Home

ଶ୍ୱଶୁର ଘର ଗାଁରେ ରଶି ଲଗାଇ ଆତ୍ମହତ୍ୟା କଲେ ଜ୍ୱାଇଁ

ପାଟଣା,୭ା୫(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଦିଗପଶି ଶ୍ୱଶୁର ଘର ଗାଁକୁ ଆସିଥିବା ଜଣେ ୨୩ ବର୍ଷୀୟ ଜ୍ୱାଇଁ ବିଲ ମଝିରେ ଥିବା ନିମ୍ବ ଗଛରେ ଗାମୁଛାରେ ଫାଶୀ ଲଗାଇ ଆତ୍ମହତ୍ୟା କରିଛନ୍ତି। ବୁଧବାର ଯୁବକଙ୍କ ଝୁଲନ୍ତା ମୃତଦେହ ପୋଲିସ…

ସୀମାରେ ଗୁଳି ବିନିମୟ: ୨୬ ମାଓବାଦୀ ନିହତ

ମାଲକାନଗିରି,୭ା୫(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ସୀମାନ୍ତ ଛତିଶଗଡ଼ ଓ ତେଲଙ୍ଗାନା ସୀମାବର୍ତ୍ତୀ ଅଞ୍ଚଳ କେରାଗୁଟା ଜଙ୍ଗଲରେ ଆଜକୁ ୧୬ ଦିନ ଧରି ସିଆର୍‌ପିଏଫ୍‌, ଡିଆରଜି, ଏସ୍‌.ଟି.ଏଫ୍‌. ଯବାନମାନେ ଅପରେଶନ ଜାରି ରହିଛି। ତେବେ କେରାଗୁଟା ଜଙ୍ଗଲରେ ଏକ ହଜାରରୁ ଊର୍ଦ୍ଧ୍ୱ ମାଓବାଦୀ…

ରାତି ପାହିଥିଲେ ପଡ଼ିଥାନ୍ତା ହାତଗଣ୍ଠି, ପହଞ୍ଚିଗଲା ପ୍ରଶାସନ, ଆଉ ତା’ ପରେ…

ଦିଗପହଣ୍ଡି,୭ା୫(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବୋମକେଇ ପଞ୍ଚାୟତ ଅଧୀନ ଏକ ଗ୍ରାମରେ ଗୁରୁବାର ଅନୁଷ୍ଠିତ ହେବାକୁ ଥିବା ଏକ ବାଲ୍ୟ ବିବାହକୁ ସ୍ଥାନୀୟ ପ୍ରଶାସନ ବୁଧବାର ବନ୍ଦ କରିଥିବା ଜଣାପଡ଼ିଛି। ଗ୍ରାମର ଜଣେ ୧୫ ବର୍ଷୀୟା ନାବାଳିକାଙ୍କର…

ଏଟିଏମ୍‌ କାର୍ଡ ଲୁଟ୍‌ ଘଟଣା: ପଶ୍ଚିମବଙ୍ଗର ୩ ଲୁଟେରା ଗିରଫ

ଖୋର୍ଦ୍ଧା,୭ା୫(ପ୍ରଭାତ ପାଣିଗ୍ରାହୀ): ବିଭିନ୍ନ ସମୟରେ ଅଶିକ୍ଷିତ କିମ୍ବା ବୃଦ୍ଧ ବୃଦ୍ଧା ଏଟିଏମ୍‌ କାଉଣ୍ଟରରୁ ଟଙ୍କା ବାହାର କଲା ବେଳେ ବିଭିନ୍ନ ଅସୁବିଧାର ସମ୍ମୁଖୀନ ହୋଇଥାନ୍ତି। ଏହାର ସୁଯୋଗ ନେଇ ପଶ୍ଚିମବଙ୍ଗର ତିନି ସାଇବର ଲୁଟେରା ବିଭିନ୍ନ କାଉଣ୍ଟରରେ ତୀକ୍ଷଣ ନଜର ରଖି…

କେସିଙ୍ଗା ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା ପାଇଁ ଜିଲାପାଳଙ୍କୁ ଭିତ୍ତିଭୂମିର ବିବରଣୀ ଦେବାକୁ ଚିଠି

କେସିଙ୍ଗା,୭ା୫(ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ଏନ୍‌ଏସିକୁ ମ୍ୟୁନିସିପାଲିଟି ଘୋଷଣା କରିବା ପାଇଁ ସହରର ସିଟିଜେନ ଫୋରମର ସଭାପତି ଡା. ହେମରାଜ ସାହା ମଙ୍ଗଳବାର ରାଜ୍ୟ ସରକାରଙ୍କ ପୌର ପ୍ରଶାସନ ନିର୍ଦ୍ଦେଶକ ଅରବିନ୍ଦ ଡାକୁଆ ଏବଂ ଗୃହ ଓ ନଗର ଉନ୍ନୟନ…

ରୋଜଗାର ଦେଇଛି ଆମ୍ବୁଲ, ମହିଳା ଉଦ୍ୟୋଗୀଙ୍କ ଉଦ୍ୟମରେ ଚାଲିଛି ବିକ୍ରିବଟା

ଦାରିଙ୍ଗବାଡ଼ି,୭ା୫(ଅରୁଣ ସାହୁ): ଏବେ ଆମ୍ବର ସମୟ। ଚାରିଆଡ଼େ ଆମ୍ବ ଓ ଆମ୍ବରୁ ପ୍ରସ୍ତୁତ ଆମ୍ବୁଲ, ଆଚାରର ଚାହିଦା ଅଧିକ ରହିଥିବା ବେଳେ କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ଅଞ୍ଚଳରେ ମହିଳାଙ୍କୁ ଦେଇଛି ଆମ୍ବ ଓ ଆମ୍ବରୁ ପ୍ରସ୍ତୁତ ଆମ୍ବୁଲ ଏବଂ ଆଚାର।…

ସେଞ୍ଚୁରିଆନ ହଷ୍ଟେଲ ଛାତ୍ରଙ୍କ ମୃତ୍ୟୁ: ହସ୍ପିଟାଲରେ ମୃତଦେହ ଛାଡ଼ି ଚାଲିଗଲେ କର୍ତ୍ତୃପକ୍ଷ, ଏତଲା ଦେଲେ ମା’

ଛତ୍ରପୁର,୭ା୫(ସନ୍ତୋଷ ପାଢ଼ୀ): ଗଞ୍ଜାମ ଜିଲା ଚମାଖଣ୍ଡି ଥାନା ଅଧୀନ ଆଇଆରଇଏଲ ଛକ ନିକଟ ସେଞ୍ଚୁରିଆନ ୟୁନିଭର୍ସିଟିିର ଜଣେ ହଷ୍ଟେଲ ଛାତ୍ରଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ମୃତ ଛାତ୍ର ଜଣଙ୍କ ହେଲେ ଛତ୍ରପୁର ବ୍ଲକ ଲକ୍ଷ୍ମୀପୁର ଗାଁର ଡି.ପୁରୁଷୋତ୍ତମ ରେଡ୍ଡୀ। ସେ ଉକ୍ତ…

କିଏ ସେହି ସୋଫିଆ କୁରେଶୀ? ଯିଏ ଦେଇଛନ୍ତି ପାକିସ୍ତାନ ଉପରେ ହୋଇଥିବା ଆକ୍ରମଣର ସମ୍ପୂର୍ଣ୍ଣ ବିବରଣୀ

ନୂଆଦିଲ୍ଲୀ,୭ା୫: କର୍ଣ୍ଣେଲ ସୋଫିଆ କୁରେଶୀ ଭାରତୀୟ ସେନାରେ ଏମିତି ଏକ ନାଁ,  ଯିଏ ଆଗ୍ରହ, କଠିନ ପରିଶ୍ରମ ଏବଂ ନେତୃତ୍ୱର ଏକ ଉଦାହରଣ ପାଲଟିଛନ୍ତି। ସେ ସେତେବେଳେ ଚର୍ଚ୍ଚାକୁ ଆସିଥିଲେ ଯେତେବେଳେ ତାଙ୍କୁ ଫୋର୍ସ ୧୮ ଅନ୍ତର୍ଗତ ୧୮ଟି ଦେଶର ବହୁରାଷ୍ଟ୍ରୀୟ…

ଶେହବାଜ ଦେଲେ ଆଟାକ୍‌ ଅର୍ଡର, ପାକ୍‌ ସେନାକୁ ଫ୍ରି ହ୍ୟାଣ୍ଡ, ଭାରତରେ ହାଇ ଆର୍ଲଟ

ନୂଆଦିଲ୍ଲୀ/ଇସଲାମବାଦ, ୭।୫: ଜମ୍ମୁ ଓ କଶ୍ମୀରର ପହଲଗାମରେ ହୋଇଥିବା ଆତଙ୍କବାଦୀ ଆକ୍ରମଣର ପ୍ରତିଶୋଧ ସ୍ବରୂପ ଭାରତ ମଙ୍ଗଳବାର ରାତିରେ ପାକିସ୍ତାନ ଓ ପାକିସ୍ତାନ ଅଧିକୃତ କାଶ୍ମୀର (ପିଓକେ)ରେ ଥିବା ୯ଟି ଆତଙ୍କବାଦୀ ଅଡ୍ଡା ଉପରେ ମିସାଇଲ ଆକ୍ରମଣ କରିଛି। ଏହି ଅଭିଯାନକୁ…

Operation Sindoor: ରାଷ୍ଟ୍ରପତିଙ୍କୁ ଭେଟିଲେ ମୋଦି, ପୁଣି କିଛି ବଡ଼ ହେବ କି?

ନୂଆଦିଲ୍ଲୀ: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ରାଷ୍ଟ୍ରପତି ଭବନରେ ଭେଟି ଅପରେଶନ ସିନ୍ଦୁର ବିଷୟରେ ସୂଚନା ଦେଇଛନ୍ତି। ଏହି ଅପରେଶନ ଭାରତୀୟ ସେନା, ବାୟୁସେନା ଏବଂ ନୌସେନାର ମିଳିତ କାର୍ଯ୍ୟ ଥିଲା, ଯେଉଁଥିରେ ପାକିସ୍ତାନ ଅଧୀନସ୍ଥ କାଶ୍ମୀରରେ…

Operation Sindoor Live: କାଲି ସକାଳେ ସର୍ବଦଳୀୟ ବୈଠକ ଡାକିଲେ ସରକାର

ନୂଆଦିଲ୍ଲୀ,୭।୫: ପହଲଗାମ ଆତଙ୍କବାଦୀ ଆକ୍ରମଣର ୧୪ ଦିନ ପରେ, ଭାରତୀୟ ସେନା ପାକିସ୍ତାନ ଏବଂ ଅଧିକୃତ ଜମ୍ମୁ-କଶ୍ମୀର (POK)ରେ ମିଶାଇଲ ଆକ୍ରମଣ କରିଥିଲା। ସେନାର ଏହି କାର୍ଯ୍ୟକୁ ‘ଅପରେଶନ ସିନ୍ଦୂର’ ନାମ ଦିଆଯାଇଥିଲା। ଏହି ଆକ୍ରମଣରେ, ସେନା ପିଓକେ ଏବଂ ପାକିସ୍ତାନରେ…

ମେ’ ୧୦ ପର୍ଯ୍ୟନ୍ତ ବିମାନ ବନ୍ଦର ବନ୍ଦ

ନୂଆଦିଲ୍ଲୀ,୭।୫: ଅପରେଶନ ସିନ୍ଦୂର ପରେ, ଭାରତର ଆଉ ଏକ ବଡ଼ ନିଷ୍ପତ୍ତି ସାମ୍ନାକୁ ଆସିଛି, ଯାହା କାରଣରୁ ମେ ୧୦ ପର୍ଯ୍ୟନ୍ତ ୯ଟି ବିମାନବନ୍ଦରକୁ ବନ୍ଦ କରିବାକୁ କୁହାଯାଇଛି। ଏଥିରେ ଜମ୍ମୁ, ଯୋଧପୁର, ଅମୃତସର, ଚଣ୍ଡିଗଡ଼, ରାଜକୋଟ, ଭୁଜ, ଶ୍ରୀନଗର, ଲେହ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri