Home

ପୁଣି ଫେରିବ ରାମାୟଣ

ନୂଆଦିଲ୍ଲୀ,୧୪।୪: ରାମାନନ୍ଦ ସାଗରଙ୍କ ‘ରାମାୟଣ’ ପୁଣି ଥରେ ପରଦାକୁ ଫେରୁଛି। ପ୍ରତିଦିନ ସନ୍ଧ୍ୟା ୭ଟାରେ ଷ୍ଟାର ଭାରତରେ ଏହାକୁ ପ୍ରସାରିତ କରାଯିବ। ଏନେଇ ବୁଧବାର ଷ୍ଟାର ଭାରତ ଟୁଇଟ କରି ଶୋ’ ବିଷୟରେ ସୂଚନା ଦେଇଛି। ସୂଚନାଯୋଗ୍ୟ, ଗତବର୍ଷ ଲକ୍‌ଡାଉନ ସମୟରେ…

ଲଜ୍ଜାଜନକ ପରାଜୟ ପରେ କୋଲକାତାର ଏହି ଦୁଇ ଖେଳାଳିଙ୍କ ବ୍ୟାଟିଂ ଉପରେ ପ୍ରଶ୍ନ ଉଠାଇଲେ ସେହ୍ବାଗ, କହିଲେ…

ନୂଆଦିଲ୍ଲୀ,୧୪।୪: ପୂର୍ବତନ ଭାରତୀୟ ଓପନର ବିରେନ୍ଦ୍ର ସେହଓ୍ବାଗ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌)ର ଅନୁଭବୀ ବ୍ୟାଟ୍ସମ୍ୟାନ୍‌ ଆନ୍ଦ୍ରେ ରସେଲ ଏବଂ ଦିନେଶ କାର୍ତ୍ତିକଙ୍କ ବ୍ୟାଟିଂ ଉପରେ ପ୍ରଶ୍ନ ଉଠାଇଛନ୍ତି। ସେ କହିଛନ୍ତି, ଇୟୋନ ମାର୍ଗନ ପ୍ରଥମ ମ୍ୟାଚ୍‌ ଜିତିବା ପରେ ଏହି ପ୍ରକାର…

ଏହି ରାଜ୍ୟରେ ୩୨୦ କୋଭାକ୍ସିନ୍‌ ଡୋଜ୍‌ ଚୋରି…

ଜୟପୁର,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ସଂକ୍ରମଣରୁ ଦୂରେଇ ରହିବା ପାଇଁ ଦେଶବ୍ୟାପୀ ସାର୍ବଜନୀକ ଟିକାକରଣ ଅଭିଯାନ ଜାରି ରହିଛି। ଏପରିସ୍ଥଳେ ଦେଶରେ ପ୍ରଥମ କରୋନା ଟିକା ଚୋରି ଘଟଣା ଘଟିଛି। ରାଜସ୍ଥାନର ଜୟପୁରରେ…

ସିବିଏସ୍‌ଇ ଦଶମ ପରୀକ୍ଷା ରଦ୍ଦ, ଦ୍ୱାଦଶ ପରୀକ୍ଷା ସ୍ଥଗିତ

ନୂଆଦିଲ୍ଲୀ,୧୪।୪: ଦେଶରେ କରୋନା ମହାମାରୀ ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ସିବିଏସ୍‌ଇ ବୋର୍ଡ ପରୀକ୍ଷା ନେଇ ଗୁରୁତ୍ୱପୂର୍ଣ୍ଣ ନିଷ୍ପତି ଗ୍ରହଣ କରାଯାଇଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କେନ୍ଦ୍ରୀୟ ଶିକ୍ଷାମନ୍ତ୍ରୀ ରମେଶ ପୋଖରିଓ୍ବାଲଙ୍କ ସହିତ ବୈଠକ କରିବା ପରେ…

ଲୋକେ ମାସ୍କ୍‌ ନ ପିନ୍ଧିଲେ ପୋଲିସ ପାଇବେ ଦଣ୍ଡ…

ଲକ୍ଷ୍ନୌ,୧୪।୪: କରୋନା ସଂକ୍ରମଣ ଯୋଗୁ ସ୍ଥିତି ସଙ୍କଟ ଜନକ ରହିଛି। ଏପରିସ୍ଥଳେ ସଂକ୍ରମଣରୁ ଦୂରେଇ ରହିବା ପାଇଁ ମାସ୍କ୍‌ ପିନ୍ଧିବା, ସାମାଜିକ ଦୂରତା ବଜାୟ ରଖିବା ଆଦି ଉପରେ ଗୁରୁତ୍ୱାରୋପ କରାଯାଉଛି। ଏନେଇ ଉତ୍ତରପ୍ରଦେଶର ଆହ୍ଲାବାଦ୍‌ ହାଇକୋର୍ଟ ପକ୍ଷରୁ ମାସ୍କ୍‌ ପିନ୍ଧି…

୩୦ ବଲ୍‌ରେ ଲୋଡା ଥିଲା ୩୧ ରନ୍‌: ଘଟିଲା କିଛି ଅପ୍ରତ୍ୟାଶିତ; ଚମକି ଯାଇଥିଲେ ପ୍ରଶଂସକ

ନୂଆଦିଲ୍ଲୀ,୧୪।୪: ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌(ଆଇପିଏଲ୍‌) ୨୦୨୧ର ପଞ୍ଚମ ମୁକାବିଲା କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ଏବଂ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ମଧ୍ୟରେ ଖେଳାଯାଇଛି। ଏଥିରେ କୋଲକାତା ଟିମ୍‌ ଟସ୍‌ ଜିତି ବୋଲିଂ କରିବା ନିଷ୍ପତ୍ତି ନେଇଥିଲା। ପ୍ରଥମେ ବ୍ୟାଟିଂ କରି ସୂର୍ଯ୍ୟକୁମାର ଯାଦବ(୫୬) ଏବଂ…

କରୋନା ସ୍ଥିତି ସମୀକ୍ଷା: ଭୀମସାରରେ ଖୋଲିବ ଦ୍ୱିତୀୟ କୋଭିଡ୍‌ ହସ୍ପିଟାଲ

ସମ୍ବଲପୁର, ୧୪।୪(ବ୍ୟୁରୋ): ବୁର୍ଲାସ୍ଥିତ ବୀର ସୁରେନ୍ଦ୍ର ସାଏ ଆର୍ୟୁବିଜ୍ଞାନ ଓ ଗବେଷଣା ପ୍ରତିଷ୍ଠାନ (ଭୀମସାର)ରେ ହେବ ଦ୍ୱିତୀୟ କୋଭିଡ ହସ୍ପିଟାଲ। ଭୀମସାରର ନବନିର୍ମିିତ ମେଡିସିନ ୱାର୍ଡରେ ଏହି ହସ୍ପିଟାଲ ଖୋଲାଯିବ ବୋଲି ବୁଧବାର ମୁଖ୍ୟ ଶାସନ ସଚିବ ସୁରେଶ ଚନ୍ଦ୍ର ମହାପାତ୍ର…

ଅଭିନେତା ଆଶୁତୋଷ ରାଣା ହେଲେ କରୋନା ଆକ୍ରାନ୍ତ: ଗତ ସପ୍ତାହରେ ନେଇଥିଲେ ଟିକା

ବଲିଉଡ୍‌ର ଲୋକପ୍ରିୟ ଅଭିନେତା ଆଶୁତୋଷ ରାଣା କରୋନାରେ ଆକ୍ରାନ୍ତ ହୋଇଛନ୍ତି। ତେବେ ଆଶ୍ଚର୍ଯ୍ୟର କଥା ହେଉଛି, ଏକ ସପ୍ତାହ ପୂର୍ବରୁ ସେ କରୋନା ଟିକା ନେଇଥିଲେ। ଏ ନେଇ ନିଜେ ଆଶୁତୋଷ ସୋସିଆଲ ମିଡିଆ ମାଧ୍ୟମରେ ତାଙ୍କ ପ୍ରଶଂସକଙ୍କୁ ଜଣାଇଛନ୍ତି। ନିଜର…

ମୁଖ୍ୟମନ୍ତ୍ରୀ କରୋନା ପଜିଟିଭ୍‌: ଟୁଇଟ୍‌ କରି ଦେଲେ ସୂଚନା

ଲକ୍ଷ୍ନୌ,୧୪।୪: ଉତ୍ତରପ୍ରଦେଶ ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥଙ୍କ ନମୁନା ପରୀକ୍ଷା ରିପୋର୍ଟ କରୋନା ପଜିଟିଭ୍‌ ଆସିଛି। ଏନେଇ ସେ ନିଜ ଟୁଇଟର ହ୍ୟାଣ୍ଡେଲରୁ ଟୁଇଟ୍‌ କରି ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶ ଏବଂ କେରାନା ମାର୍ଗଦର୍ଶିକା ପାଳନ କରି ସେ ନିଜକୁ ସେଲଫ୍‌…

ଏଭଳି ଲୋକଙ୍କୁ ହେବନି କରୋନା…

ପ୍ୟାରିସ୍‌,୧୪।୪: ପୃଥିବୀରେ କରୋନା ମହାମାରୀ ସଂକ୍ରମଣ ବେଲଗାମ ହେବାରେ ଲାଗିଛି। ପ୍ରତିଦିନ ଆକ୍ରାନ୍ତଙ୍କ ସହିତ ମୃତକଙ୍କ ସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ପ୍ୟାରିସ୍‌ର ହୋଇଥିବା ଏକ ଗବେଷଣା ରିପୋର୍ଟ ଅନୁସାରେ କୌଣସି ଶାରୀରିକ ପରିଶ୍ରମ ନ କରି ଅଳସୁଆ ଭାବେ ବସି…

ଅଟକିବନି ସିରିଏଲ୍‌ ଶୁଟିଂ

ମୁମ୍ବାଇ,୧୪।୪: ମହାରାଷ୍ଟ୍ରରେ କରୋନାର ବର୍ଦ୍ଧିତ ମାମଲାକୁ ଦୃଷ୍ଟିରେ ରଖି ରାଜ୍ୟସରକାର ୧୫ ଦିନିଆ ଜନତା କର୍ଫ୍ୟୁ ପାଇଁ ଘୋଷଣା କରିଛନ୍ତି। ଏହି ସମୟରେ ଫିଲ୍ମ, ଟିଭି ସିରିଏଲ୍‌ ଓ ବିଜ୍ଞାପନ ଶୁଟିଂ ଉପରେ ପୁଣି ଥରେ ରୋକୋ ଲଗାଯାଇଛି। କିନ୍ତୁ ଏହାରି…

ସିଜିନ୍‌ର ପ୍ରଥମ ବିଜୟରେ ଆତ୍ମବିଭୋର ମୁମ୍ବାଇ ଅଧିନାୟକ: ବୋଲର୍‌ଙ୍କୁ ନେଇ ଦେଲେ ଏଭଳି ବୟାନ

ନୂଆଦିଲ୍ଲୀ,୧୪।୪: ଆଇପିଏଲ୍‌ରେ ପ୍ରଥମ ମ୍ୟାଚ୍‌ ହାରିବା ପରେ ମୁମ୍ବାଇ ଇଣ୍ଡିଆନ୍ସ(ଏମ୍‌ଆଇ) ଟିମ୍‌ କୋଲକାତା ନାଇଟ୍‌ ରାଇଡର୍ସ(କେକେଆର୍‌) ବିପକ୍ଷ ମ୍ୟାଚ୍‌ ଜିତିଛି। ସୂର୍ଯ୍ୟକୁମାର ଯାଦବ ଏବଂ ରୋହିତ ଶର୍ମାଙ୍କ ଉଲ୍ଲେଖନୀୟ ବ୍ୟାଟିଂ ଯୋଗୁ ଦଳ ୧୫୨ରନ୍‌ର ବିଜୟ ଲକ୍ଷ୍ୟ ରଖିଥିଲା। ଜବାବରେ କୋଲକାତା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri