Home

ଜୁନାଗଡରେ ଶଟ୍‌ଡାଉନର ପ୍ରଭାବ: ରାସ୍ତାଘାଟ ଖାଁ ଖାଁ

ଜୁନାଗଡ,୧୭।୪(ଡି.ଏନ୍‌.ଏ.): ମହମାରୀ କରୋନା ସଂକ୍ରମଣ ଦିନକୁ ଦିନକୁ ବୃଦ୍ଧି ପାଉଥିବାରୁ ରାଜ୍ୟ ସରକାର ଛତିଶଗଡ଼ ସୀମାବର୍ତ୍ତୀ ୧୦ଟି ଜିଲାର ସହରାଞ୍ଚଳରେ ସପ୍ତାହର ଶନିବାର ଓ ରବିବାର ଶଟ୍‌ଡାଉନ ଘୋଷଣା କରିଛନ୍ତି। ଏହି ୧୦ଟି ଜିଲା ମଧ୍ୟରେ କଳାହାଣ୍ଡି ମଧ୍ୟ ରହିଛି। ଜିଲାର…

ଆଜି ମୁମ୍ବାଇ ବନାମ ହାଇଦ୍ରାବାଦ: ଜାଣନ୍ତୁ କେବେ, କେଉଁଠି, କେତେବେଳେ ଦେଖିବେ ଏହି ଆଇପିଏଲ୍‌ ମ୍ୟାଚ୍‌

ନୂଆଦିଲ୍ଲୀ,୧୭।୪: ଆଇପିଏଲ୍‌ର ୯ମ ମ୍ୟାଚ୍‌ ମୁମ୍ବାଇ ଇଣ୍ଡିଆନ୍ସ ଏବଂ ସନରାଇଜର୍ସ ହାଇଦ୍ରାବାଦ ମଧ୍ୟରେ ଖେଳାଯିବ। ଉଭୟ ଟିମ ଚଳିତ ସିଜିନରେ ଦୁଇଟି ଲେଖାଏ ମ୍ୟାଚ୍‌ ଖେଳି ସାରିଛନ୍ତି। ପୂର୍ବଥରର ଚାମ୍ପିୟନ ମୁମ୍ବାଇ କୋଲକାତାକୁ ହରାଇ ଗୋଟିଏ ବିଜୟ ହାସଲ କରିଥିଲା। ସେହିଭଳି…

ଆମ୍ବୁଲାନ୍ସକୁ ରାସ୍ତା ଦେବାପାଇଁ ଗାଡିରୁ ଓହ୍ଲାଇ ଲୋକେ କଲେ ଏମିତି: ଛୁଟୁଛି ପ୍ରଶଂସାର ସୁଅ

ଯେତେବେଳେ ରୋଗୀଙ୍କୁ ଚିକିତ୍ସା ପାଇଁ ଡାକ୍ତରଖାନା ନିଆଯାଏ, ପ୍ରତ୍ୟେକ ମିିନିଟ୍‌ ଗୁରୁତ୍ୱପୂର୍ଣ୍ଣ ହୋଇଥାଏ। ଜରୁରିକାଳୀନ ପରିସ୍ଥିତିରେ ଟ୍ରାଫିକ୍‌ ସର୍ବଦା ଅନୁକୂଳ ହୋଇ ନ ଥାଏ। କିନ୍ତୁ ଯୁକ୍ତରାଷ୍ଟ୍ର ଆମେରିବାରେ ଲୋକମାନେ ଏମିତି କିଛି କରି ଦେଖାଇଛନ୍ତି ଯାହାର ଭିଡିଓ ସୋସିଆଲ ମିଡିଆରେ…

ଏବେ ପୁଣି ଖୋଜା ପଡ଼ିଲାଣି ବେଡ୍‌ ଆଉ ତକିଆ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.): ମାଲକାନଗିରି ଜିଲାର ପ୍ରତି ପଞ୍ଚାୟତରେ ଗତବର୍ଷ ଠିକ୍‌ ଏହି ଦିନରେ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲାଯିବା ସହ ପୌରପରିଷଦ, ମ୍ୟୁନିସିପାଲିଟି ଅଞ୍ଚଳରେ ଅଧିକରୁ ଅଧିକ ଅସ୍ଥାୟୀ ସ୍ବାସ୍ଥ୍ୟକେନ୍ଦ୍ର ଖୋଲା ଯାଇଥିଲା। ସେଠାରେ ରୋଗୀମାନଙ୍କ ପାଇଁ ବେଡ୍‌, ଚଦର, ତକିଆ, ବାଲ୍‌ଟି, ପାଣି…

ଧୋନୀଙ୍କ ରେକର୍ଡ ଭାଙ୍ଗିଲେ ଜାଡେଜା; ଦେଖାଇଥିଲେ ଫିଲ୍ଡିଂରେ…

ନୂଆଦିଲ୍ଲୀ,୧୭।୪: ଆଇପିଏଲ୍‌-୨୦୨୧ର ଶୁକ୍ରବାର ଅନୁଷ୍ଠିତ କିଙ୍ଗ୍ସ ଲଢ଼େଇରେ ଚେନ୍ନାଇ ସୁପରକିଙ୍ଗ୍ସ ୬ ଉଇକେଟରେ ପଞ୍ଜାବ କିଙ୍ଗ୍ସକୁ ପରାସ୍ତ କରିଛି। ମୁକାବିଲାରେ ପ୍ରଥମେ ବ୍ୟାଟିଂ କରିଥିଲା ପଞ୍ଜାବ ଟିମ୍‌। ଦଳରେ କେ.ଏଲ୍‌ ରାହୁଲ ଏବଂ କ୍ରିସ ଗେଲଙ୍କ ଭଳି ଧୁଆଁଧାର ବ୍ୟାଟ୍ସମ୍ୟାନ ଥିବାରୁ…

ମାଲକାନଗିରିରେ ଶଟ୍‌ଡାଉନ୍‌ର ପ୍ରଭାବ: ରାସ୍ତାଘାଟ ଜନଶୂନ୍ୟ

ମାଲକାନଗିରି,୧୭।୪(ଡି.ଏନ୍‌.ଏ.): କରୋନା ମହାମାରୀର ଦ୍ୱିତୀୟ ଲହର ଆଜି ସମସ୍ତଙ୍କ ମନରେ ଭୟ ସୃଷ୍ଟି କରିବା ସହ ଏହାକୁ କିପରି ରୋକାଯାଇପାରିବ ସେଥିପାଇଁ ରାଜ୍ୟ ସରକାର ଓ ଜିଲା ପ୍ରଶାସନ ବ୍ୟାପକ ବ୍ୟବସ୍ଥା ଗ୍ରହଣ କରିଛନ୍ତି। ସହର ଠାରୁ ଗ୍ରାମାଞ୍ଚଳ ପର୍ଯ୍ୟନ୍ତ ଜନସାଧାରଣଙ୍କୁ…

ମୃତଦେହ ବି ଖାଇଯିବେ ମଙ୍ଗଳ ମହାକାଶ ଯାତ୍ରୀ…

ଓ୍ବାଶିଂଟନ,୧୭।୪: ପୃଥିବୀ ବାହାରେ ବସତି ସ୍ଥାପନ ପାଇଁ ମହାକାଶ ବିଜ୍ଞାନୀମାନେ ଳଗାତାର ଉଦ୍ୟମ ଜାରି ରଖିଛନ୍ତି। ମଙ୍ଗଳ ଗ୍ରହରେ ବାସ କରିବା ଲାଗି ଏବେ ଯୋଜନା ଜୋର୍‌ସୋର୍‌ରେ ଆରମ୍ଭ ହୋଇଛି। ପୃଥିବୀଠାରୁ ମଙ୍ଗଳଗ୍ରହର ଦୂରତା ପ୍ରାୟ ୧୭ କୋଟି ମାଇଲ୍‌ ଅର୍ଥାତ୍‌…

କରୋନାରୁ ସୁସ୍ଥ ହେଲେ କ୍ୟାଟ୍ରିନା

ମୁମ୍ବାଇ: ବଲିଉଡ୍‌ର ଅନେକ କଳାକାର କରୋନାରେ ଆକ୍ରାନ୍ତ ହୋଇ ସୁସ୍ଥ ବି ହୋଇସାରିଛନ୍ତି। କିଛି କଳାକାରଙ୍କ ଜୀବନ ବି ଯାଇଛି। କିଛି ଦିନ ତଳେ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ କରୋନାରେ ଆକ୍ରାନ୍ତ ହୋଇଥିଲେ। ବର୍ତ୍ତମାନ ସେ ସୁସ୍ଥ ହୋଇଥିବା ସୋସିଆଲ ମିଡିଆରେ…

ପ୍ରଥମ ବିଜୟ ପରେ ଚହରଙ୍କୁ ନେଇ ବଡ ବୟାନ ଦେଲେ ଚେନ୍ନାଇ ଅଧିନାୟକ, ୨୦୦ତମ ମ୍ୟାଚ୍‌ ଖେଳିବାକୁ ନେଇ…

ନୂଆଦିଲ୍ଲୀ,୧୭।୪: ପଞ୍ଜାବ କିଙ୍ଗ୍ସ ବିପକ୍ଷରେ ଶୁକ୍ରବାର ଖେଳାଯାଇଥିବା ମ୍ୟାଚ୍‌ରେ ବିଜେତା ହେବା ପରେ ଧୋନୀଙ୍କ ନେତୃତ୍ୱାଧୀନ ଚେନ୍ନାଇ ସୁପର କିଙ୍ଗ୍ସ ଆଇପିଏଲ୍‌ରେ ପ୍ରଥମ ବିଜୟ ସ୍ବାଦ ଚାଖିଛି। ଚଳିତ ସିଜିନର ପ୍ରଥମ ବିଜୟ ପରେ ଧୋନୀ ଯୁବ ଦ୍ରୁତ ବୋଲର ଦୀପକ…

ହାଇଦରଙ୍କୁ କରୋନା: ସୁସ୍ଥ ହେଲେ ପୁଣି ଯିବେ ରିମାଣ୍ଡରେ !

ଭୁବନେଶ୍ୱର, ୧୭।୪(ବ୍ୟୁରୋ): ଗ୍ୟାଙ୍ଗଷ୍ଟର ହାଇଦର ଏବେ କରୋନାରେ ଆକ୍ରାନ୍ତ ହୋଇଛନ୍ତି। ସେ ସୁସ୍ଥ ହେବା ପରେ ତାଙ୍କୁ ରିମାଣ୍ଡରେ ନେବା ପାଇଁ ଆବେଦନ କରାଯିବ ବୋଲି କଟକ ଡିସିପି କହିଛନ୍ତି। ସେ କହିଛନ୍ତି ଯେ, ବର୍ତ୍ତମାନ ହାଇଦର ଚୌଦ୍ୱାର ଜେଲ ଆଇସୋଲେଶନ…

ପ୍ରବାସୀଙ୍କ ପାଇଁ ଭଗବାନ ସାଜିଥିବା ସୋନୁଙ୍କୁ କରୋନା

ମୁମ୍ବାଇ: ଦେଶରେ କରୋନାର ଦ୍ୱିତୀୟ ଲହର ଦ୍ରୁତ ଗତିରେ ବ୍ୟାପିବାରେ ଲାଗିଛି। ପ୍ରତିଦିନ ଲକ୍ଷାଧିକ ସଂଖ୍ୟାରେ କରୋନା ପଜିଟିଭ୍‌ ଚିହ୍ନଟ ହେଉଥିବା ବେଳେ ଏହା କବଳରୁ ଫିଲ୍ମ ଇଣ୍ଡଷ୍ଟ୍ରି ମଧ୍ୟ ବର୍ତ୍ତି ପାରିନାହିଁ। କରୋନା କାଳରେ ଗରିବ ଲୋକଙ୍କ ପାଇଁ ଭଗବାନ…

ଆଜି ରାତିରୁ ଭକ୍ତଙ୍କୁ ଶ୍ରୀମନ୍ଦିର ମନା

ପୁରୀ ଅଫିସ,୧୭।୪: ଶନିବାରଠାରୁ ରାଜ୍ୟର ୨୦ ଜିଲାରେ ଆରମ୍ଭ ହେଉଛି ନାଇଟ୍‌ କର୍ଫ୍ୟୁ। ଏହାକୁ ଦୃଷ୍ଟିରେ ରଖି ଆଜି ରାତି ୮ଟାରୁ ଭକ୍ତଙ୍କୁ ଶ୍ରୀମନ୍ଦିର ଭିତରକୁ ଆଉ ଛଡ଼ା ଯିବ ନାହିଁ। ରାତି ୯ରୁ ନାଇଟ୍‌ କର୍ଫ୍ୟୁ ଲାଗୁ ହେଉଥିବାରୁ ପ୍ରଶାସନ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri