ଗର୍ଭବତୀଙ୍କ ପାଇଁ ସୁରକ୍ଷିତ କରୋନା ଭାକ୍ସିନ୍: ଏଠାରେ ଆରମ୍ଭ ହେବ ଟିକାକରଣ…
ଅକ୍ଲାଣ୍ଡ,୧୩।୬: କରୋନା ଭାକ୍ସିନ୍ ଗର୍ଭବତୀଙ୍କ ପାଇଁ ସୁରକ୍ଷିତ ଜଣାପଡ଼ିବା ପରେ ଅଷ୍ଟ୍ରେଲିଆ ଏବଂ ନ୍ୟୁଜିଲାଣ୍ଡରେ ସେମାନଙ୍କୁ ଟିକାକରଣ ଉପରେ ଗୁରୁତ୍ୱାରୋପ କରାଯାଇଛି। ଖୁବ୍ ଶୀଘ୍ର ଏଠାରେ ଗର୍ଭବତୀଙ୍କ ଟିକାକରଣ ଆରମ୍ଭ ହେବ। ଗଭବର୍ତୀଙ୍କ କ୍ଷେତ୍ରରେ ବିଭିନ୍ନ ସଂକ୍ରମଣ ଆଶଙ୍କା ରହିଥାଏ। ଗର୍ଭବତୀଙ୍କଠାରେ…
କେକ୍-ପେଷ୍ଟ୍ରିରେ ଡ୍ରଗ୍ସ୍ ମିଶାଇ ବିକ୍ରି: ଏନ୍ସିବିର ତନାଘନା…
ମୁମ୍ବାଇ,୧୩।୬: ଡ୍ରଗ୍ସ୍ ଚୋରା କାରବାରର ପର୍ଦ୍ଦାଫାଶ୍ ମୁମ୍ବାଇରେ ହୋଇଛି। ଏନ୍ସିବି ପକ୍ଷରୁ ଏନେଇ ତନାଘନା ଆରମ୍ଭ ହୋଇଛି। ଅଭିଯୁକ୍ତମାନେ କେକ୍ ଏବଂ ପେଷ୍ଟ୍ରିରେ ଡ୍ରଗ୍ସ୍ ମିଶାଇ ବିକ୍ରି କରୁଥିବା ଅଭିଯୋଗ ହୋଇଛି। ମୁମ୍ବାଇର ମଲାଦ୍ଠାରେ ଥିବା ଏକ ବେକରିରେ ଚଢ଼ାଉ ସମୟରେ…
ଧୋନୀ ଘୋଡ଼ା ସହିତ ଲଗାଇଲେ ରେସ୍ : ସାକ୍ଷୀ କଲେ ଭିଡ଼ିଓ ଶେୟାର…
ରାଞ୍ଚି,୧୩।୬: ଆପିଏଲ୍ ସ୍ଥଗିତ ହେବା ପରେ ଟିମ୍ ଇଣ୍ଡିଆର ପୂର୍ବତନ ଅଧିକାୟକ ଏମ୍.ଏସ୍. ଧୋନୀ ରାଞ୍ଚିସ୍ଥିତ ନିଜ ଫାର୍ମ ହାଉସ୍ରେ ଛୁଟି ବିତାଉଛନ୍ତି। ଧୋନୀ ଫାର୍ମରେ ପୋଷା ପ୍ରାଣୀଙ୍କ ସହିତ ଅଧିକ ସମୟ ବିତାଉଥିବାର ଦେଖିବାକୁ ମିଳୁଛି। ଶନିବାର ଧୋନୀ ଫାର୍ମରେ…
କରୋନାରୁ ସୁସ୍ଥ ହୋଇ ଓ୍ବାର୍କଆଉଟ୍ରେ ମନ ଦେଲେ କ୍ୟାଟ୍ରିନା
ମୁମ୍ବାଇ: କରୋନାରେ ଆକ୍ରାନ୍ତ ହୋଇଥିଲେ ବଲିଉଡ୍ ସୁନ୍ଦରୀ କ୍ୟାଟ୍ରିନା କୈଫ୍। ତେବେ ସେ ଏପ୍ରିଲରୁ ସୁସ୍ଥ ହୋଇସାରିଲେଣି। ଏବେ ଅଭିନେତ୍ରୀ ନିଜର ଫିଟ୍ନେସ୍କୁ ଫେରିଛନ୍ତି। କ୍ୟାଟ୍ ଏବେ ତାଙ୍କର କିଛି ଫଟୋ ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ଏଥିରେ ସେ କ୍ୟାପଶନ…
ଜୀବନ ସହ ସଂଘର୍ଷ କରୁଛନ୍ତି ଯଦୁମଣି
ବାଣପୁର,୧୩ା୬(ଡି.ଏନ୍.ଏ.): ଖୋର୍ଦ୍ଧା ଜିଲା ବାଣପୁର ବ୍ଲକ ଆୟତପୁର ପଞ୍ଚାୟତର ପାତ୍ରପୁର ଗ୍ରାମର ଯଦୁମଣି ନାୟକ(୪୫)। ସ୍ତ୍ରୀ ସୁକୁମାରୀ, ଗୋଟିଏ ଝିଅ ଓ ପୁଅ ଏବଂ ବିଧବା ମା’ଙ୍କୁ ନେଇ ତାଙ୍କ ପରିବାର। ବାହାର ରାଜ୍ୟରେ ଶ୍ରମିକ ଭାବେ କାର୍ଯ୍ୟ କରି ପରିବାର…
ବିଦେଶୀ ମିଡ଼ିଆକୁ ଜବାବ୍: ୭ ଗୁଣା ନୁହେଁ କରୋନା ମୃତ୍ୟୁ ସଂଖ୍ୟା, କହିଲେ କେନ୍ଦ୍ର ସରକାର…
ନୂଆଦିଲ୍ଲୀ,୧୩।୬: କରୋନା ମହାମାରୀ ସଂକ୍ରମଣ ଯୋଗୁ ଭାରତରେ ମୃତ୍ୟୁ ସଂଖ୍ୟା ବୃଦ୍ଧି ପାଉଛି। ଏହା ସରକାରୀ ରିପୋର୍ଟଠାରୁ ୭ ଗୁଣା ଅଧିକ ବୋଲି ବିଦେଶୀ ମିଡ଼ିଆ ଦ ଇକୋନମିଷ୍ଟ୍ରେ ଏକ ଆର୍ଟିକିଲ୍ ପ୍ରକାଶ ପାଇଥିଲା। ତେବେ ଏହାକୁ କେନ୍ଦ୍ର ସରକାରଙ୍କ ପକ୍ଷରୁ…
ଗୁଣିଗାରେଡ଼ି ସନ୍ଦେହରେ ବାପ-ପୁଅଙ୍କୁ ହତ୍ୟା
ପାରଳାଖେମୁଣ୍ଡି,୧୩ା୬(ଡି.ଏନ୍.ଏ.): ଗଜପତି ଜିଲା ଅଡ଼ବା ଥାନା ମୁଠାଗୁଡ଼ା ଗାଁରେ ଘଟିଛି ଏହି ହତ୍ୟାକାଣ୍ଡ। ବାପପୁଅଙ୍କୁ ଅତି ନିର୍ମମ ଭାବେ ଗାଁର କିଛି ଲୋକ ହତ୍ୟା କରିଥିବା ଅଭିଯୋଗ ହୋଇଛି। ମୃତକ ଦ୍ୱୟ ହେଉଛନ୍ତି, ଲୁକ ଦଳବେହେରା ଓ ତାଙ୍କ ପୁଅ ଅନକ…
ଆଇୟୁସିଏନ୍ ପୋର୍ଟାଲ୍ରେ ‘ପୃଥିବୀ ମନ୍ଥନ’
ଭୁବନେଶ୍ୱର, ୧୩।୬(ବ୍ୟୁରୋ): ଜାତିସଂଘ ସମର୍ଥିତ ସଂସ୍ଥା ଆଇୟୁସିଏନ୍ର ପୋର୍ଟାଲ୍ରେ ଅରୋମିରା ଏଣ୍ଟରଟେନ୍ମେଣ୍ଟର ଭାଇରାଲ୍ ମ୍ୟୁଜିକ୍ ଭିଡିଓ ‘ପୃଥିବୀ ମନ୍ଥନ’ ସ୍ଥାନ ପାଇଛି। ବିଶ୍ୱ ପରିବେଶ ସୁରକ୍ଷା ଉପରେ ପର୍ଯ୍ୟବସିତ ଏହି ମ୍ୟୁଜିକ୍ ଭିଡିଓର ଗୀତ ଗାଇଛନ୍ତି ଗାୟିକା ସୁସ୍ମିତା ଦାସ। ପ୍ରଥମଥର…
ଏଥର ବି ଲକ୍ଡାଉନ୍ରେ କଟିବ ରଜ; ଅନ୍ଲାଇନରେ ରଜପାନ, ସହର ବୁଲିବ ‘ପିଠା ଅନ୍ ହ୍ବିଲ୍’
ଭୁବନେଶ୍ୱର, ୧୩।୬ (ବ୍ୟୁରୋ): ଗତବର୍ଷ କରୋନା ପାଇଁ ଗଣପର୍ବ ରଜ ଫିକା ପଡିଥିଲା। ଲକ୍ଡାଉନ୍ କଟକଣା ଯୋଗୁ ଲୋକେ ଘରୁ ପଦାକୁ ବାହାରି ନ ପାରିବାରୁ ରଜ ମଉଜ ଜମି ନ ଥିଲା। ଏବର୍ଷକୁ ଉତ୍କଣ୍ଠାର ସହ ଅପେକ୍ଷା କରିଥିଲେ ସମସ୍ତେ।…
ଜୁନ୍ ଶେଷରେ ମାଟ୍ରିକ୍ ରେଜଲ୍ଟ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଜୁନ୍ ଶେଷ ସୁଦ୍ଧା ପ୍ରକାଶ ପାଇବ ମାଟ୍ରିକ ରେଜଲ୍ଟ। ଏଥିପାଇଁ ଜୋର୍ସୋରରେ ମୂଲ୍ୟାୟନ ଚାଲିଛି। ଆସନ୍ତା ୧୭ ତାରିଖରୁ ନବମ ଓ ଦଶମ ଶ୍ରେଣୀ ପାଠପଢ଼ା ଆରମ୍ଭ ହେବ। ୟୁଟ୍ୟୁବ୍ ମାଧ୍ୟମରେ ପୂର୍ବାହ୍ନ ୧୦ଟା ୪୫ରୁ ଅପରାହ୍ନ ୧ଟା ପର୍ଯ୍ୟନ୍ତ…
ଶ୍ରମିକଙ୍କୁ ପଥରରେ ଛେଚି ମାରିଲେ ସାଥୀ
ଭୁବନେଶ୍ୱର,୧୩।୬(ବ୍ୟୁରୋ): ରାଜଧାନୀରେ ପୁଣି ଜଣେ ଶ୍ରମିକଙ୍କୁ ହତ୍ୟା। ଗତ ୮ ତାରିଖରେ ମାଷ୍ଟରକ୍ୟାଣ୍ଟିନ ଛକରେ ଜଣେ ଶ୍ରମିକଙ୍କୁ ତାଙ୍କ ସହଯୋଗୀ ପଥରରେ ଛେଚି ହତ୍ୟା କରିଥିବାବେଳେ ସମାନ ଢଙ୍ଗରେ ଶନିବାର ଆଉଏକ ଘଟଣା ଘଟିଛି। କ୍ୟାପିଟାଲ ଥାନା ଅନ୍ତର୍ଗତ ବାପୁଜୀ ନଗର…
୨୪ ଘଣ୍ଟାରେ ସବୁ ଜିଲାକୁ ଛୁଇଁବ ମୌସୁମୀ
ଭୁବନେଶ୍ୱର,୧୩ା୬(ବ୍ୟୁରୋ): ଉତ୍ତର ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଯୋଗୁ ରାଜ୍ୟର ବିଭିନ୍ନ ସ୍ଥାନରେ ତୁହାକୁ ତୁହା ବର୍ଷା ଲାଗିରହିଛି। ଏଥିସହିତ ଦକ୍ଷିଣ ପଶ୍ଚିମ ମୌସୁମୀ ରାଜ୍ୟର ଅଧାରୁ ଅଧିକ ଅଞ୍ଚଳକୁ ଘେରିଯାଇଛିି। ଆଞ୍ଚଳିକ ପାଣିପାଗ କାର୍ଯ୍ୟାଳୟ ପକ୍ଷରୁ ମିଳିଥିବା ସୂଚନା…
Archives


