ପ୍ରକାଶ ପାଇଲା ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬: ବରଗଡ଼ ଜିଲାରେ ୧୧.୧୧ ଲକ୍ଷ ଭୋଟର
ବରଗଡ,୨୧।୯(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲାପାଳଙ୍କ କାର୍ଯ୍ୟାଳୟ ସଭାଗୃହଠାରେ ସୋମବାର ଭୋଟର ତାଲିକାର ସ୍ବତନ୍ତ୍ର ସଘନ ସଂଶୋଧନ (ଏସଆଇଆର) ପ୍ରକ୍ରିୟା ଅନ୍ତର୍ଗତ ଚୂଡ଼ାନ୍ତ ଭୋଟର ତାଲିକା-୨୦୨୬ ଆନୁଷ୍ଠାନିକ ଭାବେ ପ୍ରକାଶ ପାଇଛି। ଏହି ପରିପ୍ରେକ୍ଷୀରେ ଆୟୋଜିତ ବୈଠକରେ ବରଗଡ଼ ଅତିରିକ୍ତ ଜିଲାପାଳ ତଥା…
ଫୁଟ୍ବଲ ମ୍ୟାଚ୍ ଦେଖି ଫେରୁଥିଲେ ୨ ଯୁବକ, ଧକ୍କା ଦେଲା ଅଜଣା ଗାଡ଼ି: ଘଟଣାସ୍ଥଳରେ…
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶୁଳିଆପଦା ବ୍ଲକ କାଳିଆଶୋଳ ନିକଟରେ ସୋମବାର ରାତିରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି ଏକ ଅଜଣା ଗାଡ଼ି ଧକ୍କା ଦେବାରୁ ବାଇକ ଆରୋହୀ ଦୁଇ ଯୁବକଙ୍କର ଘଟଣାସ୍ଥଳରେ ହିଁ ମୃତ୍ୟୁ ଘଟିଛି। ମୃତ…
ପୋଖରୀକୁ ଗାଧୋଇବାକୁ ଯାଇଥିଲେ ନିହାରିକା, ଖସିଗଲା ଗୋଡ଼: ଆଉ ତା’ପରେ…
ଲାଞ୍ଜିଗଡ,୨୧।୯(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ବ୍ଲକ ଲାଞ୍ଜି ପଞ୍ଚାୟତ ବିଶ୍ୱନାଥପୁର ଥାନା ଅନ୍ତର୍ଗତ ସିନ୍ଧିପଦର ଗ୍ରାମର ଜଣେ ନାବାଳିକାର ପାଣିରେ ବୁଡି ମୃତ୍ୟୁ ଘଟିଛି I ମୃତ ନାବାଳିକା ଜଣକ ସିନ୍ଧିପଦର ଗ୍ରାମର ଅରକ୍ଷିତ ହରିଜନଙ୍କ ଝିଅ ନିହାରିକା…
ବହୁମୁଖୀ ଭବନ ଲୋକାର୍ପଣ କଲେ ବିଧାୟକ ସିଦ୍ଧାନ୍ତ ମହାପାତ୍ର: ବାଣ୍ଟିଲେ ଭତ୍ତା
ଦିଗପହଣ୍ଡି, ୨୧।୯ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଏନଏସି ଅଞ୍ଚଳରେ ବିଭିନ୍ନ ଉନ୍ନୟନମୂଳକ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ ଅନୁଷ୍ଠିତ ହୋଇଛି। ସୋମବାର ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ର ବିଭିନ୍ନ ପ୍ରକଳ୍ପର ଉଦ୍ଘାଟନ ଓ ଶିଳାନ୍ୟାସ କରିଛନ୍ତି। ଦିଗପହଣ୍ଡି…
ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହେଲେ ଆଦିତ୍ୟ: ଖେଳିଗଲା ଖୁସିର ଲହରୀ
ଗୁଡାରି, ୨୧/୯ (ପ୍ରମୋଦ କୁମାର ପତି): ସ୍ଥାନୀୟ ଓଡ଼ିଶା ଆଦର୍ଶ ବିଦ୍ୟାଳୟର ସପ୍ତମ ଶ୍ରେଣୀ ଛାତ୍ର ଆଦିତ୍ୟ ନାରାୟଣ ଗୌଡ଼ ରାଜ୍ୟସ୍ତରୀୟ ବକ୍ତୃତା ପ୍ରତିଯୋଗିତା ପାଇଁ ମନୋନୀତ ହୋଇଛନ୍ତି। ଓଡ଼ିଶା ଆଦର୍ଶ ବିଦ୍ୟାଳୟର ଫାଉଣ୍ଡେସନ ଦିବସ ଅବସରରେ ଆୟୋଜିତ ବିଦ୍ୟାଳୟସ୍ତରୀୟ ବକ୍ତୃତା…
ବାପାଙ୍କୁ ପିଟିପିଟି ମାରିଲେ ପୁଅ: ଘରୋଇ ଝଗଡା ହେଲା କାଳ
ବାରିପଦା,୨୧।୯(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ବାଙ୍ଗିରିପୋଷି ଥାନା ଅଧିନ ବ୍ରାହ୍ମଣଗାଁ ଗ୍ରାମପଞ୍ଚାୟତ ତାଳବନ୍ଦ ବୁରୁଡି ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଘରୋଇ କଳିକୁ ନେଇ ପୁଅର ଶାବଳ ମାଡରେ ବାପା ମୃତ୍ୟୁବରଣ କରିଛନ୍ତି। ଖବରପାଇ ପୋଲିସ ଓ ସାଇଣ୍ଟିଫିକ…
ଶୋକାକୁଳ ପରିବେଶରେ ଅବକାରୀ ବିଭାଗର ଅଧିକାରୀଙ୍କୁ ଶେଷ ବିଦାୟ: ବଜ୍ରପାତରେ…
ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଶ୍ରାନିକେତା ଗାଁର ଯୁବ ସରକାରୀ ଅଧିକାରୀ ବୌଦ୍ଧ ଜିଲାରେ ରବିବାର ବଜ୍ରପାତରେ ମୃତ୍ୟୁବରଣ କରିଥିଲେ। ସୋମବାର ତାଙ୍କ ମୃତଦେହ ନିଜ ଜନ୍ମ ମାଟିରେ ଶ୍ରାନିକେତାରେ ପହଞ୍ଚିଥିଲା। ପ୍ରକାଶ ଯେ, ଶ୍ରାନିକେତା ଗ୍ରାମର…
ଏହି ଜିଲାରେ ୨୪ ଯାଏ ସ୍କୁଲ ଛୁଟି ଘୋଷଣା: ଆଲର୍ଟ ରହିବାକୁ ନିର୍ଦ୍ଦେଶ
ଗଜପତି,୨୧।୯: ବଙ୍ଗୋପସାଗରରେ ସୃଷ୍ଟି ଲଘୁଚାପ ଧୀରେ ଧୀରେ ଗଭୀର ଅବପାତର ରୂପ ନେଇଛି। ଫଳରେ ରାଜ୍ୟରେ ପ୍ରବଳ ବର୍ଷା ଲାଗି ରହିଛି। ଆସନ୍ତା ୨୩ ଏବଂ ୨୪ ରାଜ୍ୟରେ ପ୍ରବଳ ବର୍ଷା ହେବ ବୋଲି ଜଣାପଡ଼ିଛି। ଏହାକୁ ଦୃଷ୍ଟିରେ ରଖି କାଲିଠୁ…
ପିଲାଙ୍କୁ ଖଡ଼ି ଧରି ପାଠ ପଢ଼ାଇଲେ ସରପଞ୍ଚ: ସବୁଠି ହେଉଛି ଚର୍ଚ୍ଚା
ଦାରିଙ୍ଗବାଡି, ୨୧।୯ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ପଞ୍ଚାୟତର ନାଏବ ସରପଞ୍ଚ ଦୀପକ ପ୍ରଧାନଗତ କିଛି ଦିନ ହେଲା ସରପଞ୍ଚ ଦାୟିତ୍ୱ ସମ୍ଭାଳିବା ପରେ ପ୍ରଥମଥର ପାଇଁ ସେ ନିଜ ପଞ୍ଚାୟତର ବିଦ୍ୟାଳୟଗୁଡିକୁ ପରିଦର୍ଶନ କରିଥିଲେ। ସେ ଉକ୍ତ ପଞ୍ଚାୟତ ଟେପାରି…
ପୋଲିସ ଯାଞ୍ଚ୍ ନାଁରେ ଲୋକଙ୍କୁ ହଇରାଣ: ଥାନା ଏଏସଆଇଙ୍କ ଦାଦାଗିରି
ରିଷିଡା,୨୧।୯(ସୁଶାନ୍ତ ମଲ୍ଲିକ): ଗତକିଛି ଦିନ ହେଲା ମ.ରାମପୁର ଥାନା ଅଧିନ ବିଭିନ୍ନ ଅଞ୍ଚଳରେ ସନ୍ଧ୍ୟା ସମୟରେ ପୋଲିସ ଯାଞ୍ଚ୍ ନାଁରେ ଜନୈକ ଏଏସଆଇ ଦାଦାଗିରି ଚଲାଇଥିବା ଅଭିଯୋଗ ହୋଇଛି। ମ.ରାମପୁର ଥାନାରେ ନୂତନ ଭାବେ ଯୋଗଦେଇଥିବା ବିଜୟ କୁମାର ବେନିଆ ନାମକ…
ବାତ୍ୟା ଆସିଲେ ଭୂସ୍ଖଳନ ଭୟ: ୨ ଦିନ ବନ୍ଦ ରହିବ କଳିଙ୍ଗା ଘାଟି
ଜି.ଉଦୟଗିରି,୨୧।୯(ଶିଶିର ପଟ୍ଟନାୟକ/ଚିନ୍ମୟ କୁମାର ସେଠୀ): କନ୍ଧମାଳ ଓ ଗଞ୍ଜାମ ସୀମାନ୍ତବର୍ତ୍ତୀ କଳିଙ୍ଗା ଘାଟି ଦେଇ ବିଜୟୱାଡ଼ା ରାଞ୍ଚିକୁ ସଂଯୋଗ କରୁଥିବା ୧୫୭ ନମ୍ବର ଜାତୀୟ ରାଜପଥ ଏବେ ବିପଦପୂର୍ଣ୍ଣ ଅବସ୍ଥାରେ ରହିଛି। ଲଘୁଚାପଜନିତ ଲଗାଣ ବର୍ଷା ବର୍ଷା ହେଉ କିମ୍ବା ବାତ୍ୟା…
ଭଞ୍ଜନଗରରେ ଅଧିକ ବର୍ଷା ଆଶଙ୍କା: ତଳିଆ ଅଞ୍ଚଳବାସୀଙ୍କ ପାଇଁ ସତର୍କ ସୂଚନା ଜାରି
ଭଞ୍ଜନଗର,୨୧।୯(ବାବୁଲା ପ୍ରଧାନ): ଭଞ୍ଜନଗର ଜଳଭଣ୍ଡାରରେ ବର୍ତ୍ତମାନ ପ୍ରାୟ ୮୬ ପ୍ରତିଶତ ଜଳ ସଞ୍ଚିତ ଥିବାବେଳେ ଆଗାମୀ ଦିନରେ ଅଧିକ ବର୍ଷାର ସମ୍ଭାବନା ଅଛି । ତେଣୁ ଭଞ୍ଜନଗର ଜଳଭଣ୍ଡାର ନିକଟବର୍ତ୍ତୀ ଅଞ୍ଚଳବାସୀଙ୍କୁ ସତର୍କ କରାଯାଇଛି। ଏନେଇ ଜଳସେଚନ ବିଭାଗ ପକ୍ଷରୁ ସତର୍କ…

