Home

ଗର୍ଲଫ୍ରେଣ୍ଡଙ୍କ ସହ ରହିବାକୁ ଏମିତି କାଣ୍ଡ ରଚିଲେ ବୟଫ୍ରେଣ୍ଡ: ସମସ୍ତେ ଆଶ୍ଚର୍ଯ୍ୟ

ନୂଆଦିଲ୍ଲୀ,୧୬।୭: ଦିଲ୍ଲୀର ମୈଦାନଗର୍‌ହି ଅଞ୍ଚଳରେ ଏକ ରୋଚକ ଘଟଣା ଘଟିଛି। କ୍ରାଇମବ୍ରାଞ୍ଚ ସିରିଏଲ ଦେଖିବା ପରେ ଡକାୟତି କରିଥିବା ତିନିଜଣ ଅଭିଯୁକ୍ତଙ୍କୁ ମଇଦାନଗରହୀ ପୋଲିସ ଷ୍ଟେଶନ ଗିରଫ କରିଛି। ମୁଖ୍ୟ ଅଭିଯୁକ୍ତ ତାଙ୍କ ପରିବାର ବ୍ୟତୀତ ଗର୍ଲଫ୍ରେଣ୍ଡଙ୍କ ସହ ରହୁଥିଲେ। ଏଥିପାଇଁ…

ଆଇଏପି ଅନିୟମିତତାର ତଦନ୍ତ ନିର୍ଦ୍ଦେଶ

ଯାଜପୁର ଅଫିସ,୧୬।୭: ମାଓବାଦୀ ଉପଦ୍ରୁତ ଆଦିବାସୀ ତଥା ପଛୁଆ ଅଞ୍ଚଳର ବିକାଶ ପାଇଁ କେନ୍ଦ୍ର ସରକାରଙ୍କ ପକ୍ଷରୁ ପ୍ରଣୀତ ସମନ୍ବିତ କାର୍ଯ୍ୟକ୍ରମ ଯୋଜନା ବା ଇଣ୍ଟିଗ୍ରେଟେଡ ଆକ୍ସନ ପ୍ଲାନ (ଆଇଏପି) ଇତିମଧ୍ୟରେ ବନ୍ଦ ହୋଇଯାଇଛି। ତେବେ ଏହି ଯୋଜନାରେ ଯାଜପୁର ଜିଲାରେ…

ଯୁବକଙ୍କୁ ହତ୍ୟା କରି ଫିଙ୍ଗି ଦେଇ ଚାଲିଗଲେ ଅଭିଯୁକ୍ତ

ଝାରସୁଗୁଡ଼ା ଅଫିସ,୧୬ା୭: ଝାରସୁଗୁଡ଼ା ବେହେରାମାଲସ୍ଥିତ ମୁଡିମିଲ ଗଳିରୁ ଜଣେ ଯୁବକଙ୍କ କ୍ଷତବିକ୍ଷତ ରକ୍ତାକ୍ତ ମୃତଦେହକୁ ପୋଲିସ ଜବତ କରିଛି। ମୃତ ଯୁବକ ଜଣଙ୍କ ହେଲେ ବିପିନ ସାହା(୩୨। ତଙ୍କ ଘର ସ୍ଥାନୀୟ ପୁରୁଣାବସ୍ତିରେ। ତାଙ୍କ ନିକଟରୁ ପୋଲିସ ୭୪ ହଜାର ଟଙ୍କା,…

ମା’ ହେବାକୁ ଯାଉଛନ୍ତି କି ନେହା କକ୍କଡ? ‘ଇଣ୍ଡିଆନ୍‌ ଆଇଡଲ୍‌’ ଛାଡ଼ିଥିବାକୁ ନେଇ ହେଉଛି ଚର୍ଚ୍ଚା…

ବମ୍ବେ: ବ୍ୟକ୍ତିଗତ ଜୀବନ ହେଉ ଅଥବା ଗାୟିକା ହେବାର ଯାତ୍ରା,ସବୁକିଛିକୁ ନେଇ ଚର୍ଚ୍ଚାରେ ରହିଥାନ୍ତି ଗାୟିକା ନେହା କକ୍କଡ। ଏବେ ତାଙ୍କୁ ନେଇ ଭିନ୍ନ ଚର୍ଚ୍ଚା। ସେଇଟି ହେଲା ସେ କୁଆଡେ ମା’ ହେବାକୁ ଯାଉଛନ୍ତି। କିଛି ଦିନ ଧରି ନେହା…

୧୪ବର୍ଷ ବୟସରୁ ମଡେଲିଂ ଆରମ୍ଭ କରିଥିଲେ ବାର୍ବି ଡଲ୍‌

ମୁମ୍ବାଇ: ବଲିଉଡ୍‌ ବାର୍ବି ଡଲ୍‌ କ୍ୟାଟ୍ରିନା କୈଫ ବ୍ୟାକ୍‌ ଟୁ ବ୍ୟାକ୍‌ ପିଲ୍ମ କରିବା, ନିଜର ସୁନ୍ଦରତା ଓ ଷ୍ଟାଇଲିଷ୍ଟ ପାଇଁ ବେଶ୍‌ ଚର୍ଚ୍ଚାରେ ରହିଥାନ୍ତି। ଅନେକ ସମୟରେ ସୋସିଆଲ ମିଡିଆରେ ନିଜର ଫଟୋ ଓ ଭିଡିଓ ଶେୟାର କରୁଥିବା କ୍ୟାଟ୍ରିନା…

୧୪ ବର୍ଷର ପିଲାକୁ ବଞ୍ଚାଇବାକୁ ଯାଇ କୂଅକୁ ଗଳିପଡିଲେ ୩୦ ଲୋକ: ଆଉ ତା’ପରେ

ଭୋପାଳ, ୧୬।୭: ମଧ୍ୟପ୍ରଦେଶର ବିଦିଶା ଜିଲାରେ ଏକ ଅଭାବନୀୟ ଘଟଣା ଘଟିଛି। ୧୪ ବର୍ଷର ପିଲାକୁ ବଞ୍ଚାଇବାକୁ ଯାଇ କୂଅକୁ ୩୦ ଲୋକ ଗଳିପଡିଛନ୍ତି। ମାଟି ଧସି ହେବା ଯୋଗୁ ଏଭଳି ଘଟଣା ଘଟିଛି। ଏପର୍ଯ୍ୟନ୍ତ ୧୯ ଲୋକଙ୍କୁ କୂଅରୁ ଉଦ୍ଧାର…

ଦାରୁକ୍ଷେତ୍ରକୁ ପର୍ଯ୍ୟଟନ ସ୍ଥଳ ମାନ୍ୟତା ଦାବି

ଖୋର୍ଦ୍ଧା ଅଫିସ,୧୬।୭: ଖୋର୍ଦ୍ଧାଠାରୁ ୧୦ କିଲୋମିଟର ଦୂରରେ ରହିଛି ଦଧିମାଛଗାଡ଼ିଆ ଗ୍ରାମ। ମହାପ୍ରଭୁଙ୍କ ଦାରୁକ୍ଷେତ୍ର ଭାବେ ଏହି ଗ୍ରାମ ପରିଚିତ। ୧୯୯୬ ନବକଳେବରରେ ଶ୍ରୀଜଗନ୍ନାଥଙ୍କ ଦାରୁବ୍ରହ୍ମ ନିମନ୍ତେ ଏହି କ୍ଷେତ୍ରରୁ ଦାରୁ ଚିହ୍ନଟ ହୋଇଥିବାରୁ ମହାପ୍ରଭୁଙ୍କ ଦାରୁକ୍ଷେତ୍ର ଭାବେ ପ୍ରସିଦ୍ଧି ଲାଭ…

ଚାକିରି ଛାଡ଼ି ସଫଳ ଚାଷୀ

ଖୋର୍ଦ୍ଧା ଅଫିସ,୧୬।୭: କଥାରେ ଅଛି, ନିଷ୍ଠା ଏବଂ ଏକାଗ୍ରତା ଥିଲେ ସଫଳତା ଆପେ ଆପେ ଆସିଥାଏ। ଏହାର ଚାକ୍ଷୁଷ ଉଦାହରଣ ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ ବୋଲଗଡ଼ ଗ୍ରାମର ଚାଷୀ ରବୀନ୍ଦ୍ର କୁମାର ସାମନ୍ତରାୟ (୫୫)। ଚାକିରି ଛାଡ଼ି ୪ ଏକର…

ଏହି ପ୍ରସିଦ୍ଧ ଅଭିନେତ୍ରୀଙ୍କ ପରଲୋକ

ଲୋକପ୍ରିୟ ଶୋ’ ବାଳିକା ବଧୁ ସମେତ ଅନେକ ଫିଲ୍ମରେ ଅଭିନୟ କରିଥିବା ସୁରେଖା ସିକରୀଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କ ୭୫ ବର୍ଷ ହୋଇଥିଲା। ଶୁକ୍ରବାର ସକାଳେ ହୃଦଘାତରେ ତାଙ୍କ ମୃତ୍ୟୁ ହୋଇଥିବା ପରିବାର ପକ୍ଷରୁ ସୂଚନା ଦିଆଯାଇଛି। ସେ ଦୀର୍ଘ…

ପ୍ରଥମ ପିଜା ଡେଲିଭରି ଦେଇଥିବା ଯୁବତୀଙ୍କ ପ୍ରେମରେ ପଡ଼ିଥିଲେ ଡୋମିନୋସ୍‌ ମାଲିକ; କିଛି ଏଭଳି ଥିଲା ଲଭ୍‌ଷ୍ଟୋରୀ

୧୯୬୦ରେ ଆରମ୍ଭ ହୋଇଥିଲା ଡୋମିନୋସ୍‌ ପିଜାର ଯାତ୍ରା। ଦୁଇ ଭାଇ ଟମ୍‌ ଏବଂ ଜିମ୍‌ ମୋନାଘାନ୍‌ ଏହି କମ୍ପାନୀ ଆରମ୍ଭ କରିଥିଲେ। ମାତ୍ର ଆଠ ମାସ ପରେ ଜିମ୍‌ କମ୍ପାନୀକୁ ଛାଡ଼ି ଦେଇଥିଲେ। ପ୍ରଥମେ ଏହାର ନାମ ଡୋମିନିକ୍‌ ଥିବା ବେଳେ…

ପ୍ୟାକ୍ସ ସମ୍ପାଦକଙ୍କ ଘରେ ଭିଜିଲାନ୍ସ ଚଢ଼ାଉ

ବଲାଙ୍ଗୀର ଅଫିସ,୧୬ା୭: ବଲାଙ୍ଗୀର ସହର ସାଲେପାଲିଠାରେ ଥିବା ପ୍ୟାକ୍ସ ସମ୍ପାଦକ ମସୁଦ ମହମ୍ମଦଙ୍କ ଘରେ ଶୁକ୍ରବାର ସକାଳୁ ଭିଜିଲାନ୍ସ ଚଢ଼ାଉ କରାଯାଇଛି । ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଏହି ଚଢ଼ାଉ କରାଯାଇଛି । ମସୁଦ ସୁବର୍ଣ୍ଣପୁର ଜିଲାର ଚାରଭଟା…

ଆପଣଙ୍କର ଏଭଳି କୁଅଭ୍ୟାସ ଅଛି କି? ବିଗିଡ଼ିଯିବ ସବୁ କାମ..

ଜୀବନର ମୂଲ୍ୟକୁ ନେଇ ଆଚାର୍ଯ୍ୟ ଚାଣକ୍ୟ ଅନେକ ନୀତି ବିଷୟରେ ବର୍ଣ୍ଣନା କରିଛନ୍ତି। ସେ ନିଜର ନୀତିଶାସ୍ତ୍ର ଅର୍ଥାତ ଚାଣକ୍ୟନୀତିର ୧୩ତମ ଅଧ୍ୟାୟରେ ଲେଖିଥିବା ଏକ ଶ୍ଳୋକରେ ମନୁଷ୍ୟର ଏକ ଅଭ୍ୟାସ ବିଷୟରେ କହିଛନ୍ତି। ଯାହାକୁ ନେଇ ସେ ସବୁବେଳେ ଅସୁବିଧାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?