Home

ଅଣ୍ଡାକୁ ଶତ୍ରୁ କବଳରୁ ଜଗିଛି ମା’ କୁମ୍ଭୀର

ମହାକାଳପଡ଼ା,୧୪ା୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ନଦୀ ଓ ଯୋର ଆଦି ସ୍ଥାନରେ କୁମ୍ଭୀରଙ୍କ ଚଳପ୍ରଚଳ ଦେଖିବାକୁ ମିଳିଥାଏ। ବିଶେଷକରି ଉପକୂଳ ଅଞ୍ଚଳର ନଦୀକୂଳ ଘଞ୍ଚ ବୁଦା ମୂଳେ କୁମ୍ଭୀର ଅଣ୍ଡା ଦେଇଥାନ୍ତି। ମା’ କୁମ୍ଭୀର ସନ୍ତସନ୍ତିଆ, ଘଞ୍ଚ…

୧୦୦ କୋଟି ଡୋଜ୍‌ ଟିକା ଦେବ ଜି ୭

କାର୍ବିସ୍‌ ବେ, ୧୪।୬: ବ୍ରିଟେନରେ ଚାଲିଥିବା ଜି ୭ ରାଷ୍ଟ୍ରଗୋଷ୍ଠୀ ସମ୍ମିଳନୀ ରବିବାର ଶେଷ ହୋଇଛି। ଗରିବ ରାଷ୍ଟ୍ରଗୁଡ଼ିକୁ ୧୦୦ କୋଟିରୁ ଊର୍ଦ୍ଧ୍ୱ କୋଭିଡ୍‌ ଟିକା ଡୋଜ୍‌ ଯୋଗାଇଦେବାକୁ ଉକ୍ତ ଗୋଷ୍ଠୀର ୭ ଧନୀ ରାଷ୍ଟ୍ର ପ୍ରତିଶ୍ରୁତି ଦେଇଥିବା ବ୍ରିଟେନ ପ୍ରଧାନମନ୍ତ୍ରୀ…

ଲକ୍‌ଡାଉନ୍‌ରେ ବଢ଼ିଛି ମାଦକଦ୍ରବ୍ୟ କାରବାର

ଜଗତ୍‌ସିଂହପୁର ଅଫିସ,୧୪ା୬: କରୋନା ଭୂତାଣୁ (କୋଭିଡ୍‌-୧୯)ର ବ୍ୟାପକ ସଂକ୍ରମଣ ଯୋଗୁ ସାରା ରାଜ୍ୟ ସମେତ ଜଗତ୍‌ସିଂହପୁର ଜିଲାରେ ଲକ୍‌ଡାଉନ ନିୟମ କାର୍ଯ୍ୟକାରୀ ହୋଇଛି। ଏଥିଯୋଗୁ ଅତ୍ୟାବଶ୍ୟକ ଜିନିଷକୁ ବାଦ୍‌ ଦେଲେ ଅବଶିଷ୍ଟ ସାମଗ୍ରୀ ବିକ୍ରି ଉପରେ କଟକଣା ଜାରି କରାଯାଇଛି। କିନ୍ତୁ…

ବେଜୋସ୍‌ଙ୍କ ସହ ମହାକାଶ ଯାତ୍ରା: ପାଖ ସିଟ୍‌ ପାଇଁ ୨୦୫ କୋଟି

ୱାଶିଂଟନ,୧୪।୬: ବ୍ଲ୍ୟୁ ଓରିଜିନ ପ୍ରତିଷ୍ଠାତା ତଥା ଆମାଜନର ମୁଖ୍ୟ କାର୍ଯ୍ୟନିର୍ବାହୀ ଅଧିକାରୀ(ସିଇଓ) ଜେଫ୍‌ ବେଜୋସ୍‌ ବିଶ୍ୱର ସବୁଠୁ ଧନୀ ବ୍ୟକ୍ତିଙ୍କ ମଧ୍ୟରେ ଅନ୍ୟତମ। ମହାକାଶ ଯାତ୍ରା ପ୍ରତି ତାଙ୍କ ଆଗ୍ରହ ପିଲାବେଳରୁ ରହିଆସିଛି। ମହାକାଶ ପାଇଁ ଅସୀମିତ ମହତ୍ତ୍ୱାକାଂକ୍ଷା ରଖୁଥିବା ଅରବପତି…

ତଥ୍ୟ ଦେଲେ ୮୦୦ ଓଟିଟି ପ୍ଲାଟଫର୍ମ

ନୂଆଦିଲ୍ଲୀ, ୧୪।୬: ଭିଡିଓ ଷ୍ଟ୍ରିମିଂ ସେବା ପ୍ରଦାନକାରୀ ନେଟ୍‌ଫ୍ଲିକ୍ସ, ହଟ୍‌ଷ୍ଟାର ଭଳି ୮୦୦ରୁ ଊର୍ଦ୍ଧ୍ୱ ଓଭର ଦି ଟପ୍‌ (ଓଟିଟି) ପ୍ଲାଟଫର୍ମ ଏବଂ ଡିଜିଟାଲ ନ୍ୟୁଜ୍‌ ମିଡିଆ ଆଉଟ୍‌ଫିଟ୍‌ସ ନୂଆ ଆଇଟି ନିୟମ ଅଧୀନରେ ସୂଚନା ଓ ପ୍ରସାରଣ ମନ୍ତ୍ରଣାଳୟକୁ ତଥ୍ୟ…

ଡାକ୍ତରଙ୍କ ଆକାଉଣ୍ଟରୁ କାଟି ନେଲେ ୧୦ ଲକ୍ଷ

ଆଳି,୧୪।୬(ଡି.ଏନ.ଏ.): କେନ୍ଦ୍ରାପଡ଼ା ଜିଲା ରାଜକନିକା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରର ଯୁବ ଡାକ୍ତର ବାଦଲ କୁମାର ମହାନ୍ତି ସାଇବର ଠକଙ୍କ ଶିକାର ହୋଇଛନ୍ତି। ଆଳି ଥାନା ଅନ୍ତର୍ଗତ ବଡାମ୍ବିଳା ଗାଁର ଡା. ବାଦଲ ବିଟ୍‌ କଏନ ନାମକ ଏକ ଠକ ସଂସ୍ଥାର ମେସେଜ୍‌ରେ ପ୍ରଲୋଭିତ…

ନଦୀଭିତ୍ତିକ ବନ୍ଦର ସ୍ବପ୍ନ

କେନ୍ଦ୍ରାପଡ଼ା ଅଫିସ, ୧୪।୬: କେନ୍ଦ୍ରାପଡ଼ା ଜିଲା ମହାକାଳପଡ଼ା ବ୍ଲକ ଆଖଡାଶାଳି ଗ୍ରାମ ନିକଟ ମହାନଦୀରେ ରାଜ୍ୟର ପ୍ରଥମ ନଦୀଭିତ୍ତିକ ବନ୍ଦର ହେବ। ପବ୍ଲିକ୍‌-ପ୍ରାଇଭେଟ୍‌-ପାର୍ଟନରଶିପ୍‌ (ପିପିପି) ମୋଡ୍‌ରେ ପାରାଦୀପ ପୋର୍ଟ ଏହାର ଉନ୍ନତୀକରଣ କରିବ। ୨୦୨୦ ଡିସେମ୍ବରରେ ଏହି ସ୍ଥାନକୁ ୫-ଟି ସଚିବ…

ରାଜସ୍ଥାନ କଂଗ୍ରେସରେ ଅନ୍ତର୍ଦ୍ୱନ୍ଦ୍ବ ତୀବ୍ର

ଜୟପୁର/ନୂଆଦିଲ୍ଲୀ, ୧୪।୬: ରାଜସ୍ଥାନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ବିରୋଧରେ କଂଗ୍ରେସ ନେତା ସଚିନ ପାଇଲଟଙ୍କ ବିଦ୍ରୋହର ପ୍ରାୟ ବର୍ଷେ ପରେ ପୁଣିଥରେ ଦଳରେ ଅନ୍ତର୍ଦ୍ୱନ୍ଦ୍ୱ ତୀବ୍ର ହୋଇଛି। ସଚିନ ଇତିମଧ୍ୟରେ ଦିଲ୍ଲୀରେ ପହଞ୍ଚତ୍ଥିବାବେଳେ ରାଜନୈତିକ ସଙ୍କଟ ଦୂର କରିବା ଲାଗି କେନ୍ଦ୍ରୀୟ…

ରାମମନ୍ଦିର ଟ୍ରଷ୍ଟରେ ଜମି ଦୁର୍ନୀତି ଅଭିଯୋଗ

ଲକ୍ଷ୍ନୌ, ୧୪।୬: ଅଯୋଧ୍ୟାରେ ରାମମନ୍ଦିର ନିର୍ମାଣ କାର୍ଯ୍ୟର ଦେଖାଶୁଣା କରିବା ଲାଗି କେନ୍ଦ୍ର ସରକାରଙ୍କ ଦ୍ୱାରା ଗଠିତ ଟ୍ରଷ୍ଟ ବେଆଇନ ଜମି କାରବାରରେ ସମ୍ପୃକ୍ତ ଥିବାନେେଇ ରବିବାର ଉତ୍ତରପ୍ରଦେଶର ଦୁଇଟି ବିରୋଧୀ ଦଳ ପକ୍ଷରୁ ଅଭିଯୋଗ ହୋଇଛି। ଗତ ମାର୍ଚ୍ଚରେ ଏହି…

ରକ୍ତ ସଂଗ୍ରହରେ କରୋନା ବାଧକ

ଭୁବନେଶ୍ୱର,୧୪ା୬(ବ୍ୟୁରୋ): କରୋନା ମହାମାରୀ ରାଜ୍ୟରେ ସଂକଟଜନକ ପରିସ୍ଥିତି ସୃଷ୍ଟି କରିଛି। ଲକ୍‌ଡାଉନ୍‌ ଓ ସପ୍ତାହାନ୍ତ ଶଟ୍‌ଡାଉନ୍‌ ଜାରି ରହିଥିବାବେଳେ ସ୍ବାସ୍ଥ୍ୟ, ଶିକ୍ଷା, ବ୍ୟବସାୟ ଆଦି ବିଭିନ୍ନ କ୍ଷେତ୍ର ପ୍ରଭାବିତ ହୋଇଛି। ତେବେ ଏଥିଯୋଗୁ ରକ୍ତ ସଂଗ୍ରହ ମଧ୍ୟ ଗୁରୁତର ପ୍ରଭାବିତ ହୋଇଛି।…

ଜି ୭କୁ ଚାଇନାର ଉପହାସ

କାର୍ବିସ୍‌ ବେ (ଇଂଲଣ୍ଡ), ୧୪।୬: ଚାଇନା ରାଷ୍ଟ୍ରପତି ଶି ଜିନ୍‌ପିଙ୍ଗ୍‌ଙ୍କୁ କୋଣଠେସା କରିବା ପାଇଁ ୭ ଧନୀ ରାଷ୍ଟ୍ର ବ୍ରିଟେନ୍‌ରେ ରଣନୀତି ପ୍ରସ୍ତୁତ କରୁଥିବାବେଳେ ସେମାନଙ୍କୁ ଦୃଢ଼ ଜବାବ ଦେଇଛି ବେଜିଂ। କ୍ଷୁଦ୍ର ରାଷ୍ଟ୍ରଗୋଷ୍ଠୀ ବିଶ୍ୱର ଭାଗ୍ୟ ନିୟନ୍ତ୍ରଣ କରିବା ସମୟ…

ଆଜି ଆଉ ୪୪ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି

ଭୁବନେଶ୍ୱର,୧୪ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ଆଉ ୪୪ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୩୪୬କୁ ବୃଦ୍ଧି ପାଇଛି। ଖୋର୍ଦ୍ଧା ଜିଲାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri