କ୍ୟାପଟେନ ରୋହିତଙ୍କ ଯାଦୁ : ୧୦ ରନ୍ରେ ଜିତିଲା ମୁମ୍ବାଇ
ଚେନ୍ନାଇ, ୧୩ା୪- ସୋମବାର ଭଳି ମଙ୍ଗଳବାର ମଧ୍ୟ ଆଇପିଏଲରେ ଦେଖିବାକୁ ମିଳିଥିଲା ରୋମାଞ୍ଚଭରା ମ୍ୟାଚ୍। ତେବେ ଏଥିରେ ଛକା ବର୍ଷା ନୁହେଁ ଉଇକେଟ ଝଡ଼ ଦେଖିବାକୁ ମିଳିଥିଲା। ଡିଫେଣ୍ଡିଂ ଚାମ୍ପିୟନ ମୁମ୍ବାଇ ଇଣ୍ଡିଆନ୍ସ ୨୦ ଓଭରରେ ୧୫୨ ରନ୍ରେ ଅଲଆଉଟ୍ ହୋଇଯାଇଥିଲା।…
‘ପଠାନ୍’ ଶୁଟିଂସେଟ୍ରେ କରୋନା ବିସ୍ଫୋରଣ: କ୍ୱାରାଣ୍ଟାଇନ୍ରେ ରହିଲେ କିଙ୍ଗ୍ ଖାନ୍
ବମ୍ବେ: କିଙ୍ଗ୍ ଖାନ୍ ଶାହାରୁଖଙ୍କ ଚଳଚ୍ଚିତ୍ର ‘ପଠାନ୍’ର ଶୁଟିଂସେଟ୍ରେ କରୋନା ବିସ୍ଫୋରଣ। ଏକାଥରେ ୪୦ଜଣ ସଦସ୍ୟ କୋଭିଡ୍ ପଜିଟିଭ୍ ଚିହ୍ନଟ ହୋଇଛନ୍ତି। ଏହା ଜଣାପଡ଼ିବା ପରେ ଶୁଟିଂକୁ ରୋକି ଦିଆଯାଇଛି। ଶାହାରୁଖ ମଧ୍ୟ ନିଜକୁ କ୍ୱାରାଣ୍ଟାଇନ୍ କରିନେଇଛନ୍ତି। ଦୁବାଇରେ ଫିଲ୍ମର ଅଧିକାଂଶ…
୩ କୋଟିର ମାସ୍କ ପିନ୍ଧିଲେ ଏହି ସୁନ୍ଦରୀ ଅଭିନେତ୍ରୀ
ବମ୍ବେ: ଶହେ କିମ୍ବା ହଜାରେ ନୁହେଁ ବରଂ ୩ କୋଟି ଟଙ୍କାର ମାସ୍କ ପିନ୍ଧି ଚର୍ଚ୍ଚାରେ ଅଭିନେତ୍ରୀ ଉର୍ବଶୀ ରୌତେଲା। ଦାମୀ ମାସ୍କ ପଛର ଖାସ କଥାଟି ହେଉଛି ଏହା ହୀରା ଖଚିତ। ସମ୍ପୂର୍ଣ୍ଣ ମୁହଁକୁ ତାହା ଢ଼ାଙ୍କି ରଖିପାରୁଛି। ଏକ…
ହତ୍ୟା କରିଥିବା ସ୍ଥାନ ଦେଖାଇଲେ ଅଭିଯୁକ୍ତ, ଯୁବକଙ୍କ ଦରପୋଡ଼ା ମୃତଦେହ ଜବତ
କେସିଙ୍ଗା,୧୩।୪(ଡି.ଏନ୍.ଏ.): କଳାହାଣ୍ଡି ଜିଲା କେସିଙ୍ଗା ରେଳ ଷ୍ଟେଶନ ଗୋଦାମର ବୁଦା ନିକଟରୁ ମଙ୍ଗଳବାର ଜଣେ ଯୁବକଙ୍କ ମୃତଦେହ ଉଦ୍ଧାର କରାଯାଇଛି। ମୃତକ କର୍ଲାମୁଣ୍ଡା ବ୍ଲକ ରେଗଡ଼ା ଗାଁର ଶଶି କମ୍ପା ବୋଲି ଜଣାପଡ଼ିଛି। ସେ ଗତ ୧୧ ତାରିଖରୁ ନିଖୋଜ ଥିଲେ।…
ପଣା ସଂକ୍ରାନ୍ତି-ରମ୍ଜାନ ପାଇଁ ଗାଇଡ୍ଲାଇନ୍; ଏସବୁ ଉପରେ ଲାଗିଲା କଟକଣା
ଭୁବନେଶ୍ୱର,୧୩।୪(ବ୍ୟୁରୋ): ଓଡ଼ିଆ ନବବର୍ଷ ତଥା ପଣାସଂକ୍ରାନ୍ତି ଓ ରମଜାନ୍କୁ ନେଇ କଟକ ମ୍ୟୁନିସିପାଲ କର୍ପୋରେଶନ(ସିଏମ୍ସି) ଏବଂ ଭୁବନେଶ୍ୱର ମହାନଗର ନିଗମ(ବିଏମ୍ସି) ପକ୍ଷରୁ ନୂଆ ଗାଇଡଲାଇନ୍ ଜାରି କରାଯାଇଛି। ବୁଧବାରଠାରୁ ରମ୍ଜାନ ଆରମ୍ଭ ହେଉଥିବାରୁ ଗହଳିକୁ ଏଡ଼ାଇବା ଲାଗି ସିଏମ୍ସି କଠୋର ଗାଇଡ୍ଲାଇନ୍…
ପଞ୍ଚାୟତ ନିର୍ବାଚନ: କରୋନା ଆକ୍ରାନ୍ତ ବି ଦେଇପାରିବେ ଭୋଟ
ନୂଆଦିଲ୍ଲୀ,୧୩।୪: କରୋନା ମହାମାରୀ ମଧ୍ୟରେ ଆୟୋଜିତ ହେବାକୁ ଥିବା ପଞ୍ଚାୟତ ନିର୍ବାଚନର ମତଦାତାଙ୍କ ପାଇ ଏକ ବଡ଼ ଖବର। ଏଣିକି କରୋନା ଆକ୍ରାନ୍ତ ମତଦାତା ମଧ୍ୟ ନିର୍ବାଚନରେ ଭୋଟ ଦେଇପାରିବେ। ଏନେଇ ମଙ୍ଗଳବାର ନିର୍ବାଚନ ପର୍ଯ୍ୟବେକ୍ଷକ ଡ.ଅରବିନ୍ଦ କୁମାର ଚୌରେସିଆ ସୂଚନା…
ରାଜଧାନୀରେ ବିଗୁଡ଼ୁଛି କରୋନା ସ୍ଥିତି: ଆଜି ଚିହ୍ନଟ ହେଲେ ୧୯୧ ଆକ୍ରାନ୍ତ; ଖଣ୍ଡଗିରି-ପଟିଆରୁ ସର୍ବାଧିକ
ଭୁବନେଶ୍ୱର,୧୩।୪(ବ୍ୟୁରୋ): ଦିନକୁ ଦିନ ଭୁବନେଶ୍ୱର ମହାନଗର ନିଗମ ଅଞ୍ଚଳରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ମଙ୍ଗଳବାର ସହରରେ ଆଉ ୧୯୧ ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ମୋଟ ସଂକ୍ରମିତଙ୍କ ସଂଫ୍ୟା ୩୩୮୯୩କୁ ବୃଦ୍ଧିପାଇଛି। ସେଥିରୁ ୩୨୩୮୬ ସୁସ୍ଥ ହୋଇଥିବା…
ବାଲେଶ୍ୱର ସହର ପାଇଁ ମୁଖ୍ୟମନ୍ତ୍ରୀଙ୍କ ୧୫୫ କୋଟିର ପ୍ୟାକେଜ୍ ଘୋଷଣା
ଭୁବନେଶ୍ୱର,୧୩।୪(ବ୍ୟୁରୋ): ବାଲେଶ୍ୱର ସହରର ବିକାଶ ପାଇଁ ମଙ୍ଗଳବାର ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ୧୫୫ କୋଟିର ପ୍ୟାକେଜ୍ ଘୋଷଣା କରିଛନ୍ତି। ତଦନୁଯାୟୀ ସହଦେବଖୁଣ୍ଟାରେ ଥିବା ବସ୍ଷ୍ଟାଣ୍ଡର ବିକାଶ କରାଯିବ। ଏଥିପାଇଁ ୮ କୋଟି ଟଙ୍କା ଖର୍ଚ୍ଚ କରାଯିବ। ସେହିଭଳି ତୁମୁଳିଆ ଗେଟ୍ ଫ୍ଲାଇଓଭରରୁ…
ଯୋଗୀଙ୍କୁ ଭର୍ତ୍ସନା କଲେ ଅଖିଳେଶ
ଲକ୍ଷ୍ନୌ,୧୩।୪: ଦେଶରେ କରୋନା ପ୍ରକୋପ ଜାରି ରହିଛି। ଦିନକୁ ଦିନ ସଂକ୍ରମିତଙ୍କ ସଂଖ୍ୟା ବୃଦ୍ଧି ପାଉଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। ଇତିମଧ୍ୟରେ ସମାଜବାଦୀ ପାର୍ଟିର ଅଧ୍ୟକ୍ଷ ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ ଯାଦବ ମଙ୍ଗଳବାର କରୋନା ପରୀକ୍ଷା କରାଇଛନ୍ତି।…
ଲୋକେ ଭାବିଲେ କରିସ୍ମା କପୁର, ହେଲେ…
ବମ୍ବେ: ବିଗତ ଦିନରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କଠାରୁ ଆରମ୍ଭ କରି କ୍ରିକେଟର ବିରାଟ କୋହଲିଙ୍କ ଭଳି ଅବିକଳ ଦିଶୁଥିବା ଲୋକଙ୍କ ଫଟୋ ତଥା ଭିଡିଓ ସାମାଜିକ ଗଣମାଧ୍ୟମରେ ଭାଇରାଲ ହୋଇଛି। କେବଳ ସେତିକି ନୁହେଁ ବଲିଉଡ୍ କଳାକାରଙ୍କ ଅବିକଳ ଚେହେରାଧାରୀଙ୍କୁ ମଧ୍ୟ…
ସନ୍ଧ୍ୟାରେ ରାଜ୍ୟବାସୀଙ୍କୁ ସମ୍ବୋଧିତ କରିବେ ମୁଖ୍ୟମନ୍ତ୍ରୀ
ମୁମ୍ବାଇ,୧୩।୪: ମହାରାଷ୍ଟ୍ରରେ କରୋନା ପ୍ରକୋପ ଜାରି ରହିଛି। ରାଜ୍ୟରେ ମଙ୍ଗଳବାର ୫୧,୭୫୧ କରାନାର ନୂଆ ମାମଲା ଚିହ୍ନଟ ହୋଇଥିବା ବେଳେ ଗତ ୨୪ ଘଣ୍ଟାରେ ୨୫୮ଲୋକଙ୍କ ମୃତ୍ୟୁ ହୋଇଛି। କରୋନା ଦାଉରୁ ଲୋକଙ୍କୁ ରକ୍ଷା କରିବା ପାଇଁ ମଙ୍ଗଳବାର ରାଜ୍ୟସରକାର ଏକ…
ମା’ଙ୍କ ଗୀତର ତାଳେ ତାଳେ ଝୁମିଲେ ଝିଅ
ମୁମ୍ବାଇ: ବଲିଉଡ୍ ଷ୍ଟାର କିଡ୍ସରେ ଶାହରୁଖ ଖାଁଙ୍କ ଲଳନା ସୁହାନା ଖାଁ, ସୈଫ ଅଲ୍ଲୀ ଖାଁଙ୍କ ଝିଅ ସାରା ଅଲ୍ଲୀ ଖାଁ ଓ ଆମିର ଖାଁଙ୍କ ଝିଅ ଇରା ଖାଁ ପ୍ରାୟତଃ ସୋସିଆଲ ମିଡିଆରେ ବେଶ୍ ଆକ୍ଟିଭ ରହିଥାନ୍ତି। ବଲିଉଡ୍ରେ ସାରା…
Archives


