Home

ରାଜ୍ୟରେ ୪ହଜାରରୁ ଊର୍ଦ୍ଧ୍ୱ ଆକ୍ରାନ୍ତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୨।୬(ବ୍ୟୁରୋ): ଗତ ୧୦ ଦିନ ହେଲା ରାଜ୍ୟରେ କରୋନା ମିଟର ତଳମୁହାଁ ହୋଇଛି। ପ୍ରତିଦିନ ନୂଆ ଦୈନିକ ସଂକମ୍ରଣ ହ୍ରାସ ପାଉଛି। ଶୁକ୍ରବାର ରାଜ୍ୟରେ ୫ହଜାରରୁ ଉର୍ଦ୍ଧ୍ୱ ନୂଆ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଥିବା ବେଳେ ଶନିବାର ଏହି ସଂଖ୍ୟାରେ ହ୍ରାସ…

ପଶ୍ଚିମ ଓଡ଼ିଶାର ୧୧ ଜିଲାକୁ ୨୫ କୋଟି

ଭୁବନେଶ୍ୱର, ୧୨ା୬(ବ୍ୟୁରୋ): ପଶ୍ଚିମ ଓଡ଼ିଶାର ୧୧ଟି ଜିଲାକୁ କୋଭିଡ୍‌ ପରିଚାଳନା ପାଇଁ ମିଳିଛି ୨୫ କୋଟି ଟଙ୍କାର ସ୍ବତନ୍ତ୍ର ସହାୟତା। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସରେ ଏହା ଘୋଷଣା କରିଛନ୍ତି। ଏଥିପୂର୍ବରୁ ଗତ ମାସରେ ପଶ୍ଚିମ ଓଡ଼ିଶାର ୧୧…

୪ ବର୍ଷର ପୁରୁଣା ଦାବି ଏବେ

ଭୁବନେଶ୍ୱର,୧୨ା୬(ବ୍ୟୁରୋ): ନିକଟରେ କେନ୍ଦ୍ର ସରକାର ଧାନ ସମେତ ୧୪ଟି ଖରିଫ ଫସଲର ସର୍ବନିମ୍ନ ସହାୟକ ମୂଲ୍ୟ(ଏମ୍‌ଏସ୍‌ପି) ବୃଦ୍ଧି କରିଛନ୍ତି। ସାଧାରଣ ଧାନର କୁଇଣ୍ଟାଲ ପିଛା ଏମ୍‌ଏସ୍‌ପି ମାତ୍ର ୭୨ ଟଙ୍କା ବୃଦ୍ଧି କରାଯାଇଥିବାବେଳେ ଅଣଧାନ ଫସଲ ରାଶି, ବିରି, ଚିନାବାଦାମ, ଯଅ,…

୨୩ ଯାଏ ଝୁଲିଲା ଗ୍ଲୋବାଲ ଟେଣ୍ଡର

ଭୁବନେଶ୍ୱର,୧୨ା୬(ବ୍ୟୁରୋ): କରୋନା ମହାମାରୀ ସଂକ୍ରମଣ ରୋକିବାକୁ ଟିକା ହିଁ ଏକମାତ୍ର ବିକଳ୍ପ। ତେବେ ରାଜ୍ୟରେ ଟିକାକରଣ କାର୍ଯ୍ୟକ୍ରମ ଧିମେଇ ଯାଇଛି। ଦୈନିକ ମାତ୍ର ୫୦ରୁ ୬୦ ହଜାର ବ୍ୟକ୍ତିଙ୍କୁ ଟିକାକରଣ କରାଯାଇ ପାରୁଛି। ଆବଶ୍ୟକ ଟିକା ନ ଥିବାରୁ ଏହି କାର୍ଯ୍ୟ…

ଦିଗ୍‌ବିଜୟ-ପି.ସି ଶର୍ମା ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ

ଭୋପାଳ,୧୧।୬: କଂଗ୍ରେସ ନେତା ଦିଗ୍‌ବିଜୟ ସିଂହ ଓ ପି.ସି ଶର୍ମାଙ୍କ ସମେତ ୩୦ଜଣଙ୍କ ବିରୋଧରେ ମାମଲା ରୁଜୁ। ସରକାରଙ୍କ ଆଦେଶକୁ ଉଲ୍ଲଂଘନ ଓ ରାଲି ବାହାର କରିବା ଅଭିଯୋଗରେ ଆଇପିସି ଧାରା ୧୮୮ ଓ ୧୪୫ ଆଧାରରେ ଏହି ମାମଲା ରୁଜୁ…

ଦ୍ରାବିଡଙ୍କ ଏହି ଗୋଟିଏ ରଣନୀତି ପାଇଁ ବଦଳିଯାଇଛି ଭାରତୀୟ କ୍ରିକେଟର ରୂପ: ଅଭିଜ୍ଞତାକୁ ଦେଇଥିଲେ…

ନୂଆଦିଲ୍ଲୀ,୧୧।୬: ନ୍ୟାଶନାଲ କ୍ରିକେଟ ଏକାଡେମୀ(ଏନ୍‌ସିଏ) ନିର୍ଦ୍ଦେଶକ ରାହୁଲ ଦ୍ରାବିଡଙ୍କୁ ଭାରତର ଯୁବ ପ୍ରତିଭାଙ୍କ ପ୍ରତିପୋଷଣର ଶ୍ରେୟ ଦିଆଯାଏ। ସେ ଏବେ ଭାରତର ଅଣ୍ଡର-୧୯ ଏବଂ ‘ଏ’ ସ୍ତର ଦଳର ପ୍ରଶିକ୍ଷକ(କୋଚ୍‌) ଥିବା ସମୟର ଯୋଜନା ନେଇ ଏବେ ପ୍ରତିକ୍ରିୟା ରଖିଛନ୍ତି। କୋଚ୍‌…

ଘରର ପୁଅ ଘରକୁ ଫେରିଲେ: ମମତା

କୋଲକାତା,୧୧।୬: ପଶ୍ଚିମବଙ୍ଗରେ ନିର୍ବାଚନ ହାରିବା ପରେ ଭାଜପାକୁ ପୁଣି ଥରେ ଏକ ବଡ଼ ଝଟ୍‌କା ଲାଗିଛି। ଭାଜପାର ବରିଷ୍ଠ ନେତା ମୁକୁଲ ରୟ ପୁଅ ଶୁଭ୍ରାଂଶୁଙ୍କ ସହ ତୃଣମୂଳ କଂଗ୍ରେସ (ଟିଏମ୍‌ସି)ରେ ସାମିଲ ହୋଇଛନ୍ତି। ପ୍ରାୟ ୪ବର୍ଷ ପରେ ମୁକୁଲ ଓ…

ନୁଶରତ୍‌ ଜାହାଁ ଠକ; ବିବାହ କରି ନଥିଲେ ତ ସିନ୍ଦୁର କାହିଁକି ଲଗାଇଲେ

କୋଲକାତା,୧୧।୬: ତୃଣମୂଳ କଂଗ୍ରେସ ଏମ୍‌ପି ନୁଶରତ୍‌ ଜାହାଁଙ୍କ ବିବାହକୁ ନେଇ ଉପୁଜିଥିବା ବିବାଦ ଥମିବାର ନାଁ ନେଉନାହିଁ। ଏଥିଯୋଗୁ ଭାଜପା ନେତାମାନେ ତାଙ୍କୁ ଟାର୍ଗେଟ କରୁଛନ୍ତି। ଭାଜପା ନେତା ଅମିତ ମାଲଭିଆଙ୍କ ପରେ ବର୍ତ୍ତମାନ ପଶ୍ଚିମବଙ୍ଗ ଭାଜପା ସଭାପତି ଦିଲୀପ ଘୋଷ…

ତେନ୍ଦୁଲକର ସହ କଥା ହୋଇଥିବେ, ମୋ ସହ ନୁହେଁ : ପାଇଲଟ

ଜୟପୁର,୧୧।୬: ରାଜନୈତିକ ଦଳରେ ଏବେ ମିଶ୍ରଣ ପର୍ବ ଚାଲିଛି। ପୂର୍ବତନ ସହଯୋଗୀ ତଥା କଂଗ୍ରେସ ନେତା ଜିତିନ ପ୍ରସାଦ ଭାଜପାରେ ସାମିଲ ହେବା ପରେ କଂଗ୍ରେସ ନେତା ସଚିନ ପାଇଲଟ ମଧ୍ୟ ଦଳରେ ସାମିଲ ହେବେ ବୋଲି ଚର୍ଚ୍ଚା ହେଉଥିଲା। ଖୁବ୍‌ଶୀଘ୍ର…

କିଏ ଆପଣଙ୍କ ପସନ୍ଦର ଭାରତୀୟ ଅଭିନେତା; ଜବାବରେ ଏଭଳି କହି ହୃଦୟ ଜିଣିଲେ ପାକିସ୍ତାନର ଏହି ପୂର୍ବ ଦ୍ରୁତ ବୋଲର

ନୂଆଦିଲ୍ଲୀ,୧୧।୬: କ୍ରିକେଟ ଇତିହାସର ସବୁଠାରୁ ଆକ୍ରମଣାତ୍ମକ ଦ୍ରୁତ ବୋଲରଙ୍କ ମଧ୍ୟରୁ ଶୋଏବ ଅଖତର ଜଣେ। ସେ ନିଜର ଗତିକୁ ନେଇ ବ୍ୟାଟ୍ସମ୍ୟାନଙ୍କ ମନରେ ଭୟ ଜାତ କରାଇ ଦେଉଥିଲେ। କ୍ରିକେଟରୁ ସନ୍ୟାସ ନେବା ପରେ ଅଖତର କ୍ରିକେଟ ବିଶେଷଜ୍ଞ ହୋଇଛନ୍ତି। ଏହି…

ସେମାନେ କି ଭୁଲ କଲେ? ଏହି ୨ ଖେଳାଳିଙ୍କୁ ଅଣଦେଖା କରାଯିବାକୁ ନେଇ ରାଗିଗଲେ ପୂର୍ବ କ୍ରିକେଟର

ନୂଆଦିଲ୍ଲୀ,୧୧।୬: ଶ୍ରୀଲଙ୍କା ବିପକ୍ଷ ସୀମିତ ଓଭର କ୍ରିକେଟ ସିରିଜ ପାଇଁ ବିସିସିଆଇ ପକ୍ଷରୁ ଗୁରୁବାର ୨୦ ଜଣିଆ ଭାରତୀୟ ଦଳ ଘୋଷିତ ହୋଇଛି। ଏଥିରେ ଚୟନକର୍ତ୍ତା ଅନେକ ଯୁବ କ୍ରିକେଟରଙ୍କୁ ସୁଯୋଗ ଦେଇଛନ୍ତି। ହେଲେ ଅନେକ ହକଦାର ଖେଳାଳିଙ୍କୁ ସୁଯୋଗ ମିଳିନାହିଁ।…

ମର୍ମନ୍ତୁଦ ସଡ଼କ ଦୁର୍ଘଟଣା : ଭଉଣୀ ମୃତ, ମାମୁ-ଭାଣିଜୀ ଗୁରୁତର

ଠାକୁରମୁଣ୍ଡା,୧୧ା୬(ଡି.ଏନ୍‌.ଏ.): ଠାକୁରମୁଣ୍ଡା-କରଞ୍ଜିଆ ରାସ୍ତାର ସୁନାରିପୋଷି ନିକଟରେ ଶୁକ୍ରବାର ସକାଳେ ଏକ କାର୍‌ ଦୁର୍ଘଟଣାରେ ଭଉଣୀଙ୍କ ମୃତ୍ୟୁ ଘଟିଥିବା ବେଳେ ଭାଣିଜୀ ଓ କାର୍‌ ଚଳାଉ ଥିବା ଭାଇଙ୍କ ଅବସ୍ଥା ଗୁରୁତର ରହିଛି। ଗୁରୁତର ଥିବା ଏହି ମାମୁ-ଭାଣିଜୀଙ୍କୁ କଟକ ବଡ଼ ମେଡ଼ିକାଲକୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri