Home

ଚାଇନାକୁ ଅସୁବିଧା ଲଦାଖ ଥଣ୍ଡା

ବେଜିଂ, ୭ା୬: ପୂର୍ବ ଲଦାଖ ସୀମାରେ ଭାରତ ବିପକ୍ଷରେ ଗତ ବର୍ଷ ଏପ୍ରିଲ-ମେ’ଠାରୁ ଚାଇନା ୫୦ ହଜାରରୁ ଊର୍ଦ୍ଧ୍ୱ ସୈନ୍ୟଙ୍କୁ ମୁତୟନ କରିଥିବାବେଳେ ସେଠାକାର ଭୀଷଣ ଥଣ୍ଡା ଜଳବାୟୁରେ ସେମାନେ ଖାପଖୁଆଇବା କଷ୍ଟକର ହୋଇଛି। ଫଳରେ ଚାଇନା ବାଧ୍ୟ ହୋଇ ବର୍ଷକରେ…

ମେଘାନ-ହ୍ୟାରିଙ୍କ ଦ୍ୱିତୀୟ ସନ୍ତାନ

ସାନ୍ତା ବାର୍ବରା,୭।୬: ପ୍ରିନ୍ସ ହ୍ୟାରି ଏବଂ ମେଘାନ ମାର୍କେଲ ସେମାନଙ୍କର ଦ୍ୱିତୀୟ ସନ୍ତାନଙ୍କୁ ସ୍ବାଗତ କରିଛନ୍ତି। ସେମାନଙ୍କ କନ୍ୟା ସନ୍ତାନର ନାଁ ରଖାଯାଇଛି ଲିଲିବେଟ୍‌ ଲିଲି ଡାଏନା ମାଉଣ୍ଟବାଟେନ-ଓ୍ବିଣ୍ଡସର। ରାଣୀଙ୍କ ଡାକନାମ ଅନୁଯାୟୀ ଝିଅର ପ୍ରଥମ ନାମ ଲିଲିବେଟ୍‌ ରଖାଯାଇଥିବା ପ୍ରିନ୍ସ…

ଆନ୍ଧ୍ର ଛୁଇଁଲା ମୌସୁମୀ

ନୂଆଦିଲ୍ଲୀ,୭।୬(ପି.ଟି.): ଦକ୍ଷିଣ-ପଶ୍ଚିମ ମୌସୁମୀ ବାୟୁ ରବିବାର ସମଗ୍ର ଉତ୍ତରପୂର୍ବାଞ୍ଚଳରେ ପହଞ୍ଚତ୍ଥିବା ଭାରତର ପାଣିପାଗ ବିଭାଗ (ଆଇଏମ୍‌ଡି) ପକ୍ଷରୁ କୁହାଯାଇଛି। ଏହା ସ୍ବାଭାବିକ ତାରିଖର ୪ ଦିନ ବିଳମ୍ବରେ ପହଞ୍ଚତ୍ଛି। ସୂଚନାଯୋଗ୍ୟ ଏବର୍ଷ ଦୁଇଦିନ ବିଳମ୍ବ ଅର୍ଥାତ ଜୁନ୍‌ ୩ରେ ମୌସୁମୀ କେରଳ…

ଆଜିଠାରୁ ୧୮ରୁ ୪୪ଙ୍କୁ ଦ୍ୱିତୀୟ ଡୋଜ୍‌ ଟିକା

ଭୁବନେଶ୍ୱର,୭।୬ (ବ୍ୟୁରୋ): ୧୮ରୁ ୪୪ବର୍ଷ ବୟସ୍କଙ୍କ ଟିକାକରଣକୁ ନେଇ ଉପୁଜିଥିବା ଆଶଙ୍କା ଶେଷରେ ଦୂର ହେବାକୁ ଯାଉଛି। ଏହି ବର୍ଗର ହିତାଧିକାରୀଙ୍କ ଦ୍ୱିତୀୟ ଡୋଜ୍‌ ପାଇଁ ବିଏମ୍‌ସି ପକ୍ଷରୁ ସ୍ବତନ୍ତ୍ର ବ୍ୟବସ୍ଥା କରାଯାଇଛି। ଟିକା ଅଭାବ ଭିତରେ ଦ୍ୱିତୀୟ ଡୋଜ୍‌ ଅବଧି…

ଭାରତ ୨ ପାଦ ତଳକୁ ଖସିଲା

ନୂଆଦିଲ୍ଲୀ,୭।୬: ୧୭ ନିରନ୍ତର ବିକାଶ ଲକ୍ଷ୍ୟ (ଏସ୍‌ଡିଜି)ରେ ଭାରତ ୨ ସ୍ଥାନ ତଳକୁ ଖସି ୧୧୭ତମ ସ୍ଥାନରେ ରହିଛି। ୨୦୧୫ରେ ଜାତିସଂଘର ୧୯୩ ସଦସ୍ୟ ରାଷ୍ଟ୍ର ୨୦୩୦ କାର୍ଯ୍ୟସୂଚୀର ଅଂଶବିଶେଷ ଭାବେ ନିରନ୍ତର ବିକାଶ ଲକ୍ଷ୍ୟ ଧାର୍ଯ୍ୟ କରିଥିଲେ। ଷ୍ଟେଟ୍‌ ଅଫ୍‌…

୨ ସାଇବର ଠକ ଗିରଫ

କଟକ ଅଫିସ,୭।୬: ଚାଉଳିଆଗଞ୍ଜ ପୋଲିସ ୨ଜଣ ସାଇବର ଠକଙ୍କୁ ଗିରଫ କରି ରବିବାର କୋର୍ଟ ଚାଲାଣ କରିଛି। ଅଭିଯୁକ୍ତ ଦ୍ୱୟ ହେଉଛନ୍ତି ପୁରୀ ସତ୍ୟବାଦୀ ଥାନା ଅନ୍ତର୍ଗତ ହିରଣପଡ଼ା ଅଞ୍ଚଳର ସୁପ୍ରଭାତ ମହାପାତ୍ର (୨୬) ଏବଂ ଜଗତସିଂହପୁର ବିରିଡ଼ି ଥାନା ଅଧୀନ…

ଥମୁଛି କରୋନା: ୨୪ ଘଣ୍ଟାରେ ଲକ୍ଷେ ୬୩୬ ନୂଆ ଆକ୍ରାନ୍ତ ଚିହ୍ନଟ…

ନୂଆଦିଲ୍ଲୀ,୭।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତିରେ ଧୀରେଧୀରେ ସୁଧାର ଆସୁଛି। ନୂଆ ଆକ୍ରାନ୍ତ ଏବଂ ମୃତକଙ୍କ ସଂଖ୍ୟା ଦିନେ କମିଲେ ପୁଣି ବଢୁଛି। ଲକ୍‌ଡାଉନ୍‌ ପ୍ରଭାବରୁ ସଂକ୍ରମଣ ଏବଂ ମୃତ୍ୟୁ ସଂଖ୍ୟା କମିବାରେ ଲାଗିଛି। ୬୧ ଦିନ ପରେ ଦେଶରେ…

କୃଷକଙ୍କ ପାଇଁ ନୂଆ ପ୍ରକଳ୍ପ ‘ରିୱାର୍ଡ’

ଭୁବନେଶ୍ୱର,୭।୬(ବ୍ୟୁରୋ): ଜଳଛାୟା ଅଞ୍ଚଳରେ ନିରନ୍ତର ଜୀବିକା ସୃଷ୍ଟି ଓ ସମନ୍ବିତ ବିକାଶ ପାଇଁ ରାଜ୍ୟ ସରକାର ନୂଆ ପରିକଳ୍ପନା ଆରମ୍ଭ କରିଛନ୍ତି। ଏହି ପ୍ରକଳ୍ପର ନାଁ ରହିଛି ‘ରିଜୁଭେନେଟିଂ ୱାଟରଶେଡ୍‌ସ ଫର୍‌ ଏଗ୍ରିକଲଚରାଲ୍‌ ରେଜିଲେନ୍ସ ଥ୍ରୋ ଇନୋଭେଟିଭ୍‌ ଡେଭଲପ୍‌ମେଣ୍ଟ’ ବା ‘ରିୱାର୍ଡ’।…

ପ୍ରସ୍ତାବ ମାତ୍ରେ ଅଣଦେଖା

ଯାଜପୁର ଅଫିସ,୭ା୬: ଯାଜପୁର ଜିଲାରେ ପ୍ରାୟ ପ୍ରତିବର୍ଷ ବନ୍ୟା ବିଭୀଷିକା ଦେଖିବାକୁ ମିଳୁଛି। ବିପୁଳ ପରିମାଣର ଚାଷଜମି ପ୍ରଭାବିତ ହେବାଯୋଗୁ ଚାଷୀମାନେ ବିପୁଳ କ୍ଷତି ସହୁଛନ୍ତି। ବ୍ୟକ୍ତିଗତ ଓ ସରକାରୀ ସମ୍ପତ୍ତି ନଷ୍ଟ ହେଉଛି। ଏହି ସମସ୍ୟାକୁ ସରକାର ହୃଦୟଙ୍ଗମ କଲେ…

ମର୍ମନ୍ତୁଦ ରେଳ ଦୁର୍ଘଟଣା: ୫୦ରୁ ଅଧିକଙ୍କ ଜୀବନ ଗଲା…

କରାଚି,୭।୬: ପାକିସ୍ତାନରେ ଏକ ମର୍ମନ୍ତୁଦ ରେଳ ଦୁର୍ଘଟଣାରେ ୫୦ରୁ ଅଧିକ ଲୋକଙ୍କ ମୃତ୍ୟୁ ଘଟିଛି। ଘୋଟକି ଅଞ୍ଚଳର ରେତି ଏବଂ ଡହାରକି ଷ୍ଟେଶନ ମଧ୍ୟରେ ସାର୍‌ ସୟଦ ଏକ୍ସପ୍ରେସ୍‌ ମିଲ୍ଲତ ଏକ୍ସପ୍ରେସ୍‌କୁ ଧକ୍କା ଦେଇଛି। ବହୁ ଲୋକ ଆହତ ହୋଇଛନ୍ତି। ଉଦ୍ଧାର…

ରାଜ୍ୟରେ କରୋନା ମୃତ୍ୟୁସଂଖ୍ୟା ୩୦୦୦ ଟପିଲା

ଭୁବନେଶ୍ୱର,୭ା୬(ବ୍ୟୁରୋ): ସୋମବାର ରାଜ୍ୟରୁ ୪୧ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୩୦୩୫କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ସୂଚନାଯୋଗ୍ୟ, ରାଜ୍ୟରେ ବର୍ତ୍ତମାନ ସୁଦ୍ଧା…

ରାଜ୍ୟରେ ୮ରୁ ବଢ଼ିବ ବର୍ଷା

ଭୁବନେଶ୍ୱର,୭।୬(ବ୍ୟୁରୋ): ବିହାରର ଦକ୍ଷିଣ ଅଞ୍ଚଳ ଓ ଏହାର ଆଖପାଖରେ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଓଡ଼ିଶାର କେତେକ ସ୍ଥାନରେ ସ୍ବଳ୍ପରୁ ମଧ୍ୟମ ଧରଣର ବର୍ଷା ହୋଇଛି। କୋରାପୁଟର ଲମତାପୁଟ, ସିମିଳିଗୁଡ଼ା, ପଟାଙ୍ଗୀ, ମୟୂରଭଞ୍ଜର ଚନ୍ଦନପୁର ଓ ବାଲେଶ୍ୱରର ରାଜଘାଟରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri