Home

ଦିଲ୍ଲୀରେ ଲାଗୁ ହୋଇପାରେ ସାପ୍ତାହିକ ଲକ୍‌ଡାଉନ: କେଜରିଓ୍ବାଲ-ଏଲ୍‌ଜିଙ୍କ ବୈଠକ ଜାରି

ନୂଆଦିଲ୍ଲୀ,୧୫।୪: ରାଜଧାନୀ ଦିଲ୍ଲୀରେ କରୋନା ସ୍ଥିତି ଅସମ୍ଭାଳ ହେବାରେ ଲାଗିଛି। ଦିନକୁ ଦିନ କରୋନା ସଂକ୍ରମଣ ବୃଦ୍ଧି ପାଉଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ସ୍ଥିତି ଏଭଳି ହୋଇଛି ଯେ, ହସ୍ପିଟାଲରେ ରୋଗୀଙ୍କ ଚିକିତ୍ସା ପାଇଁ ଶଯ୍ୟା ମଧ୍ୟ ନାହିଁ।…

ଦେଖି ପାରିବେନି କି ଶୁଣି ପାରିବେନି: କରୋନାର ନୂଆ ଲକ୍ଷଣ…

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣର ନୂଆ ଷ୍ଟ୍ରେନ୍‌ ଯୋଗୁ ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ତେବେ ନୂଆ ଷ୍ଟ୍ରେନ୍‌ ଯୋଗୁ ଏବେ ଦୃଷ୍ଟି ଶକ୍ତି ଏବଂ ଶ୍ରବଣ ଶକ୍ତି ଉପରେ ପ୍ରଭାବ ପଡ଼ିବ ବୋଲି ବିଶେଷଜ୍ଞ ସୂଚନା ଦେଇଛନ୍ତି। ସେହି ପେଟରେ…

କୋଟିପତି କିନ୍ନର, ହାଇପ୍ରୋଫାଇଲ ମର୍ଡର: ସୁପାରି ୫୫ ଲକ୍ଷ

କୋଟିପତି କିନ୍ନରଙ୍କ ହାଇପ୍ରୋଫାଇଲ ମର୍ଡର। ହତ୍ୟା ପାଇଁ ବଛା ଯାଇଥିଲେ ସୁପାରି କିଲର। କୋଟିଏରୁ କଥା ଛିଣ୍ଡିଥିଲା ୫୫ ଲକ୍ଷରେ। କିନ୍ନର ଗୋଷ୍ଠୀ ବିବାଦ, ଉତ୍ତରାଧିକାରୀ ବଛା ସହ ପତିଆରା ସୃଷ୍ଟି ଥିଲା ମୂଳ କାରଣ। ୭ ମାସ ତଳେ କିନ୍ନର…

ଶ୍ମଶାନ ଆଗରେ ଲମ୍ବା ଲାଇନ୍‌: ଦିନରାତି ଜଳୁଛି ଜୁଇ….

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ରାଜଧାନୀ ଦିଲ୍ଲୀରେ ପ୍ରତିଦିନ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବୃଦ୍ଧି ପାଉଥିବାରୁ ସ୍ଥିତି ଅଣାୟତ୍ତ ହୋଇଛି। ଆକ୍ରାନ୍ତଙ୍କ ସଂଖ୍ୟା ସହିତ ମୃତକଙ୍କ ସଂଖ୍ୟା ବଢ଼ି ଚାଲିଛି। ତେବେ ମୃତକଙ୍କ ଅନ୍ତିମ ସଂସ୍କାର ପାଇଁ…

‘ମୋ ଝିଅ ଚିକିତ୍ସାରେ ଅବହେଳା କରାଯାଉଛି’

କଟକ ଅଫିସ,୧୫ା୪: କଟକ ଶିଶୁଭବନର ପେଡିଆଟ୍ରିକ୍‌ ନ୍ୟୁବର୍ନ ୱାର୍ଡ ଆଇସିୟୁ କ୍ୟାବିନ୍‌ରେ ଗତ ୪ଦିନ ହେବ ଚିକିତ୍ସିତ ହେଉଛି କେନ୍ଦ୍ରାପଡାର ଦୁଇମୁଣ୍ଡିଆ ଶିଶୁକନ୍ୟା। ସେଠାରେ ଶିଶୁକନ୍ୟାକୁ ଉନ୍ନତ ଧରଣର ଚିକିତ୍ସା ଯୋଗାଇ ଦିଆଯାଉ ନ ଥିବା ତାଙ୍କ ବାପା ଉମାକାନ୍ତ ପରିଡ଼ା…

ଜୁନ୍‌ ୧୫ ପର୍ଯ୍ୟନ୍ତ ସମୁଦ୍ରରେ ମାଛଧରା ନିଷିଦ୍ଧ

ପାରାଦୀପ,୧୫ା୪(ସ୍ବ.ପ୍ର.): ମାଛବଂଶ ବୃଦ୍ଧି ନିମନ୍ତେ ଗୁରୁବାରଠାରୁ ଜୁନ୍‌ ୧୫ ପର୍ଯ୍ୟନ୍ତ ଓଡ଼ିଶାର ସମୁଦ୍ରସୀମାରେ ମାଛଧରିବା ଉପରେ ପ୍ରଶାସନ ପକ୍ଷରୁ କଟାକଣା ଲଗାଯାଇଛି। ମାଛ ଧରିଲେ ଯାଆଁଳ ନଷ୍ଟ ହେବାର ଆଶଙ୍କା ଥିବାରୁ ୧୦ ବର୍ଷ ହେବ ଏହି ସମୟରେ କଟାକଣା ଲଗାଯାଉଛି।…

୭ ବର୍ଷ ପରେ ଆଇପିଏଲ୍‌ରେ ଏମିତି କଲା ଆରସିବି

ଚେନ୍ନାଇ,୧୫।୪: ଆଇପିଏଲ ୨୦୨୧ର ଷଷ୍ଠ ମ୍ୟାଚରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ସନରାଇଜର୍ସ ହାଇଦ୍ରାବାଦକୁ ୬ ରନରେ ପରାସ୍ତ କରିଛି। ଚେନ୍ନାଇରେ ସନରାଇଜର୍ସ ହାଇଦ୍ରାବାଦ ଏହା କ୍ରମାଗତ ପଞ୍ଚମ ପରାଜୟ ଚାରିଛି। ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ଆଇପିଏଲର ଦ୍ୱିତୀୟ ମ୍ୟାଚରେ ପ୍ରଥମେ…

ଶ୍ରଦ୍ଧାଳୁଙ୍କୁ ଆଖଣ୍ଡଳମଣି ମନା

ଭଦ୍ରକ ଅଫିସ,୧୫।୪: ରାଜ୍ୟରେ କରୋନା ଆତଙ୍କ ଖେଳାଇବାରେ ଲାଗିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଇତିମଧ୍ୟରେ ଗୁରୁବାର ଭଦ୍ରକ ଆରଡି ଆଖଣ୍ଡଳମଣି ମନ୍ଦିରର ଜଣେ ସେବାୟତ କରୋନା ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ସୁରକ୍ଷା ଦୃଷ୍ଟିରୁ ମନ୍ଦିରକୁ ୩ ଦିନ…

ଜଣାପଡ଼ିଲା ସତକଥା: ୪ ବର୍ଷ ତଳେ ଚାଇନାରେ ହୋଇଥିଲା କରୋନା ସଂକ୍ରମଣ…

ବେଜିଂ,୧୫।୪: କରୋନା ସଂକ୍ରମଣ ନେଇ ସାରା ପୃଥିବୀରେ ଆତଙ୍କ ଦେଖାଦେଇଛି। ୨୦୧୯ରେ ଚାଇନାର ଉହାନ ସହରରୁ କରୋନା ସଂକ୍ରମଣ ଆରମ୍ଭ ହୋଇଥିବା କୁହାଯାଉଥିଲେ ମଧ୍ୟ ଏବେ ଏହାର ପର୍ଦ୍ଦାଫାଶ୍‌ ହୋଇଛି। ଏକ ରିପୋର୍ଟ ଅନୁସାରେ ଚାଇନାରେ ୪ ବର୍ଷ ତଳେ ୨୦୧୬-୧୭ରେ…

ଗଞ୍ଜାମ ଥାନା ପୋଲିସ ପକ୍ଷରୁ ମାସ୍କ, ହେଲ୍‌ମେଟ ଯାଞ୍ଚ

ଗଞ୍ଜାମ,୧୫।୪(ଡି.ଏନ୍‌.ଏ.): ମହାମାରୀ କରୋନାର ଦ୍ୱିତୀୟ ଷ୍ଟ୍ରେନ୍‌ ଆସିବା ପରଠାରୁ ପ୍ରଶାସନର ନିଦ ହଜିଯାଇଛି। ଏହାର ମୁକାବିଲା ନିମନ୍ତେ ଏବେ ଲୋକଙ୍କୁ ସଚେତନତା ହେବା ଜରୁରୀ ହୋଇପଡ଼ିଛି। ଜିଲା ଉଚ୍ଚ ପ୍ରଶାସନର ନିଦ୍ଦେର୍ର୍ଶକ୍ରମେ ମାକ୍ସ ଓ ହେଲିମେଟ ଯାଞ୍ଚକୁ କଡ଼ାକଡ଼ି କରିଛି ଗଞ୍ଜାମ…

ସାମ୍ପୁଲ ନ ଦେଇ ଏମ୍‌ପିଙ୍କ ମୋବାଇଲ୍‌ରେ ଆସିଲା ମେସେଜ…

ନୂଆଦିଲ୍ଲୀ,୧୫।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ଲୋକଙ୍କ ମଧ୍ୟରେ କୋକୁଆ ଭୟ ଦେଖାଦେଇଛି। ଏପରିସ୍ଥଳେ କରୋନା ଟେଷ୍ଟ ପାଇଁ ସଂଗ୍ରହ ହେଉଥିବା ସାମ୍ପୁଲ ସମ୍ପର୍କିତ ମେସେଜ ନେଇ ସନ୍ଦେହ ସୃଷ୍ଟି ହେବାରେ ଲାଗିଛି। କଂଗ୍ରେସ ରାଜ୍ୟସଭା ଏମ୍‌ପି ଦିଗ୍‌ ବିଜୟ ସିଂଙ୍କ…

ଏହି କ୍ରିକେଟର୍‌ଙ୍କୁ ଅଷ୍ଟ୍ରେଲିଆରେ ଅଫର୍‌ ଦେଇଥିଲେ କୋହଲି

ଚେନ୍ନାଇ,୧୫।୪: ଆଇପିଏଲର ଗତ ସିଜନରେ ଫ୍ଲପ ହୋଇଥିବା ଅଷ୍ଟ୍ରେଲୀୟ ଅଲରାଉଣ୍ଡର ଗ୍ଲେନ ମ୍ୟାକ୍ସୱେଲ ଚଳିତ ସିଜନରେ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆରସିବି) ପାଇଁ ଖେଳୁଛନ୍ତି। ଆରସିବି ତାଙ୍କୁ ଏହି ସିଜିନ ପାଇଁ ନିଲାମରେ ବହୁ ପରିମାଣର ଅର୍ଥ ଦେଇ କିଣିଥିଲା ଏବଂ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri