Home

ପ୍ରାର୍ଥୀ ହେବାକୁ ଇଚ୍ଛା କଲେନି ଅଜିତଙ୍କ ପରିବାର ସଦସ୍ୟ: ଆଜି କଂଗ୍ରେସ ପ୍ରାର୍ଥୀ ନାଁ ଘୋଷଣା ହୋଇପାରେ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ପିପିଲି ଉପନିର୍ବାଚନ ପାଇଁ ନିକଟରେ ପ୍ରକାଶ ପାଇଥିବା ସାନି ତାରିଖକୁ ମଧ୍ୟ ଗୁରୁବାର ପରିବର୍ତ୍ତନ କରାଯାଇଛି। ମେ ୧୩ ତାରିଖ ପରିବର୍ତ୍ତେ ୧୬ ତାରିଖରେ ଭୋଟ ଗ୍ରହଣ କରାଯିବ। କଂଗ୍ରେସ ପ୍ରାର୍ଥୀ ଅଜିତ ମଙ୍ଗରାଜଙ୍କ ଦେହାନ୍ତ କାରଣରୁ ଭୋଟ ତାରିଖରେ…

ଅକ୍ସିଜେନ୍‌ ସଙ୍କଟ ଯୋଗୁ ୨୪ ଘଣ୍ଟାରେ ଗଲା ୨୫ ରୋଗୀଙ୍କ ଜୀବନ

ନୂଆଦିଲ୍ଲୀ,୨୩।୪: ସାରା ଦେଶରେ କରୋନା ପରିସ୍ଥିତି ବିଗିଡିବାରେ ଲାଗିଛି। ଅମ୍ଳଜାନ ଅଭାବରୁ କରୋନା ରୋଗୀଙ୍କ ମୃତ୍ୟୁ ଘଟୁଛି। ଦେଶର ରାଜଧାନୀ ଦିଲ୍ଲୀରେ ଅମ୍ଳଜାନର ସଙ୍କଟ ସର୍ବାଧିକ ଦେଖାଯାଇଛି। ଦିଲ୍ଲୀର ଏକ ବଡ ଡାକ୍ତରଖାନାରେ ଅମ୍ଳଜାନ ଅଭାବ ହେତୁ ରୋଗୀମାନେ ବହୁ ଅସୁବିଧାର…

ଲୋକେ ପିଇବେ ଖୋଲା କୂଅ ପାଣି

ଯାଜପୁର ଅଫିସ,୨୩।୪: ଖରାର ପ୍ରକୋପ ସହିତ ତାଳ ଦେଇ ବିଭିନ୍ନ ଅଞ୍ଚଳରେ ପାନୀୟ ଜଳ ସଙ୍କଟ ବଢ଼ି ଚାଲିଛି। ଭୂତଳ ଜଳସ୍ତର କମିବାରେ ଲାଗିଛି। ଫଳରେ କୂଅ, ନଳକୂପ, ନଦୀ, ପୋଖରୀ ଶୁଖିବା ଆରମ୍ଭ ହୋଇଛି। ପାଣି ପାଇଁ ଗ୍ରାମାଞ୍ଚଳ ଲୋକେ…

ଆଇପିଏଲ୍‌ରେ ପ୍ରଥମ କ୍ରିକେଟ୍‌ର ଭାବେ ‘ବିରାଟ’ ରେକର୍ଡ କଲେ କୋହଲି

ମୁମ୍ବାଇ,୨୩।୪: ବିରାଟ କୋହଲି ତାଙ୍କ ନାମରେ ଅନେକ ବ୍ୟାଟିଂ ରେକର୍ଡ କରିଛନ୍ତି। ସେ ଏବେ ଆଇପିଏଲରେ ଏକ ସ୍ବତନ୍ତ୍ର ରେକର୍ଡ ସ୍ଥାପନ କରିଛନ୍ତି। ସେ ଆଇପିଏଲରେ ୬ ହଜାର ରନ ସ୍କୋର କରିଥିବା ପ୍ରଥମ ଖେଳାଳି ହୋଇଛନ୍ତି। ଗୁରୁବାର ରାଜସ୍ଥାନ ରୟାଲ୍ସ…

ଆଜି କରୋନା ନେଲା ଆଉ ୮ ଜୀବନ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା କାୟା ବିସ୍ତାର କରିଚାଲିଛି। ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା ଆଜି ଆଉ ୮ ଜଣଙ୍କ ଜୀବନ ନେଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ…

ପଡିଆରେ କିସ୍‌ କଲେ ବିରାଟ କୋହଲି: ଜାଣନ୍ତୁ କାହାକୁ

ମୁମ୍ବାଇ,୨୩।୪: ଆଇପିଏଲ ୨୦୨୧ରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି)ର ପ୍ରଦର୍ଶନ ଏପର୍ଯ୍ୟନ୍ତ ଉତ୍କୃଷ୍ଟ ରହିଛି। ପ୍ରଥମ ଥର ପାଇଁ ଦଳ ଗୋଟିଏ ସିଜନରେ କ୍ରମାଗତ ଚାରିଟି ମ୍ୟାଚ ଜିତିଛି। ଗୁରୁବାର ରାଜସ୍ଥାନ ରୟାଲ୍ସ (ଆରଆର)କୁ ୧୦ ଉଇକେଟରେ ପରାସ୍ତ କରିଛି ଦଳ।…

ଆଜି ପୁଣି ରାଜ୍ୟରେ ୬୦୦୦ ଟପିଲା କରୋନା ଆକ୍ରାନ୍ତଙ୍କ ସଂଖ୍ୟା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଦିନକୁ ଦିନ ବଢ଼ିବାରେ ଲାଗିଛି। ଶୁକ୍ରବାର ରାଜ୍ୟରୁ ୬,୨୧୫ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୯୪,୬୯୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ ସମ୍ପର୍କ ବିଭାଗ…

ଜବରଦଖଲ: ହାତୀଯୋରରୁ ଜଳ ନିଷ୍କାସନ ହେଉନି

ନାଉଗାଁ,୨୩।୪(ସ୍ବ.ପ୍ର): ନାଉଗାଁ ବ୍ଲକର ଗଜରାଜପୁର ପଞ୍ଚାୟତ ଭାତପଡାଠାରୁ ଉପତ୍ତ୍ତି ହୋଇଛି ହାତୀଯୋର। ଏହି ଯୋରଟି ଭାତପଢ଼ା ଦେଇ ଅଲଣା ପଞ୍ଚାୟତର ନହଡିପଡ଼ା, ମୁଣ୍ଡାଳୋ, ବେଣାପଡ଼ା ଦେଇ ଜାମୁଗାଁ ପଞ୍ଚାୟତ ଛତିଆନାଠାରେ ବାଉଁଶ ଯୋରି ସହ ସଂଯୁକ୍ତ ହୋଇଛି। ପୂର୍ବରୁ ଏହି ଯୋର…

ମୂଷାନଈ ସମ୍ପ୍ରସାରଣରେ ଯାଉଛି ଜଗନ୍ନାଥଙ୍କ ଜମି

ପୁରୀ ଅଫିସ,୨୩।୪: ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ସମ୍ପତ୍ତିକୁ ନିଜ ବ୍ୟକ୍ତିଗତ ସମ୍ପତ୍ତିରେ ପରିବର୍ତ୍ତିତ କରି ବିକ୍ରି କରାଯାଉଥିବା ଅଭିଯୋଗ ସାମ୍ନାକୁ ଆସିଛି। ଏ ନେଇ ପୁରୀ ଜିଲାପାଳ ଓ ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକଙ୍କ ନିକଟରେ ଅଭିଯୋଗ ହୋଇଛି। ମହାପ୍ରଭୁଙ୍କ ପାଇକ ସେବା କାର୍ଯ୍ୟ…

‘ଟିଏମ୍‌ସି, ନିୟନ୍ତ୍ରଣ କକ୍ଷ ପ୍ରସ୍ତୁତ ରଖ’

ପୁରୀ ଅଫିସ,୨୩।୪: ପୁରୀ ଜିଲାରେ କୋଭିଡ୍‌ ସ୍ଥିତି ପରିଚାଳନା ଓ ମୁକାବିଲା ସମ୍ବନ୍ଧିତ ବୈଠକ ଗୁରୁବାର ରାଜ୍ୟ ଯୋଜନା ବୋର୍ଡ ଅଧ୍ୟକ୍ଷ ସଞ୍ଜୟ କୁମାର ଦାସବର୍ମାଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ହୋଇଛି। ବୈଠକରେ ଜିଲାପାଳ ସମର୍ଥ ବର୍ମା କୋଭିଡ୍‌ ପ୍ରସ୍ତୁତି ସମ୍ପର୍କରେ ରିପୋର୍ଟ…

ଶ୍ରେଷ୍ଠ ୨୦୧+ ବିଶ୍ୱବିଦ୍ୟାଳୟ ତାଲିକାରେ କିଟ୍ ‌

ଭୁବନେଶ୍ୱର,୨୩।୪(ବ୍ୟୁରୋ): ଟାଇମ୍ସ ହାୟର ଏଜୁକେଶନ ଇମ୍ପାକ୍ଟ ର଼୍ୟାଙ୍କିଙ୍ଗ-୨୦୨୧ ପ୍ରକାଶ ପାଇଛି। ବିଶ୍ୱର ଶ୍ରେଷ୍ଠ ବିଶ୍ୱବିଦ୍ୟାଳୟ ମଧ୍ୟରେ କିଟ୍‌ ବିଶ୍ୱବିଦ୍ୟାଳୟ ସ୍ଥାନ ପାଇଛି। ପୂର୍ବବର୍ଷ କିଟ୍‌ ସାମଗ୍ରିକ ଇମ୍ପାକ୍ଟ ର଼୍ୟାଙ୍କିଙ୍ଗରେ ୫୦୧+ ସ୍ଥାନରେ ରହିଥିବାବେଳେ ଚଳିତ ବର୍ଷ ୨୦୧+ ର଼୍ୟାଙ୍କ୍‌ ମିଳିଛି। ପ୍ରତିବର୍ଷ…

‘ସରକାର ମାଗଣାରେ ଟିକା ଦିଅନ୍ତୁ’

ଭୁବନେଶ୍ୱର,୨୩।୪(ବ୍ୟୁରୋ): ରାଜ୍ୟ ସରକାର ମାଗଣାରେ କୋଭିଡ୍‌ ଟିକା ଦିଅନ୍ତୁ ବୋଲି ବିରୋଧୀ ଭାଜପା ଏବଂ କଂଗ୍ରେସ ପକ୍ଷରୁ ଦାବି କରାଯାଇଛି। ବିରୋଧୀଙ୍କ ଏଭଳି ଦାବିକୁ ଶାସକ ଦଳ ନିନ୍ଦା କରିବା ସହ ବିରୋଧୀ ଟିକାକରଣକୁ ନେଇ ରାଜନୀତି କରୁଥିବା ଅଭିଯୋଗ କରିଛନ୍ତି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri