ନୀଳାଚଳ ଅକ୍ସିଜେନ୍ ପ୍ଲାଣ୍ଟ ଅଚଳ
ଯାଜପୁର ଅଫିସ,୨୩।୪: କରୋନା ସଂକ୍ରମଣର ମହାବିପତ୍ତି ସମୟରେ ଦେଶବ୍ୟାପୀ ଅକ୍ସିଜେନ୍ର ଘୋର ଅଭାବ ଦେଖାଦେଇଛି । ନାସିକ କୋଭିଡ୍ ହସ୍ପିଟାଲରେ ବୁଧବାର ଅକ୍ସିଜେନ ଅଭାବରୁ ୨୨ ରୋଗୀଙ୍କ ମୃତ୍ୟୁ ହୋଇଛି। ଏଭଳିସ୍ଥିତିରେ ଅଧିକାଂଶ ଡାକ୍ତରଖାନାରେ ଗଚ୍ଛିତ ଅକ୍ସିଜେନ ସରିବାକୁ ବସିଛି। ପରିସ୍ଥିତି…
ଶଟ୍ଡାଉନ୍ରେ ଯୋଡ଼ିହେଲା ଶୁକ୍ରବାର
ତାଳଚେର,୨୩ା୪(ନି.ପ୍ର.) ଅନୁଗୋଳ ଜିଲାରେ ଦୈନିକ କରୋନା ସଂକ୍ରମଣ ଏବେ ଦ୍ୱିଶତକ ମୁହାଁ । ଲଗାତର ୩ ଦିନ ଧରି ଜିଲାରୁ ଶତାଧିକ ପଜିଟିଭ୍ ଚିହ୍ନଟ ହେଉଛନ୍ତି। ବିଶେଷକରି ତାଳଚେର ଓ ଅନୁଗୋଳ ପୌରାଞ୍ଚଳରେ ସଂକ୍ରମଣ ବଢ଼ୁଥିବା ଲକ୍ଷ୍ୟ କରାଯାଉଛି। ଏହାକୁ ନେଇ…
ଆଗ୍ରହରୁ ଆତ୍ମନିର୍ଭର
କାମାକ୍ଷାନଗର, ୨୩ା୪(ଡି.ଏନ୍.ଏ.) ଖୋଲା ଆକାଶ ତଳେ ଶତାଧିକ ନଡ଼ାର ପ୍ୟାଡ୍। ସେଥିରେ ଫୁଟିଛି ମେଞ୍ଚା ମେଞ୍ଚା ଛତୁ। ଢେଙ୍କାନାଳ ଜିଲା କାମାକ୍ଷାନଗର ଅଞ୍ଚଳରେ ଏଭଳି ଓପନ୍ ଫାର୍ମ ଛତୁଚାଷ ଏବେ ଚର୍ଚ୍ଚା ସାଉଁଟୁଛି। ଅଞ୍ଚଳର ଯୁବଚାଷୀ ଏଭଳି ସହଜ ପଦ୍ଧତି ଆପଣାଇ…
ମେ’ ୨୬ରେ ଲଗ୍ନଧରା, ଜୁନ୍ ୬ରେ ବାହାଘର
ବାଲେଶ୍ୱର ଅଫିସ, ୨୩।୪-ବାଲେଶ୍ୱରର ଜଉକଣ୍ଢେଇ ବାହାଘର ଲୋକକଳା, ଲୋକସଂସ୍କୃତି, ଲୋକସାହିତ୍ୟ ଓ ଲୋକ ପରମ୍ପରାର ଅଦ୍ୱିତୀୟ ଲୋକପର୍ବ। କେବଳ ଓଡ଼ିଶାରେ ନୁହେଁ, ସାରା ଭାରତରେ ଏଭଳି ଲୋକପର୍ବ ବିରଳ। ଏକ ବିଲୁପ୍ତ ଲୋକକଳାକୁ ଉଜ୍ଜୀବିତ କରି ପ୍ରଚାର, ପ୍ରସାର ଓ ପ୍ରତିଷ୍ଠା…
ଇଟାଭାଟି ଭାଙ୍ଗିବାରେ ପ୍ରଶାସନ ଫେଲ୍
ସଜନାଗଡ଼,୨୩।୪(ଡି.ଏନ.ଏ.)-ବାଲେଶ୍ୱର ଜିଲା ନୀଳଗିରି ତହସିଲ ଅଧୀନରେ ଗଢ଼ିଉଠିଥିବା ୧୪ଟି ଚିମିନି ଇଟାଭାଟି କୁଲଡିହା ଇକୋ ସେନ୍ସିଟିଭି ଜୋନ୍ ମଧ୍ୟରେ ଆସୁଥିବାରୁ ତାହାକୁ ଭାଙ୍ଗିବା ପାଇଁ ପ୍ରଶାସନ ପ୍ରସ୍ତୁତ ହେଉଥିବା ବେଳେ ହଜାର ହଜାର ଶ୍ରମିକ, ଅଞ୍ଚଳବାସୀ, ଇଟାଭାଟି ମାଲିକମାନେ ଏକଜୁଟ ହୋଇ…
କରୋନା ସ୍ଥିତି ଗମ୍ଭୀର: ଦିନକରେ ୩.୩୨ ଲକ୍ଷ ସଂକ୍ରମିତ, ୨୨୫୬ ମୃତ
ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…
ହାଇଦ୍ରାବାଦ୍କୁ ଲାଗିଲା ଝଟ୍କା: ଟୁର୍ନାମେଣ୍ଟରୁ ବାଦ୍ ପଡିଲେ ଏହି କ୍ରିକେଟର୍
ନୂଆଦିଲ୍ଲୀ,୨୩।୪: ଇଣ୍ଡିଆନ ପ୍ରିମିୟର ଲିଗ ୨୦୨୧ରେ ସମସ୍ତ ଦଳ ଏପର୍ଯ୍ୟନ୍ତ ୩ କିମ୍ବା ୪ଟି ମ୍ୟାଚ ଖେଳିଛନ୍ତି। ଏହି ସମୟରେ, ବାୟୋ ବବୁଲ ଭୟ ହେତୁ କିଛି ଖେଳାଳି ଟୁର୍ନାମେଣ୍ଟ ଛାଡୁଛନ୍ତି ଏବଂ କିଛି ଖେଳାଳି ଆହତ ହୋଇଛନ୍ତି। ଏହି ପର୍ଯ୍ୟାୟରେ,…
ଏହି ଦେଶରେ କରୋନା ଟିକା ନେଲେ ମାଗଣାରେ ମିଳିବ ଅଣ୍ଡା
ବେଜିଂ,୨୨।୪: କରୋନା ମହାମାରୀ ସମଗ୍ର ବିଶ୍ୱରେ ତା’ର କାୟା ବିସ୍ତାର କରିସାରିଛି। ଏହି ଭାଇରସ୍ ପ୍ରଥମେ ଚାଇନାରୁ ହିଁ ଆସିଥିଲା। ଏବେ କେତେକ ଦେଶରେ କରୋନାର ଦ୍ୱିତୀୟ ଲହର ଚାଲିଛି। ତେବେ ଚାଇନା ପ୍ରଥମେ ଏହି ରୋଗ ମୁକାବିଲା କରିବାରେ ସଫଳ…
ମୋର୍ଗାନଙ୍କୁ ୧୨ଲକ୍ଷ ଟଙ୍କା ଜରିମାନା
ମୁମ୍ବାଇ, ୨୨ା୪ (ପି.ଟି.)-ଚେନ୍ନାଇ ସୁପର କିଙ୍ଗ୍ସ (ସିଏସ୍କେ) ବିପକ୍ଷ ଆଇପିଏଲ୍ ମ୍ୟାଚ ବେଳେ ଏକ ସ୍ଲୋ ଓଭର ରେଟ୍ ପାଇଁ କୋଲକାତା ନାଇଟ ରାଇଡର୍ସ ଅଧିନାୟକ ଇଅନ ମୋର୍ଗାନଙ୍କୁ ୧୨ ଲକ୍ଷ ଟଙ୍କା ଜରିମାନା ହୋଇଛି। ବୁଧବାର ରାତିରେ ଅନୁଷ୍ଠିତ ଏହି…
ଜେରିଙ୍କ ଚୁକ୍ତିର ନବୀକରଣ କଲା ଓଡ଼ିଶା ଏଫ୍ସି
ଭୁବନେଶ୍ୱର, ୨୩।୪(କ୍ରୀଡ଼ା ପ୍ରତିନିଧି)-ଇଣ୍ଡିଆନ ସୁପରଲିଗ୍ (ଆଇଏସ୍ଏଲ୍)ର ଭୁବନେଶ୍ୱରଭିତ୍ତିକ ଦଳ ଓଡ଼ିଶା ଏଫ୍ସି ମିଜୋରାମ ଓ୍ବିଙ୍ଗର ଜେରି ମାଓ୍ବିମିଙ୍ଗଥଙ୍ଗାଙ୍କ ସହ ଚୁକ୍ତିର ନବୀକରଣ କରିଛି। ୨୪ ବର୍ଷୀୟ ଜେରି ଗତ ସିଜନର ୧୭ ଗେମ୍ରେ ୫ ଗୋଲ ହେବାରେ ସହଯୋଗ କରିଥିଲେ। କୌଣସି…
ବିଶ୍ୱ ଅଲିମ୍ପିକ୍ ଯୋଗ୍ୟତା ପର୍ଯ୍ୟାୟ କୁସ୍ତି: ସୁଶୀଲଙ୍କୁ ଅଣଦେଖା, ମାନ୍ଙ୍କ ସ୍ଥାନରେ ଅମିତ
ନୂଆଦିଲ୍ଲୀ, ୨୩।୪(ପି.ଟି.)-ଆସନ୍ତା ବିଶ୍ୱ ଅଲିମ୍ପିକ୍ ଯୋଗ୍ୟତା ପର୍ଯ୍ୟାୟ କୁସ୍ତି ଟୁର୍ନାମେଣ୍ଟ ପାଇଁ ଭାରତୀୟ ଦଳରେ ନ୍ୟାଶନାଲ ଗୋଲ୍ଡ ମେଡାଲିଷ୍ଟ ସନ୍ଦୀପ ମାନ୍ଙ୍କ ସ୍ଥାନରେ ପୂର୍ବତନ ଏସୀୟ ଚାମ୍ପିୟନ ଅମିତ ଧନକର (୭୪ କେଜି)ଙ୍କୁ ସାମିଲ କରାଯାଇଛି। ଭେଟେରାନ ସୁଶୀଲ କୁମାରଙ୍କୁ ଅଣଦେଖା…
ବଜାରରେ ନକଲି ଫାଇଜର ଟିକା
ଓ୍ବାଶିଂଟନ, ୨୩।୪: ଆମେରିକାର ଫାଇଜର ଏବଂ ବାୟୋଏନ୍ଟେକ୍ କମ୍ପାନୀ ଦ୍ୱାରା ପ୍ରସ୍ତୁତ କୋଭିଡ୍ ଟିକାର ବିଶ୍ୱବ୍ୟାପୀ ଚାହିଦା ବଢ଼ିଥିବାବେଳେ ସେହି ଅନୁଯାୟୀ ଯୋଗାଇବା ସମ୍ଭବ ହେଉନାହିଁ। ଅପରାଧୀମାନେ ଏହାକୁ ସୁଯୋଗ ଭାବେ ନେଇ ଅର୍ଥ ଉପାର୍ଜନ କରିବା ପାଇଁ ିଫାଇଜର କମ୍ପାନୀ…
Archives


