ପରୀ ମାମଲା ଶୁଣାଣି ୨ ଦିନ ଘୁଞ୍ଚିଲା
ନୂଆଦିଲ୍ଲୀ,୧୪ା୭: ନୟାଗଡ଼ ଜିଲା ଯଦୁପୁର ଗ୍ରାମର ୫ବର୍ଷୀୟା ଶିଶୁ କନ୍ୟା ପରୀ ଅପହରଣ ଓ ହତ୍ୟା ଘଟଣାର ସିବିଆଇ ତଦନ୍ତ ନିମନ୍ତେ ସୁପ୍ରିମକୋର୍ଟରେ ହୋଇଥିବା ଆବେଦନର ଶୁଣାଣି ଗୁରୁବାରକୁ ଘୁଞ୍ଚତ୍ଛି। ପରୀର ମା’ ସୌଦାମିନୀ ଝିଅର ହତ୍ୟା ଘଟଣାର ସିବିଆଇ ତଦନ୍ତ…
୧୭ ଜିଲାରେ ନିଅଣ୍ଟିଆ ବର୍ଷା
ଭୁବନେଶ୍ୱର,୧୪ ।୭(ବ୍ୟୁରୋ);ଓଡ଼ିଶାକୁ ଏଥର ଠିକ୍ ସମୟରେ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ ପ୍ରବେଶ କରିଥିଲେ ମଧ୍ୟ ଏ ପର୍ଯ୍ୟନ୍ତ ଆବଶ୍ୟକତା ଅନୁଯାୟୀ ବର୍ଷା ହୋଇନାହିଁ। ୧୭ ଜିଲାରେ ନିଅଣ୍ଟିଆ ବର୍ଷା ହୋଇଥିବା ମଙ୍ଗଳବାର ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ପକ୍ଷରୁ ସୂଚନା…
କୋଭାକ୍ସିନକୁ ଖୁବ୍ଶୀଘ୍ର ଡବ୍ଲ୍ୟୁଏଚ୍ଓ ମଞ୍ଜୁରୀ
କରୋନାର ତୃତୀୟ ଲହରକୁ ରୋକିବା ପାଇଁ ଟିକାକରଣ ଜରୁରୀ ହୋଇପଡ଼ିଥିବାବେଳେ କୋଭାକ୍ସିନକୁ ନେଇ ବଡ଼ ଖବର ଆସିଛି। କୋଭାକ୍ସିନ ନିର୍ମାତା କମ୍ପାନୀ ଭାରତ ବାୟୋଟେକ୍ ପକ୍ଷରୁ କୁହାଯାଇଛି ଯେ, ଏହି ଟିକାକୁ ବିଶ୍ୱ ସ୍ବାସ୍ଥ୍ୟ ସଙ୍ଗଠନ (ଡବ୍ଲ୍ୟୁଏଚ୍ଓ) ମଞ୍ଜୁରୀ ଯଥାଶୀଘ୍ର ସମ୍ଭବ…
୧୨୭ କିଲୋ ଓଜନର କ୍ରିକେଟ୍ର ଏକ କ୍ୟାଚ୍ ଧରି ରାତାରାତି ପାଲଟିଥିଲେ ସୁପର୍ଷ୍ଟାର୍
୨୦୦୭ ଦିନିକିଆ ବିଶ୍ୱକପ ଭାରତୀୟ ଦଳ ପାଇଁ ଏକ ଦୁଃସ୍ବପ୍ନଠାରୁ କମ ନୁହେଁ। ଦଳ ପ୍ରଥମ ରାଉଣ୍ଡରୁ ବାହାରେ ଥିଲା। ତେବେ ଏହି ବିଶ୍ୱକପରେ ବରମୁଣ୍ଡାର ଖେଳାଳି ଡ୍ବେନ ଲିଭରଲକ ପ୍ରାଧାନ୍ୟ ବିସ୍ତାର କରିଥିଲେ। ଭାରତ ବିପକ୍ଷ ମ୍ୟାଚ ତାଙ୍କୁ ରାତାରାତି…
ସବୁଠାରୁ ବେଶୀ ଧନୀ ହୋଇଥାନ୍ତି ଏହି ୪ ରାଶିରେ ଜନ୍ମିତ ଲୋକେ: ଭାଗ୍ୟ ରହିଥାଏ ସର୍ବଦା ସାଥିରେ
ଜ୍ୟୋତିଷଶାସ୍ତ୍ର ଅନୁଯାୟୀ କିଛି ରାଶି ଏପରି ଅଛି, ଯେଉଁଥିରେ ଜନ୍ମିତ ବ୍ୟକ୍ତିବିଶେଷଙ୍କ ଭିତରେ ଧନୀ ହେବାର ଇଚ୍ଛା ରହିଥାଏ। ଏଥିପାଇଁ ଏମାନେ ପ୍ରୟାସ ମଧ୍ୟ କରିଥାନ୍ତି। ଯେଉଁ କାମରେ ସେମାନେ ହାତ ଦିଅନ୍ତି, ସଫଳତା ହାସଲ କରିଥାନ୍ତି। ଜାଣନ୍ତୁ ସେହି ୪…
ଜେଲରେ ଜୁମା, ପ୍ରତିବାଦରେ ଅରାଜକତା
ଜୋହାନ୍ସବର୍ଗ/ଡର୍ବାନ,୧୪ା୭: ଦକ୍ଷିଣ ଆଫ୍ରିକାର ପୂର୍ବତନ ରାଷ୍ଟ୍ରପତି ଜାକୋବ ଜୁମା ଦୁର୍ନୀତି ମାମଲାରେ ଜେଲ୍ ଯିବା ପରେ ଦେଶର ବିଭିନ୍ନ ଭାଗରେ ଲୋକେ ରାସ୍ତାକୁ ଓହ୍ଲାଇଛନ୍ତି। ତାଙ୍କ ଗିରଫଦାରି ପ୍ରତିବାଦରେ ଗତ ସପ୍ତାହରେ ଆରମ୍ଭ ହୋଇଥିବା ବିକ୍ଷୋଭ କ୍ରମଶଃ ହିଂସ୍ର ହେବାରେ ଲାଗିଛି।…
ସ୍ତ୍ରୀ ଜାଣିପାରିବେ ନାହିଁ ବୋଲି ପ୍ରେମିକାଙ୍କ ନାଁରେ ଝିଅଙ୍କ ନାମ ରଖିଦେଲେ ବ୍ୟକ୍ତି; ପରେ ଯାହା ହେଲା ଜାଣିଲେ…
ନୂଆଦିଲ୍ଲୀ: ମାତାପିତାମାନେ ବହୁତ ଭାବିଚିନ୍ତି ନିଜ ସନ୍ତାନର ନାମ ସ୍ଥିର କରିଥାନ୍ତି। କିଛି ଲୋକ ସେମାନଙ୍କ ପିଲାମାନଙ୍କ ନାମ ସମସ୍ତଙ୍କଠାରୁ ଅଲଗା ରଖିବାକୁ ଚାହୁଁଥିବା ବେଳେ କିଛି ସେମାନଙ୍କର ଆଦର୍ଶ ଏବଂ ବିଚାରକୁ ନେଇ ନାମ ବାଛନ୍ତି। ତେବେ ଜଣେ ବ୍ୟକ୍ତି…
ନେପାଳରେ ଦେଉବା ସରକାର
କାଠମାଣ୍ଡୁ, ୧୪ା୭: ନେପାଳୀ କଂଗ୍ରେସ ଅଧ୍ୟକ୍ଷ ଶେର ବାହାଦୁର ଦେଉବା ମଙ୍ଗଳବାର ୫ମ ଥର ପାଇଁ ନେପାଳର ପ୍ରଧାନମନ୍ତ୍ରୀ ହୋଇଛନ୍ତି। ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ ପରେ ରାଷ୍ଟ୍ରପତି ବିଦ୍ୟା ଦେବୀ ଭଣ୍ଡାରୀ ୭୪ ବର୍ଷୀୟ ଦେଉବାଙ୍କୁ ପ୍ରଧାନମନ୍ତ୍ରୀ ନିଯୁକ୍ତ କରିଛନ୍ତି। ବିଦାୟୀ ପ୍ରଧାନମନ୍ତ୍ରୀ…
ଟୁଇଟ୍ ହଟାଇବାକୁ ସାକେତଙ୍କୁ ନିର୍ଦ୍ଦେଶ
ନୂଆଦିଲ୍ଲୀ, ୧୪ା୭: କେନ୍ଦ୍ରମନ୍ତ୍ରୀ ହରଦୀପ ସିଂ ପୁରୀଙ୍କ ସ୍ତ୍ରୀ ତଥା ଜାତିସଂଘର ପୂର୍ବତନ ସହକାରୀ ମହାସଚିବ ଲକ୍ଷ୍ମୀ ପୁରୀଙ୍କ ବିରୋଧରେ କରିଥିବା ଅପମାନଜନକ ଟୁଇଟ୍ ହଟାଇବା ପାଇଁ ସାମାଜିକ କର୍ମୀ ସାକେତ ଗୋଖଲେଙ୍କୁ ମଙ୍ଗଳବାର ଦିଲ୍ଲୀ ହାଇକୋର୍ଟ ନିର୍ଦ୍ଦେଶ ଦେଇଛନ୍ତି। ଲକ୍ଷ୍ମୀ…
କ୍ୟାବିନେଟ କମିଟି ପୁନର୍ଗଠିତ
ନୂଆଦିଲ୍ଲୀ,୧୪ା୭: କେନ୍ଦ୍ର ମନ୍ତ୍ରିମଣ୍ଡଳ ସମ୍ପ୍ରସାରଣର ୬ ଦିନ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କ୍ୟାବିନେଟ କମିଟିଗୁଡ଼ିକୁ ପୁନର୍ଗଠନ କରିଛନ୍ତି। ମଙ୍ଗଳବାର ଅର୍ଥନୈତିକ ବ୍ୟାପାର କ୍ୟାବିନେଟ କମିଟି (ସିସିଇଏ)କୁ ଛୋଟ କରାଯାଇଥିବାବେଳେ ରାଜନୈତିକ ବ୍ୟାପାର ସମ୍ପର୍କିତ କ୍ୟାବିନେଟ କମିଟି (ସିସିପିଏ)ରେ ନୂଆ ମୁହଁଙ୍କୁ…
ଦ୍ୱିତୀୟ ନ ଯାଉଣୁ ତୃତୀୟ ଭୟ
ଭୁବନେଶ୍ୱର(ବ୍ୟୁରୋ)/ନୂଆଦିଲ୍ଲୀ,୧୪ା୭:ଓଡ଼ିଶାରେ କୋଭିଡ୍ ମୃତ୍ୟୁ ସଂଖ୍ୟା ବଢ଼ିଚାଲିଛି। ଗତ ଏପ୍ରିଲ ୧୩ରେ ରାଜ୍ୟରେ ୨ଜଣଙ୍କ ମୃତ୍ୟୁ ହୋଇଥିଲା। ସେହିପରି ମେ ୧୩ରେ ୧୯, ଜୁନ ୧୩ରେ ୪୫ ଏବଂ ଜୁଲାଇ ୧୩ରେ ୬୮ଜଣଙ୍କ ମୃତ୍ୟୁ ଘଟିଛି। ଅର୍ଥାତ୍ ରାଜ୍ୟରୁ କରୋନାର ଦ୍ୱିତୀୟ ଲହର…
ରେକର୍ଡ ଭାଙ୍ଗିଲା କରୋନା: ଦିନକରେ କରୋନା ନେଲା ୬୫ ଜୀବନ
ଭୁବନେଶ୍ୱର,୧୪/୭(ବ୍ୟୁରୋ): ରାଜ୍ୟରେ ବୁଧବାର କରୋନାରେ ୬୩ ଜଣ ଆଖି ବୁଜିଛନ୍ତି। ଏହା ସହିତ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୪୭୯୫ରେ ପହଞ୍ଚିଯାଇଛି। ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ବିଭାଗ ପକ୍ଷରୁ ଏହି ସୂଚନା ଦିଆଯାଇଛି। ଫଳରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ଧୀରେ…

