Home

ଛଟପଟ ହୋଇ ୨୦ ଆକ୍ରାନ୍ତଙ୍କ ମୃତ୍ୟୁ: ମିଳିଲାନି ଅକ୍ସିଜେନ୍‌..

ନୂଆଦିଲ୍ଲୀ,୨୪।୪: କରୋନା ମହାମାରୀ ସଂକ୍ରମଣ ସମୟରେ ଅକ୍ସିଜେନ୍‌ ଅଭାବ ଯୋଗୁ ଆକ୍ରାନ୍ତଙ୍କ ମୃତ୍ୟୁ ସଂଖ୍ୟା ବଢ଼ିବାରେ ଲାଗିଛି। ଦିଲ୍ଲୀର ରୋହିଣୀ ଅଞ୍ଚଳରେ ଥିବା ଜୟପୁର ଗୋଲ୍ଡେନ୍‌ ହସ୍ପିଟାଲରେ ଅକ୍ସିଜେନ୍‌ ନ ମିଳିବାରୁ ଛଟପଛ ହୋଇ ୨୦ ଜଣ କରୋନା ଆକ୍ରାନ୍ତଙ୍କର ମୃତ୍ୟୁ…

୪ ରାଜ୍ୟକୁ ଗଲା ୨୫୦ ଟନ୍‌ ଅକ୍ସିଜେନ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ଓଡ଼ିଶା ସରକାରଙ୍କ ନିର୍ଦ୍ଦେଶକ୍ରମେ ଗତ ୨୪ ଘଣ୍ଟାରେ ରାଜ୍ୟ ବାହାରକୁ ୨୫୦ ଟନ୍‌ ଅକ୍ସିଜେନ ପଠାଯାଇଛି। ପ୍ରାୟ ୧୫ ଟ୍ୟାଙ୍କରରେ ୪ ରାଜ୍ୟକୁ ଏହି ଅକ୍ସିଜେନ ଯାଇଛି। ଯାଜପୁର, ଅନୁଗୋଳ ଓ ରାଉରକେଲାରୁ ଏହି ମେଡିକାଲ ଅକ୍ସିଜେନ ଆନ୍ଧ୍ରପ୍ରଦେଶର ବିଶାଖାପାଟଣା,…

ଓଡ଼ିଶା କେତେ ପ୍ରସ୍ତୁତ

ଭୁବନେଶ୍ୱର,୨୪।୪(ବ୍ୟୁରୋ): ମେ ପ୍ରଥମ ସପ୍ତାହରେ ଓଡ଼ିଶାରେ କରୋନା ସଂକ୍ରମଣ ଶୀର୍ଷରେ ପହଞ୍ଚତ୍ପାରେ ବୋଲି ଡାଇରେକ୍ଟର ଅଫ୍‌ ମେଡିକାଲ ଏଜୁକେଶନ ଆଣ୍ଡ ଟ୍ରେନିଂ (ଡିଏମ୍‌ଇଟି) ସିବିକେ ମହାନ୍ତି ଆଶଙ୍କା ପ୍ରକାଶ କରିଛନ୍ତି। ଗତ ୩/୪ଦିନର ଦୈନିକ ସଂକ୍ରମଣ ସ୍ଥିତି ଦେଖିଲେ ଡିଏମ୍‌ଇଟିଙ୍କ କଥା…

ରେକର୍ଡ ଭାଙ୍ଗିଲା କରୋନା: ମୃତ୍ୟୁ ସଂଖ୍ୟା ଗୋଟିଏ ଦିନରେ ଟପିଲା ୨୬୦୦…

ନୂଆଦିଲ୍ଲୀ,୨୪।୪: ଦେଶରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେକାବୁ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିବାରେ ଲାଗିଛି। କରୋନା ସଂକ୍ରମଣ ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ…

ଭାରତକୁ ଚେତାବନୀ: ମେ’ ବେଳକୁ ଦୈନିକ ମୃତ୍ୟୁ ସଂଖ୍ୟା ଛୁଇଁବ ୫୬୦୦, କହିଲା ଆଇଏଚ୍‌ଏମ୍‌ଇ…

ଓ୍ବାଶିଂଟନ/ନୂଆଦିଲ୍ଳୀ,୨୪।୪: ଦେଶରେ କରୋନା ସଂକ୍ରମଣ ବେକାବୁ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ ହେବା ଯୋଗୁ ଲୋକଙ୍କ ମଧ୍ୟରେ ଆତଙ୍କ ବଢିଛାଲିଛି। କରୋନା ସଂକ୍ରମଣ ପୂର୍ବରୁ ସମସ୍ତ ରେକର୍ଡ ଭାଙ୍ଗିବାରେ ଲାଗିିଛି। କରୋନାର ଦ୍ୱିତୀୟ ଲହର ଭୟଙ୍କର ବେଗରେ ବ୍ୟାପିବାରେ ଲାଗିଥିବାରୁ…

ଗୋଟିଏ ରାଷ୍ଟ୍ର ଭାବେ କାର୍ଯ୍ୟକଲେ ସମ୍ବଳ ଅଭାବ ରହିବନି: ମୋଦି

ନୂଆଦିଲ୍ଲୀ, ୨୪।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶୁକ୍ରବାର ୧୧ ସର୍ବାଧିକ କରୋନା ପ୍ରଭାବିତ ରାଜ୍ୟ ଓ କେନ୍ଦ୍ରଶାସିତ ଅଞ୍ଚଳର ମୁଖ୍ୟମନ୍ତ୍ରୀମାନଙ୍କ ସହ ଉଚ୍ଚସ୍ତରୀୟ ବୈଠକରେ ସ୍ଥିତିର ସମୀକ୍ଷା କରିଛନ୍ତି। ମହାମାରୀ ବିରୋଧରେ ସାମୂହିକ ସାମର୍ଥ୍ୟ ସହ ଏକାଠି କାମ କରିବା ପାଇଁ…

ତାମିଲନାଡୁ ଅକ୍ସିଜେନ ଉତ୍ପାଦନ କଲେ ଆପତ୍ତି ନାହିଁ

ନୂଆଦିଲ୍ଲୀ,୨୪ା୪: ଅକ୍ସିଜେନ ଅଭାବରୁ ଲୋକେ ମରୁଛନ୍ତି। ତାମିଲନାଡୁ ସରକାର ଅକ୍ସିଜେନ ଉତ୍ପାଦନ ପାଇଁ ବେଦାନ୍ତର ଟୁଟିକୋରିନ ପ୍ଲାଣ୍ଟକୁ କାହିଁକି ହାତକୁ ନେଇପାରିବେ ନାହିଁ ବୋଲି ଶୁକ୍ରବାର ସୁପ୍ରିମକୋର୍ଟ ପ୍ରଶ୍ନ କରିଛନ୍ତି। ବେଦାନ୍ତର ଷ୍ଟେରଲାଇଟ୍‌ କପର୍‌ ୟୁନିଟ ପରିବେଶଗତ କାରଣରୁ ୨୦୧୮ ମେ’ରୁ…

ବ୍ୟବସ୍ଥା ଭୁଶୁଡ଼ିଛି

ନୂଆଦିଲ୍ଲୀ,୨୪ା୪: ମହାମାରୀ କରୋନା ନାହିଁ ନ ଥିବା ସଙ୍କଟ ସୃଷ୍ଟି କରିଛି। ଦେଶର ହସ୍ପିଟାଲଗୁଡ଼ିକରେ ବେଡ୍‌, ଅକ୍ସିଜେନ, ଇଞ୍ଜେକ୍ସନ ଓ ଅନ୍ୟ ଜରୁରୀ ଔଷଧର ଘୋର ଅଭାବ ଦେଖାଦେଇଛି। ଉଭୟ କେନ୍ଦ୍ର ଓ ରାଜ୍ୟ ସରକାରମାନେ ଯେତେ ଉଦ୍ୟମ କଲେ ମଧ୍ୟ…

ଆଖି ବୁଜିଲେ ୩୮ ରୋଗୀ

ନୂଆଦିଲ୍ଲୀ,୨୪ା୪: ଜାତୀୟ ରାଜଧାନୀ ଦିଲ୍ଲୀର ଅନେକ କୋଭିଡ୍‌ ହସ୍ପିଟାଲରେ ୪ ଦିନ ହେଲା ଅକ୍ସିଜେନ ଅଭାବରୁ ଚିକିତ୍ସାଧୀନ ରୋଗୀ ଆଖି ବୁଜିବାରେ ଲାଗିଛନ୍ତି। ଏହିକ୍ରମରେ ସାର୍‌ ଗଙ୍ଗାରାମ ହସ୍ପିଟାଲ(ଏସ୍‌ଜିଆର୍‌ଏଚ୍‌)ରେ ଶୁକ୍ରବାର ଅକ୍ସିଜେନ ସଙ୍କଟ ଘାତକ ସାଜିଥିବା କୁହାଯାଉଛି। ଗତ ୨୪ ଘଣ୍ଟା…

ପ୍ରଶଂସକଙ୍କୁ ପ୍ରେମ ବିବାହ କରିଛନ୍ତି ଏହି ଅଭିନେତ୍ରୀ

ମୁମ୍ବାଇ: ବଲିଉଡ୍‌ର କିଛି ଅଭିନେତ୍ରୀଙ୍କ ନାମ ଫିଲ୍ମ ଇଣ୍ଡଷ୍ଟ୍ରିର ଅଭିନେତାଙ୍କ ସହ ଯୋଡ଼ି ହୋଇଥିଲେ ମଧ୍ୟ ପରେ ପ୍ରଶଂସକଙ୍କ ପ୍ରେମରେ ପଡ଼ି ଶେଷରେ ବିବାହ ବି କରିଛନ୍ତି। ଏମାନଙ୍କ ମଧ୍ୟରୁ ଶିଳ୍ପା ସେଟ୍ଟୀ ହେଉଛନ୍ତି ଅନ୍ୟତମ। ଶିଳ୍ପା ବଲିଉଡର ସୁନ୍ଦରୀଙ୍କ ମଧ୍ୟରୁ…

ଟିକା ନେବାକୁ ଆସି କଲବଲ

ଭୁବନ, ୨୪।୪(ଡି.ଏନ.ଏ.) କରୋନା ସଂକ୍ରମଣର ଭୟାବହତାକୁ ଦୃଷ୍ଟିରେ ରଖି ଟିକାକରଣ କାର୍ଯ୍ୟକ୍ରମକୁ ତ୍ୱରାନ୍ବିତ କରିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ଜାରି କରାଯାଇଛି କଡ଼ା ନିର୍ଦ୍ଦେଶ। ଟିକା ଯେପରି ନଷ୍ଟ ନ ହେବ ଏବଂ ହିତାଧିକାରୀମାନେ ଟିକା ପାଇପାରିବେ ସେଥିଲାଗି ସ୍ବତନ୍ତ୍ର ଗୁରୁତ୍ୱ…

ପାକିସ୍ତାନକୁ ହରାଇଲା ଜିମ୍ବାଓ୍ବେ

ହାରାରେ,୨୪।୪: ସ୍ଥାନୀୟ ସ୍ପୋଟର୍‌ସ କ୍ଲବ ଗ୍ରାଉଣ୍ଡରେ ଶୁକ୍ରବାର ଅନୁଷ୍ଠିତ ଲୋ- ସ୍କୋରିଂ ଦ୍ୱିତୀୟ ଟି୨୦ ମ୍ୟାଚ୍‌ରେ ଜିମ୍ବାଓ୍ବେ ଭ୍ରମଣକାରୀ ପାକିସ୍ତାନକୁ ୧୯ ରନରେ ପରାସ୍ତ କରିଛି। ଟସ୍‌ ଜିତି ପାକିସ୍ତାନ ଫିଲ୍ଡିଂ କରିବାକୁ ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ଜିମ୍ବାଓ୍ବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri