Home

ହସ୍ପିଟାଲ୍‌ରେ ଭର୍ତ୍ତି ହେଲେ ଏହି କ୍ରିକେଟର୍‌: ସ୍ତ୍ରୀ ହେଲେ ଭାବୁକ

ଦକ୍ଷିଣ ଆଫ୍ରିକା କ୍ରିକେଟ୍‌ ଦଳର ପୂର୍ବତନ ଅଧିନାୟକ ଫାଫ୍‌ ଡୁପ୍ଲେସିସ୍‌ ପାକିସ୍ତାନ ସୁପର୍‌ ଲିଗ୍‌ର ଏକ ମ୍ୟାଚ୍‌ରେ ଫିଲ୍ଡିଂ କରୁଥିବାବେଳେ ଆହତ ହୋଇଯାଇଛନ୍ତି। ଏବେ ତାଙ୍କୁ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଫାଫ୍‌ ଆହତ ହେବାରୁ ତାଙ୍କ ସ୍ତ୍ରୀ ଇମାରୀ ଚିନ୍ତାରେ ପଡି…

ତିନି ଗୋଡ଼ିଆ ମଣିଷ ଫ୍ରାନ୍ସେସ୍କୋ: ଥିଲା ୪ ପାଦ ଓ ଦୁଇଟି ଗୁପ୍ତାଙ୍ଗ

ବେଳେବେଳେ ଆମେ ଏମିତି କିଛି ଅଜବ ଦେଖୁ ଯାହାକୁ ସହଜରେ ବିଶ୍ୱାସ କରିହୁଏନା। ସେମିତି କିଛି ଅଜବ ଦେଖିବାକୁ ମିଳିଥିଲା ଇଟାଲିରେ। ଏଠାକାର ଜଣେ ବ୍ୟକ୍ତି ଥିଲେ ବେଶ୍‌ ଅଜବ। କାରଣ ତାଙ୍କର ସାଧାରଣ ମଣିଷ ଭଳି ଦୁଇଟି ଗୋଡ଼ ନୁହେଁ…

ବେବି ବମ୍ପ୍‌ରେ ନଜର ଆସିଲେ ନୁସରତ

ମୁମ୍ବାଇ: ଟିଏମ୍‌ସି ଏମ୍‌ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁସରତ ଜାହାଁ ଗର୍ଭବତୀ ଥିବା ଚର୍ଚ୍ଚା ହେଉଛି। ଖାଲି ଏତିକି ନୁହେଁ ନୁସରତଙ୍କ ସ୍ବାମୀ ନିଖିଲ ଜୈନ କହିଛନ୍ତି ମୁଁ ତାଙ୍କଠାରୁ ୬ ମାସ ଧରି ଅଲଗା ରହୁଛି। ସେ ପିଲା ମୋର…

କ୍ରିକେଟ୍‌ ଇତିହାସରେ ଆଜି ଏକ ଖାସ୍‌ ଦିନ: ୧୮ ବର୍ଷ ପୂର୍ବେ ଘଟିଥିଲା ଏମିତି..

କ୍ରିକେଟ ଇତିହାସରେ ଆଜି ଏକ ଖାସ୍‌ ଦିନ। ୧୮ ବର୍ଷ ପୂର୍ବେ ୧୩ ଜୁନ, ୨୦୦୩ ରେ କ୍ରିକେଟର ତୃତୀୟ ଫର୍ମାଟ ଅର୍ଥାତ୍‌ ଟି-୨୦ କ୍ରିକେଟ ଆରମ୍ଭ ହୋଇଥିଲା। କିଛି ବର୍ଷ ମଧ୍ୟରେ ଟି-୨୦ କ୍ରିକେଟ ଅତୁଳନୀୟ ଲୋକପ୍ରିୟତା ହାସଲ କରିଛି।…

୨୧ ଜିଲାକୁ ୟେଲୋ ଓ୍ବାର୍ନିଂ, ୮ ଜିଲାକୁ ସତର୍କ ରହିବା ପାଇଁ ପରାମର୍ଶ

ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଓଡ଼ିଶାକୁ ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ଛୁଇଁଛି। ଭୁବନେଶ୍ୱରସ୍ଥିତ ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ଏହା ସ୍ପଷ୍ଟ କରାଯାଇଥିବା ବେଳେ ୨୧ ଜିଲାକୁ ୟେଲୋ ଓ୍ବାର୍ନିଂ ଜାରି କରାଯାଇଛି। ଏହି ଜିଲା ଗୁଡ଼ିକ ମଧ୍ୟରେ ୮ଟି ଜିଲାରେ ପ୍ରବଳରୁ ଅତି ପ୍ରବଳ…

ଫାଇନାଲରେ ବୋଲିଂ କରିବେ କି କୋହଲି

ନୂଆଦିଲ୍ଲୀ,୧୩।୬: ଅଧିନାୟକ ବିରାଟ କୋହଲିଙ୍କ ନେତୃତ୍ୱରେ ଟିମ ଇଣ୍ଡିଆ ଜୁନ ୧୮ ରୁ ୨୨ ପର୍ଯ୍ୟନ୍ତ ନ୍ୟୁଜିଲାଣ୍ଡ ବିପକ୍ଷ ବିଶ୍ୱ ଟେଷ୍ଟ ଚାମ୍ପିଅନସିପର ଟାଇଟଲ ମ୍ୟାଚ ଖେଳିବାକୁ ପଡ଼ିଆକୁ ଓହ୍ଲାଇବ। ଏହି ଐତିହାସିକ ଫାଇନାଲ ପାଇଁ ଟିମ ଇଣ୍ଡିଆ କଠିନ ପରିଶ୍ରମ…

ମଞ୍ଜି ପିଣ୍ଡୁଳାର ସାହାଯ୍ୟ ନେଇ ଜଙ୍ଗଲ ସୃଷ୍ଟି ସଙ୍କଳ୍ପ …

ପରିବେଶ ସୁରକ୍ଷା ସହ ଜଙ୍ଗଲ ସୃଷ୍ଟି ପାଇଁ ଏବେ ଅନେକେ ଚିନ୍ତିତ। ସମତଳ ଜାଗାରେ ବିଭିନ୍ନ ଲୋକ, ବିଭିନ୍ନ ଅନୁଷ୍ଠାନ ଗଛ ଲଗାଇ ସଚେତନ କରିବା ସହ ଜଙ୍ଗଲ ସୃଷ୍ଟି ପାଇଁ ପ୍ରୟାସ ଜାରି ରଖିଛନ୍ତି। କିନ୍ତୁ ଏମିତି ଅନେକ ଜାଗା…

ଆଇଫୋନ୍‌ରୁ ଭାଇରାଲ ହେଲା ଯୁବତୀଙ୍କ ନଗ୍ନ ଫଟୋ, ଏବେ କମ୍ପାନୀକୁ ଦେବାକୁ ପଡ଼ିବ ଏତିକି ପରିମାଣର ଟଙ୍କା…

ଆଇଫୋନ୍‌ ତିଆରି କରୁଥିବା କମ୍ପାନୀ ଆପଲ ଏବେ ଏକ ଭୁଲ ପାଇଁ କୋଟି କୋଟି ଟଙ୍କା ଜରିମାନା ଦେବ। କାରଣ ଜଣେ ଯୁବତୀଙ୍କ ଫୋନ୍‌ ଖରାପ ହେବା ପରେ ସେ ଠିକ୍‌ କରିବାକୁ ଦେଇଥିଲେ। ଏହା ପରେ ସୋସିଆଲ ମିଡିଆରେ ତାଙ୍କର…

ସାଢ଼େ ଚାରି ବର୍ଷ ସମ୍ପର୍କରେ ରହିବା ପରେ ଶାହିଦଙ୍କଠାରୁ ଅଲଗା ହୋଇଥିଲେ କରିନା, ବ୍ରେକ୍‌ଅପ୍‌ ନେଇ…

ବମ୍ବେ: ଏକ ସମୟରେ ଅଭିନେତ୍ରୀ କରିନା କପୁର ଏବଂ ଅଭିନେତା ଶାହିଦ କପୁରଙ୍କ ଯୋଡ଼ିକୁ ଆଦର୍ଶ କୁହାଯାଉଥିଲା। ହେଲେ ଯେତେବେଳେ ସେମାନେ ଅଲଗା ହୋଇଥିଲେ ସବୁକିଛି ବଦଳିଯାଇଥିଲା। ପ୍ରଶଂସକ ଏହାକୁ ସହଜରେ ଗ୍ରହଣ କରିପାରି ନ ଥିଲେ। ଏକ ଟେଲିଭିଜନ ଚାଟ୍‌…

ଐଶ୍‌ଙ୍କ ଉପରେ ହାତ ଉଠାଇ ଦେଉଥିଲେ ସଲମାନ୍‌, ସହକଳାକାରଙ୍କ ସହ ସମ୍ପର୍କ ଥିବା ନେଇ କରୁଥିଲେ ସନ୍ଦେହ

ବମ୍ବେ: ବଲିଉଡ୍‌ର ଚର୍ଚ୍ଚିତ ପ୍ରେମ କାହାଣୀ ଭିତରୁ ସଲମାନ ଖାନ-ଐଶ୍ୱର୍ଯ୍ୟା ରାୟଙ୍କ ସମ୍ପର୍କ ଅନ୍ୟତମ। ଏକ ସମୟରେ ସେମାନଙ୍କ ବ୍ରେକ୍‌ଅପ୍‌ ପ୍ରଶଂସକଙ୍କୁ ଶକ୍ତ ଧକ୍କା ଦେଇଥିଲା। ପରଦାରେ ହିଟ୍‌ ଥିବା ଏହି ଯୋଡି କାହିଁକି ଅଲଗା ହେଲେ ତାହା ଜାଣିବାକୁ ସମସ୍ତେ…

ବିବାହ ମଣ୍ଡପରେ ଭିଣୋଇଙ୍କୁ ଜାବୁଡ଼ି ଧରି ଚୁମ୍ବନ ଦେଲେ ଶାଳୀ, ଭିଡିଓ ଭାଇରାଲ ପରେ…

ଏକ ବିବାହ ମଣ୍ଡପରେ ବରଙ୍କୁ କନ୍ୟାଙ୍କ ସାନ ଭଉଣୀ ଅର୍ଥାତ୍‌ ଶାଳୀ ଚୁମ୍ବନ ଦେବା ଘଟଣା ବର୍ତ୍ତମାନ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଯେତେବେଳେ ବିବାହ ସମାରୋହରେ ବରଣମାଳା କାର୍ଯ୍ୟକ୍ରମ ହେଉଥିଲା। ଜଣେ ଜଣଙ୍କୁ ମାଳା ପିନ୍ଧାଇବାର ଥିଲା। ଏହା ପରେ…

ଅକ୍ଷୟ କୁମାର ମୋ’ ଅତୀତର ଏକ ଭୁଲି ଯାଇଥିବା ଅଧ୍ୟାୟ: ଶିଳ୍ପା

ବମ୍ବେ: ପ୍ରେମ ଯେତିକି ସୁନ୍ଦର, ପ୍ରତାରଣା ସେତିକି ଯନ୍ତ୍ରଣାଦାୟକ। ସାଥୀଙ୍କଠାରୁ ଅଲଗା ହେବା ଅନେକଙ୍କ ପାଇଁ ସହଜ ହୋଇ ନ ଥାଏ। ବେଳେବେଳେ ଏହା ଘୃଣାରେ ପରିବର୍ତ୍ତିତ ହୋଇଯାଇଥାଏ। ବଲିଉଡ୍‌ରେ ଅନେକ କଳାକାର ଏଭଳି ଅଛନ୍ତି ଯେଉଁମାନେ ଏଭଳି ସମୟ ଦେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri