ଏଲିଅନ୍ଙ୍କ ସହ ସମ୍ପର୍କ ରଖିଲେ ଘଟିବ ଏପରି ବଡ଼ ଧରଣର କ୍ଷତି, ଚେତାବନୀ ଦେଲେ ବୈଜ୍ଞାନିକ
ଏଲିଅନଙ୍କ ସହ ଜଡ଼ିତ କାହାଣୀ ଆମେ ପଢୁଛେ ଶୁଣୁଛେ। ନିକଟରେ ଆମେରିକାର ପୂର୍ବତନ ରାଷ୍ଟ୍ରପତି ବାରାକ ଓବାମା ଏବଂ ଅନ୍ୟ ଆମେରିକୀୟ ଏକ୍ସପର୍ଟମାନେ ୟୁଏଫ୍ଓ ଦୃଶ୍ୟକୁ ଦେଖି ଏକ ଘଟଣାର ସ୍ପଷ୍ଟ କରିଛନ୍ତି। ଆମେରିକାର ସୁରକ୍ଷା ମନ୍ତ୍ରଣାଳୟ ୟୁଏଫ୍ଓରୁ ଜଡ଼ିତ ରିପୋର୍ଟକୁ…
ତୃତୀୟ ଲହରର ମୁକାବିଲା ପ୍ରସ୍ତୁତି: ଦେଶରେ ନିର୍ମାଣ ହେବ ୫୦ମଡ୍ୟୁଲାର ହସ୍ପିଟାଲ
ନୂଆଦିଲ୍ଲୀ,୧୪।୬: ସାରା ଦେଶରେ କରୋନା ଭାଇରସ୍ ଆତଙ୍କ ଜାରି ରହିଛି। ବର୍ତ୍ତମାନ ଦେଶରେ ଦୈନିକ ସଂକ୍ରମଣ ପୂର୍ବାପେକ୍ଷା ହ୍ରାସ ପାଇଥିଲେ ମଧ୍ୟ ମୃତ୍ୟୁ ସଂଖ୍ୟା ଥମିବାର ନା ନେଉନି। ଦ୍ୱିତୀୟ ଲହର ସମୟରେ ସାରାଦେଶରେ ସ୍ବାସ୍ଥ୍ୟ ସୁବିଧାର ଘୋର ଅଭାବ ଦେଖାଯାଇଥିବା…
ସୁଶାନ୍ତଙ୍କ ପୁଣ୍ୟତିଥିରେ ଭାବୁକ ହେଲେ ପରିବାର ଲୋକେ, କହିଲେ…
ମୁମ୍ବାଇ: ବଲିଉଡ୍ ଅଭିନେତା ସୁଶାନ୍ତ ସିଂ ରାଜପୁତଙ୍କୁ ଆଜି ମନେ ପକାଇ ଭାବୁକ ହୋଇଛନ୍ତି ତାଙ୍କ ପରିବାର ଲୋକେ। କାରଣ ଗତବର୍ଷ ଆଜିର ଦିନରେ ଅର୍ଥାତ୍ ଜୁନ୍ ୧୪ରେ ସୁଶାନ୍ତଙ୍କ ମୃତଦେହ ତାଙ୍କ ଘରୁ ଝୁଲନ୍ତା ଅବସ୍ଥାରେ ଜବତ ହୋଇଥିଲା। ଆଜିର…
ଉଚ୍ଚ ରକ୍ତଚାପ ରୋଗୀଙ୍କ ପାଇଁ…
ଆଜିକାଲି ରକ୍ତଚାପ ବା ବ୍ଲଡ ପ୍ରେସର ସମସ୍ୟା ଏକ ସାଧାରଣ ଘଟଣା ପାଲଟି ଗଲାଣି କହିଲେ ଆଦୌ ଭୁଲ ହେବ ନାହିଁ। ଅସନ୍ତୁଳିତ ଜୀବନଶୈଳୀ, ଖାଦ୍ୟପେୟ ଆଦି ଏଥିପାଇଁ କେତେକାଂଶରେ ଦାୟୀ। ତେବେ ଜଣେ ଉଚ୍ଚ ରକ୍ତଚାପ ରୋଗୀ କେଉଁ ବିଷୟ…
ସୁଶାନ୍ତଙ୍କ ପ୍ରଥମ ପୁଣ୍ୟତିଥିରେ ଘରେ ପୂଜା କଲେ ଅଙ୍କିତା
ମୁମ୍ବାଇ: ବଲିଉଡ୍ ଭେଟେରାନ ଅଭିନେତା ସୁଶାନ୍ତ ସିଂହ ରାଜପୁତଙ୍କ ଆଜି ପ୍ରଥମ ପୁଣ୍ୟତିଥି। ଜୁନ ୧୪ ୨୦୨୦ରେ ମୁମ୍ବାଇ ସ୍ଥିତ ଆପାର୍ଟମେଣ୍ଟରେ ସୁଶାନ୍ତ ଆତ୍ମହତ୍ୟା କରିଥିଲେ। ତାଙ୍କ ମୃତ୍ୟୁକୁ ବର୍ଷେ ବିତିଯାଇଥିଲେ ମଧ୍ୟ ସେ ଆଜି ବି ପ୍ରଶଂସକଙ୍କ ହୃହୟରେ ଜୀବିତ…
ଏକ୍ମୋ ଚିକିତ୍ସା
ଏକ୍ମୋ ଗୋଟିଏ ପରିବର୍ତ୍ତିତ ହାର୍ଟ-ଲଙ୍ଗ୍ସ ଯନ୍ତ୍ର। ହୃତ୍ପିଣ୍ଡ ବା ହାର୍ଟ ଅପରେଶନ ସମୟରେ ଏହା ବ୍ୟବହାର ହୁଏ। ମୁମୂର୍ଷୁ ରୋଗୀକୁ ଜୀବନ ଦାନ କରେ। ଶରୀରର ବାହାରେ ଥାଇ ଉକ୍ତ ଦୁଇଟି ଅଙ୍ଗର କାର୍ଯ୍ୟ କରେ। ସବୁ ଜୀବକୋଷକୁ ଅକ୍ସିଜେନ ଦିଏ…
୧୦ଲକ୍ଷରୁ ତଳକୁ ଖସିଲା ସକ୍ରିୟ ମାମଲା: ଗତ ୨୪ଘଣ୍ଟାରେ ୭୦ହଜାରରୁ ଉର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ
ନୂଆଦିଲ୍ଲୀ,୧୪।୬: ଦେଶରେ କରୋନା ଭାଇରସ୍ ସ୍ଥିତି ଧୀରେ ଧୀରେ ନିୟନ୍ତ୍ରଣକୁ ଆସୁଛି। ବିଭିନ୍ନ ରାଜ୍ୟରେ ଲକ୍ଡାଉନ ହୋଇଥିବାରୁ ଦୈନିକ ସଂକ୍ରମଣରେ ହ୍ରାସ ଘଟିବା ସହ ସୁସ୍ଥହାର ମଧ୍ୟ ବଢ଼ିବାରେ ଲାଗିଛି। ହେଲେ ମୃତ୍ୟୁ ସଂଖ୍ୟା ଏବେ ବି ଚିନ୍ତାର କାରଣ ପାଲଟିଛି।…
ରାଜ୍ୟବାସୀଙ୍କୁ ‘ରଜ’ ଶୁଭେଚ୍ଛା ଜଣାଇଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ସଂକ୍ରମଣକୁ ଦୃଷ୍ଟିରେ ରଖି ଚଳିତବର୍ଷ ରଜ ପର୍ବ ପାଳନ ଉପରେ କଟକଣା ଜାରି କରାଯାଇଛି। ଫଳରେ ଘରେ ରହି ଲୋକେ ପହିଲି ରଜ ପାଳିଛନ୍ତି। ଏହି ଅବସରରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟବାସୀଙ୍କୁ ‘ରଜ ପର୍ବ’ର ଶୁଭେଚ୍ଛା ଜଣାଇଛନ୍ତି।…
ଟ୍ରକକୁ ପଛପଟୁ ପିଟିଲା ବୋଲେରୋ, ଚାଲିଗଲା ୨ ଜୀବନ
ପାଟଣା,୧୪ା୬(ସ୍ବ.ପ୍ର.): କେନ୍ଦୁଝର ଜିଲା ପାଟଣା ବ୍ଲକ ତୁରୁମୁଙ୍ଗା ଦେଇ ଯାଇଥିବା ମୁମ୍ବାଇ କୋଲକାତା ୪୯ ନଂ. ଜାତୀୟ ରାଜପଥ ତୁରୁମୁଙ୍ଗାସ୍ଥିତ ପେଟ୍ରୋଲ ପମ୍ପ ନିକଟରେ ରବିବାର ବିଳମ୍ବିତ ରାତିରେ ଠିଆ ହୋଇଥିବା ଏକ ଟ୍ରକକୁ ପଛ ପଟୁ ବୋଲେରୋ ଆସି ଧକ୍କା…
ମନଇଚ୍ଛା ଦର ନେଉଛନ୍ତି ଘରୋଇ ଆମ୍ବୁଲାନ୍ସ
ପୁରୀ ଅଫିସ,୧୪ା୬: ରାଜ୍ୟ ସରକାର ସାଧାରଣ ଆମ୍ବୁଲାନ୍ସ ସେବା ପାଇଁ ପ୍ରତି ୧୦ କିଲୋମିଟରକୁ ୭୫୦ ଟଙ୍କା ଭଡ଼ା ଧାର୍ଯ୍ୟ କରିଛନ୍ତି। ଏହାପରେ କି.ମି. ପିଛା ୩୦ ଟଙ୍କା ନିର୍ଦ୍ଧାରିତ ହୋଇଥାଏ। ଯେଉଁ ଆମ୍ବୁଲାନ୍ସରେ ଲାଇଫ୍ ସପୋର୍ଟ ସିଷ୍ଟମ ଥାଏ, ତା’ର…
ଧରିତ୍ରୀ ପ୍ରଭାବ: ରାସ୍ତା ମଝିର ଗର୍ତ୍ତ ପୋତାଗଲା
ଅସ୍ତରଙ୍ଗ, ୧୪ା୬(ଡି.ଏନ୍.ଏ.): ଅସ୍ତରଙ୍ଗ- ନୂଆଗଡ ରାସ୍ତା ମଝିରେ ସୃଷ୍ଟି ହୋଇଥିବା ଏକ ବଡ଼ ଗର୍ତ୍ତକୁ ନେଇ ରବିବାର ଖବର ପ୍ରକାଶ ପାଇବା ପରେ ପୂର୍ତ୍ତ ବିଭାଗ ତତ୍ପରତା ଦେଖାଇ ଠିକାଦାର ମରାମତି କରିଛି। ପୂର୍ତ୍ତବିଭାଗ ଜଣେ ଠିକାଦାର ପହଞ୍ଚି ସୃଷ୍ଟି ହୋଇଥିବା…
ନେଫ୍ଟାଲି ଇସ୍ରାଏଲ ପ୍ରଧାନମନ୍ତ୍ରୀ
ଜେରୁଜେଲମ୍, ୧୪।୬: ଇସ୍ରାଏଲକୁ ସର୍ବାଧିକ କାଳ ଶାସନ କରିଥିବା ପ୍ରଧାନମନ୍ତ୍ରୀ ବେଞ୍ଜାମିନ୍ ନେତାନ୍ୟାହୁଙ୍କ ଯୁଗର ଅବସାନ ହୋଇଛି। ଦୀର୍ଘଦିନ ଧରି ଅଚଳାବସ୍ଥା ଲାଗି ରହିବା ପରେ ୮ ବିରୋଧୀ ଦଳ ଏହି ୭୧ ବର୍ଷୀୟ ଷ୍ଟ୍ରଙ୍ଗ୍ମ୍ୟାନଙ୍କ ନିରବଚ୍ଛିନ୍ନ ୧୨ ବର୍ଷ ଶାସନର…
Archives


