Home

ଭୁଲ୍‌ରେ ଫ୍ୟାମିଲି ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ଚାଲିଗଲା ଯୁବତୀଙ୍କ ଉଲଗ୍ନ ଫଟୋ, ଆଉ ତା’ ପରେ…

ଜଣେ ଟିକ୍‌ଟକ୍‌ ୟୁଜର ନିଜର ଏକ ନିଚ୍ଛକ କାହାଣୀ ଫଲୋଅର୍ସସମାନଙ୍କ ସହ ଶେୟାର କରିଛନ୍ତି। ବେଥ୍‌ନୀ ମାର୍ଗେରିଟ୍‌ ନାମକ ଜଣେ ଯୁବତୀ ଭୁଲ୍‌ରେ କେମିତି ତାଙ୍କର ନଗ୍ନ ଫଟୋ ଫ୍ୟାମିଲି ହ୍ବାଟ୍ସଆପ୍‌ ଗ୍ରୁପ୍‌ରେ ଚାଲିଯାଇଥିଲା ସେ ବିଷୟରେ କହିଛନ୍ତି। ଏହା ପରେ…

ଏକଦା ସେହ୍ବାଗଙ୍କୁ କହିଥିଲେ ‘ଭାଇ ମୋ ଦରମା ବଢ଼ାଇଦିଅ’; ଏବେ ଆଇପିଏଲ୍‌ର ଶ୍ରେଷ୍ଠ ବୋଲର୍‌

ନୂଆଦିଲ୍ଲୀ,୨୧।୪: ଦିଲ୍ଲୀ କ୍ୟାପିଟାଲ୍ସର ଅନୁଭବୀ ଲେଗ୍‌ ସ୍ପିନର ଅମିତ ମିଶ୍ରା ମଙ୍ଗଳବାର ଚେନ୍ନାଇର ଏମ୍‌ଏ ଚିଦାମ୍ବରମ୍‌ ଷ୍ଟାଡିୟମରେ ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ଉଲ୍ଲେଖନୀୟ ପ୍ରଦର୍ଶନ କରିଥିଲେ। ନିଜର ସ୍ପେଲ୍‌ରେ ସେ ୨୪ରନ୍‌ ଦେଇ ୪ ଉଇକେଟ ନେଇଥିଲେ। ଏହି ପ୍ରଦର୍ଶନ ପାଇଁ…

ଚିନ୍ତା ବଢ଼ାଇଲେଣି କୁମ୍ଭମେଳା ଫେରନ୍ତା

କଟକ ଅଫିସ,୨୧।୪: ରାଜ୍ୟରେ କୁମ୍ଭମେଳା ଫେରନ୍ତା ଚିନ୍ତା ବଢ଼ାଇ ଚାଲିଛନ୍ତି। ଆଜି କଟକରୁ ଆଉ ୧୩ କୁମ୍ଭମେଳା ଫେରନ୍ତା କରୋନା ପଜିଟିଭ୍‌ ଚିହ୍ନଟ ହୋଇଥିବା ସିଏମ୍‌ସି ସୂଚନା ଦେଇଛନ୍ତି। କଟକ ରେଳ ଷ୍ଟେଶନରେ ଆର୍‌ଟିପିସଆର ଟେଷ୍ଟ ବେଳେ ୧୩ ଜଣ କୁମ୍ଭମେଳା…

କୋଭାକ୍ସିନ୍‌ ଡବଲ ମ୍ୟୁଟାଣ୍ଟ୍‌ ଷ୍ଟ୍ରେନ୍‌କୁ କରିବ ନଷ୍ଟ…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ଆତଙ୍କ ଦେଖାଦେଇଛି। ସୁରକ୍ଷା ଦୃଷ୍ଟିରୁ ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଲୋକଙ୍କୁ କୋଭାକ୍ସିନ୍‌ ଏବଂ କୋଭିଶିଲ୍ଡ ଟିକା ଦିଆଯାଉଛି। ସ୍ବଦେଶୀ ଜ୍ଞାନକୌଶଳରେ ଭାରତ ବାୟୋଟେକ୍‌ ଦ୍ୱାରା ପ୍ରସ୍ତୁତ ହୋଇଥିବା କୋଭାକ୍ସିନ୍‌…

ଏହି କୋଭିଡ୍‌ ଭ୍ୟାରିଆଣ୍ଟ୍‌ ଦେଶରେ ରଚିଛି ତାଣ୍ଡବ…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଅସମ୍ଭାଳ ସ୍ଥିତିରେ ପହଞ୍ଚିଛି। ଦେଶରେ କରୋନାର ବି-୧-୬୧୮ ଭ୍ୟାରିଆଣ୍ଟ୍‌ ତାଣ୍ଡବ ରଚିଛି ବୋଲି ବିଶେଷଜ୍ଞ ସୂଚନା ଦେଇଛନ୍ତି। ଏହାକୁ ବି-୧-୬୧୭ର ଡବଲ ମ୍ୟୁଟାଣ୍ଟ୍‌ ମଧ୍ୟ କୁହାଯାଇଥାଏ। ଗତ ୬୦ ଦିନ ମଧ୍ୟରେ ସଂଗ୍ରହ ହୋଇଥିବା…

ହସ୍ପିଟାଲରେ ଅକ୍ସିଜେନ୍‌ ଲିକ୍‌…

ନାସିକ୍‌,୨୧।୪: ଦେଶରେ କରୋନା ଲଢ଼େଇ ଜାରି ରହିଥିବାବେଳେ ଆକ୍ରାନ୍ତଙ୍କ ଚିକିତ୍ସା ଲାଗି ଅକ୍ସିଜେନ୍‌ର ଅଭାବ ଦେଖାଦେଇଛି। ଏପରିସ୍ଥଳେ ମହାରାଷ୍ଟ୍ର ନାସିକ୍‌ର ଡ.ଜାକିର ହୁସେନ୍‌ ହସ୍ପିଟାଲରେ ଅକ୍ସିଜେନ୍‌ ଲିକ୍‌ ହୋଇଛି। ଏଥିରେ ୧୧ ଜଣ ରୋଗୀଙ୍କ ମୃତ୍ୟୁ ଘଟିଛି। ମୃତ୍ୟୁ ସଂଖ୍ୟା ବଢ଼ିବାର…

ବାସୁଦେବପୁରରୁ ୨ ଜଣଙ୍କ ଜୀବନ ନେଲା କରୋନା

ପଦ୍ମପୁର,୨୧।୪(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକ ଅଧୀନ ରାଜଘରପୋଖରୀ ପଞ୍ଚାୟତର ଦୁଇ ଜଣଙ୍କର ମୃତ୍ୟୁ ଘଟିଛି। ଛତିଶଗଡ଼ରେ ଏକ କମ୍ପାନୀରେ କାମ କରୁଥିବା ବେଳେ ଉଭୟ କରୋନାରେ ଆକ୍ରାନ୍ତ ହୋଇ ଚିକିତ୍ସିତ ହେଉଥିଲେ। ମଙ୍ଗଳବାର ରାତିରେ ଛତିଶଗଡ଼ ଠାରେ ତାଙ୍କର ମୃତ୍ୟୁ…

ରୋହିତ ଶର୍ମା ମାରିଲେ ଏମିତି ଛକା: ଡରିଗଲେ ଖେଳାଳିଙ୍କ ସ୍ତ୍ରୀ

ଚେନ୍ନାଇ,୨୧।୪: ଆଇପିଏଲର ୧୩ତମ ମ୍ୟାଚରେ ରୋହିତ ଶର୍ମାଙ୍କ ନେତୃତ୍ୱରେ ମୁମ୍ବାଇ ଇଣ୍ଡିଆନ୍ସ ଦିଲ୍ଲୀ କ୍ୟାପିଟାଲ୍ସଠାରୁ ୬ ଉଇକେଟରେ ପରାସ୍ତ ହୋଇଛି। ପ୍ରଥମେ ବ୍ୟାଟିଂ କରୁଥିବାବେଳେ ମୁମ୍ବାଇ ରିଷଭ ପନ୍ତଙ୍କ ଦଳକୁ ୧୩୮ ରନ୍‌ର ଟାର୍ଗେଟ ଦେଇଥିଲା। ଜବାବରେ ଦିଲ୍ଲୀ ଚାରି ଉଇକେଟ…

ଆଜିଠୁ ହୋଟେଲରେ ଖାଇବା ମନା

ଭୁବନେଶ୍ୱର,୨୧।୪(ବ୍ୟୁରୋ): ବୁଧବାରଠାରୁ ହୋଟେଲରେ ଖାଇବା ପାଇଁ ମନା କରିଛି ବିଏମ୍‌ସି। ଏଥର କେହି ଆଉ ରେଷ୍ଟୁରାଣ୍ଟରେ ବସି ଖାଇପାରିବେନି। କେବଳ ପାର୍ଶଲ ଆଣିବାର ବ୍ୟବସ୍ଥା ରହିଛି ବୋଲି ବିଏମ୍‌ସି ପକ୍ଷରୁ କୁହାଯାଇଛି। ଅନ୍‌ଲାଇନ୍‌ରେ ଖାଦ୍ୟ ଅର୍ଡର କରାଯାଇପାରିବ। ଗତ ୧୯ ତାରିଖରେ…

ଭାରତ କଲା ରେକର୍ଡ: ଚାଇନା-ଆମେରିକା ପଡ଼ିଲେ ପଛରେ …

ନୂଆଦିଲ୍ଲୀ,୨୧।୪: କରୋନା ଲଢ଼େଇ କ୍ଷେତ୍ରରେ ଭାରତ ଏକ ନୂଆ ରେକର୍ଡ ରଚିଛି। ଶୀଘ୍ର ସାର୍ବଜନୀକ ଟିକାଦାନ କରି ଭାରତ ପୃଥିବୀରେ ନୂଆ ରେକର୍ଡ କରିଛି। ଟିକାଦାନରେ ଭାରତ ଆମେରିକାକୁ ପଛରେ ପକାଇ ଦେଇଛି। ଭାରତ ମାତ୍ର ୧୦୯ ଦିନରେ ୧୩ କୋଟି…

ଟିକା ଦର ଧାର୍ଯ୍ୟ କଲା ସେରମ: ଏତିକି ଟଙ୍କାରେ ମିଳିବ କୋଭିଶିଲ୍ଡ ଟିକା

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ବଢି ଚାଲିଥିବାବେଳେ ଟିକାକରଣକୁ ଜୋରଦାର ପାଇଁ କେନ୍ଦ୍ର ସରକାର ଆଗେଇ ଆସିଛନ୍ତି। କୋଭିଶିଲ୍ଡ ଟିକା ପ୍ରସ୍ତୁତ କରିଥିବା କମ୍ପାନୀ ସେରମ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ଇଣ୍ଡିଆ ବୁଧବାର ଟିକା ଦର ଧାର୍ଯ୍ୟ କରିଛି। ଖେଶଲା ବଜାରରେ ଟିକା…

ଏକାସଙ୍ଗରେ ୧୬ ଯୁବକଙ୍କ ସହ ଡେଟ୍‌ରେ ଗଲେ ଯୁବତୀ, ପରେ ଘଟିଲା…

ଅଧିକାଂଶ ଅବିବାହିତ ଯୁବକ, ଯୁବତୀ ଲଭ୍‌ ଆଇଲ୍ୟାଣ୍ଡ ଏବଂ ସ୍ପିଲ୍‌ଟ୍ସଭିଲା ପରି ଅନେକ ରିୟାଲିଟି ଶୋ’କୁ ଯାଇଥାନ୍ତି। ଏଥିପାଇଁ ତାଙ୍କ ନିକଟରେ ଅନେକ ବିକଳ୍ପ ରହିଥାଏ। କିନ୍ତୁ ବ୍ରିଟେନର ଜଣେ ଯୁବକଙ୍କ ବିଶ୍ୱାସ ଥିଲା କି ସେ ଯେଉଁ ଯୁବତୀଙ୍କ ସହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri