ଅକ୍ସିଜେନ୍ ହାହାକାର
ନୂଆଦିଲ୍ଲୀ/ମୁମ୍ବାଇ,୨୧ା୪: ଭାଇରସ୍ ଚାଲିଗଲାଣି, ଆଉ କିଛି ହେବ ନାହିଁ। ଘାତକ ଭୂତାଣୁକୁ ନେଇ ସୁରକ୍ଷାର ଏଭଳି ମିଛ ଭାବନା ଭାରତୀୟମାନଙ୍କୁ ପୁଣିଥରେ ମହାମାରୀ କବଳକୁ ଟାଣିନେଇଛି। ଫଳରେ କୋଭିଡ୍-୧୯ ଭୂତାଣୁର ନୂଆ ଲହର ଦେଶକୁ ଏକ ବଡ଼ ବିପତ୍ତିକୁ ଡାକିଆଣିଛି। ସଂକ୍ରମଣ…
ସବୁ ରେକର୍ଡ ଭାଙ୍ଗିଲା କରୋନା: ଦିନକରେ ମୃତ୍ୟୁ ସଖ୍ୟା ୨ ହଜାର ଟପିଲା
ନୂଆଦିଲ୍ଲୀ,୨୧।୪: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ଅଢେଇ ଲକ୍ଷରୁ ଅଧିକ ନୂତନ କରୋନା ମାମଲା ଆସୁଛି। ସେହିପରି ମୃତ୍ୟୁ ସଂଖ୍ୟା ମଧ୍ୟ ବଢିବାରେ ଲାଗିଛି। ସ୍ବାସ୍ଥ୍ୟ ମନ୍ତ୍ରଣାଳୟର…
ଲୋକଙ୍କୁ ଏମିତି ନିବେଦନ କଲେ କୋହଲି
ମୁମ୍ବାଇ,୨୧।୪: ଦେଶରେ କରୋନା ସଂକ୍ରମଣ ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି। ଗତ ତିନି ଦିନ ଧରି ଦେଶରେ ପ୍ରତିଦିନ ଅଢେଇ ଲକ୍ଷରୁ ଅଧିକ ରୋଗୀ ଚିହ୍ନଟ ହେଉଛନ୍ତି। କରୋନା ପ୍ରୋଟୋକଲ ଅନୁସରଣ କରିବାକୁ ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର…
ରାଜସ୍ଥାନ ରୟାଲ୍ସକୁ ଲାଗିଲା ବଡ଼ ଝଟ୍କା: ଦଳରୁ ବାଦ୍ ପଡିଲେ ଏହି ଖେଳାଳି
ମୁମ୍ବାଇ, ୨୧।୪: ସଞ୍ଜୁ ସାମସନଙ୍କ ନେତୃତ୍ୱାଧୀନ ରାଜସ୍ଥାନ ରୟାଲ୍ସକୁ ଆଉ ଏକ ବଡ଼ ଝଟ୍କା ଲାଗିଛି। ବେନ ଷ୍ଟୋକ୍ସଙ୍କ ପରେ ଆଉ ଜଣେ ଖେଳାଳି ଦଳରୁ ବାଦ୍ ପଡିଛନ୍ତି। ଆହତ କାରଣରୁ ଇଂଲଣ୍ଡ ଅଲରାଉଣ୍ଡର ବେନ ଷ୍ଟୋକ୍ସ ଚଳିତ ସିଜନରେ ଆଇପିଏଲରୁ…
କମ୍ ବୟସରେ ହେୟାର ଷ୍ଟାଇଲିଷ୍ଟଙ୍କ ପ୍ରେମରେ ପଡିଥିଲେ ଏହି କ୍ରିକେଟର୍: ଏବେ କଲେ ଖୁଲାସା
ମୁମ୍ବାଇ ଇଣ୍ଡିଆନ୍ସର ଷ୍ଟାର ବୋଲର୍ ରାହୁଲ ଚହର ନିଜ ବୋଲିଂକୁ ନେଇ ଚର୍ଚ୍ଚାରେ ଥାନ୍ତି। ଚଳିତ ଆଇପିଏଲ୍ରେ ସେ ନିଜ ହେୟାର ଷ୍ଟାଇଲକୁ ନେଇ ଚର୍ଚ୍ଚାକୁ ଆସିଛନ୍ତି। ତାଙ୍କ ହେୟାର ଷ୍ଟାଇଲ୍ ବିଷୟରେ ଜାଣିବା ପାଇଁ ଚାହୁଁଥିଲେ। ନିଜ ପ୍ରଶଂସକଙ୍କୁ ଆଉ…
ମାଇକ୍ରୋ କଣ୍ଟେନମେଣ୍ଟ ଉପରେ ଗୁରୁତ୍ୱ ଦେବାକୁ ପ୍ରଧାନମନ୍ତ୍ରୀଙ୍କ ପରାମର୍ଶ
ନୂଆଦିଲ୍ଲୀ,୨୦।୪ : କରୋନାର ଦ୍ୱିତୀୟ ଲହର ଦେଶକୁ ଏକ ଝଡ଼ ଭଳି ଆଘାତ ଦେଇଛି। ଏହାଦ୍ୱାରା ଦେଶରେ ସୃଷ୍ଟି ହୋଇଛି ଭୟଙ୍କର ପରିସ୍ଥିତି। କିନ୍ତୁ ଲକ୍ଡାଉନକୁ ଶେଷ ଅସ୍ତ୍ର ହେଉ ବୋଲି ଦେଶକୁ ସମ୍ବୋଧନ ଦେଇ ମଙ୍ଗଳବାର ରାତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…
ରାଜଧାନୀର ପଟିଆ, ଖଣ୍ଡଗିରିରେ କରୋନା ବେଲଗାମ୍: ଲଗାତାର ବଢ଼ୁଛି ସଂକ୍ରମିତଙ୍କ ସଂଖ୍ୟା, ଆଜି ଚିହ୍ନଟ ହେଲେ…
ଭୁବନେଶ୍ୱର,୨୦।୪(ବ୍ୟୁରୋ): ଦିନକୁ ଦିନ ରାଜଧାନୀ ଭୁବନେଶ୍ୱରରେ କରୋନା ସଂକ୍ରମଣ ରେକର୍ଡ ସଂଖ୍ୟା ଛୁଉଁଛି। ମଙ୍ଗଳବାର ବିଏମ୍ସି ଅଞ୍ଚଳରେ ୫୮୧ ନୂଆ କରୋନା ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ସେଥିରୁ ୧୧୧ଜଣ କ୍ୱାରାଣ୍ଟାଇନ୍ରୁ ଥିବା ବେଳେ ୪୭୦ ଲୋକାଲ କେସ୍ ରହିଛି। ଏହାକୁ ମିଶାଇ…
ପୁଣି ଫେରିପାରନ୍ତି ପ୍ରବାସୀ, ଲଢ଼ିବା ପାଇଁ ପ୍ରସ୍ତୁତ ହୁଅ: ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୨୦।୪(ବ୍ୟୁରୋ): ପୁଣି ଘରମୁହାଁ ପ୍ରବାସୀ। କରୋନାର ଦ୍ୱିତୀୟ ଲହରର ବିସ୍ଫୋରକ ସ୍ଥିତି ଉପୁଜିବା ପରେ ବିଭିନ୍ନ ରାଜ୍ୟରେ ଲକ୍ଡାଉନ୍ କରାଯାଉଛି। ହେଲେ ଏଥିରେ ଭୟଭୀତ ହୋଇ ପ୍ରବାସୀମାନେ ଘରକୁ ଫେରିବାକୁ ଚେଷ୍ଟା କରୁଥିବା ଖବର ଆସୁଛି। ଓଡ଼ିଶାକୁ ମଧ୍ୟ ବାହାର ରାଜ୍ୟରେ…
ଏଥିପାଇଁ ଗୋଟିଏ ବି ଫିଲ୍ମରେ ଚୁମ୍ବନ ଦୃଶ୍ୟ ଦେଇନାହାନ୍ତି ନୀଳନୟନା; ସ୍ବାମୀ ଅଭିଷେକ…
ବମ୍ବେ: ବଲିଉଡର ନୀଳ ନୟନା ଐଶ୍ୱର୍ଯ୍ୟା ରାୟ ଜଣେ ଆଗଧାଡ଼ିର ଅଭିନେତ୍ରୀ। ପ୍ରତିଟି ଫିଲ୍ମରେ ତାଙ୍କର ଚରିତ୍ର ଚିତ୍ରଣ ମନ ଜିଣେ। ଫିଲ୍ମଗୁଡ଼ିକ ସୁପରହିଟ୍ ହୋଇଥିଲେ ହେଁ ଗୋଟିଏରେ ବି ସେ ଚୁମ୍ବନ ଦୃଶ୍ୟ ଦେଇନାହାନ୍ତି। କ୍ୟାମେରା ସମ୍ମୁଖରେ ଏଭଳି ଦୃଶ୍ୟ…
ମାସ୍କ ପିନ୍ଧିବିନି, ସ୍ବାମୀଙ୍କୁ ରାସ୍ତା ମଝିରେ ଚୁମ୍ବନ ଦେବି ବୋଲି କହିଥିଲେ ମହିଳା; ୨୪ ଘଣ୍ଟାରେ ବଦଳିଗଲା…
ନୂଆଦିଲ୍ଲୀ,୨୦।୪: ମାସ୍କ ନ ପିନ୍ଧିବାକୁ ନେଇ ଦିଲ୍ଲୀ ପୋଲିସ ସହ ଦୁର୍ବବ୍ୟହାର କରିବା ଏକ ଦମ୍ପତିଙ୍କୁ ମହଙ୍ଗା ପଡ଼ିଛି। ରବିବାର ସନ୍ଧ୍ୟାରେ ଦରିଆଗଞ୍ଜ ଅଞ୍ଚଳରେ ଦମ୍ପତି ପଙ୍କଜ ଦତ୍ତା ଓ ଆଭା କାର ଚଳାଇ ଯାଉଥିଲେ। ତାଙ୍କ ନିକଟରେ କୌଣସି ଜରୁରୀକାଳିନ…
ଗାଁରେ ପହଞ୍ଚି ପାରିଲେନି: ଟ୍ରେନ୍ରେ ଆଖି ବୁଜିଲେ ସୁରଟ ଫେରନ୍ତା, ବ୍ରହ୍ମପୁର ଷ୍ଟେଶନରେ ପଡିରହିଛି ମୃତଦେହ
ଗଞ୍ଜାମ,୨୦।୪(ଡି.ଏନ୍.ଏ.): ବର୍ତ୍ତମାନ ସମୟରେ ସାରା ଦେଶରେ କରୋନା ସଂକ୍ରମଣର ଦ୍ୱିତୀୟ ଲହର ବିସ୍ଫୋରକ ରୂପ ଧାରଣ କରିଛି। ଏହାକୁ ଦୃଷ୍ଟିରେ ରଖି ବିଭିନ୍ନ ରାଜ୍ୟରେ ଲକ୍ଡାଉନ୍, ସଟ୍ଡାଉନ୍ ଆଦି ଘୋଷଣା କରାଯାଉଛି। ଏଥିରେ ଭୟଭୀତ ହୋଇ ଓଡ଼ିଶା ବାହାରେ ରହୁଥିବା ପ୍ରବାସୀ…
ଗ୍ୟାଙ୍ଗଷ୍ଟର ହାଇଦର ଫେରାର ଘଟଣା: ୨ ଗିରଫ
କଟକ ଅଫିସ,୨୦।୪: କଟକ ଏସ୍ସିବି ମେଡିକାଲରୁ ଗ୍ୟାଙ୍ଗଷ୍ଟର ଶେଖ୍ ହାଇଦର ଫେରାର ମାମଲାରେ ମଙ୍ଗଳାବାଗ ଥାନା ପୋଲିସ ମଙ୍ଗଳବାର ୨ଜଣଙ୍କୁ ଗିରଫ କରିଛି। ସେମାନେ ହେଲେ କନଷ୍ଟେବଳ ମହମ୍ମଦ ମୌସିମ, ସମ୍ବଲପୁର ଜେଲର ଜଣେ ଓ୍ବାର୍ଡର। ତେବେ ମୌସିମ ହାଇଦର ଫେରାର…
Archives


