Home

ବ୍ୟାନର ମାରି ଉପସ୍ଥିତି ଦର୍ଶାଇଲେ ମାଓବାଦୀ: ଆତଙ୍କିତ ନ ହେବାକୁ….

ରାୟଗଡ଼ା/କଲ୍ୟାଣସିଂହପୁର,୧୪।୨(ଆଶିଷ ରଞ୍ଜନ ପଣ୍ଡା/ଦୀପକ କୁମାର ପରିଡ଼ା):ମାଓବାଦୀ ନେତା ନିଖିଲ ଓ ଇନ୍ଦୁଙ୍କ ସମେତ ୧୫ଜଣ ମାଓବାଦୀ ଆତ୍ମସମର୍ପଣ ପରେ ରାୟଗଡ଼ା ଜିଲା ଏକ ପ୍ରକାର ମାଓମୁକ୍ତ ଅଞ୍ଚଳ ହୋଇଥିବା ନେଇ ପୋଲିସ ଆଶ୍ୱସ୍ତି ପ୍ରକାଶ କରିଥିଲା। ହେଲେ ଠିକ୍‌ ଏହାର ସପ୍ତାହ…

ହାତୀ ପାଇଁ ଅଟକିଲା ମାଲବାହୀ ଟ୍ରେନ୍‌: ଲୋକୋପାଇଲଟ….

କେନ୍ଦୁଝର/ଯୋଡ଼ା,୧୪ା୨(ନରେଶ ଚନ୍ଦ୍ର ପଟ୍ଟନାୟକ/ମାନସ ମହାନ୍ତି):କେନ୍ଦୁଝର ଜିଲା ଚମ୍ପୁଆ ରେଞ୍ଜ ଯୋଡ଼ା ସେକ୍ସନ ବାମେବାରି ନିକଟ ନମିରା ଗ୍ରାମ ନିକଟ ବନ୍ଧୁଆବେଡ଼ାରେ ଗୁରୁବାର ସକାଳ ସମୟରେ ହାତୀ ପାଇଁ ଟ୍ରେନ୍‌ ଅଟକିଥିଲା। ହାତୀପଲ ଦେଖି ଲୋକୋପାଇଲଟଙ୍କ ଉପସ୍ଥିତ ବୁଦ୍ଧି ଯୋଗୁ ଏକ ବଡ଼…

ହାସିନାଙ୍କ ପ୍ରତ୍ୟର୍ପଣ ଦାବିକଲା ବିଏନ୍‌ପି: ଆଜି ଶପଥ ନେବେ ତାରିକ୍‌ ରହମାନ

ଢାକା,୧୪ା୨(ପି.ଟି./ଏଜେନ୍ସି):୨୦୨୪ ଅଗଷ୍ଟରେ ବାଂଲାଦେଶର ତତ୍କାଳୀନ ପ୍ରଧାନମନ୍ତ୍ରୀ ଶେଖ୍‌ ହାସିନାଙ୍କ ବିରୋଧରେ ମୁଣ୍ଡ ଟେକିଥିବା ଛାତ୍ର ଆନ୍ଦୋଳନ ଶେଷରେ ତାଙ୍କୁ କ୍ଷମତାଚ୍ୟୁତ କରିଥିଲା। ଅଗଷ୍ଟ ୫ରେ ହାସିନା ଦେଶ ଛାଡ଼ି ଭାରତକୁ ପଳାୟନ କରି ନୂଆଦିଲ୍ଲୀର ଶରଣ ନେଇଥିଲେ। ୨୦୨୫ ନଭେମ୍ବରରେ ଢାକାସ୍ଥିତ…

ପ୍ରତିଶ୍ରୁତି ମିଳିଲା, ଆନ୍ଦୋଳନ ହଟିଲା: ବିକ୍ରି ଅପେକ୍ଷାରେ ରହିଥିବା ଚାଷୀ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ରବି ଚାଷକାର୍ଯ୍ୟ ସମୟ ଗଡ଼ି ଚାଲିଛି। କିଛି ଚାଷୀ ତଳିପକା କାର୍ଯ୍ୟ ସାରିଥିବାବେଳେ ଆଉ କିଛି ବିଲରେ ଧାନପହ୍ଲା ରୋଇ ସାରିଛନ୍ତି। ମାତ୍ର ଜିଲାରେ ଏବେ ମଧ୍ୟ ଅନେକ ଚାଷୀ ଗତ ଖରିଫ ଧାନକୁ ଏପର୍ଯ୍ୟନ୍ତ ବିକ୍ରି କରି ପାରିନାହାନ୍ତି।…

ତାତିଲେ ଚାଷୀ, ୨୮ରେ ତହସିଲ ଘେରାଉ

ବରଗଡ଼,୧୪।୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲାରେ ଚାଷୀ ସମସ୍ୟା ବଢି ଚାଲିଛି। ଧାନବିକ୍ରି ଅବ୍ୟବସ୍ଥା ଏଥର ଅନ୍ୟବର୍ଷ ଅପେକ୍ଷା ଚାଷୀଙ୍କ ଦୁଃଖ ବଢାଇ ଦେଇଛି। ଏହାକୁ ନେଇ ଚାଷୀ ଅସନ୍ତୋଷ ବଢିବାରେ ଲାଗିଛି। ଏହି କ୍ରମରେ ଶୁକ୍ରବାର ଭଟଲି ବ୍ଲକ ସୁଲୁସୁଲିଆ କୋଲିଆରି ଡ୍ୟାମ୍‌ଠାରେ…

ଟିମ୍‌ ଇଣ୍ଡିଆ ପହଞ୍ଚି ନାହିଁ, ହେଲେ ମ୍ୟାଚ୍‌ର ୨ ଦିନ ପୂର୍ବରୁ ଏମିତି କଲା ପାକିସ୍ତାନ  

କଲମ୍ବୋ,୧୩।୨: କ୍ରିକେଟର ଆଉ ଏକ ମହାଲଢ଼େଇ ପାଇଁ କାଉଣ୍ଟଡାଉନ୍‌ ଆରମ୍ଭ ହୋଇଯାଇଛି। ଟି-୨୦ ବିଶ୍ୱକପ୍‌ ୨୦୨୬ରେ ଆସନ୍ତା ରବିବାର, ୧୫ ଫେବୃଆରୀରେ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଏବଂ ପାକିସ୍ତାନ ମୁହାଁମୁହିଁ ହେବାକୁ ଯାଉଛନ୍ତି। କଲମ୍ବୋର ଆର. ପ୍ରେମଦାସା ଷ୍ଟାଡିୟମରେ ହେବାକୁ ଥିବା…

ଯଦି ସେ ଶଙ୍କରାଚାର୍ଯ୍ୟ ଥିଲେ ତେବେ ଆପଣ କାହିଁକି ଲାଠିଚାର୍ଜ କରିଥିଲେ? ସମାଜବାଦୀ ପାର୍ଟି ଉପରେ ବର୍ଷିଲେ ଯୋଗୀ…

ଲକ୍ଷ୍ନୌ,୧୩।୨: ଉତ୍ତରପ୍ରଦେଶ ବଜେଟ ଅଧିବେଶନରେ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ସମାଜବାଦୀ ପାର୍ଟି (SP) କୁ କଡ଼ା ସମାଲୋଚନା କରିଛନ୍ତି। ମାଘ ମେଳାରେ ଘଟିଥିବା ଘଟଣାକୁ ନେଇ ସେ ବିରୋଧୀ ଦଳକୁ ଘେରିବା ସହ ଶଙ୍କରାଚାର୍ଯ୍ୟ ଅଭିମୁକ୍ତେଶ୍ୱରାନନ୍ଦଙ୍କ ପ୍ରସଙ୍ଗରେ ଗୁରୁତ୍ୱପୂର୍ଣ୍ଣ ମନ୍ତବ୍ୟ ଦେଇଛନ୍ତି।…

ଭ୍ୟାଲେଣ୍ଟାଇନ୍‌ ଡେ’ର ଦିନକ ପୂର୍ବରୁ ଏକା ହୋଇଗଲେ ହ୍ରିତିକ୍‌! ସବାଙ୍କ ସହ ବ୍ରେକ୍‌ଅପ୍‌ ନେଇ…

ମୁମ୍ବାଇ: ବଲିଉଡର ‘ଗ୍ରୀକ ଗଡ୍‌’ ହ୍ରିତିକ ରୋଶନ ବ୍ୟକ୍ତିଗତ ଜୀବନକୁ ନେଇ ଚର୍ଚ୍ଚାରେ। ଏହା ପଛରେ ରହିଛି ତାଙ୍କର ଏକ ରହସ୍ୟମୟ ସୋସିଆଲ ମିଡିଆ ପୋଷ୍ଟ । ପ୍ରଥମ ପତ୍ନୀଙ୍କଠାରୁ ଅଲଗା ହେବା ପରେ ଅଭିନେତ୍ରୀ ସବା ଆଜାଦଙ୍କୁ ଡେଟ୍‌ କରି…

ଘର କିଣିବା ପାଇଁ ‘ଜଏଣ୍ଟ ହୋମ୍‌ ଲୋନ୍‌’ ନେବାକୁ ଚାହୁଁଛନ୍ତି କି? ବୁଝିନିଅନ୍ତୁ ଏହାର ଲାଭ-କ୍ଷତିର ହିସାବ…

ନୂଆଦିଲ୍ଲୀ,୧୩।୨: ଘର କିଣିବା ପାଇଁ ଆଜିକାଲି ‘ଜଏଣ୍ଟ ହୋମ ଲୋନ୍‌’ (Joint Home Loan) ବା ଯୁଗ୍ମ ଗୃହ ଋଣ ଏକ ଲୋକପ୍ରିୟ ବିକଳ୍ପ ପାଲଟିଛି। ବିଶେଷ କରି ଯେତେବେଳେ ଜଣେ ବ୍ୟକ୍ତି ବ୍ୟାଙ୍କର ସମସ୍ତ ଯୋଗ୍ୟତା ପୂରଣ କରିପାରନ୍ତି ନାହିଁ,…

ପୁଣି ଚାମ୍ପିୟନ ହେବ ଟିମ୍‌ ଇଣ୍ଡିଆ! ୪୩ ବର୍ଷରେ ୩ୟ ଥର ପାଇଁ ଅଦ୍ଭୁତ ସଂଯୋଗ, ବଢ଼ିଲା… 

ନୂଆଦିଲ୍ଲୀ,୧୩।୨: ଭାରତୀୟ କ୍ରିକେଟ ପ୍ରଶଂସକଙ୍କ ପାଇଁ ଏବେ ଏକ ବଡ଼ ଖୁସି ଖବର ସାମ୍ନାକୁ ଆସିଛି। ସୂର୍ଯ୍ୟକୁମାର ଯାଦବଙ୍କ ନେତୃତ୍ୱରେ ଭାରତୀୟ ଦଳ କ୍ରମାଗତ ଦ୍ୱିତୀୟ ଥର ପାଇଁ ଟି-୨୦ ବିଶ୍ୱକପ ଜିତିବ ବୋଲି ଏକ ଶୁଭ ସଂଯୋଗ ସୃଷ୍ଟି ହୋଇଛି।…

୬ ଦାବିଦାରଙ୍କୁ ପଛରେ ପକାଇ ରାଜସ୍ଥାନ ରୟାଲ୍ସର ନୂଆ ଅଧିନାୟକ ହେଲେ ରିୟାନ ପରାଗ, ଜୟସ୍ବାଲ ଦେଲେ ଏଭଳି… 

ନୂଆଦିଲ୍ଲୀ,୧୩।୨: ଆଇପିଏଲ ୨୦୨୬ ସିଜିନ ପୂର୍ବରୁ ରାଜସ୍ଥାନ ରୟାଲ୍ସ (RR) ପ୍ରଶଂସକଙ୍କ ପାଇଁ ଏକ ବଡ଼ ଖବର ସାମ୍ନାକୁ ଆସିଛି। ଲିଗ୍‌ର ପ୍ରଥମ ଚାମ୍ପିୟନ ଦଳ ଏଥର ସମ୍ପୂର୍ଣ୍ଣ ନୂଆ ରୂପରେ ପଡ଼ିଆକୁ ଓହ୍ଲାଇବ। ସଞ୍ଜୁ ସାମସନ ଦଳ ଛାଡ଼ିବା ପରେ…

ଭାରତ-ପାକିସ୍ତାନ ମ୍ୟାଚ ପୂର୍ବରୁ ଏମିତି କଥା କହିଲେ ପୂର୍ବତନ ପାକିସ୍ତାନୀ କ୍ରିକେଟର, ଯାହାକୁ ନେଇ ଉଠିଲାଣି ବଡ଼ ବିବାଦ

ନୂଆଦିଲ୍ଲୀ,୧୩।୨: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ବନାମ ପାକିସ୍ତାନ ମ୍ୟାଚ ଫେବୃଆରୀ ୧୫ ରେ ହେବାକୁ ଯାଉଛି। ଏହି ବଡ଼ ମ୍ୟାଚ ପୂର୍ବରୁ, ଆମିର ଏକ ଟିଭି ଶୋ’ରେ କହିଥିଲେ ଯେ ଭାରତୀୟ ଓପନର ଅଭିଷେକଙ୍କ ପାଖରେ ସ୍ଥିରତା ନାହିଁ ଏବଂ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?