Home

ଭୁଲ୍‌ ସୁଧାରିବାକୁ ପୋଲିସର ସ୍ପେଶାଲ ଡ୍ରାଇଭ୍‌

ଭୁବନେଶ୍ୱର,୬।୬(ବ୍ୟୁରୋ): ଅନେକ ସମୟରେ ପୋଲିସର ଅବହେଳା ଓ ଅସାବଧାନତା ଯୋଗୁ ଅଭିଯୁକ୍ତମାନେ ଖସିପଳାଇବାରେ ସକ୍ଷମ ହେଉଛନ୍ତି। ବଳାତ୍କାର, ହତ୍ୟା ଭଳି ସଙ୍ଗିନ ମାମଲାରେ ଗିରଫ ହୋଇଥିବା ବହୁ ଅଭିଯୁକ୍ତ ପୋଲିସ ହେପାଜତରୁ ଖସିଯାଇଥିବା ନଜିର ରହିଛି। ବର୍ଷ ବର୍ଷ ଧରି ଖସି…

୫୫ ଏକର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗାଁ,୬।୬(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଅଧୀନ ହାଟବରଡ଼ି ମୌଜାର ନିମୁନା ଠାରୁ ହାଟବରଡ଼ି ମଧ୍ୟରେ ଚିଲିକାରେ ବେଆଇନ ଭାବେ ଗଢ଼ି ଉଠିଥିବା ୫୫ ଏକର ପରିବ୍ୟାପ୍ତ ୧୦ଟି ବେଆଇନ୍‌ ଚିଙ୍ଗୁଡ଼ି ଘେରିକୁ ଶନିବାର ପ୍ରଶାସନ ପକ୍ଷରୁ ଉଚ୍ଛେଦ କରାଯାଇଛି। ଉପଜିଲାପାଳ ଅଶୋକ କୁମାର…

ଉହାନ୍‌ ଲ୍ୟାବ୍‌ରୁ ଜାଣିଶୁଣି ଲିକ୍‌ କରାଯାଇଛି କରୋନା ଭୂତାଣୁ: ଭାରତୀୟ ବୈଜ୍ଞାନିକ ଦମ୍ପତି…

ପୁଣେ,୬।୬: କରୋନା ମହାମାରୀ ଯୋଗୁ ପୃଥିବୀରେ ଆତଙ୍କ ଦେଖାଦେଇଛି। କରୋନା ଭୁତାଣୁର ଉତ୍ପତ୍ତି ଚାଇନାର ଉହାନ୍‌ ଲ୍ୟାବ୍‌ ଅବା ସମୁଦ୍ରଜାତ ଖାଦ୍ୟପଦାର୍ଥ ବଜାର ସେ ନେଇ ନାନା ତର୍କ ଜାରି ରହିଛି। ଏପରିସ୍ଥଳେ ଭାରତୀୟ ବୈଜ୍ଞାନିକ ଦମ୍ପତି କରୋନା ଭୂତାଣୁ ଉହାନ୍‌…

ତାରାପ୍ରସାଦ ବାହିନୀପତି ଅସୁସ୍ଥ

ଭୁବନେଶ୍ୱର,୬ା୬(ବ୍ୟୁରୋ): ଜୟପୁର ବିଧାୟକ ତଥା କଂଗ୍ରେସର ବରିଷ୍ଠ ନେତା ତାରା ପ୍ରସାଦ ବାହିନୀପତି କରୋନାରେ ଆକ୍ରାନ୍ତ ହୋଇଥିବା ଜଣାଯାଇଛି। ତାଙ୍କୁ ଭୁବନେଶ୍ୱରସ୍ଥ ଏକ ଘରୋଇ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ବର୍ତ୍ତମାନ ତାଙ୍କ ସ୍ବାସ୍ଥ୍ୟାବସ୍ଥା ସ୍ଥିର ଥିବା ତାଙ୍କ ସ୍ତ୍ରୀ ମିନାକ୍ଷୀ ବାହିନୀପତି…

ଇ-ବର୍ଜ୍ୟବସ୍ତୁରେ ସୁଉଚ୍ଚ ରୋବଟ

ଭୁବନେଶ୍ୱର(ବ୍ୟୁରୋ)/ବ୍ରହ୍ମପୁର ଅଫିସ୍‌, ୬।୬ରାଜ୍ୟର ବିଭିନ୍ନ ସହରରେ ଇ-ବର୍ଜ୍ୟବସ୍ତୁର ବୋଝ ଦିନକୁ ଦିନ ବଢ଼ିବାରେ ଲାଗିଛି। ବ୍ରହ୍ମପୁର ଆଇଟିଆଇର ଦକ୍ଷ ପ୍ରଫେଶନାଲ ଏନେଇ ଉଦ୍‌ବେଗ ପ୍ରକାଶ କରିବା ସହ ଏହି ପ୍ରସଙ୍ଗ ସମ୍ପର୍କରେ ବିଶ୍ୱ ସମୁଦାୟର ଦୃଷ୍ଟି ଆକର୍ଷଣ କରିବାକୁ ଚେଷ୍ଟା କରିଛନ୍ତି।…

ପ୍ରକଳ୍ପ ପାଇଁ ଉଜୁଡୁଛି ସବୁଜ ବଳୟ

ଭୁବନେଶ୍ୱର,୬।୬(ବ୍ୟୁରୋ): ବିକାଶ ନାଁରେ ରାଜ୍ୟରେ ଛାରଖାର ହୋଇଯାଉଛି ଜଙ୍ଗଲ ସମ୍ପଦ। ପ୍ରତ୍ୟେକ ବର୍ଷ ବିଭିନ୍ନ ପ୍ରକଳ୍ପ ସକାଶେ ଜଙ୍ଗଲ ଜମିକୁ ଅଣଜଙ୍ଗଲ କିସମରେ ପରିଣତ କରିବା କାର୍ଯ୍ୟ ଦ୍ରୁତଗତିରେ ଆଗେଇ ଚାଲିଛି। ଜଙ୍ଗଲ ସଫା ହେଉଥିବାରୁ ରାଜ୍ୟକୁ ପ୍ରତ୍ୟେକ ବର୍ଷ ବନ୍ୟା,…

ଆଜି ଆଉ ୪୨ ଜୀବନ ନେଲା କରୋନା, ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି

ଭୁବନେଶ୍ୱର,୩ା୫(ବ୍ୟୁରୋ): ରବିବାର ରାଜ୍ୟରୁ ୪୨ ଜଣଙ୍କ ଜୀବନ ନେଇଛି କରୋନା। ଏହାକୁ ମିଶାଇ ରାଜ୍ୟରେ କରୋନା ଜନିତ ମୃତ୍ୟୁସଂଖ୍ୟା ୨୯୯୪କୁ ବୃଦ୍ଧି ପାଇଥିବା ରାଜ୍ୟ ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ସୂଚନା ଦିଆଯାଇଛି। ଅନୁଗୋଳ, କଟକ ଏବଂ ଖୋର୍ଦ୍ଧାରୁ…

ଦିଲ୍ଲୀପ କୁମାର ହିନ୍ଦୁଜା ହସ୍ପିଟାଲରେ ଭର୍ତ୍ତି…

ମୁମ୍ବାଇ,୬।୬: ବଲିଉଡ୍‌ ଅଭିନେତା ଦିଲ୍ଲୀପ୍‌ କୁମାରଙ୍କ ସ୍ବାସ୍ଥ୍ୟାବସ୍ଥା ଖରାପ ହେବାରୁ ତାଙ୍କୁ ମୁମ୍ବାଇର ହିନ୍ଦୁଜା ହସ୍ପିଟାଲରେ ଚିକିତ୍ସା ଲାଗି ଭର୍ତ୍ତି କରାଯାଇଛି। ସେ ନିଶ୍ୱାସ ନେବାରେ କଷ୍ଟ ଅନୁଭବ କରିବାରୁ ରବିବାର ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଡାକ୍ତର ଜଲିଲ୍‌ ପାରକର ତାଙ୍କର…

ପୁଣି ବିପଦ ମାଡ଼ି ଆସୁଛି: ଭାରତରେ ମାରାତ୍ମକ ନୂଆ ଭାରିଆଣ୍ଟ୍‌ ଚିହ୍ନଟ…

ନୂଆଦିଲ୍ଲୀ,୬।୬: ଦେଶରେ କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ହେବାରେ ଲାଗିଛି। କରୋନାର ଦ୍ୱିତୀୟ ଲହର ଆତଙ୍କ ସୃଷ୍ଟି କରିଥିବାବେଳେ ବିପଦ ଉପରେ ପୁଣି ବିପଦ ମାଡ଼ି ଆସୁଛି। ଭାରତରେ ଆଲ୍ଫା, ବିଟା, ଗାମା ଏବଂ ଡେଲ୍ଟା ଭାରିଆଣ୍ଟ୍‌ ପରେ…

ଆଜି ରାଜ୍ୟରୁ ୭୦୦୨ କରୋନା ଆକ୍ରାନ୍ତ ଚିହ୍ନଟ, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୬।୬(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣ ଏହି କିଛିଦିନ ହେବ କମିବାରେ ଲାଗିଛି। ତେବେ ରବିବାର ରାଜ୍ୟରୁ ୭,୦୦୨ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୮,୧୩,୦୯୬ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ ଲୋକ…

୧୦ରେ ବର୍ଷର ପ୍ରଥମ, ଶେଷ ବଳୟ ସୂର୍ଯ୍ୟୋପରାଗ

ଭୁବନେଶ୍ୱର, ୬।୬ (ବ୍ୟୁରୋ): ଆସନ୍ତା ୧୦ ତାରିଖରେ ୨୦୨୧ର ପ୍ରଥମ ତଥା ଶେଷ ସୂର୍ଯ୍ୟୋପରାଗ ସଙ୍ଗଠିତ ହେବ। ଏହି ବଳୟ ସୂର୍ଯ୍ୟୋପରାଗ ଉତ୍ତର କାନାଡା, ଗ୍ରୀନ୍‌ଲାଣ୍ଡ ଓ ରୁଷିଆର କିଛି ଅଞ୍ଚଳରେ ଏବଂ ଆମେରିକା, ୟୁରୋପ, ଏସିଆ ମହାଦେଶର ଅନେକ ଅଞ୍ଚଳରେ…

ପାଣି ପିଇ ହେଉନି, ଖାଦ୍ୟ ରୁଚୁନି: ଲୁଣିପାଣି କବଳରେ ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳ

ଯାଜପୁର ଅଫିସ/ବରୀ(ଡି.ଏନ.ଏ.),୬।୬: ଯାଜପୁର ଜିଲା ବରୀ ବ୍ଲକର ବ୍ରାହ୍ମଣୀ, ବିରୂପା ଓ ଗେଙ୍ଗୁଟି ଦ୍ୱୀପାଞ୍ଚଳରେ ମାଟି ଅଳ୍ପ ଖୋଳିଲେ ବାହାରୁଛି ଲୁଣି ପାଣି। ସେହି ପାଣି ପିଇ ହେଉନି କି ଏଥିରେ ରାନ୍ଧିଲେ ଖାଦ୍ୟ ରୁଚୁନି। ଫଳରେ ଏହି ବ୍ଲକର ରତ୍ନଗିରି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri