Home

୫ ଥର ଝିଅ ଦେଖିବା ପରେ ଯୁବକ କଲେ ନାପସନ୍ଦ, ନିର୍ଧୂମ ଖାଇଲେ ଛେଚା, ଭିଡିଓ ଭାଇରାଲ

ମୁମ୍ବାଇ,୨୫।୪: ଜଣେ ଯୁବକ ୫ ଥର ଝିଅ ଦେଖିବା ପରେ ନାପସନ୍ଦ କରିବାରୁ ଝିଅ ଘର ଲୋକେ ସଂପୃକ୍ତ ଯୁବକଙ୍କୁ ଏକ ବନ୍ଦ କୋଠରିରେ ପ୍ରବଳ ପିଟିଛନ୍ତି। ଏହାର ଭିଡିଓ ଏବେ ସୋସିଆଲ ମିଡିଆରେ ଭାଇରାଲ ହେଉଛି। ଭିଡିଓଟି ମହାରାଷ୍ଟ୍ରର ବୁଲଢାପା…

ସୀମାନ୍ତରେ ମୁହାଁମୁହିଁ ସ୍ଥିତି: ଓଡ଼ିଶା ପୋଲିସ ଉପରକୁ ବିଛୁଆତି ଫିଙ୍ଗିଲେ ପଶ୍ଚିମବଙ୍ଗବାସୀ

ଭୋଗରାଇ, ୨୫।୪(ଡି.ଏନ.ଏ.): ପଶ୍ଚିମବଙ୍ଗରେ କରୋନା ସଂକ୍ରମଣ ଦିନକୁ ଦିନ ବୃଦ୍ଧି ପାଉଥିବାରୁ ବାଲେଶ୍ୱର ଓ ମୟୂରଭଞ୍ଜ ଜିଲା ପ୍ରତି ବିପଦ ଦେଖାଦେଇଛି। ଏହି ମାରାମତ୍କ ଭୂତାଣୁ ଅଧିକ ଘାତକ ସାବ୍ୟସ୍ତ ହେଉଥିବାରୁ ଓଡ଼ିଶା ସରକାର ଆଗୁଆ ସତର୍କତା ସ୍ବରୂପ ବାଲେଶ୍ୱର ଏବଂ…

କାର୍ଯ୍ୟକ୍ଷମ ହେବ ନୀଳାଚଳ ଅକ୍ସିଜେନ ପ୍ଲାଣ୍ଟ

ଯାଜପୁର ଅଫିସ,୨୫ା୪: ଦେଶର ହସ୍ପିଟାଲଗୁଡ଼ିକରେ ଅକ୍ସିଜେନ ଅଭାବରୁ ଲୋକେ ମରୁଛନ୍ତି। ନାସିକ କୋଭିଡ୍‌ ହସ୍ପିଟାଲରେ ବୁଧବାର ଅକ୍ସିଜେନ ଅଭାବରୁ ୨୪ ଜଣ ଏବଂ ଗତ ୪୮ ଘଣ୍ଟା ମଧ୍ୟରେ ଦିଲ୍ଲୀରେ ୫୦ଜଣ କୋଭିଡ୍‌ ରୋଗୀଙ୍କ ମୃତ୍ୟୁ ଘଟିଛି। ଏଭଳି ସ୍ଥିତିରେ ଯାଜପୁର…

ଏହି ଭାକ୍ସିନ୍‌ ନେଲେ ଆଉ ହେବନି କରୋନା…

ନୂଆଦିଲ୍ଳୀ,୨୫।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। ଦେଶରେ ସାର୍ବଜନୀକ କରୋନା ଟିକାଦାନ ଜାରି ରହିଛି। ତେବେ ଟିକା ନେଇ ଥିବା ଲୋକେ ମଧ୍ୟ କରୋନାରେ ଆକ୍ରାନ୍ତ…

ରାଜ୍ୟରୁ ୬୧୧୬ କରୋନା ଆକ୍ରାନ୍ତ ଚିହ୍ନଟ, ଆଜି ବି ଖୋର୍ଦ୍ଧା ଆଗରେ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୬,୧୧୬ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୪,୦୭,୪୬୭ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ…

ଖାଲିଥିବା ଅକ୍ସିଜେନ୍‌ ସିଲିଣ୍ଡର ଭର୍ତ୍ତି କରିବାକୁ ନିର୍ଦ୍ଦେଶ

ଭୁବନେଶ୍ୱର,୨୫।୪(ବ୍ୟୁରୋ): ଉତ୍ସର୍ଗୀକୃତ କୋଭିଡ୍‌ ସ୍ବାସ୍ଥ୍ୟ କେନ୍ଦ୍ର (ଡିସିଏଚ୍‌ସି), ଉତ୍ସର୍ଗୀକୃତ କୋଭିଡ୍‌ ହସ୍ପିଟାଲ (ଡିସିଏଚ୍‌) ଏବଂ କୋଭିଡ୍‌ କେୟାର ସେଣ୍ଟର(ସିସିସି)ଗୁଡ଼ିକରେ ଥିବା ଖାଲି ଅକ୍ସିଜେନ ସିଲିଣ୍ଡରକୁ ତୁରନ୍ତ ଭର୍ତ୍ତି କରିବା ପାଇଁ ସ୍ବାସ୍ଥ୍ୟ ବିଭାଗ ନିର୍ଦ୍ଦେଶ ଦେଇଛି। ଏ ନେଇ ଶନିବାର ସ୍ବାସ୍ଥ୍ୟ…

ପଶ୍ଚିମବଙ୍ଗରୁ ଫେରିଲେ ୧୪ ନୁହେଁ ୭ ଦିନ କ୍ୱାରାଣ୍ଟାଇନ

ଭୁବନେଶ୍ୱର,୨୫ା୪(ବ୍ୟୁରୋ): ପଶ୍ଚିମବଙ୍ଗରୁ ବିଭିନ୍ନ ଯାନବାହନ, ରେଳ ଏବଂ ବିମାନ ଯୋଗେ ଓଡ଼ିଶା ଆସୁଥିବା ଲୋକମାନଙ୍କ ପାଇଁ ରାଜ୍ୟ ସରକାର ୧୪ ଦିନିଆ ବାଧ୍ୟତାମୂଳକ କ୍ୱାରାଣ୍ଟାଇନ ଘୋଷଣା କରିଛନ୍ତି। ତେବେ ଏହାକୁ ୭ ଦିନକୁ ହ୍ରାସ କରାଯାଇଛି। ଏ ନେଇ ଶନିବାର ସ୍ବତନ୍ତ୍ର…

ଏକା ସାଙ୍ଗରେ ୩୫ ଗର୍ଲ ଫ୍ରେଣ୍ଡଙ୍କ ସହିତ ସମ୍ପର୍କ ରଖିଥିଲେ ଯୁବକ, ତାପରେ…

ଟୋକିଓ,୨୫।୪: ଏକାଧିକ ଗର୍ଲ ଫ୍ରେଣ୍ଡ୍‌ଙ୍କ ସହିତ ସମ୍ପର୍କ ରଖିଥିବା ଯୁବକଙ୍କୁ ଶେଷରେ ହଟହଟା ହେବାକୁ ପଡ଼ିଛି। ଏଭଳି ଅଭାବନୀୟ ଘଟଣା ଜାପାନରେ ଘଟିଛି। ଏଠାରେ ଜଣେ ଯୁବକ ଏକା ସାଙ୍ଗରେ ଜଣେ ଦୁଇ ଜଣ ନୁହେଁ ଏକା ସାଙ୍ଗରେ ୩୫ ଗର୍ଲ…

କରୋନାର ଦୋହରା ମାଡ଼: ଲଗାତାର ୪ ଦିନ ଧରି ୩ ଲକ୍ଷରୁ ଅଧିକ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୨୫।୪: ଦେଶରେ କରୋନା ସଂକ୍ରମଣ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ ହେବା ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ସୃଷ୍ଟି ହୋଇଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ କେନ୍ଦ୍ର ଏବଂ ରାଜ୍ୟ ସରକାରଙ୍କ…

ସାନିଟାଇଜର ପିଇ ୭ ମୃତ

ୟବତମାଲ, ୨୫ା୪: ମହାରାଷ୍ଟ୍ରରେ କର୍ଫ୍ୟୁ ଯୋଗୁ ମଦ ଦୋକାନ ବନ୍ଦ ଥିବାବେଳେ ସାନିଟାଇଜର ପିଇ ୟବତମାଲ ଜିଲାର ୭ ଜଣଙ୍କ ଶୁକ୍ରବାର ମୃତ୍ୟୁ ଘଟିଛି। ସମସ୍ତଙ୍କ ବୟସ ୩୫ରୁ ୪୭ ବର୍ଷ ମଧ୍ୟରେ ହେବ। ରାତିରେ ପାର୍ଟି କରିବାକୁ ଏକାଠି ହୋଇଥିବାବେଳେ…

ସାବାଳକଙ୍କୁ ଟିକା ପାଇଁ ଗାଇଡ୍‌ଲାଇନ

ନୂଆଦିଲ୍ଲୀ, ୨୫।୪: ଆସନ୍ତା ମାସ ୧ ତାରିଖରୁ ସମସ୍ତ ସାବାଳକଙ୍କୁ କୋଭିଡ୍‌ ଟିକା ଦିଆଯିବ। ତୃତୀୟ ପର୍ଯ୍ୟାୟ ଟିକାକରଣକୁ ସଫଳ କରାଇବା ପାଇଁ କେନ୍ଦ୍ର ସରକାର ଶନିବାର ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳଗୁଡ଼ିକ ପାଇଁ ଗାଇଡ୍‌ଲାଇନ ଜାରି କରିଛନ୍ତି। ୧୮ ବର୍ଷରୁ…

ଦେଶମୁଖଙ୍କ ନାଁରେ ମାମଲା ରୁଜୁକଲା ସିବିଆଇ

ନୂଆଦିଲ୍ଲୀ, ୨୫ା୪: ଉଦ୍ୟୋଗପତି ମୁକେଶ ଅମ୍ବାନୀଙ୍କ ମୁମ୍ବାଇସ୍ଥିତ ବାସଭବନ ଆଣ୍ଟିଲିଆ ନିକଟରେ ବିସ୍ଫୋରକ ଭର୍ତ୍ତି ଗାଡ଼ି ରଖାଯିବା ଘଟଣାରେ କେନ୍ଦ୍ରୀୟ ତଦନ୍ତ ବ୍ୟୁରୋ (ସିବିଆଇ) ମହାରାଷ୍ଟ୍ରର ପୂର୍ବତନ ଗୃହମନ୍ତ୍ରୀ ଅନିଲ ଦେଶମୁଖଙ୍କ ବିରୋଧରେ ଶନିବାର ମାମଲା ରୁଜୁ କରିଛି। ମାସିକ ବଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri