Home

ଜାଣନ୍ତି କି ପାଣିରେ ଅଧିକ ସମୟ ରହିଲେ ତ୍ୱଚା କାହିଁକି ଲୋଚା ହୋଇଯାଏ

ସାଧାରଣତଃ ଆମେ ସମସ୍ତେ ଜାଣିଛେ ଯେ, ଦୀର୍ଘ ସମୟ ଧରି ପାଣିରେ ରହିବା ହେତୁ ହାତ ଏବଂ ପାଦର ଚର୍ମ ଲୋଚା ହୋଇଯାଏ। କିନ୍ତୁ ଆପଣଙ୍କ ମନକୁ କେବେ ପ୍ରଶ୍ନ ଆସିଛି କି ଏହା କାହିଁକି ହୁଏ ବୋଲି। ତେବେ ଜାଣନ୍ତୁ…

ଅନିଲ କପୁରଙ୍କୁ ‘ଆଇ ଲଭ୍‌ ୟୁ’ କହିଲେ ମାଧୁରୀ ଦୀକ୍ଷିତ୍‌: ଏମିତି ଥିଲା ଅଭିନେତାଙ୍କ ପ୍ରତିକ୍ରିୟା

ବଲିଉଡର ଧକ-ଧକ ଗାର୍ଲ ମାଧୁରୀ ଦୀକ୍ଷିତ ଏବଂ ଅଭିନେତା ଅନିଲ କପୁରଙ୍କ ଯୋଡି ଅନେକ ଚଳଚ୍ଚିତ୍ରରେ ନଜର ଆସିଛନ୍ତି। ଦର୍ଶକ ଉଭୟ ଯୋଡିଙ୍କୁ ବହୁତ ପସନ୍ଦ ମଧ୍ୟ କରନ୍ତି। ଆଜିକାଲି ମାଧୁରୀ ଦୀକ୍ଷିତ ଡ୍ୟାନ୍ସ ରିଆଲିଟି ଶୋ ‘ଡ୍ୟାନ୍ସ ଦିଓ୍ବାନେ-୩ ’…

କାନ୍ଦୁଛି ୟୁପି ପୋଲିସ

ଲକ୍ଷ୍ନୌ,୧୦।୭: “ଭାଜପା କର୍ମୀ ଟେକା, ପଥର ମାଡ଼ କରୁୁଛନ୍ତି। ଏପରି କି ମୋତେ ଚାପୁଡ଼ା ମାରିଲେ। ସାଥିରେ ଆଣିଥିଲେ ବୋମା। ସେମାନଙ୍କ ମଧ୍ୟରେ ଭାଜପା ବିଧାୟକ ଓ ଜିଲା ମୁଖ୍ୟ ଅଛନ୍ତି” । ଫୋନ ଯୋଗେ ଏଭଳି କହି ବରିଷ୍ଠ ଅଧିକାରୀଙ୍କୁ…

ଘୁଞ୍ଚିଲା ଭାରତ-ଶ୍ରୀଲଙ୍କା ସିରିଜ୍‌

ନୂଆଦିଲ୍ଲୀ,୧୦।୭: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଖେଳାଯିବାକୁ ଥିବା ଦିନିକିଆ ଓ ଟି୨୦ ସିରିଜ୍‌ ୫ ଦିନ ବିଳମ୍ବରେ ଅର୍ଥାତ୍‌ ୧୮ ତାରିଖରୁ ଆରମ୍ଭ ହେବ। ପୂର୍ବ କାର୍ଯ୍ୟସୂଚୀ ଅନୁଯାୟୀ, ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌ ଆସନ୍ତା ୧୩ରୁ ଆରମ୍ଭ…

ନକଲି ଫେସ୍‌ବୁକ୍‌ ଆକାଉଣ୍ଟ ଖୋଲି କରୁଥିଲେ ଅପବ୍ୟବହାର: ଯୁବକ ଗିରଫ

ବଡ଼ବିଲ,୧୦ା୭(ସ୍ବ.ପ୍ର): କେନ୍ଦୁଝର ଜିଲା ବଡ଼ବିଲ ଥାନା ଅଞ୍ଚଳର ଜଣେ ଯୁବକ ଓ ଜଣେ ଯୁବତୀଙ୍କ ନାମରେ ନକଲି ଫେସ୍‌ବୁକ ଆକାଉଣ୍ଟ ଖୋଲି ଅପବ୍ୟବହାର କରିଥିବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରି ଶନିବାର କୋର୍ଟ ଚାଲାଣ କରିଛି। ଗିରଫ ଅଭିଯୁକ୍ତ ହେଲେ…

ପ୍ରଥମଥର ପାଇଁ ଶ୍ରୀମନ୍ଦିରରେ ହେବ ଲେଜର ସ୍କାନିଂ

ପୁରୀ ଅଫିସ,୧୦ା୭: ରଥଯାତ୍ରା ସମୟରେ ଶ୍ରୀମନ୍ଦିର ଗର୍ଭଗୃହର ମରାମତି ହେବା ନେଇ ପୂର୍ବରୁ ନିଷ୍ପତ୍ତି ହୋଇଥିବା ବେଳେ ବର୍ତ୍ତମାନ ଲେଜର ସ୍କାନିଂ ଜରିଆରେ ଶ୍ରୀମନ୍ଦିରର ସ୍ଥିତି ପରଖାଯାଇ ମରାମତି କାର୍ଯ୍ୟ ଆରମ୍ଭ ହେବ। ଏଏସ୍‌ଆଇସ୍ବତନ୍ତ୍ର ଟିମ୍‌ର ତତ୍ତ୍ୱାବଧାନରେ ଲେଜର ସ୍କାନିଂ କରାଯିବ।…

ହସ୍ପିଟାଲରୁ ଶିଶୁପୁତ୍ରକୁ ଚୋରି କରି ନେଇଥିଲେ ଚୋର, ମା’ଙ୍କ ଅବସ୍ଥା ଦେଖି ରାସ୍ତାରେ ଶୁଆଇ ଚାଲିଗଲେ

ଜୟପୁର,୧୦ା୭: ରାଜସ୍ଥାନର ବାଡମେର ଜିଲା ହସ୍ପିଟାଲରୁ ଏକ ଶିଶୁପୁତ୍ର ଚୋରି ହୋଇଥିଲା। ତେବେ ତିନିଦିନ ପରେ ଏହି ଶିଶୁପୁତ୍ର ମିଳିଛି। ହସ୍ପିଟାଲରୁ ପୁଅକୁ କେହି ଚୋରି କରିନେବା ଜାଣି କମଳା ନାମକ ଜଣେ ମହିଳା କାନ୍ଦି କାନ୍ଦି ନୟାନ୍ତ ହୋଇପଡ଼ିଥିଲେ। ଫଳରେ…

ନିଜଠୁ ଦୁଇବର୍ଷ ସାନ ଅଭିନେତାଙ୍କ ସହ ରୋମାନ୍ସ କରିବେ ଏହି ଅଭିନେତ୍ରୀ

ମୁମ୍ବାଇ: ଏକତା କପୁରଙ୍କ ଶୋ’ ‘ବଡ଼େ ଅଚ୍ଛେ ଲଗତେ ହୈ-୨’କୁ ନେଇ ପ୍ରଶଂସକମାନେ ବେଶ୍‌ ଉତ୍ସାହିତ ଅଛନ୍ତି। ଏହାର ପ୍ରଥମ ସିଜନରେ ସାକ୍ଷୀ ତଓ୍ବର ଏବଂ ରାମ କପୁର ଅଭିନୟ କରିଥିଲେ। ଶୋ’ଟିକୁ ମଧ୍ୟ ଜବରଦସ୍ତ ରେସପନ୍ସ ମିଳିଥିଲା। ଏଥିରେ ରାମ…

ବିବାହ ପରେ କାହିଁକି ପାଉଁଜି-ଝୁଣ୍ଟିଆ ପିନ୍ଧିଥାନ୍ତି ମହିଳା? ଜାଣନ୍ତୁ ଏହା ପଛରେ ଥିବା ଧାର୍ମିକ-ବୈଜ୍ଞାନିକ ମାନ୍ୟତା ବିଷୟରେ…

ଭାରତୀୟ ପରମ୍ପରାରେ ପାଉଁଜି ଏବଂ ଝୁଣ୍ଟିଆର ବଡ଼ ମହତ୍ତ୍ୱ ରହିଛି। ହିନ୍ଦୁ ମହିଳାମାନେ ବିବାହ ପରେ ନାନାଦି ଶୃଙ୍ଗାର କରିଥାନ୍ତି। ଏହାପଛରେ ଧାର୍ମିକ ମହତ୍ତ୍ୱ ସହ ବୈଜ୍ଞାନିକ କାରଣ ମଧ୍ୟ ରହିଛି। ବର୍ତ୍ତମାନର ସମୟରେ ଲୋକମାନେ ନିଜର ପୋଷାକ ପରିଧାନରେ ପରିବର୍ତ୍ତନ…

ସାନିଆ ମିର୍ଜାଙ୍କ ସ୍ବାମୀଙ୍କୁ ‘ସାଇଲେଣ୍ଟ କିଲର୍‌’ କହିଲେ ଏହି ପାକିସ୍ତାନୀ ଅଲରାଉଣ୍ଡର; ଅଖତରଙ୍କୁ କହିଲେ ‘ଆକ୍ଟର’

ନୂଆଦିଲ୍ଲୀ,୧୦।୭: ଟେନିସ ତାରକା ସାନିଆ ମିର୍ଜାଙ୍କ ସ୍ବାମୀ ତଥା କ୍ରିକେଟର ସୋଏବ ମଲିକଙ୍କୁ ‘ସାଇଲେଣ୍ଟ କିଲର୍‌’ କହିଛନ୍ତି ପାକିସ୍ତାନର ଅଲରାଉଣ୍ଡର ଅଜହର ମହମୁଦ। କେବଳ ଏତିକି ନୁହେଁ ସେ ଶୋଏବ ଅଖ୍‌ତରଙ୍କୁ ପାକିସ୍ତାନ କ୍ରିକେଟ ଟିମ୍‌ର ସବୁଠାରୁ ବଡ଼ କଳାକାର ବୋଲି…

ଆଉଟ୍‌ଫିଟ୍‌କୁ ନେଇ ଟ୍ରୋଲ୍‌ ହେଲେ ଏହି ଅଭିନେତ୍ରୀ, ୟୁଜର୍ସ କହିଲେ…

ମୁମ୍ବାଇ: ଦୀର୍ଘ ଦୁଇବର୍ଷ ହେବ ବଲିଉଡ୍‌ ଅଭିନେତ୍ରୀ ଆଲିଆ ଭଟ୍ଟ ନିଜର ଫ୍ୟାଶନକୁ ନେଇ ୟୁଜର୍ସମାନଙ୍କ ଟ୍ରୋଲର ଟାର୍ଗେଟ୍‌ରେ ରହୁଛି। କେବେକେବେ ଆଲିଆ ନିଜର ବୋରିଂ ଆଉଟ୍‌ଫିଟ୍‌କୁ ନେଇ ଚର୍ଚ୍ଚାକୁ ଆସିଥାନ୍ତି ତ ଆଉ କେତେବେଳେ ଜିମ୍‌ କି ରେଷ୍ଟୁରାଣ୍ଟକୁ ନେଇ।…

ଦୁଇ ଦିନ ତଳେ ୧୫୦ ରନ୍‌ର ଇନିଂସ ଖେଳି ରେକର୍ଡ କରିଥିଲେ ଏହି କ୍ରିକେଟର; ହଠାତ୍‌ ସନ୍ୟାସ ଘୋଷଣା କରି ଚମକାଇଲେ

ନୂଆଦିଲ୍ଲୀ,୧୦।୭: ବାଂଲାଦେଶ ଅଲରାଉଣ୍ଡର ମହମୁଦୁଲ୍ଲାଙ୍କ ଗୋଟିଏ ନିଷ୍ପତ୍ତି କ୍ରିକେଟଜଗତକୁ ସ୍ତବ୍ଧ କରିଦେଇଛି। ସେ ହଠାତ୍‌ ଟେଷ୍ଟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ବାଂଲାଦେଶ ଏବଂ ଜିମ୍ବାଓ୍ବେ ମଧ୍ୟରେ ଚାଲିଥିବା ଗୋଟିଏ ମାତ୍ର ଟେଷ୍ଟ ଶେଷ ହେବା ପରେ ଏହି କ୍ରିକେଟର ଟେଷ୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?