ଖୋର୍ଦ୍ଧାରେ ବଢୁଛି ଚୋରା ବନ୍ଧୁକ କାରବାର
ଖୋର୍ଦ୍ଧା ଅଫିସ, ୩ା୩: ଖୋର୍ଦ୍ଧା ସହରରେ ବଢ଼ିଚାଲିଛି ଅପରାଧ। ଗତ ଦୁଇ ସପ୍ତାହ ମଧ୍ୟରେ ପୋଲିିସ ବିଭିନ୍ନ ମାମଲାରେ ୧୨ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କଠାରୁ ୬ଟି ବନ୍ଧୁକ, ୮ଗୁଳି, ମାରଣାସ୍ତ୍ର, ଖଣ୍ଡାକାତି, ବୋମା, ବାଇକ, କାର୍ ଜବତ କରିଛି। ଅପରାଧୀମାନେ ଏବେ…
ଜିଲାପାଳଙ୍କ ଅଫିସ୍ ଆଗରେ ଧାନବସ୍ତା ରଖି ଧାରଣା
ଖୋର୍ଦ୍ଧା ଅଫିସ,୩ା୩: ଖୋର୍ଦ୍ଧା ଜିଲାରେ ଚଳିତ ବର୍ଷ ଖରିଫ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ଟୋକନ ପାଇ ସୁଦ୍ଧା ପଞ୍ଜୀକୃତ ଚାଷୀଙ୍କ ଧାନ ମଣ୍ଡିରେ ଉଠୁନି। ଚଳିତ ବର୍ଷ ଲକ୍ଷ୍ୟଧାର୍ଯ୍ୟ ଠାରୁ ଅଧିକ ଧାନ କିଣାଯାଇଥିବା ସରକାର ଡିଣ୍ଡିମ ପିଟୁଥିବା…
ପାର୍ଥୋ ଦାସଗୁପ୍ତାଙ୍କୁ ଜାମିନ
ମୁମ୍ବାଇ, ୩ା୩: ଟେଲିଭିଜନ ରେଟିଂ ପଏଣ୍ଟ (ଟିଆର୍ପି) ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ବ୍ରଡ୍କାଷ୍ଟ ଅଡିଏନ୍ସ ରିସର୍ଚ୍ଚ କାଉନସିଲ(ବିଏଆର୍ସି)ର ପୂର୍ବତନ ସିଇଓ ପାର୍ଥୋ ଦାସଗୁପ୍ତାଙ୍କୁ ମଙ୍ଗଳବାର ଜାମିନ ମିଳିଛି। ବମ୍ବେ ହାଇକୋର୍ଟ ଆବେଦନର ଶୁଣାଣି କରି ୨ ଲକ୍ଷ ଟଙ୍କା ବଣ୍ଡ୍…
ଓଡ଼ିଶାରେ ବନ୍ଦର କରିବ ବିହାର
ଭୁବନେଶ୍ୱର,୩ା୩(ବ୍ୟୁରୋ): ଓଡ଼ିଶା ଉପକୂଳରେ ବିହାର ସରକାର ଏକ ବନ୍ଦର ନିର୍ମାଣ କରିବାକୁ ଚାହୁଁଛନ୍ତି। ଏ ସମ୍ପର୍କିତ ଏକ ପ୍ରାଥମିକ ପର୍ଯ୍ୟାୟ ଆଲୋଚନା କରିବାକୁ ବିହାର ସରକାରଙ୍କ ଏକ ପ୍ରତିନିଧି ଦଳ ମଙ୍ଗଳବାର ଓଡ଼ିଶା ଗସ୍ତରେ ଆସିଛନ୍ତି। ବିହାର ସରକାରଙ୍କ ଅତିରିକ୍ତ ମୁଖ୍ୟ…
ଗୁଜରାଟରେ ଭାଜପାକୁ ସଫଳତା
ନୂଆଦିଲ୍ଲୀ, ୩ ।୩: ଗୁଜରାଟର ୮୧ ମ୍ୟୁନିସିପାଲିଟି, ୩୧ ଜିଲା ପଞ୍ଚାୟତ ଏବଂ ୨୩୧ ତାଲୁକ ପଞ୍ଚାୟତରେ ହୋଇଥିବା ନିର୍ବାଚନର ମଙ୍ଗଳବାର ଭୋଟଗଣନା କରାଯାଇଛି। ସମସ୍ତ ନିର୍ବାଚନରେ ଭାଜପାକୁ ବିପୁଳ ବିଜୟ ମିଳିଛି। ପ୍ରମୁଖ ପ୍ରତିଦ୍ୱନ୍ଦ୍ୱୀ କଂଗ୍ରେସ ଖରାପ ପ୍ରଦର୍ଶନ କରିଥିବାବେଳେ…
ମୁକୁଳିଲେ ୨୭୯ ଅପହୃତା ଛାତ୍ରୀ
ଆବୁଜା, ୩ା୩: ନାଇଜେରିଆର ଉତ୍ତରପଶ୍ଚିମ ରାଜ୍ୟ ଜାମ୍ଫ୍ରାର ଏକ ବୋର୍ଡିଂ ସ୍କୁଲରୁ ଅପହରଣ ହୋଇଥିବା ୨୭୯ ଛାତ୍ରୀ ବନ୍ଧୁକଧାରୀଙ୍କ କବଳରୁ ମୁକୁଳିଛନ୍ତି। ଏ ନେଇ ଜାମ୍ଫ୍ରା ଗଭର୍ନର ବେଲ୍ଲୋ ମାଟଓ୍ବୋଲେ ଟୁଇଟ ଯୋଗେ ସୂଚନା ଦେଇଛନ୍ତି। ଗତ ଶୁକ୍ରବାର କେତେଜଣ ବନ୍ଧୁକଧାରୀ…
ଅଭିଯୁକ୍ତଙ୍କୁ ଆଜୀବନ ଜେଲ
ସମ୍ବଲପୁର,୩ା୩(ବ୍ୟୁରୋ): ସମ୍ବଲପୁର ଜିଲା ଫ୍ୟାମିଲି କୋର୍ଟରେ ଦୁଇବର୍ଷ ପୂର୍ବରୁ ଘଟିଥିବା ବହୁଚର୍ଚ୍ଚିତ ସଙ୍ଗୀତା ଚୌଧୁରୀ ହତ୍ୟାକାଣ୍ଡର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍ ବିଭୂତି ନାରାୟଣ ମହାନ୍ତି ଏହି ରାୟ ଶୁଣାଇଛନ୍ତି। କୋର୍ଟ ପରିସରରେ ଅଭିଯୁକ୍ତ ଓ ଅପରପକ୍ଷ ଓକିଲ ଉପସ୍ଥିତ…
ନିର୍ବାଚନୀ ରାଜ୍ୟକୁ ଯିବେ କୃଷକ ନେତା
ନୂଆଦିଲ୍ଲୀ, ୩ା୩: ଆଉ କିଛି ଦିନ ପରେ ବିଧାନସଭା ନିର୍ବାଚନ ହେବାକୁ ୫ ରାଜ୍ୟରେ ଭାଜପାକୁ ଲୋକେ ଭୋଟ ନ ଦେବାକୁ କୃଷକ ସଙ୍ଗଠନ ଭାରତୀୟ କିଷାନ ୟୁନିଅନ(ବିକେୟୁ) ପକ୍ଷରୁ ଅନୁରୋଧ କରାଯିବ। ଏଥିପାଇଁ ସମ୍ପୃକ୍ତ ରାଜ୍ୟଗୁଡ଼ିକୁ ଚାଷୀ ନେତା ଯାଇ…
ରଣକ୍ଷେତ୍ର ପାଲଟିଲା ସିନ୍ଧ ବିଧାନସଭା
ସିନ୍ଧ, ୩ା୩: ପାକିସ୍ତାନର ସିନ୍ଧ ବିଧାନସଭାରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ତେହରିକ୍-ଏ-ଇନ୍ସାଫ ପାର୍ଟି ନେତାଙ୍କ ମଧ୍ୟରେ ମାଡ଼ପିଟ୍ ହୋଇଛି। ଏହାକୁ ନେଇ କିଛି ସମୟ ବିଧାନସଭା ରଣକ୍ଷେତ୍ରରେ ପରିଣତ ହୋଇଥିଲା। ଦଳର ୩ ବିଧାୟକ ସେମାନେ ନିଜ ଇଚ୍ଛା ଅନୁଯାୟୀ ସିନେଟରେ…
ପଶ୍ଚିମବଙ୍ଗରେ ଯୋଗୀ
କୋଲକାତା,୩।୩: ପଶ୍ଚିମବଙ୍ଗରେ ଭୋଟ ବ୍ୟାଙ୍କ ପାଇଁ ତୃଣମୂଳ କଂଗ୍ରେସ (ଟିଏମ୍ସି) ସରକାରଙ୍କ ତୁଷ୍ଟୀକରଣ ରାଜନୀତି କେବଳ ରାଜ୍ୟକୁ ନୁହେଁ, ସମଗ୍ର ଦେଶର ସୁରକ୍ଷା ଲାଗି ବିପଦ ସୃଷ୍ଟି କରିଛି। ଭାଜପାକୁ ଭୋଟ ଦିଅନ୍ତୁ। ଆମେ କ୍ଷମତାକୁ ଆସିବାର ୨୪ ଘଣ୍ଟା ମଧ୍ୟରେ…
ସାର କଳାବଜାର ଅଣାୟତ୍ତ
ଯାଜପୁର ଅଫିସ,୩ା୩: ଲାଭଖୋର ସାର ବ୍ୟବସାୟୀଙ୍କୁ ନିୟନ୍ତ୍ରଣ କରାଯାଇପାରୁନାହିଁ ା ସେଥିପାଇଁ କଳାବଜାର ଚାଲିଛି ା ରାଜ୍ୟ ସରକାରଙ୍କ ଅପାରଗତାରୁ ଏପରି ପରିସ୍ଥିତି ସୃଷ୍ଟି ହୋଇଛି ା ଚାଷୀମାନେ ବାରମ୍ବାର ଏପରି ଅଭିଯୋଗ କଲେ ମଧ୍ୟ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉନାହିଁ…
ପୀଡ଼ିତାଙ୍କୁ ଧମକ, ପିତାଙ୍କୁ ହତ୍ୟା
ଲକ୍ଷ୍ନୌ,୩ା୩ : ଦୟାକରି ମୋତେ ନ୍ୟାୟ ଦିଅ। ପ୍ରଥମେ ସେ ମୋତେ ବଳାତ୍କାର କରିଥିଲେ। ଏବେ ମୋ ବାପାଙ୍କୁ ଗୁଳି କରି ମାରିଦେଇଛନ୍ତି। ମୋତେ ନ୍ୟାୟ ମିଳୁ ବୋଲି ଥାନା ସାମ୍ନାରେ ପୀଡ଼ିତା କାନ୍ଦୁଛନ୍ତି। ଖବରଦାତାମାନଙ୍କ ମୋବାଇଲରେ କଏଦ ହୋଇଥିବା ଏହି…
Archives


