Home

ଭାରତ ଫେରିବେନି କେରଳର ୪ ମହିଳା ଆଇଏସ୍‌ ଆତଙ୍କବାଦୀ…

ନୂଆଦିଲ୍ଲୀ,୧୨।୬: ଆଫଗାନିସ୍ତାନର ଜେଲ୍‌ରେ ଥିବା କେରଳର ୪ ମହିଳା ଇସଲାମିକ୍‌ ଷ୍ଟେଟ୍‌(ଆଇଏସ୍‌) ଆତଙ୍କବାଦୀଙ୍କୁ ଭାରତ ଫେରାଇ ଆଣାଯିବ ନାହିଁ। ଏହି ମହିଳା ଆତଙ୍କବାଦୀମାନେ ଆଫଗାନିସ୍ତାନର ଜେଲରେ ଅଛନ୍ତି। ସେମାନଙ୍କୁ ଭାରତ ଫେରିବାକୁ ଅନୁମତି ଦିଆଯିବ ନାହିଁ। ମହିଳା ଆତଙ୍କବାଦୀମାନେ ସେମାନଙ୍କ ସ୍ବାମୀମାନଙ୍କ…

ଭିଣୋଇଙ୍କ ସହ ଅନୈତିକ ସମ୍ପର୍କ ରଖିଥିଲେ ପ୍ରଥମ ସ୍ତ୍ରୀ କବିତା, ମା’ ସେମାନଙ୍କୁ ଅସଂଯତ ଅବସ୍ଥାରେ ଧରିଥିଲେ: ରାଜ କୁନ୍ଦ୍ରା

ବମ୍ବେ: ବଲିଉଡ୍‌ ଅଭିନେତ୍ରୀ ଶିଳ୍ପା ସେଟ୍ଟୀ ୨୦୦୯ରେ ବିବାହ କରିଥିଲେ। ସେ ବ୍ୟବସାୟୀ ରାଜ କୁନ୍ଦ୍ରାଙ୍କ ହାତ ଧରିଥିଲେ। ବିବାହ ପୂର୍ବରୁ ରାଜ ବିବାହିତ ଥିଲେ ହେଁ ପ୍ରଥମ ସ୍ତ୍ରୀ କବିତାଙ୍କୁ ଛାଡ଼ପତ୍ର ଦେଇ ଶିଳ୍ପାଙ୍କୁ ଜୀବନସାଥୀ କରିଥିଲେ ସେ। ସେତେବେଳେ…

ଖୁସି ଖବର: ଭାକ୍ସିନ୍‌ ମିକ୍ସିଂରେ ପରାଜିତ ହେବ କରୋନା…

ନୂଆଦିଲ୍ଲୀ,୧୨।୬: ଭାରତରେ କରୋନା ମହାମାରୀର ଦ୍ୱିତୀୟ ଲହର ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଜାରି ରହିଛି। ତେବେ ଭାକ୍ସିନ୍‌ର ୨ ଡୋଜ୍‌ ମିକ୍ସିଂ ଦ୍ୱାରା ସୁଫଳ ମିଳିବା…

କୋଭିଡ ମୃତ୍ୟୁସଂଖ୍ୟାକୁ ନେଇ ଅସନ୍ତୁଷ୍ଟ ହାଇକୋର୍ଟ

ପାଟନା,୧୨।୬: ବିହାରରେ କରୋନାଜନିତ ହୋଇଥିବା ମୃତ୍ୟୁସଂଖ୍ୟାକୁ ନେଇ ପାଟନା ହାଇକୋର୍ଟ କଡ଼ା ଟିପ୍ପଣୀ ଦେଇଛନ୍ତି। ସରକାର ଦେଇଥିବା ମୃତ୍ୟୁସଂଖ୍ୟା ତଥ୍ୟ ଉପରେ କୋର୍ଟ ଅସନ୍ତୁଷ୍ଟ। ଏହି ଘଟଣା ଉପରେ ଲଗାତର ନଜର ରଖାଯାଇଛି ବୋଲି କୋର୍ଟ କହିଛନ୍ତି। ସୂଚନାଯୋଗ୍ୟ, ଶୁକ୍ରବାର ଏହି…

ନିଜର ୨୮ ସ୍ତ୍ରୀଙ୍କ ସାମ୍ନାରେ ଯୁବତୀଙ୍କ ହାତ ଧରିଲେ ଏହି ବୃଦ୍ଧ; ଭିଡିଓ ଦେଖିଲେ ହେବେ…

ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ଏକ ବିବାହର ଭିଡିଓ। ଆଇପିଏସ୍‌ ଅଧିକାରୀ ରୁପିନ ଶର୍ମା ଟୁଇଟରରେ ଏହାକୁ ଶେୟାର କରିଛନ୍ତି। ଭିଡିଓରେ ଜଣେ ବୃଦ୍ଧ ଅନେକ ମହିଳା ଏବଂ ଶିଶୁଙ୍କ ମଧ୍ୟରେ ବିବାହ କରୁଥିବା ଦେଖାଯାଉଛି। ତେବେ ଯେଉଁ ଭିଡିଓଟି…

ଭାକ୍ସିନ୍‌ ଯୋଗୁ ପୁଣି ନୂଆ ବିପଦ: ୨ ଡୋଜ୍‌ ମଧ୍ୟରେ ସମୟ ବଢ଼ିଲେ ସଂକ୍ରମଣ ଆଶଙ୍କା ଅଧିକ…

ଓ୍ବାଶିଂଟନ୍‌/ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସଙ୍କଟ ସୃଷ୍ଟି ହୋଇଛି। ଏପରିସ୍ଥଳେ ସରକାରଙ୍କ ପକ୍ଷରୁ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ କୋଭିଶିଲ୍ଡ୍‌ ଭାକ୍ସିନ୍‌ର ୨ ଡୋଜ୍‌ ମଧ୍ୟରେ ବୃଦ୍ଧି କରାଯାଇଥିବା ସମୟ ସୀମାକୁ ନେଇ ଆମେରିକା…

ଟିକାକରଣରୁ ବଞ୍ଚିତ ହେଉଛନ୍ତି ଲୋକେ

କଟକ ଅଫିସ, ୧୨ା୬: ରାଜ୍ୟରେ କୋଭିଡ୍‌ ସଂକ୍ରମିତଙ୍କ ଚିକିତ୍ସା ପାଇଁ ପର୍ଯ୍ୟାପ୍ତ ବ୍ୟବସ୍ଥା ନାହିଁ। ସମସ୍ତଙ୍କୁ ମାଗଣାରେ ଟିକା ଦିଆଯିବା ପାଇଁ ଘୋଷଣା କରାଯାଇଛି। ମାତ୍ର ଟିକା ଉପଲବ୍ଧ ନ ଥିବାରୁ ଲୋକେ ଟିକାକରଣରୁ ବଞ୍ଚତ୍ତ ହେଉଛନ୍ତି ବୋଲି ଏସ୍‌ୟୁସିଆଇ ପକ୍ଷରୁ…

ବୃଦ୍ଧଙ୍କୁ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ

ମାହାଙ୍ଗା,୧୨ା୬(ସ୍ବ.ପ୍ର.): ଜଣେ ବୃଦ୍ଧ ଛେଳି ମାରି ଦେଇଥିବା ଅଭିଯୋଗରେ ଗ୍ରାମର କେତେଜଣ ଲୋକ ତାଙ୍କୁ ଏକ ବିଦ୍ୟୁତ୍‌ ଖୁଣ୍ଟରେ ବାନ୍ଧି ସଂଘବଦ୍ଧ ଆକ୍ରମଣ କରିଥିବାର ଏକ ଭିଡିଓ ସୋସିଆଲ୍‌ ମିଡିଆରେ ଭାଇରାଲ ହୋଇଛି। ବୃଦ୍ଧ ମଧ୍ୟ ସମ୍ପୃକ୍ତ ବ୍ୟକ୍ତିଙ୍କ ନାମରେ ପାଲଟା…

୭୦ ଦିନ ପରେ ନୂଆ ଆକ୍ରାନ୍ତ ସଂଖ୍ୟା ସର୍ବନିମ୍ନ…

ନୂଆଦିଲ୍ଲୀ,୧୨।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ତେବେ ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ କମିବାରେ ଲାଗିଛି। ୭୦ ଦିନ ପରେ ଦେଶରେ ନୂଆ ଆକ୍ରାନ୍ତଙ୍କ…

ଶୁଦ୍ଧିକ୍ରିୟା ପାଇଁ ରାଶନ କାର୍ଡ ବନ୍ଧା ପଡ଼ିବା ଘଟଣା: ତଦନ୍ତ ପାଇଁ ଏନ୍‌ଏଚ୍‌ଆର୍‌ସିରେ ପିଟିଶନ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ମୟୂରଭଞ୍ଜ ଜିଲା ରାଇରଙ୍ଗପୁର ମ୍ୟୁନିସିପାଲିଟି ଅଞ୍ଚଳର ଦଳିତ ମହିଳା ରେବତୀ ବେହେରା ସ୍ବାମୀଙ୍କ ଶୁଦ୍ଧିକ୍ରିୟା ପାଇଁ ଦଲାଲ ନିକଟରେ ରାଶନ କାର୍ଡ ବନ୍ଧା ପକାଇ ଟଙ୍କା ଆଣିଥିଲେ। କାର୍ଡ ନ ଥିବାରୁ ସାଧାରଣ ବଣ୍ଟନ ସାମଗ୍ରୀ ପାଇପାରୁ ନ ଥିଲେ।…

ସ୍ନାନଯାତ୍ରାରେ ତ୍ରିସ୍ତରୀୟ ସୁରକ୍ଷା

ପୁରୀ ଅଫିସ, ୧୨ା୬: ଆସନ୍ତା ୨୪ ତାରିଖରେ ଦେବସ୍ନାନ ପୂର୍ଣ୍ଣିମା ତଥା ସ୍ନାନଯାତ୍ରା ପଡୁଛି। ଚଳିତବର୍ଷ କୋଭିଡ୍‌ କଟକଣା ମଧ୍ୟରେ ମହାପ୍ରଭୁଙ୍କ ସ୍ନାନଯାତ୍ରା ଆୟୋଜନ ନେଇ ପୁରୀ ଜିଲା ପ୍ରଶାସନ ପକ୍ଷରୁ ପ୍ରସ୍ତୁତି ଆରମ୍ଭ ହୋଇଛି। ଶୁକ୍ରବାର ଏସ୍‌ପି କନଓ୍ବର ବିଶାଲ…

କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ଦେଲା ୩ ଲକ୍ଷ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମୁକାବିଲା ପାଇଁ ଓଡ଼ିଶା କ୍ଷୁଦ୍ର ଓ ମଧ୍ୟମ ଉଦ୍ୟୋଗ ସଂଘ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠି(ସିଏମ୍‌ଆର୍‌ଏଫ୍‌)କୁ ୩ଲକ୍ଷ ଟଙ୍କା ଦାନ କରିଛି। ରାଜ୍ୟ ଲୋକସେବା ଭବନଠାରେ ସଂଘ ଅଧ୍ୟକ୍ଷ ଗୌରୀଶଙ୍କର ଦାଶ ଓ ସାଧାରଣ ସମ୍ପାଦକ ସାତ୍ତ୍ୱିକ ସ୍ବାଇଁ ମୁଖ୍ୟଶାସନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri