Home

ଇଞ୍ଜେକଶନ୍‌ରେ ପାଣି ଭର୍ତ୍ତି କରି ୨୮୦୦୦ ଟଙ୍କାରେ ବିକ୍ରି….

ନାଗପୁର,୨୧।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ବଢ଼ି ଚାଲିଥିବାବେଳେ ନକଲି ଇଞ୍ଜେକଶନ୍‌ କାରବାର ହେଉଥିବା ଅଭିଯୋଗ ହେଉଛି। ମହାରାଷ୍ଟ୍ରରେ ରେମଡେସିଭିର୍‌ କରୋନା ଇଞ୍ଜେକଶନରେ ପାଣି ଭର୍ତ୍ତି କରି ଏହାକୁ ୨୮୦୦୦ ଟଙ୍କାରେ ବିକ୍ରି କରୁଥିବା ୨ ଅଭିଯୁକ୍ତଙ୍କୁ ପୋଲିସ ଗିରଫ କରିଛି।…

ଭାରତରେ ହେଲା ସ୍ବାମୀଙ୍କ ମୃତ୍ୟୁ, ଚାଇନାରେ ଥାଇ ଭିଡିଓ କଲ୍‌ରେ ଅନ୍ତିମ ସଂସ୍କାର କଲେ ସ୍ତ୍ରୀ

ଭୋପାଳ,୨୧।୪।: ମଧ୍ୟପ୍ରଦେଶର ଇନ୍ଦୋରରେ ଏକ ଅଭାବନୀୟ ଘଟଣା ଘଟିଛି। ଏଠାରେ ଜଣେ ସଫ୍ଟଓ୍ବେୟାର ଇଞ୍ଜିନିୟରଙ୍କର କରୋନାରେ ମୃତ୍ୟୁ ଘଟିଛି। ମନୋଜ ଶର୍ମା ନାମକ ଏହି ବ୍ୟକ୍ତି ଜଣଙ୍କ ଚାଇନାର ଏକ ବ୍ୟାଙ୍କ୍‌ରେ କାମ କରୁଥିଲେ। ୧୨ ଦିନ ପର୍ଯ୍ୟନ୍ତ କରୋନା ସହ…

କୁକୁଡ଼ା ଅଣ୍ଡା ନ ଦେବାରୁ ମାମଲା ଦାଏର…

ପୁଣେ,୨୧।୪: ଏକ ଫାର୍ମରେ କୁକୁଡ଼ା ଅଣ୍ଡା ନ ଦେବାରୁ ମାଲିକ ପୋଲିସ ଷ୍ଟେଶନରେ ପହଞ୍ଚି ଦାନା କମ୍ପାନୀ ବିରୋଧରେ ମାମଲା ଦାଏର କରିଛନ୍ତି। ଏଭଳି ଅଭାବନୀୟ ଘଟଣା ମହାରାଷ୍ଟ୍ରର ପୁଣେ ଜିଲାରେ ଘଟିଛି। ଏସମ୍ପର୍କରେ ଲୋନି କାଲଭୋର ଥାନା ଅଧିକାରୀ ରାଜେନ୍ଦ୍ର…

ଆଗାମୀ ଏପିସୋଡରେ ନଜର ଆସିବେନି ନେହା

ବମ୍ବେ: ଭାରତରେ ସର୍ବାଧିକ ପସନ୍ଦ କରାଯାଉଥିବା ରିଆଲିଟି ଶୋ’ ହେଉଛି ‘ଇଣ୍ଡିଆନ୍‌ ଆଇଡଲ୍‌’। ଏହାର ସିଜିନ୍‌ ୧୨ ଚାଲୁ ରହିଛି। ଗାୟିକା ନେହା କକ୍କଡ, ବିଶାଲ ଦଦଲାନୀ ଏବଂ ହିମେଶ ରେଶମିୟା ଏଥିରେ ବିଚାରପତି ଆସନ ଅଳଙ୍କୃତ କରିଛନ୍ତି। ଶୋ’ର ପ୍ରତିଯୋଗୀମାନେ…

ଦଶମ ବୋର୍ଡ ପରୀକ୍ଷା ବାତିଲ

ଭୁବନେଶ୍ୱର,୨୧।୪(ବ୍ୟୁରୋ): ମାଟ୍ରିକ‌ ପରୀକ୍ଷା ନେଇ ରାଜ୍ୟ ସରକାର ବୁଧବାର ବଡ଼ ଘୋଷଣା କରିଛନ୍ତି। ଚଳିତ ବର୍ଷ ଦଶମ ଶ୍ରେଣୀ ବୋର୍ଡ ପରୀକ୍ଷା ଶେଷରେ ବନ୍ଦ କରିବାକୁ ଗଣ ଶିକ୍ଷା ବିଭାଗ ପକ୍ଷରୁ ନିଷ୍ପତ୍ତି ନିଆଯାଇଛି। ଏ ନେଇ ସୂଚନା ଦେଇ ଗଣଶିକ୍ଷା…

ନିଶ୍ୱାସ ନେବାକୁ ସଂଗ୍ରାମ: ଅକ୍ସିଜେନ୍‌ ରିଫିଲିଙ୍ଗ୍‌ ସେଣ୍ଟର ବାହାରେ ଭିଡ଼…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ଅଣାୟତ୍ତ୍‌ ହେବା ଯୋଗୁ ସଙ୍କଟ ବଢିଛାଲିଛି। ଅକ୍ସିଜେନ୍‌ ସିଲିଣ୍ଡର ଅଭାବ ଯୋଗୁ ହସ୍ପିଟାଲରେ ଭର୍ତ୍ତିଥିବା କରୋନା ଆକ୍ରାନ୍ତଙ୍କୁ ନିଶ୍ୱାସ ନେବା ପାଇଁ ଜୀବନ ସହିତ ନିତି ସଂଗ୍ରାମ କରିବାକୁ…

ଦେଶକୁ ‘ଭାଷଣ’ ନୁହେଁ, ‘ଅକ୍ସିଜେନ୍‌’ ଦରକାର

ନୂଆଦିଲ୍ଲୀ,୨୧।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଯୋଗୁ ଦେଶର ଅବସ୍ଥା ଖରାପ ଆଡକୁ ଗତି କରୁଛି। ଏହି ସମୟ ମଧ୍ୟରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଅଷ୍ଟମ ଥର ପାଇଁ ଦେଶକୁ ସମ୍ବୋଧିତ କରିଛନ୍ତି। ଲକ୍‌ଡାଉନକୁ ଏଡ଼ାଇବା ପାଇଁ ସେ ଦେଶକୁ…

ବାପାଙ୍କୁ ହରାଇଲେ ଏହି ଲୋକପ୍ରିୟ ଅଭିନେତ୍ରୀ, ଶୋକରେ ବୁଡ଼ିଲା…

ବମ୍ବେ: ବାପାଙ୍କୁ ହରାଇଛନ୍ତି ଲୋକପ୍ରିୟ ଟେଲିିଭିଜନ ଅଭିନେତ୍ରୀ ହିନା ଖାନ୍‌। ମୁମ୍ବାଇ ସ୍ଥିତ ତାଙ୍କ ବାସଭବନରେ ହୃଦ୍‌ଘାତ ହେବା ଯୋଗୁ ମଙ୍ଗଳବାର ହିନାଙ୍କ ବାପାଙ୍କ ନିଧନ ହୋଇଛି। ଖବର ଜଣାପଡ଼ିବା ପରେ ଅଭିନେତ୍ରୀଙ୍କ ସହ ପୁରା ପରିବାର ମଧ୍ୟରେ ଶୋକର ଛାୟା…

ମୁଁ ଆର୍‌ଟିପିସିଆର ଟେଷ୍ଟ କରିବିନି କହିଲେ ଯୁବତୀ, ଷ୍ଟେଶନରେ କଲେ ଏମିତି ହଙ୍ଗାମା; ଭିଡିଓ ଭାଇରାଲ

ଜୟପୁର,୨୧।୪: ପୋଲିସ ସହ ସାଧାରଣ ଜନତାଙ୍କ ଯୁକ୍ତିତର୍କ, ମାଡ଼ପିଟ୍‌ ହେଉଥିବାର ଭିଡିଓ ପ୍ରତିଦିନ ଭାଇରାଲ ହେଉଛି। କିଛିଦିନ ତଳେ ଦିଲ୍ଲୀର ଏକ ଦମ୍ପତି ମାସ୍କ ପିନ୍ଧି ନ ଥିଲେ। ପୋଲିସ କହିବାରୁ ନାନା ଗଣ୍ଡଗୋଳ ହୋଇଥିଲା। ଏପରିକି ଦମ୍ପତି ଜେଲ୍‌ ଯାଇଛନ୍ତି।…

କରୋନାରୁ କେବେ ମିଳିବ ମୁକ୍ତି, ମୋଦିଙ୍କ ପରାମର୍ଶଦାତା ଦେଲେ ସୂଚନା…

ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମଣ ଅଣାୟତ୍ତ ହେବାରେ ଲାଗିଛି। ସ୍ଥିତି ଧୀରେଧୀରେ ବେଲଗାମ୍‌ ହେବା ଯୋଗୁ ସଙ୍କଟ ବଢିଛାଲିଛି। ତେବେ କରୋନା ସଂକ୍ରମଣ ମେ’ ଦ୍ୱିତୀୟ ସପ୍ତାହରେ ଶୀର୍ଷରେ ପହଞ୍ଚିବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସରକାରଙ୍କ ମୁଖ୍ୟ ଆର୍ଥିକ ପରାମର୍ଶଦାତା…

୩୮ ବର୍ଷ ବୟସରେ ପ୍ରଥମ ଭାରତୀୟ ଭାବେ ଏମିତି କାରନାମା କଲେ ଅମିତ ମିଶ୍ର

ମୁମ୍ବାଇ, ୨୧।୪: ଆଇପିଏଲ ୨୦୨୧ରେ ଦିଲ୍ଲୀ କ୍ୟାପିଟାଲ୍ସ ମୁମ୍ବାଇ ଇଣ୍ଡିଆନ୍ସକୁ ପରାସ୍ତ କରିଛି। ୩୮ ବର୍ଷୀୟ ଲେଗ ସ୍ପିନର ଅମିତ ମିଶ୍ର ୪ ଉଇକେଟ ନେଇ ୧୩୭ ରନରେ ମୁମ୍ବାଇକୁ ଅଟକାଇଥିଲେ। ଏହା ପରେ ଦିଲ୍ଲୀ ୧୯.୧ ଓଭରରେ ୪ ଉଇକେଟ…

ଏହାକୁ ଖାଇଲେ ହେବନି କରୋନା…

ଲଣ୍ଡନ,୨୧।୪: କରୋନା ସଂକ୍ରମଣ ନେଇ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ସଂକ୍ରମଣରୁ ଦୂରେଇ ରହିବା ପାଇଁ କେତେକ ଭିଟାମିନ୍‌ ବେଶ୍‌ ଉପଯୋଗୀ ସାବ୍ୟସ୍ତ ହୋଇଥାଏ ବୋଲି ବ୍ରିଟେନରେ ହୋଇଥିବା ଏକ ଗବେଷଣା ରିପୋର୍ଟରେ ଉଲ୍ଲେଖ କରାଯାଇଛି। ସେଥିମଧ୍ୟରେ ପ୍ରୋବାୟୋଟିକ୍ସ୍‌, ଓମେଗା-୩ ଫ୍ୟାଟି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri