Home

କେନ୍ଦ୍ରୀୟ କର୍ମଚାରୀଙ୍କୁ ମୋଦିଙ୍କ ଉପହାର, ମହଙ୍ଗା ଭତ୍ତା ୧୭ରୁ ୨୮ ପ୍ରତିଶତକୁ ବୃଦ୍ଧି…

ନୂଆଦିଲ୍ଲୀ,୧୪।୭: କେନ୍ଦ୍ର ସରକାରଙ୍କ ଅଧିନରେ କାର୍ଯ୍ୟ କରୁଥିବା କର୍ମଚାରୀଙ୍କୁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଉପହାର ଦେଇଛନ୍ତି। କେନ୍ଦ୍ରୀୟ କର୍ମଚାରୀଙ୍କ ମହଙ୍ଗା ଭତ୍ତା ଉପରେ ଲାଗିଥିବା ରୋକ୍‌କୁ ହଟାଇ ନିଆଯାଇଛି। ଏହା ସହିତ ମହଙ୍ଗା ଭତ୍ତାକୁ ୧୮ ପ୍ରତିଶତରୁ ବୃଦ୍ଧି କରାଯାଇ ୨୮…

ଗାଡ଼ି ଭିତରେ ନୁହେଁ, ବରଂ ଏସ୍‌ୟୁଭିର ବୋନେଟ୍‌ରେ ବସି ବିବାହସ୍ଥଳରେ ପହଞ୍ଚିଲେ କନ୍ୟା: ଭିଡିଓ ଭାଇରାଲ ପରେ…

ପୁଣେ: ଆଧୁନିକତାର ଏହି ଯୁଗରେ ମଣିଷ ନିଜ ଜୀବନର ସମସ୍ତ ଗୁରୁତ୍ୱପୁର୍ଣ୍ଣ ମୁହୂର୍ତ୍ତକୁ ସ୍ମରଣୀୟ କରିବା ପାଇଁ ଟେକ୍ନୋଲୋଜିର ସାହାଯ୍ୟ ନେଉଛି। ହେଲେ କିଛି ଲୋକ ନିଜର ସୁଖ ପାଇଁ ବେଳେବେଳେ ଅନ୍ୟମାନଙ୍କ ଜୀବନକୁ ବିପଦରେ ପକାଇବାକୁ ଦ୍ୱିଧା କରନ୍ତି ନାହିଁ।…

ମହିଳା ଡାକ୍ତରଙ୍କ ବେଡ୍‌ରୁମ୍‌ଠାରୁ ଆରମ୍ଭ କରି ବାଥ୍‌ରୁମ ଯାଏ ଅଜାଣତରେ ଲାଗିଥିଲା ସିସି କ୍ୟାମେରା, ଜଣାପଡ଼ିବା ପରେ…

ମୁମ୍ବାଇ,୧୪ା୭: ମହାରାଷ୍ଟ୍ରର ପୁଣେରେ ଜଣେ ମହିଳା ଡାକ୍ତରଙ୍କ ବାଥ୍‌ରୁମ ଠାରୁ ଆରମ୍ଭ କରି ବେଡ୍‌ରୁମ୍‌ ପର୍ଯ୍ୟନ୍ତ ସବୁଠି ଚୋରା କ୍ୟାମେରା ଲାଗିଥିଲା। ଯାହା ଜାଣି ନ ଥିଲେ ମହିଳା ଡାକ୍ତର। ତାଙ୍କ ଘରର ଲାଇଟ୍‌ ଖରାପ ହୋଇଯିବାରୁ ସେ ଇଲେକ୍ଟ୍ରିସିଆନଙ୍କୁ ସଜାଡ଼ିବା…

ଆଜିଠୁ ଆଡ଼ପ ଅବଢ଼ା

ପୁରୀ ଅଫିସ,୧୪।୭: ଆଜିଠୁ ମହାପ୍ରଭୁଙ୍କ ଆଡ଼ପ ଅବଢ଼ା ମିଳିବ॥ ଶ୍ରୀଗୁଣ୍ଡିଚା ମନ୍ଦିରରୁ ଏହି ଆଡ଼ପ ଅବଢ଼ା ବାହାରିବ। ଶ୍ରୀଜିଉଙ୍କୁ ଅର୍ପଣ ପରେ ଭକ୍ତମାନେ ଅବଢ଼ା ପାଇବାର ସୁଯୋଗ ପାଇବେ। ବୁଧବାରଠାରୁ ଗୁଣ୍ଡିଚା ମନ୍ଦିର ନିକଟ ନୃସିଂହ ମନ୍ଦିର ଓ ବସ ଷ୍ଟାଣ୍ଡରେ…

ସମସ୍ତେ ଫୁଟବଲ୍‌ ଦେଖିବାରେ ବ୍ୟସ୍ତ, ତେଣେ କୋହଲି ପାକିସ୍ତାନ ପାଇଁ ଖେଳୁଛନ୍ତି; ଜାଣନ୍ତୁ କାହିଁକି ହେଉଛି ଏଭଳି ଚର୍ଚ୍ଚା…

ନୂଆଦିଲ୍ଲୀ,୧୪।୭: ଇଂଲଣ୍ଡ ବିପକ୍ଷ ତିନି ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜରେ ପାକିସ୍ତାନ ପରାଜିତ ହୋଇଛି। ଏହା ପରେ ସୋସିଆଲ ମିଡିଆରେ ପାକିସ୍ତାନର ପରାଜୟର ହ୍ୟାଟ୍ରିକ୍‌ ବିଷୟରେ ଆଲୋଚନା ହେଉଥିବା ବେଳେ ଭିନ୍ନ କାରଣକୁ ନେଇ ଦଳର ଜଣେ ଖେଳାଳି ଚର୍ଚ୍ଚାରେ। କାରଣଟି…

ମହାକାଶ ଯୁଦ୍ଧ ପାଇଁ ଚାଇନାର ପ୍ରସ୍ତୁତି, ଆମେରିକା ଦେଲା ଚେତାବନୀ…

ଓ୍ବାଶିଂଟନ,୧୪।୭: କରୋନା ମହାମାରୀର ଏନ୍ତୁଡ଼ିଶାଳ ପାଲଟିଥିବା ଚାଇନା ଏବେ ମହାକାଶ ଯୁଦ୍ଧ ପାଇଁ ପ୍ରସ୍ତୁତି ଆରମ୍ଭ କରିଛି। ପୃଥିବୀ ପୃଷ୍ଠରୁ ଅନ୍ତରୀକ୍ଷ ପର୍ଯ୍ୟନ୍ତ ଲକ୍ଷ୍ୟଭେଦ କରୁଥିବା କ୍ଷେପଣାସ୍ତ୍ର ତିଆରି କାର୍ଯ୍ୟ ଡ୍ରାଗନ୍‌ ଜାରି ରଖିଛି। ଆମେରିକା ସହିତ ମହାକାଶ ଗବେଷଣା କ୍ଷେତ୍ରରେ…

ରାଜଧାନୀରୁ ୫୫୦ ଗ୍ରାମ ବ୍ରାଉନସୁଗାର, ୩୪ ଲକ୍ଷ ଟଙ୍କା ଜବତ; ୨ ଗିରଫ

ଭୁବନେଶ୍ୱର,୧୪ା୭(ବ୍ୟୁରୋ): ବୁଧବାର ରାଜଧାନୀରୁ ବଡ଼ ଧରଣର ବ୍ରାଉନସୁଗାର ରାକେଟର ପର୍ଦ୍ଦାଫାଶ ହୋଇଛି। ସହିଦନଗର ଥାନା କେସୁରା ଅଞ୍ଚଳରେ ଏକ ଘର ଭିତରୁ ୫୫୦ ଗ୍ରାମ ବ୍ରାଉନସୁଗାର ଜବତ ହୋଇଛି । ଏଥିସହ ନଗଦ ୩୪ ଲକ୍ଷ ୮୦ ହଜାର ଟଙ୍କା ଜବତ…

ଫିଲ୍ମରେ ସୋନୁ ସୁଦ୍‌ ପିଟା ଖାଉଥିବା ଦେଖି ପ୍ରଶଂସକ ନେଲେ ଏମିତି ନିଷ୍ପତ୍ତି

କରୋନା ସମୟରେ ବଲିଉଡ୍‌ ଅଭିନେତା ସୋନୁ ସୁଦଙ୍କ ଏକ ଭିନ୍ନ ରୂପ ଦେଖିବାକୁ ମିଳିଛି। ସେ ଏହି ସମୟରେ ଲୋକଙ୍କ ପାଇଁ ଭଗବାନ ସାଜିଛନ୍ତି। ତେଣୁ ଲୋକେ ତାଙ୍କ ବିରୋଧରେ କିଛି ଦେଖିବାକୁ ପସନ୍ଦ କରନ୍ତି ନାହିଁି। ନିକଟରେ ସେମିତି ଏକ…

ଫ୍ୟାମିଲି କୋର୍ଟରେ ହାଜର ହେଲେ ବର୍ଷା ପ୍ରିୟଦର୍ଶିନୀ

କଟକ ଅଫିସ,୧୪ା୭(ବ୍ୟୁରୋ): ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀ ଆଜି କଟକସ୍ଥିତ ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି। ଏମ୍‌ପି ଅନୁଭବ ମହାନ୍ତି ଏବଂ ସ୍ତ୍ରୀ ବର୍ଷାଙ୍କ ବିବାଦକୁ ନେଇ ଆଜି ଫ୍ୟାମିଲି କୋର୍ଟରେ ହାଜର ହୋଇଛନ୍ତି ବର୍ଷା। ଗତ ୯ ତାରିଖରେ ମଧ୍ୟ କୋର୍ଟର…

ମହାମାରୀରେ କାଉଡ଼ି ଯାତ୍ରା, ଯୋଗୀ ସରକାରଙ୍କୁ ସୁପ୍ରିମ୍‌କୋର୍ଟଙ୍କ ଜବାବ ତଲବ…

ନୂଆଦିଲ୍ଲୀ,୧୪।୭: ଦେଶରେ କରୋନା ମହାମାରୀ ସଂକ୍ରମଣ ଜାରି ରହିଥିବାବେଳେ ଉତ୍ତରପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସରକାରଙ୍କ ପକ୍ଷରୁ ଶ୍ରାବଣ ମାସରେ ପ୍ରଭୁ ଶ୍ରୀମହାଦେବଙ୍କ ଉଦ୍ଦେଶ୍ୟରେ ହେଉଥିବା କାଉଡ଼ି ଯାତ୍ରାକୁ ଅନୁମତି ଦେଇଛନ୍ତି। ଏହା ବିରୋଧରେ ସୁପ୍ରିମ୍‌କୋର୍ଟରେ ଆବେଦନ କରାଯାଇଛି। ଏହି ଆବେଦନର…

ବହୁତ ଭଲ ବନ୍ଧୁ ହୋଇଥାନ୍ତି ଏହି ରାଶିର ଯୁବତୀ: ବିପଦ ପଡ଼ିଲେ ବି ଛାଡ଼ି ନ ଥାନ୍ତି ହାତ…

ଜ୍ୟୋତିଷଶାସ୍ତ୍ର ଅନୁସାରେ ଜନ୍ମଜାତକରୁ ବ୍ୟକ୍ତିର ସ୍ବଭାବ ଏବଂ ତାର ଜୀବନ ବିଷୟରେ ବହୁତ କିଛି ଜଣାପଡ଼ିଥାଏ। ରାଶିଦ୍ୱାରା ମଣିଷ ଜୀବନ ସହ ଜଡ଼ିତ ଅନେକ କିଛି ରହସ୍ୟ ଜଣାପଡ଼ିଥାଏ। ଆଜି ଆମେ ଏଭଳି ୪ ରାଶି ବିଷୟରେ କହିବୁ, ଯେଉଁଥିରେ ଜନ୍ମିତ…

ଏମିତି କଥା କହିଲେ ଭାରତୀୟ କ୍ରିକେଟର୍‌: ପାକିସ୍ତାନ ପ୍ରଶଂସକ କଲେ ସଲାମ

ଲଣ୍ଡନ,୧୪।୭: ଭାରତୀୟ ଦଳରୁ ବାଦ୍‌ ପଡିଥିବା ଦୀନେଶ କାର୍ତ୍ତିକ ଆଜିକାଲି ଇଂଲଣ୍ଡରେ କମେଣ୍ଟ୍ରି କରୁଛନ୍ତି। ବିଶ୍ୱ ଟେଷ୍ଟ ସିରିଜର ଫାଇନାଲରେ କମେଣ୍ଟ୍ରି ପାଇଁ ଦୀନେଶ କାର୍ତ୍ତିକ ଇଂଲଣ୍ଡ ଯାଇଥିଲେ, କିନ୍ତୁ ଏହା ପରେ ସେ ଇଂଲଣ୍ଡ-ଶ୍ରୀଲଙ୍କା ଏବଂ ଏବେ ଇଂଲଣ୍ଡ-ପାକିସ୍ଥାନ (ଇଂଲଣ୍ଡ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?