ ଚିଠି ପଢି ପ୍ରବଳ କାନ୍ଦିଥିଲେ ଅମିର ଖାନ୍
ବଲିଉଡ୍ ଅଭିନେତା ଅମିର ଖାନଙ୍କ ପ୍ରଥମ ଚଳଚ୍ଚିତ୍ର ‘ଲଗାନ’ ରିଲିଜ ହେବାର ଇତିମଧ୍ୟରେ ୨୦ ବର୍ଷ ବିତିଗଲାଣି। ଏହି ଚଳଚ୍ଚିତ୍ରଟି ଅମିରଙ୍କ ପାଇଁ ସ୍ବତନ୍ତ୍ର ଥିଲା। ଏହି ଚଳଚ୍ଚିତ୍ର ତାଙ୍କୁ ଜଣେ ପରଫେକ୍ଟନିଷ୍ଟ ଅଭିନେତା ଭାବରେ ପ୍ରତିଷ୍ଠିତ କରିଥିଲା। ସେହି ସମୟରେ…
ଅଣ୍ଟାବିନ୍ଧାର ଘରୋଇ ଉପଚାର
ଅଣ୍ଟାବିନ୍ଧା ଆଜିକାଲି ଏକ ସାଧାରଣ କଥା ପାଲଟି ଗଲାଣି। ତେବେ, ଏପରି କେତେକ ଘରୋଇ ଉପଚାର ରହିଛି, ଯାହାକୁ ଆପଣେଇ ପାରିଲେ ଆପଣ ଏଥିରୁ କେତେକାଂଶରେ ଉପଶମ ପାଇ ପାରିବେ। ଅଧିକ ସମୟ ଠିଆ ହୋଇ କାମ କରୁଥିଲେ ମଝିରେ ମଝିରେ…
ମାଳବିକା ଜିତିଲେ ଟାଇଟଲ
କନାସ୍ (ଲିଥୁଆନିଆ), ୧୪ା୬ (ପି.ଟି.)-ଭାରତର ମାଳବିକା ବନସୋଡ୍ ଏଠାରେ ଚାଲିଥିବା ଆରଏସ୍ଏଲ୍ ଲିଥୁଆନିଆନ ଇଣ୍ଟରନ୍ୟାଶନାଲ ବ୍ୟାଡ୍ମିଣ୍ଟନ ଟୁର୍ନାମେଣ୍ଟ ମହିଳା ସିଙ୍ଗଲ୍ସ ଚାମ୍ପିୟନ ହୋଇଛନ୍ତି। ଫାଇନାଲରେ ତୃତୀୟ ସିଡ୍ ମାଳବିକା ୨୧-୧୪, ୨୧-୧୧ରେ ଆୟର୍ଲାଣ୍ଡର ରଚେଲ ଡାରାଗ୍ଙ୍କୁ ପରାସ୍ତ କରିଥିଲେ। ଏହି…
ଅଭିନେତ୍ରୀଙ୍କ ଅଜବ ଇଚ୍ଛା ଶୁଣି ସ୍ବାମୀ ହେଲେ ଚକିତ
ପ୍ରସିଦ୍ଧ ଅଭିନେତ୍ରୀ ମୋନାଲିସା ଭୋଜପୁରୀ ଫିଲ୍ମ ଇଣ୍ଡଷ୍ଟ୍ରି ଏବଂ ହିନ୍ଦୀ ଟିଭି ଜଗତରେ ଏକ ଜଣାଶୁଣା ନାମ। ସେ ଫିଲ୍ମ ଅପେକ୍ଷା ସୋସିଆଲ ମିଡିଆରେ ଅଧିକ ସକ୍ରିୟ ଥିବା ଦେଖାଯାଏ। ମୋନାଲିସା ପ୍ରାୟତଃ ତାଙ୍କ ଫଟୋ ଏବଂ ଭିଡିଓ ଶେୟାର କରି…
ସ୍ବତନ୍ତ୍ର ବିମାନରେ ଚିକିତ୍ସା ପାଇଁ ଆମେରିକା ଯିବେ ରଜନୀକାନ୍ତ
ସୁପରଷ୍ଟାର ରଜନୀକାନ୍ତ ମେଡିକାଲ ଯାଞ୍ଚ ପାଇଁ ଆମେରିକା ଯିବେ। କରୋନା ମହାମାରୀ ହେତୁ ସେ ଏଥିପାଇଁ କେନ୍ଦ୍ର ସରକାରଙ୍କ ଅନୁମତି ଲୋଡିଥିଲେ। କେନ୍ଦ୍ର ତାଙ୍କୁ ଯିବା ପାଇଁ ସବୁଜ ସଙ୍କେତ ଦେଇଛନ୍ତି। ସେ ଖୁବଶୀଘ୍ର ଏକ ସ୍ବତନ୍ତ୍ର ବିମାନ ଯୋଗେ ଆମେରିକା…
ଆସୁଛି ଆଉ ଏକ କରୋନା ଟିକା ‘ନୋଭାଭାକ୍ସ’: ୯୦% ପ୍ରଭାବଶାଳୀ
ଓ୍ବାଶିଂଟନ୍,୧୪।୬: ସାରା ବିଶ୍ୱରେ କରୋନା ମହାମାରୀ ଆତଙ୍କ ସୃଷ୍ଟି କରିଛି। ଏହି ଅଜଣା ରୋଗ କୋଟି କୋଟି ଲୋକଙ୍କ ଜୀବନ ନେଇଛି। ଏହାକୁ ରୋକିବା ପାଇଁ ଟିକା ଏକମାତ୍ର ଅସ୍ତ୍ରୀ ବୋଲି କୁହାଯାଉଛି। ଏସବୁ ଭିତରେ ଆମେରିକାର ଟିକା ନିର୍ମାତା କମ୍ପାନୀ…
ହାତ ଯୋଡି ଏମିତି ଅପିଲ୍ କଲେ ରାଜ୍ୟପାଳ
କୋଲକତା,୧୪।୬: ପଶ୍ଚିମବଙ୍ଗ ବିଧାନସଭାରେ ବିରୋଧୀ ଦଳର ନେତା ଶୁଭେନ୍ଦୁ ଅଧିକାରୀ ସୋମବାର ନିର୍ବାଚନ ଫଳାଫଳ ପରେ ରାଜ୍ୟରେ ହିଂସା ଘଟଣାକୁ ନେଇ ଏକ ବୈଠକ କରିଥିଲେ। ଭାଜପା ଦଳର ବିଧାୟକଙ୍କ ସହ ଏହି ବୈଠକ ଅନୁଷ୍ଠିତ ହୋଇଥିଲା। ଏହି ବୈଠକ ପରେ…
ଶଶିକଳାଙ୍କ ସହ କଥାବାର୍ତ୍ତା କରିବା ପଡିଲା ମହଙ୍ଗା: ୧୬ ନେତା ଦଳରୁ ବହିଷ୍କୃତ
ଚେନ୍ନାଇ,୧୪।୬: ଏଆଇଡିଏମ୍କେ ସୋମବାର ଦଳର ୧୬ ଜଣ ନେତାଙ୍କୁ ଦଳରୁ ବହିଷ୍କାର କରିଛି। ଏହି ନେତାମାନେ ଦଳର ପୂର୍ବତନ ନେତା ଭି.କେ ଶଶିକଳାଙ୍କ ସହ କଥାବାର୍ତ୍ତା କରିଥିଲେ। ପାର୍ଟି ବିରୋଧୀ କାର୍ଯ୍ୟକଳାପ ଅଭିଯୋଗରେ ଏଆଇଡିଏମ୍କେ ମୁଖପାତ୍ର ଭି ପୁଗାଝେନ୍ଦିଙ୍କୁ ମଧ୍ୟ ଦଳରୁ…
ପ୍ରସିଦ୍ଧ ଅଭିନେତାଙ୍କ ପରଲୋକ
ଭେଟେରାନ ଅଭିନେତା ନେଡ ବିଟିଙ୍କ ପରଲୋକ ହୋଇଛି। ସୁପରମ୍ୟାନ, ନେଟୱାର୍କ ପରି ଚଳଚ୍ଚିତ୍ରରେ ମୁଖ୍ୟ ଭୂମିକାରେ ସେ ନଜର ଆସିଥିଲେ। ମୃତ୍ୟୁବେଳକୁ ନେଡଙ୍କୁ ୮୩ ବର୍ଷ ହୋଇଥିଲା। ସେ ଦୀର୍ଘ ପାଞ୍ଚ ଦଶନ୍ଧି ଧରି ଦର୍ଶକଙ୍କୁ ବହୁତ ମନୋରଞ୍ଜନ କରିଥିଲେ। ସେ…
ତୁମ ବିନା ଜୀବନ ନାହିଁ; ଅପେକ୍ଷା କରିଛି ଫେରିଆସ
ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କ ପ୍ରଥମ ମୃତ୍ୟୁ ବାର୍ଷିକୀରେ ଗର୍ଲଫ୍ରେଣ୍ଡ ରିୟା ଚକ୍ରବର୍ତ୍ତୀ ଏକ ଭାବପ୍ରବଣ ନୋଟ ଲେଖି ତାଙ୍କୁ ସ୍ମରଣ କରିଛନ୍ତି। ଏହି ପୋଷ୍ଟରେ ରିୟା ସୁଶାନ୍ତଙ୍କ ସହ ଏକ ଫଟୋ ପୋଷ୍ଟ କରି ଲେଖିଛନ୍ତି, ଗୋଟିଏ ମୁହୂର୍ତ୍ତ ମଧ୍ୟ…
ଇସ୍ରାଏଲ ପ୍ରଧାନମନ୍ତ୍ରୀଙ୍କୁ ଶୁଭେଚ୍ଛା ଜଣାଇଲେ ମୋଦି: ନେତାନ୍ୟାହୁଙ୍କୁ ବି କଲେ ପ୍ରଶଂସା
ନୂଆଦିଲ୍ଲୀ,୧୪।୬: ଦକ୍ଷିଣପନ୍ଥୀ ୟାମିନା ପାର୍ଟି ନେତା ନାଫ୍ଟାଲି ବେନେଟ ଇସ୍ରାଏଲର ପ୍ରଧାନମନ୍ତ୍ରୀ ଭାବେ ଶପଥ ଗ୍ରହଣ କରିଛନ୍ତି। ଏନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତାଙ୍କୁ ଅଭିନନ୍ଦନ ଜଣାଇଛନ୍ତି। ମୋଦୀ ଟୁଇଟ୍ କରି କହିଛନ୍ତି ଯେ, ଇସ୍ରାଏଲର ପ୍ରଧାନମନ୍ତ୍ରୀ ହୋଇଥିବାରୁ ନାଫ୍ଟାଲି ବେନେଟଙ୍କୁ…
Archives


