ଘରେ ରହି ରଜ ପାଳନ କରନ୍ତୁ: ଏଡିଜି
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଲକ୍ଡାଉନ ଓ ଶଟ୍ଡାଉନ ଭଳି କଟକଣାକୁ ଦୃଢ଼ ଭାବେ ପାଳନ କରାଯାଉଥିବାରୁ କୋଭିଡ୍ ସଂକ୍ରମଣରେ ହ୍ରାସ ଘଟୁଛି। ଆଗକୁ ରଜ ପର୍ବ ଆସୁଛି। ତେଣୁ ଜନସାଧାରଣ ବାହାରକୁ ନ ବାହାରି ନିଜ ଘରେ ରହି ରଜ ପାଳନ କରନ୍ତୁ…
ଥମୁନି ମୃତ୍ୟୁ ସଂଖ୍ୟା: ଦିନକରେ କରୋନା ନେଲା ୪୩ ଜୀବନ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ ଶୁକ୍ରବାର କରୋନାରେ ୪୩ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୩୨୧୦ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି।
ରାଜ୍ୟରେ ଆଜି ୫,୨୩୫ ସଂକ୍ରମିତ ଚିହ୍ନଟ: ଖୋର୍ଦ୍ଧାରୁ ସର୍ବାଧିକ
ଭୁବନେଶ୍ୱର,୧୧।୬(ବ୍ୟୁରୋ): ରାଜ୍ୟରେ କରୋନା ମହାମାରୀ ପ୍ରତିଦିନ ରେକର୍ଡ ଭାଙ୍ଗୁ ଥିବାବେଳେ କିଛିଦିନ ହେବ ସଂକ୍ରମଣ ମାତ୍ରା କିଛିଟା କମିଛି। ଶୁକ୍ରବାର ରାଜ୍ୟରେ ୫,୨୩୫କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହି ଆକ୍ରାନ୍ତଙ୍କ ମଧ୍ୟରୁ ୨୯୫୭ ଜଣ କ୍ୱାରାଣ୍ଟାଇନ୍ରେ ଥିଲେ। ବାକି ୨୨୭୮ଟି ହେଉଛି…
ବେଆଇନ ଟେଲିଫୋନ୍ ଏକ୍ସଚେଞ୍ଜକୁ କଲ୍
ବେଙ୍ଗାଲୁରୁ/ନୂଆଦିଲ୍ଲୀ,୧୧ା୬(ପି.ଟି.):ପାକିସ୍ତାନର ଗୁପ୍ତଚର ସଂସ୍ଥାଠାରୁ ପୂର୍ବ ଭାରତରେ ଥିବା ଏକ ସାମରିକ ପ୍ରତିଷ୍ଠାନକୁ ନେଇ ଫୋନ୍ କଲ୍ କରାଯିବା ପରେ ଏବେ ବେଙ୍ଗାଲୁରୁସ୍ଥିତ ଏକ ଅବୈଧ ଟେଲିଫୋନ୍ ଏକ୍ସଚେଞ୍ଜ ପଦାକୁ ଆସିଛି। ଫଳରେ ଦେଶର ଅନ୍ୟ ଭାଗରେ ମଧ୍ୟ ଏପରି ବ୍ୟବସ୍ଥା ଚାଲିଥିଲା…
ମାଲାଲାଙ୍କୁ ଧମକ ଦେଇ ପାକ୍ ମୌଲବୀ ଗିରଫ
ପେଶାଓ୍ବର, ୧୧।୬(ପି.ଟି.):ନୋବେଲ ପୁରସ୍କାର ବିଜେତା ମାଲାଲା ୟୁସୁଫ୍ଜାଇଙ୍କୁ ଆକ୍ରମଣ ଧମକ ଦେଇଥିବା ପାକିସ୍ତାନର ଜଣେ ମୌଲବୀଙ୍କୁ ଗିରଫ କରାଯାଇଛି। ଖାଇବର ପଖ୍ତୁନ୍ଖ୍ବା ପ୍ରଦେଶ ମରଓ୍ବାତ ଜିଲାର ମୌଲବୀ ମୁଫ୍ତି ସର୍ଦ୍ଦାର ଅଲି ହାକ୍କାନିଙ୍କ ଘର ଉପରେ ବୁଧବାର ପୋଲିସ ଚଢ଼ାଉ କରି…
ଦିଲ୍ଲୀରେ ଡ୍ୟାମେଜ୍ କଣ୍ଟ୍ରୋଲ୍
ନୂଆଦିଲ୍ଲୀ,୧୧ା୬:ଉତ୍ତର ପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଗୁରୁବାର ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍ ଶାହାଙ୍କୁ ଭେଟିଛନ୍ତି। ସେ ଶୁକ୍ରବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସହ ସାକ୍ଷାତ କରିବା କାର୍ଯ୍ୟକ୍ରମ ରହିଛି। ରାଜ୍ୟରେ ବିଧାନସଭା ନିର୍ବାଚନକୁ କିଛି ମାସ ବାକି ଥିବାବେଳେ ଭାଜପା ଓ କେନ୍ଦ୍ର…
ଆମେରିକାରେ ୫୦% ଭାରତୀୟ ବୈଷମ୍ୟର ସମ୍ମୁଖୀନ
ଓ୍ବାଶିଂଟନ, ୧୧।୬:ଆମେରିକାରେ ଦ୍ୱିତୀୟ ସର୍ବାଧିକ ପ୍ରବାସୀ ଭାବେ ଜଣାଶୁଣା ଭାରତୀୟମାନେ ନିୟମିତ ଭାବେ ବୈଷମ୍ୟ ଓ ଧ୍ରୁବୀକରଣର ଶିକାର ହେଉଥିବା ଏକ ସର୍ଭେରୁ ଜଣାପଡ଼ିଛି। ୟୁଏସ୍ରେ ପ୍ରାୟ ୪୦ ଲକ୍ଷ ଭାରତୀୟ ରହିଛନ୍ତି। ଶିକ୍ଷା, ପେସା ଓ ଆର୍ଥତ୍କ ଦୃଷ୍ଟିରୁ ସେମାନେ…
ବିହାର ବଢ଼ାଇଦେଲା ମୃତ୍ୟୁସଂଖ୍ୟା
ନୂଆଦିଲ୍ଲୀ,୧୧ା୬:ଦେଶରେ ବୁଧବାର କାରୋନା ଭାଇରସ୍ ସଂକ୍ରମଣଜନିତ ୬,୧୪୮ ମୃତ୍ୟୁ ଘଟିଛି। ମହାମାରୀ ଆସିବା ପରଠାରୁ ଦିନକ ଭିତରେ ସଂକ୍ରମିତଙ୍କ ଜୀବନ ଯିବାରେ ଏହା ସର୍ବାଧିକ। ତେବେ ଏହାଠାରୁ ଅଧିକ ମୃତ୍ୟୁ ମଧ୍ୟ କୌଣସି ଦିନ ଘଟିଥାଇପାରେ ବୋଲି ଆଶଙ୍କା କରାଯାଉଛି। କାରଣ…
ଟ୍ରିବ୍ୟୁନାଲ ଅବଧି ଆଉ ୨ ବର୍ଷ ବଢ଼ିଲା
ଭୁବନେଶ୍ୱର,୧୧ା୬(ବ୍ୟୁରୋ):ମହାନଦୀ ଜଳ ବିବାଦ ସମାଧାନ ପାଇଁ ଗଠିତ ଟ୍ରିବ୍ୟୁନାଲର ଅବଧି ଆଉ ୨ ବର୍ଷ ପାଇଁ ବୃଦ୍ଧି କରାଯାଇଛି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ କେନ୍ଦ୍ର ସରକାର ୨୦୧୮ ମାର୍ଚ୍ଚ ୧୨ ତାରିଖରେ ଏହି ଟ୍ରିବ୍ୟୁନାଲ ଗଠନ କରିଥିଲେ। ୩ ବର୍ଷ ଧାର୍ଯ୍ୟ ସମୟ…
ଆବର୍ଜନାକୁ ନେଇ ବଢ଼ୁଛି ଆପତ୍ତି
ଅନୁଗୋଳ ଅଫିସ, ୧୧ା୬ ନୂଆ ଠିକା ସଂସ୍ଥା ସଫେଇ ଦାୟିତ୍ୱ ନେବା ପରେ ଅନୁଗୋଳ ସହରର ଆବର୍ଜନା ସମସ୍ୟା ଦୂର ହୋଇଯିବ ବୋଲି ଅନେକେ ଆଶା କରୁଥିଲେ। କିନ୍ତୁ ସହର ପରିବେଶ ପରିଷ୍କାର ପରିବର୍ତ୍ତେ ଅପରିଷ୍କାର ହେଉଥିବା ନେଇ ଆପତ୍ତି ଅଭିଯୋଗ…
ଏସବୁ ଖାଦ୍ୟ ଖାଉଥିବା ଲୋକଙ୍କୁ କରୋନା ସଂକ୍ରମଣ ଆଶଙ୍କା ଅଧିକ
କରୋନା ସଂକ୍ରମଣ ହେବା ଆପଣଙ୍କ ଡାଏଟ୍ ସହିତ ଏକ ସଂଯୋଗ ମଧ୍ୟ ଅଛି। ସ୍ବାସ୍ଥ୍ୟ ବିଶେଷଜ୍ଞମାନେ କୁହନ୍ତି, ଶାକାହାରୀଙ୍କ ତୁଳନାରେ ମାଂସାହାରୀଙ୍କୁ କରୋନା ସଂକ୍ରମଣ ହେବାର ଅଧିକ ଆଶଙ୍କା ରହିଥାଏ। ମେରିଲ୍ୟାଣ୍ଡର ଜନ୍ ହାପିଙ୍ଗ୍ସ ବଲୁମବର୍ଗ ସ୍କୁଲ୍ ଅଫ୍ ପବ୍ଲିକ ହେଲ୍ଥ…
ଧାଓ୍ବନଙ୍କୁ ନେତୃତ୍ୱ: ଭାରତୀୟ ଦଳରେ ୬ ନୂଆ ମୁହଁ
ମୁମ୍ବାଇ,୧୦।୬: ଜୁଲାଇରେ ଶ୍ରୀଲଙ୍କା ବିପକ୍ଷ ୩ ମ୍ୟାଚ୍ ବିଶିଷ୍ଟ ଦିନିକିଆ ଓ ଟି୨୦ ସିରିଜ୍ ଲାଗି ଗୁରୁବାର ଭାରତୀୟ ଦଳ ଘୋଷିତ ହୋଇଯାଇଛି। ବରିଷ୍ଠ ଓପନର ଶିଖର ଧାଓ୍ବନଙ୍କୁ ଦଳର ନେତୃତ୍ୱ ଭାର ଦିଆଯାଇଥିବା ବେଳେ ଉପଅଧିନାୟକ ଭାବେ ତାଙ୍କୁ ସହଯୋଗ…
Archives


