ରେକର୍ଡ ନିଶାରେ ଦିବ୍ୟଜ୍ୟୋତି
କଟକ ଅଫିସ, ୧୦ା୬: କଟକ ଜିଲା ବିରିବାଟୀସ୍ଥିତ ଡିହସାହି ଗ୍ରାମର ଦିବ୍ୟଜ୍ୟୋତି ଜେନା(୨୦)। ରେକର୍ଡ ସୃଷ୍ଟି କରିବା ତାଙ୍କର ନିଶା। ପୂର୍ବରୁ ୬୦ ଦେଶର ୪୫୦ଟି ମୁଦ୍ରା ଏବଂ ୨୦ ନୋଟ୍ ସଂଗ୍ରହ କରି ସେ ରେକର୍ଡ ସୃଷ୍ଟି କରିଥିଲେ। ଏବେ…
ଔଷଧ ଦୋକାନ କର୍ମଚାରୀଙ୍କୁ ଟିକା ଦେବାକୁ ନିର୍ଦ୍ଦେଶ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ରାଜ୍ୟର ସମସ୍ତ ଔଷଧ ଦୋକାନର କର୍ମଚାରୀଙ୍କୁ ଟିକା ଦେବା ପାଇଁ ପ୍ରାଥମିକତା ଦେବାକୁ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ଅତିରିକ୍ତ ମୁଖ୍ୟ ଶାସନ ସଚିବ ପ୍ରଦୀପ୍ତ କୁମାର ମହାପାତ୍ର ନିର୍ଦ୍ଦେଶ ଦେଇଛନ୍ତି। ଏନେଇ ସେ ବୁଧବାର ସମସ୍ତ ଜିଲାପାଳ,…
ଯେଉଁ ଶିକ୍ଷକଙ୍କୁ ପ୍ରେମ କରୁଥିଲେ ଯୁବତୀ, ସେହି ଶିକ୍ଷକଙ୍କ ମୃତ ସ୍ତ୍ରୀ ଦେଖାଦେଲେ ଇନ୍ଷ୍ଟାଗ୍ରାମରେ
ମଣିଷ ପ୍ରେମରେ ବେଳେବେଳେ ଏମିତି ଧୋକା ଖାଏ ଯେ, ଚାହିଁଲେ ବି କିଛି କରିବାର କ୍ଷମତା ନ ଥାଏ। ସେମିତି ଏକ ଘଟଣା ଘଟିଛି ଜଣେ ଯୁବତୀଙ୍କ କ୍ଷେତ୍ରରେ। ପ୍ରେମରେ ଧୋକା ଖାଇବା ପରେ ସିସି ହାକ୍ଶା ନାମକ ଜଣେ ଯୁବତୀ…
ବିଧାୟକ ପାଣ୍ଠି ସଂଶୋଧନ କର
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ବିଧାୟକ ପାଣ୍ଠି (ଏମ୍ଏଲ୍ଏ ଲ୍ୟାଡ୍ ଫଣ୍ଡ)କୁ କୋଭିଡ୍ ପରିଚାଳନା ଭିତ୍ତିିଭୂମି ପ୍ରସ୍ତୁତି ଦିଗରେ ଖର୍ଚ୍ଚ କରିବାକୁ ରାଜ୍ୟ ସରକାର ଆଣିଥିବା ଗାଇଡ୍ଲାଇନରେ ଆବଶ୍ୟକ ସଂଶୋଧନ କରିବାକୁ ଭାଜପା ବିଧାୟକମାନେ ଦାବି କରିଛନ୍ତି। କେବଳ ମାସ୍କ ପାଇଁ ନୁହେଁ ବରଂ ରାଜ୍ୟର…
ଭଉଣୀଙ୍କୁ ଇର୍ଷା କରୁଛନ୍ତି ପ୍ରିୟଙ୍କା ଚୋପ୍ରା
ବଲିଉଡ ଅଭିନେତ୍ରୀ ପରିଣୀତି ଚୋପ୍ରା ଆଜିକାଲି ତୁର୍କୀରେ ଛୁଟି କାଟୁଛନ୍ତି। ସେ ଇନଷ୍ଟାଗ୍ରାମରେ ଏହାର ଫଟୋ ମଧ୍ୟ ଶେୟାର କରୁଛନ୍ତି। ଯାହା ସୋସିଆଲ ମିଡିଆରେ ଭାଇରାଲ ହୋଇଛି। ଏଥି ସହ ତାଙ୍କ ବଡ଼ ଭଉଣୀ ପ୍ରିୟଙ୍କା ଚୋପ୍ରା ମଧ୍ୟ ତାଙ୍କ ପୋଷ୍ଟ…
କରୋନା ଆକ୍ରାନ୍ତ ଛୋଟପିଲାଙ୍କ ପାଇଁ ମାର୍ଗଦର୍ଶିକା ଜାରି: ରେମଡେସିଭିର ବ୍ୟବହାର ମନା…
ନୂଆଦିଲ୍ଲୀ,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସଂକ୍ରମଣରୁ ସୁରକ୍ଷା ଲାଗି ସାର୍ବଜନୀକ ଟିକାକରଣ ଜାରି ରହିଛି। ଏପରିସ୍ଥଳେ କେନ୍ଦ୍ର ସରକାରଙ୍କ ପକ୍ଷରୁ କରୋନା ଆକ୍ରାନ୍ତ ଶିଶୁଙ୍କ ପାଇଁ ମାର୍ଗଦର୍ଶିକା ପ୍ରକାଶ ପାଇଛି। ଛୋଟପିଲାଙ୍କ କ୍ଷେତ୍ରରେ ରେମଡେସିଭିର ବ୍ୟବହାର ମନା…
କ୍ୟାପିଟାଲ ହସ୍ପିଟାଲରେ ପ୍ରତିଷ୍ଠା ହେବ ଏକ୍ମୋ ମେଶିନ
ଭୁବନେଶ୍ୱର, ୧୦ା୬(ବ୍ୟୁରୋ): କରୋନାରେ ଗୁରୁତର ରୋଗୀଙ୍କ ପାଇଁ ଏବେ ଏକ୍ମୋ ଚିକିତ୍ସା ଜରୁରୀ ହୋଇପଡୁଛି। ରାଜ୍ୟରେ କୌଣସି ସରକାରୀ ହସ୍ପିଟାଲରେ ଏହି ମେଶିନ ନ ଥିବାରୁ ବହୁ ରୋଗୀ ଚିକିତ୍ସା ପାଇଁ ଅନ୍ୟ ରାଜ୍ୟକୁ ସ୍ଥାନାନ୍ତର ହେଉଛନ୍ତି। ତେଣୁ ଆବଶ୍ୟକତାକୁ ଦୃଷ୍ଟିରେ…
କୋଭିଡ୍ ପରିଚାଳନା ତ୍ରୁଟିପୂର୍ଣ୍ଣ, ଲୋକଙ୍କ ଆର୍ଥିକ ମେରୁଦଣ୍ଡ ଦୁର୍ବଳ: ନିରଞ୍ଜନ
ଭୁବନେଶ୍ୱର,୧୦ା୬(ବ୍ୟୁରୋ): ଗତ ଦୁଇବର୍ଷ ଧରି ସମଗ୍ର ବିଶ୍ୱ ସମେତ ଭାରତରେ କରୋନା ମହାମାରୀ ଯେପରି ଭାବେ ବ୍ୟାପିଛି ପୃଥିବୀ ଇତିହାସରେ କେବେ ଦେଖାଯାଇ ନ ଥିଲା। କରୋନା ମହାମାରୀରେ ସଂକ୍ରମିତ ହୋଇ ଲକ୍ଷ ଲକ୍ଷ ଲୋକ ମୃତ୍ୟୁମୁଖରେ ପଡୁଛନ୍ତି। ଅର୍ଥନୈତିକ ଦୃଷ୍ଟିରୁ…
ସାମ୍ଭାବ୍ୟ ତୃତୀୟ ଲହର ମୁକାବିଲା ପାଇଁ ଶିଶୁଙ୍କ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ
ବୁଗୁଡ଼ା,୧୦।୬(ଡି.ଏନ୍.ଏ): ଓଡ଼ିଶାରେ କରୋନାର ତୃତୀୟ ଲହର ମୁକାବିଲା ପାଇଁ ଜିଲାପାଳ ଆଗୁଆ ପଦକ୍ଷେପ ଗ୍ରହଣ କରିଛନ୍ତି। ଜିଲାପାଳ ବିଜୟ କୁଲାଙ୍ଗେଙ୍କ ନିର୍ଦ୍ଦେଶକ୍ରମେ ବୁଗୁଡ଼ା ବ୍ଲକର ବିଭିନ୍ନ ପଞ୍ଚାୟତରେ ଶିଶୁମାନଙ୍କ କୋଭିଡ ଲକ୍ଷଣ ସହ ସ୍ବାସ୍ଥ୍ୟ ଯାଞ୍ଚ ଆରମ୍ଭ ହୋଇଛି। ଏଥିସହ ଶିଶୁମାନଙ୍କ…
ଆଖିବୁଜିଲେ ପ୍ରସିଦ୍ଧ ଫିଲ୍ମ ନିର୍ମାତା
କିମ୍ବଦନ୍ତୀ ବଙ୍ଗଳା ଫିଲ୍ମ ନିର୍ମାତା ବୁଦ୍ଧଦେବ ଦାସଗୁପ୍ତାଙ୍କ ଆଜି ଦେହାନ୍ତ ହୋଇଛି। ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ବୟସ ହୋଇଥିଲା। ଦୀର୍ଘ ଦିନ ଧରି ତାଙ୍କ ସ୍ବାସ୍ଥ୍ୟ ଅବସ୍ଥା ଖରାପ ଥିଲା। ସେ ଦକ୍ଷିଣ କୋଲକାତାରେ ଥିବା ତାଙ୍କ ବାସଭବନରେ ରହି…
ଗଦାଗଦା ମୃତଦେହକୁ ନେଇ ରାଜନୀତି: ତାଲିକାରୁ ୩,୯୫୧ ମୃତକଙ୍କ ପତ୍ତା ମିଳୁନି…
ପାଟନା,୧୦।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ବିହାରରେ ସରକାର ମୃତକଙ୍କ ସଂଖ୍ୟା ଲୁଚାଉଥିବା ଅଭିଯୋଗ ହୋଇଛି। ରାଜ୍ୟରେ କରୋନା ମହାମାରୀ ଯୋଗୁ ଆକ୍ରାନ୍ତଙ୍କ ମୃତ୍ୟୁ ଘଟୁଥିବାବେଳେ ଶାସକ ଏବଂ ବିରୋଧୀ ଗଦାଗଦା ମୃତଦେହକୁ ନେଇ ରାଜନୀତି ଆରମ୍ଭ କରିଛନ୍ତି।…
ସ୍ବାମୀଙ୍କ ସହ ସମସ୍ତ ଫଟୋ ସୋସିଆଲ୍ ମିଡିଆରୁ ହଟାଇଲେ ଏହି ଅଭିନେତ୍ରୀ
ତୃଣମୂଳ କଂଗ୍ରେସ ଏମ୍ପି ତଥା ବଙ୍ଗୀୟ ଅଭିନେତ୍ରୀ ନୁଶ୍ରତ୍ ଜାହାଁଙ୍କ ବିବାହ ବିଚ୍ଛେଦ ହେବାକୁ ଯାଉଛି। ଏବେ ଚର୍ଚ୍ଚା ହେଉଛି ନୁଶ୍ରତ୍ କୁଆଡେ ୬ ମାସର ଗର୍ଭବତୀ ଅଛନ୍ତି। କିନ୍ତୁ ତାଙ୍କ ସ୍ବାମୀ ନିଖିଲ ଜୈନଙ୍କୁ ଏହି ଗର୍ଭଧାରଣ ବିଷୟରେ କୌଣସି…
Archives


