Home

ମୁଖ୍ୟମନ୍ତ୍ରୀଙ୍କ ବଡ଼ ଘୋଷଣା: ନିଯୁକ୍ତି ସୁଯୋଗ ପାଇବେ ୧୨୦୦ ଯୁବତୀ-ଯୁବକ

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଶନିବାର ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଦିନିକିଆ କେନ୍ଦୁଝର ଜିଲା ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ କରି ଫେରିଛନ୍ତି। କେନ୍ଦୁଝର ଜିଲାରେ ଶିଳ୍ପ ବିବିଧତା ଏବଂ ଡିଜିଟାଲ ଭିତ୍ତିଭୂମି ବିକାଶ ପାଇଁ ଧରଣୀଧର ବିଶ୍ୱବିଦ୍ୟାଳୟ ପରିସରରେ…

WHOର ଭୟଙ୍କର ଭବିଷ୍ୟବାଣୀ: ୨୦୫୦ ସୁଦ୍ଧା ବିଶ୍ୱରେ…

ଓ୍ବାଶିଂଟନ୍‌,୧୪।୨: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ(WHO)ର ଏକ ଚାଞ୍ଚଲ୍ୟକର ରିପୋର୍ଟ ପ୍ରକାଶ କରିଛି। ପ୍ରଥମ ଓ୍ବାଲର୍‌ଡ ରିପୋର୍ଟ ଅନ୍‌ ହିଅରିଂ ଅନୁଯାୟୀ, ୨୦୫୦ ସୁଦ୍ଧା ବିଶ୍ୱରେ ପ୍ରାୟ ୨.୫ ବିଲିୟନ ଲୋକ ଅର୍ଥାତ୍‌ ପ୍ରତି ଚାରି ଜଣଙ୍କ ମଧ୍ୟରୁ ଜଣେ କିଛି ନା…

ସ୍ପଷ୍ଟ ଦିବାଲୋକରେ ଲୁଟିନେଲେ ଲକ୍ଷାଧିକ ଟଙ୍କାର ସୁନଗହଣା, ଘର ଆଗରେ କାର୍‌ ରଖି…

ମୋରଡ଼ା,୧୪ା୨(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ରାସଗୋବିନ୍ଦପୁର ଥାନା ଅଧୀନ ନଳଗଜାଠାରେ ଜଣଙ୍କ ଘରୁ ଦୁର୍ବୃତ୍ତମାନେ ଲୁଟ୍‌ କରିଥିବାର ଜଣାପଡ଼ିଛି। ସୂଚନା ମୁତାବକ, ଉକ୍ତ ଗ୍ରାମର ଆଲାଦି ଟୁଡୁ ତାଙ୍କ ପରିବାର ଲୋକଙ୍କ ସହିତ ଶନିବାର ପୂର୍ବାହ୍ନରେ ଡ୍ରେସ କିଣିବା ପାଇଁ ମାର୍କେଟକୁ…

କେନ୍ଦୁଝରରେ ମୁଖ୍ୟମନ୍ତ୍ରୀ: ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ, ଭିିତ୍ତିପ୍ରସ୍ତର କରି କହିଲେ…

କେନ୍ଦୁଝର,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ): ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଶନିବାର କେନ୍ଦୁଝର ଜିଲାକୁ ଦିନିକିଆ ଗସ୍ତରେ ଆସି ବିଭିନ୍ନ ପ୍ରକଳ୍ପର ଶିଳାନ୍ୟାସ ଓ ଭିତ୍ତିପ୍ରସ୍ତର ସ୍ଥାପନ କରିଛନ୍ତି। ମୁଖ୍ୟମନ୍ତ୍ରୀ ଆଜି ପୂର୍ବାହ୍ନରେ ଏକ ସ୍ବତନ୍ତ୍ର ହେଲିକପ୍ଟରରେ ଆସି ବଳଭଦ୍ରପୁର ଗ୍ରାମରେ ଓହ୍ଲାଥିଲେ।…

ପ୍ରେମ ପାଇଁ ଦିନ ନୁହେଁ, ମନଟିଏ ଲୋଡ଼ା

ଆଜି ଭାଲେଣ୍ଟାଇନ୍ସ ଡେ’। ପ୍ରେମ ଦିବସ। ମନର ମଣିଷ ସହ ହଜେଇବାର ଦିନଟିଏ। ପ୍ରେମୀଯୁଗଳଙ୍କ ପାଇଁ ସ୍ବପ୍ନ ଓ ସମ୍ଭାବନାର ମୁହୂର୍ତ୍ତ। ପାଶ୍ଚାତ୍ୟ ଦେଶରୁ ଆରମ୍ଭ ହୋଇଥିବା ଏହି ପରମ୍ପରା ଏବେ ଭାରତୀୟ ସଂସ୍କୃତିରେ ମିଶିଯାଇଛି। ସାରା ବିଶ୍ବରେ ଫେବୃଆରୀ ୧୪କୁ…

ରାତିରେ ଧୂମ୍‌ଧାମରେ ପାଳିଲେ ବିବାହବାର୍ଷିକୀ, ସକାଳୁ ପାଲଟିଗଲେ ଶବ

ବଣାଇଁ,୧୪ା୨(ପ୍ରଦୀପ ତ୍ରିପାଠୀ): ସୁନ୍ଦରଗଡ଼ ଜିଲା ବଣାଇଁ ଉପଖଣ୍ଡର ପର୍ଯ୍ୟଟନସ୍ଥଳ ଖଣ୍ଡାଧାରକୁ ୩୦ତମ ବିବାହ ବାର୍ଷିକୀ ପାଳନ ପାଇଁ ଆସି ଦମ୍ପତିଙ୍କ ମଧ୍ୟରୁ ଜଣେ ଶବ ହୋଇ ଫେରିବା ଘଟଣା ସମଗ୍ର ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଶୁକ୍ରବାର ରାଜଗାଙ୍ଗପୁର ତଳକିପଡ଼ାର ୫୯…

କଟକ ଜିଲାପାଳଙ୍କୁ ନୋଟିସ୍‌, ଦେବାଶିଷ ସାମନ୍ତରାୟଙ୍କ ଏହି ଅଭିଯୋଗ ନେଇ…

କଟକ,୧୪ା୨: କଟକ ଜିଲାପାଳ ଦତ୍ତାତ୍ରେୟ ଭାଓସାହେବ ସିନ୍ଧେଙ୍କୁ ନୋଟିସ୍‌ ଜାରି ହୋଇଛି। ରାଜ୍ୟ ସଭା ସଚିବାଳୟ ନିର୍ଦ୍ଦେଶକଙ୍କ ପକ୍ଷରୁ ନୋଟିସ୍‌ ହୋଇଛି। ଦେବାଶିଷ ସାମନ୍ତରାୟଙ୍କ ଲିଖିତ ଅଭିଯୋଗକୁ ଗ୍ରହଣ କରି ଏହି ନୋଟିସ୍‌ ହୋଇଛି। ନେତାଜୀ ଜୟନ୍ତୀ କାର୍ଯ୍ୟକ୍ରମରେ ଦେବାଶିଷଙ୍କୁ ଡକାଯାଇ…

ଦାଦନ ଶ୍ରମିକ ଗଣେଶଙ୍କ ୨ କିଡ଼ନୀ ନଷ୍ଟ: ଚିକିତ୍ସା ପାଇଁ ଅର୍ଥ ସାଜିଛି ବାଧକ

କୃଷ୍ଣପ୍ରସାଦ,୧୪।୨(କୈଳାଶ ଚନ୍ଦ୍ର ପଟ୍ଟନାୟକ): ପୁରୀ ଜିଲା କୃଷ୍ଣପ୍ରସାଦ ବ୍ଲକ ଗିଲିନାସି ଗ୍ରାମର ଗଣେଶ ଚନ୍ଦ୍ର ପ୍ରଧାନ (୪୦ ବର୍ଷ)ଙ୍କର ଦୁଇଟି କିଡ଼ନୀ ନଷ୍ଟ ହୋଇଛି। ଓଳିଏ ଖାଇଲେ ଦି’ ଓଳି ଉପାସ ରହୁଥିବା ଗଣେଶ ଏତେ ବଡ ରୋଗରୁ କେମତି ମୁକ୍ତି…

ପ୍ରଧାନମନ୍ତ୍ରୀଙ୍କ ଐତିହାସିକ ଅବତରଣ, ଏମରଜେନ୍ସି ଷ୍ଟ୍ରିପରେ ପ୍ରଥମଥର ଓହ୍ଲାଇଲା ମୋଦିଙ୍କ ବିମାନ

ଗୁଆହାଟି,୧୪।୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ଆସାମ ଦିବ୍ରୁଗଡ଼ର ମୋରାନ ବାଇପାସରେ ଥିବା ଜରୁରୀକାଳୀନ ଅବତରଣ ସୁବିଧା (ELF) ରେ ଅବତରଣ କରିଥିଲେ। ସେଠାରେ ସେ ଲଢ଼ୁଆ ବିମାନ, ପରିବହନ ବିମାନ ଏବଂ ହେଲିକପ୍ଟର ଦ୍ୱାରା ଏକ ଆକାଶ ମାର୍ଗ ପ୍ରଦର୍ଶନ…

ନବଜାତ ଶିଶୁପୁତ୍ରଙ୍କୁ ବିଲରେ ଫିଙ୍ଗିଦେଲେ, କୁକୁର ଟାଣି ଟାଣି ନେବାବେଳେ…

ଜେନାପୁର,୧୪।୨(ଅଶୋକ ଦାସ): ଯାଜପୁର ଜିଲାରେ ଏକ ଅମାନୁଷିକ ଘଟଣା ଘଟିଛି। ଏଠାରେ ଏକ ବିଲରୁ ମୃତ ଶିଶୁ ପୁତ୍ର ଉଦ୍ଧାର କରାଯାଇଛି। ଯାଜପୁର ଜିଲା ଧର୍ମଶାଳା ବ୍ଲକ ଅନ୍ତର୍ଗତ ଜେନାପୁର ଥାନା ଅଧିନ ଚାରଗୋଠ ଗ୍ରାମ ନିକଟସ୍ଥ ପୋଖରୀ ପାର୍ଶ୍ୱରେ ଥିବା…

ଚାକିରି ଦେବା ନାଁରେ ଠକୁଥିଲେ ମହିଳା ସ୍ବେଚ୍ଛାସେବୀ, କେନ୍ଦୁଝରରୁ ଗିରଫ କଲା ଖଣ୍ଡଗିରି ପୋଲିସ

ଭୁବନେଶ୍ୱର,୧୪ା୨: ଚାକିରି ଦେବା ନାଁରେ ଠକେଇ କରି ବନ୍ଧା ହୋଇଛନ୍ତି ଜଣେ ମହିଳା ସ୍ବେଚ୍ଛାସେବୀ। ତାଙ୍କ ନାଁ ସୁରେଶ୍ୱରୀ ଜେନା। ସେ ନିଜକୁ ମହିଳା ସ୍ବେଚ୍ଛାସେବୀ ପରିଚୟ ଦେଇ ଲୋକମାନଙ୍କୁ ଚାକିରି ଦେବାର ଲୋଭ ଦେଖାଉଥିଲେ। ଏପରିକି ସେମାନଙ୍କଠାରୁ ଲକ୍ଷାଧିକ ଟଙ୍କା…

ପ୍ରତିଶ୍ରୁତି ରକ୍ଷା ପାଇଁ ଅଣ୍ଟା ଭିଡ଼ିଲେ ବିଡିଓ: ଉଠା ଦୋକାନୀଙ୍କୁ ମିଳିବ ନ୍ୟାୟ

ଦାରିଙ୍ଗବାଡି,୧୪।୨(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡିରେ ଉଠା ଦୋକାନୀଙ୍କ ତହସିଲ କାର୍ଯ୍ୟାଳୟ ଘେରାଉ ଘଟଣା ପରେ ସ୍ଥାନୀୟ ପ୍ରଶାସନ ଥଇଥାନ ପାଇଁ ପଦକ୍ଷେପ ଜୋରଦାର ଆରମ୍ଭ ହୋଇଯାଇଛି। ସ୍ଥାନୀୟ ବିଡ଼ିଓ ପ୍ରୀତିରଞ୍ଜନ ରଥ ନିଜେ ଉଠା ଦୋକାନୀଙ୍କ ପାଇଁ ଥଇଥାନ ପାଇଁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?