ଏହି ତାରିଖରୁ ଆରମ୍ଭ ହେବ ଆଇପିଏଲ୍ ୨୦୨୧ର ଅବଶିଷ୍ଟ ମ୍ୟାଚ୍
ନୂଆଦିଲ୍ଲୀ,୭।୬: ଆଇପିଏଲ ୨୦୨୧ର ଅବଶିଷ୍ଟ ମ୍ୟାଚ ପାଇଁ କାର୍ଯ୍ୟସୂଚୀ ଜାରି ହୋଇଛି। ସେପ୍ଟେମ୍ବର ୧୯ରୁ ଏହି ଲିଗ ଆରମ୍ଭ ହେବ। ଫାଇନାଲ ଅକ୍ଟୋବର ୧୫ରେ ଖେଳାଯିବ। ବିସିସିଆଇର ଜଣେ ଅଧିକାରୀ କହିଛନ୍ତି ଯେ, ମ୍ୟାଚ ଶେଷ କରିବାକୁ ବୋର୍ଡ ୨୫ ଦିନର…
ୟାମିଙ୍କୁ ରାଧେ ମା’ ଡାକିଲେ ଏହି ଅଭିନେତା: କଙ୍ଗନା କହିଲେ, ଆଣ ମୋ ଚପଲ
ବଲିଉଡ୍ ଅଭିନେତ୍ରୀ ୟାମି ଗୌତମ ନିକଟରେ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ‘ଉରି’ ନିର୍ଦ୍ଦେଶକ ଆଦିତ୍ୟ ଧରଙ୍କୁ ବିବାହ କରି ତାଙ୍କ ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରି ଦେଇଛନ୍ତି। ସୋସିଆଲ୍ ମିଡିଆରେ ୟାମୀଙ୍କ ବିବାହ ଫଟୋ ଭାଇରାଲ ହେଉଛି। ଫଟୋ ପାରମ୍ପରିକ ଲାଲ୍…
ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବେ ମୋଦି
ନୂଆଦିଲ୍ଲୀ,୭।୬: କରୋନାର ଦ୍ୱିତୀୟ ଲହରରେ ନୂଆ ସଂକ୍ରମଣ ହ୍ରାସ ପାଇବା ପରେ ଆଜି ଦେଶର ଅନେକ ସ୍ଥାନରେ ଅନଲକ ପ୍ରକ୍ରିୟା ଆରମ୍ଭ ହୋଇଛି। ଏଭଳି ପରିସ୍ଥିତିରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଅପରାହ୍ନ ୫ରେ ଦେଶକୁ ସମ୍ବୋଧନ କରିବାର କାର୍ଯ୍ୟକ୍ରମ ରହିଛି।…
ସବୁ ସ୍ପିନର୍ ବିବାହ କରିବା ଉଚିତ୍; କାହିଁକି ଏମିତି କହିଲେ ଚହଲ
ଭାରତୀୟ ସ୍ପିନର ୟୁଜଭେନ୍ଦ୍ର ଚହଲ ସୋସିଆଲ ମିଡିଆରେ ଅନ୍ୟ କ୍ରିକେଟରଙ୍କ ପୋଷ୍ଟ ଉପରେ ମଜାଳିଆ ମନ୍ତବ୍ୟ ଦିଅନ୍ତି। ସେ ନିଜେ ବହୁତ ସକ୍ରିୟ ରୁହନ୍ତି, ତାଙ୍କ ସ୍ତ୍ରୀ ଧନଶ୍ରୀ ମଧ୍ୟ ତାଙ୍କ ପ୍ରଶଂସକଙ୍କ ସହ ଡ୍ୟାନ୍ସ ଭିଡିଓ ଶେୟାର କରନ୍ତି। ନିକଟରେ…
ଉହାନ୍ ଲ୍ୟାବ୍ର ପର୍ଦ୍ଦାଫାଶ୍: ମାଙ୍କଡ-ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ ଜିନ୍ ବଦଳା ଯାଇଛି…
ଲଣ୍ଡନ/ନୂଆଦିଲ୍ଲୀ,୭।୬: କରୋନା ମହାମାରୀ ଭୂତାଣୁର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନାର ଉହାନ ଲ୍ୟାବ୍କୁ ନେଇ ବିବାଦ ଥମିବାର ନାଁ ଧରୁନି। ସମ୍ପ୍ରତି ଜଣେ ବ୍ରିଟେନ୍ ଗଣମାଧ୍ୟମ ପ୍ରତିନିଧି ଦାବି କରିଛନ୍ତି ଯେ, ଉହାନ୍ ଲ୍ୟାବ୍ରେ ମାଙ୍କଡ ଏବଂ ଠେକୁଆ ସମେତ ୧,୦୦୦ ପ୍ରାଣୀଙ୍କ…
ଜିନ୍ସ୍ ପିନ୍ଧିଲେ-ବିଦେଶୀ ଫିଲ୍ମ ଦେଖିଲେ ମିଳିବ ମୃତ୍ୟୁଦଣ୍ଡ: ସରକାର …
ପୋୟାଙ୍ଗୟାଙ୍ଗ୍,୭।୬: ଏବେ ଜିନ୍ସ୍ ପିନ୍ଧିଲେ ଏବଂ ବିଦେଶୀ ଫିଲ୍ମ ଦେଖିଲେ ଉତ୍ତର କୋରିଆ ନାଗରିକଙ୍କ ଉପରେ କଡ଼ା ଦଣ୍ଡାଦେଶ କରାଯିବ। ଏନେଇ ଏକ ଛତ୍ରବାଦୀ ଶାସକ କିମ୍ ଜୋଙ୍ଗ୍ ଉନ୍ ନୂଆ ଆଇନ ଜାରି କରିଛନ୍ତି। ଏଭଳି କରୁଥିବା ଅଭିଯୋଗ ଅରାଯାଇଥିବା…
ହସ୍ପିଟାଲରେ ଭର୍ତ୍ତି ହେଲେ ଏହି ଅଭିନେତାଙ୍କ ଭଉଣୀ
ମୁମ୍ବାଇ: ଫିଲ୍ମ ନିର୍ମାତା ବୋନି କପୁରଙ୍କ ଝିଅ ତଥା ଅର୍ଜୁନ କପୁରଙ୍କ ଭଉଣୀ ଅଂଶୁଳା କପୁର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି ହୋଇଛନ୍ତି। କାରଣ ତାଙ୍କର ବ୍ଲଡ୍ପ୍ରେସର ଏବଂ ସୁଗାର ଲେବୁଲରେ ସମସ୍ୟା ଦେଖାଦେଇଥିଲା। ଅଂଶୁଳାଙ୍କୁ ଦେଖିବା ପାଇଁ ତାଙ୍କ ପିତା ବୋନି…
ଭାକ୍ସିନ୍ ନେଲେ ବି ମାସ୍କ୍ ପିନ୍ଧିବା-ସାମାଜିକ ଦୂରତା ଜରୁରୀ…
ଓ୍ବାଶିଂଟନ,୭।୬: ପୃଥିବୀରେ କରୋନା ମହାମାରୀ ତାଣ୍ଡବ ରଚିଛି। ଏପରିସ୍ଥଳେ ଆମେରିକାର ନର୍ଥ କାରୋଲିନା ବିଶ୍ୱବିଦ୍ୟାଳୟର ଗବେଷକ ଭାକ୍ସିନ୍ ନେବା ପରେ କରୋନା ସଂକ୍ରମଣର ଆଶଙ୍କା ଦୂର ହୋଇ ନ ଥାଏ ବୋଲି ସୂଚନା ଦେଇଛନ୍ତି। ଭାକ୍ସିନ୍ ନେେଇ ଶରୀରରେ ରୋଗ ପ୍ରତିରୋଧକ…
୩ କିଲୋମିଟର ଦୂର କାନ୍ଧରେ ବସି କନ୍ୟାଙ୍କ ଘରେ ପହଞ୍ଚିଲେ ବର, କାରଣ ଜାଣିଲେ…
ପାଟଣା,୭ା୬: ବିହାରର ବକ୍ସର ଜିଲାସ୍ଥିତ ଡୁନମରାଓ ଗାଁରେ କିଛିଦିନ ତଳେ ବର୍ଷା ହୋଇଥିଲା। ଗାଁ ରାସ୍ତାର ଅବସ୍ଥା ସମ୍ପୂର୍ଣ୍ଣ ବିଗିଡ଼ି ଯାଇଥିଲା। ଫଳରେ ଜଣେ ବର ବିବାହ ପାଇଁ ଆସି ହଟହଟା ହୋଇଛନ୍ତି। ରାସ୍ତା କାଦୁଅରେ ଭରି ଥିବାରୁ ୩ କିଲୋମିଟର…
ଟିକାଦାନ ଏବେ ଭୋଟ୍ କେନ୍ଦ୍ରରେ: ଘର ଘର ବୁଲି ଲୋକଙ୍କୁ ସଚେତନ କରିବେ ସରକାର…
ନୂଆଦିଲ୍ଲୀ,୭।୬: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଧୀରେଧୀରେ ଦିଲ୍ଲୀର କରୋନା ସଂକ୍ରମଣ ସ୍ଥିତିରେ ସୁଧାର ଆସୁଛି। ଏପରିସ୍ଥଳେ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ ଲୋକଙ୍କ ସୁବିଧା ପାଇଁ ଭୋଟ କେନ୍ଦ୍ରରେ ଟିକାଦାନ କରାଯିବ ବୋଲି ଘୋଷଣା…
ଆଖିବୁଜିଲେ ଏହି ଅଭିିନେତ୍ରୀ
ଅଭିନେତ୍ରୀ ତାର୍ଲା ଜୋଷୀଙ୍କ ପରଲୋକ ଘଟିଛି। ‘ସାରାଭାଇ ଭର୍ସେସ ସାରାଭାଇ’, ଏକ ହଜାରୋଁ ମେଁ ମେରୀ ବେହନା ହୈ ଭଳି ଅନେକ ସିରିଏଲରେ କାମ କରିଥିବା ତାରଲା ଯୋଶୀଙ୍କର ମୃତ୍ୟୁ ବିଷୟରେ ଅଭିନେତ୍ରୀ ନିଆ ଶର୍ମା ସୋସିଆଲ ମିଡିଆ ଜରିଆରେ ତାଙ୍କ…
ଶାଳୀଙ୍କୁ କୁରାଢ଼ିରେ ହାଣି ହତ୍ୟା କରିବା ପରେ ଶାଶୁଙ୍କୁ ବଳାତ୍କାର କଲେ ଜ୍ୱାଇଁ, ୨୦୦ ଫୁଟ ତଳକୁ ଫିଙ୍ଗିଲେ ମୃତଦେହ
କେନ୍ଦୁଝର,୭ା୬(ସ୍ବ.ପ୍ର.): ଶାଳୀଙ୍କୁ କୁରାଢ଼ିରେ ହାଣି ଜଘନ୍ୟ ହତ୍ୟା ପରେ ଶାଶୁଙ୍କ ହାତ ବାନ୍ଧି ବଳାତ୍କାର କରିଛନ୍ତି ଜ୍ୱାଇଁ। ପରେ ମୃତଦେହକୁ ୨୦୦ ଫୁଟ ଖାଲକୁ ଫିଙ୍ଗି ଦେଇଛନ୍ତି। ଏଭଳି ଅମାନୁଷିକ ଘଟଣା ଘଟିଛି କେନ୍ଦୁଝର ଜିଲା ବଲାଣି ଥାନା କିରିବୁର ନିକଟ…
Archives


