Home

ପାଣି ଦର ୧୦% ମହଙ୍ଗା

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ ପାଣି ବ୍ୟବହାରକାରୀଙ୍କୁ ଚଳିତ ମାସଠାରୁ ଅଧିକ ଟିକସ ଦେବାକୁ ପଡ଼ିବ। ୨୦୨୧-୨୨ ଆର୍ଥିକ ବର୍ଷ ପାଇଁ ରାଜ୍ୟ ସରକାର ୧୦% ଜଳକର ବୃଦ୍ଧି କରିଛନ୍ତି। ଓଡ଼ିଶା ଜଳସେଚନ(ସଂଶୋଧନ) ରୁଲ୍‌ସ-୨୦୧୬ ଅନୁସାରେ ଜଳକର, ଜଳ ଉଠାଣ ଓ ବ୍ୟବହାର ନିମନ୍ତେ…

ଟିକା ନାହିଁ: ୯୦୦ କେନ୍ଦ୍ର ବନ୍ଦ

ଭୁବନେଶ୍ୱର,୧୨।୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତି ଅଣାୟତ୍ତ ହେବାରେ ଲାଗିଛି। ଗୋଟିଏ ପଟେ ଦୈନିକ ସଂକ୍ରମଣ ବୃଦ୍ଧି ପାଉଥିବାବେଳେ ଅନ୍ୟପଟେ ସରକାରଙ୍କୁ ଟିକା ଚିନ୍ତା ଘାରିଛି। ଟିକା ଅଭାବ ଯୋଗୁ ରାଜ୍ୟରେ ଟିକାକରଣ ଘୋର ବାଧାପ୍ରାପ୍ତ ହୋଇଛି। ଦୈନିକ ୨ଲକ୍ଷ ଟିକାକରଣ ପାଇଁ…

ସ୍ବାମୀଙ୍କ ଏହି ଫିଲ୍ମ ଦେଖିଲେ ଐଶ୍ୱର୍ଯ୍ୟା, ଅଭିଷେକ କହିଲେ…

ମୁମ୍ବାଇ: ବଲିଉଡ୍‌ ଅଭିନେତା ଅଭିଷେକ ବଚ୍ଚନଙ୍କ ଫିଲ୍ମ ‘ଦ ବିଗ୍‌ ବୁଲ’ ଦର୍ଶକଙ୍କୁ ଫିକା କରିଦେଇଛି ସତ ମାତ୍ର ବଚ୍ଚନ ପରିବାର ଏହି ଫିଲ୍ମକୁ ନେଇ ଖୁବ୍‌ ଉତ୍ସାହିତ ଅଛନ୍ତି। ଏହି ଉତ୍ସାହକୁ ଅମିତାଭ ବଚ୍ଚନ ଟୁଇଟର ପେଜ୍‌ରୁ ଆରମ୍ଭ କରି…

ମୋ ସ୍ତ୍ରୀ ମତେ ଛାଡ଼ପତ୍ର ଦେଇଦେବେ, କାହିଁକି ଏମିତି କହିଲେ ଦିଲ୍ଲୀ କ୍ୟାପିଟାଲ୍ସ କୋଚ୍‌

ମୁମ୍ବାଇ,୧୨।୪: ଅଷ୍ଟ୍ରେଲିଆର ସର୍ବଶ୍ରେଷ୍ଠ ଅଧିନାୟକ ରିକି ପଣ୍ଟିଂ ଏବେ ଆଇପିଏଲରେ ଦିଲ୍ଲୀ କ୍ୟାପିଟାଲ୍ସର କୋଚ ଦାୟିତ୍ୱ ତୁଲାଉଛନ୍ତି। ତାଙ୍କ ନେତୃତ୍ୱରେ ଦଳର ପ୍ରଦର୍ଶନ ମଧ୍ୟ ଉଚ୍ଚକୋଟୀର ରହିଛି। ୨୦୨୦ରେ, ଦିଲ୍ଲୀ ପ୍ରଥମ ଥର ପାଇଁ ଟୁର୍ନାମେଣ୍ଟର ଫାଇନାଲରେ ପହଞ୍ଚିବାରେ ସଫଳ ହୋଇଥିଲା।…

୧୫ ଫିଲ୍ମରେ ସଲମାନଙ୍କ ନାଁ ରହିଥିଲା ପ୍ରେମ୍‌: ଜାଣନ୍ତୁ ଏହା ପଛର ରହସ୍ୟ

ବଲିଉଡ ସୁପରଷ୍ଟାର ସଲମାନ ଖାନଙ୍କ ଫିଲ୍ମ ପରଦାରେ ରିଲିଜ ମାତ୍ରେ ତାଙ୍କ ପ୍ରଶଂସକଙ୍କ ମଧ୍ୟରେ ଏକ ଭିନ୍ନ କ୍ରେଜ ଦେଖାଯାଏ। ସଲମାନଙ୍କ ଚଳଚ୍ଚିତ୍ରରେ ଦର୍ଶକ ରୋମାନ୍ସ, ଆକ୍ସନ, ଇମୋସନ ଏବଂ କମେଡିର ତଡ୍‌କା ପାଇଥାନ୍ତି। ୯୦ ଦଶକରୁ ସଲମାନ ଅନେକ ସୁପରହିଟ…

ମହାରାଷ୍ଟ୍ରରେ କରୋନା ସ୍ଥିତି ଅସମ୍ଭାଳ: ୨ ଦିନ ଭିତରେ ଲକ୍‌ଡାଉନ୍‌ ନିଷ୍ପତ୍ତି

ମୁମ୍ବାଇ,୧୧।୪: ମହାରାଷ୍ଟ୍ରରେ କରୋନା ମହାମାରୀ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ମହାରାଷ୍ଟ୍ର ସରକାର ରବିବାର ରାଜ୍ୟ କୋଭିଡ ଟାସ୍କ ଫୋର୍ସ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ କରି ଲକ୍‌ଡାଉନ୍‌ ଉପରେ ନିଷ୍ପତ୍ତି ନେଇଛନ୍ତି। ମହାମାରୀ ଉପରେ ଆଲୋଚନା ବେଳେ ମୁଖ୍ୟମନ୍ତ୍ରୀ…

ସୋନୁ ସୁଦଙ୍କୁ ନୂଆ ଦାୟିତ୍ୱ

ପ୍ରବାସୀ ଶ୍ରମିକମାନଙ୍କ ପାଇଁ ଭଗବାନ ପାଲଟିଥିବା ଅଭିନେତା ସୋନୁ ସୁଦ ମିଳିଛି ଆଉ ଏକ ନୂଆ ଦାୟିତ୍ୱ। ସୋନୁ ସୁଦଙ୍କୁ ପଞ୍ଜାବ ସରକାର ଟିକାକରଣ ଅଭିଯାନ ପାଇଁ ବ୍ରାଣ୍ଡ ଆମ୍ବାସାଡର ଭାବେ ନିଯୁକ୍ତ କରିଛନ୍ତି। ଏନେଇ ରବିବାର ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପଟେନ…

୨୦୦ ଆସନ ଜିତି ଦିଦିଙ୍କୁ ବିଦାୟ ଦେବୁ: ଅମିତ ଶାହା

କୋଲକାତା,୧୧।୪: କେନ୍ଦ୍ର ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ ଶାହା ରବିବାର ଭାଜପାକୁ ଜିତାଇବାକେୁ ବଙ୍ଗଳାବାସୀଙ୍କୁ ନିବେଦନ କରିଛନ୍ତି। ଏହା ସହିତ ସେ ଏପ୍ରିଲ ୧୦ରେ କୁଚ ବିହାରସ୍ଥିତ ଏକ ମତଦାନ କେନ୍ଦ୍ରରେ ହିଂସା ଘଟଣାରେ ନିହତ ହୋଇଥିବା ଲୋକଙ୍କ ପାଇଁ ମମତା ବାନାର୍ଜୀଙ୍କୁ…

ଲକ୍‌ଡାଉନ ସମାଧାନ ନୁହେଁ: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୧୧।୪: ଦେଶରେ କରୋନା ମାମଲା ବଢିବାରେ ଲାଗିଛି। ଆଜି ୧ ଲକ୍ଷ ୫୨,୦୦୦ ରୁ ଅଧିକ ନୂଆ ସଂକ୍ରମଣ ସାମ୍ନାକୁ ଆସିଛି। ଏପର୍ଯ୍ୟନ୍ତ ଗୋଟିଏ ଦିନରେ ଏହା ସବୁଠାରୁ ବଡ ସଂଖ୍ୟା। ୨୪ ଘଣ୍ଟା ମଧ୍ୟରେ ୮୩୯ଜଣଙ୍କର ମୃତ୍ୟୁ ହୋଇଛି। ଏହି…

ଏକାସାଙ୍ଗରେ ୫ରୁ ଅଧିକ ଲୋକଙ୍କୁ ମନ୍ଦିର ପ୍ରବେଶ ମନା

ଲକ୍ଷ୍ନୌ,୧୧।୪: କରୋନା ସଂକ୍ରମଣର ଦ୍ୱିତୀୟ ଲହର ଚିନ୍ତାର ବିଷୟ ହୋଇଛି। ଲକ୍ଷ୍ନୌରେ ସଂକ୍ରମିତ ସଂଖ୍ୟା ପ୍ରତିଦିନ ନୂଆ ରେକର୍ଡ ସୃଷ୍ଟି କରୁଛି, ଯାହାକୁ ଦୃଷ୍ଟିରେ ରଖି ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ଅନେକ କଟକଣା ଲଗାଇଛନ୍ତି। ରାଜ୍ୟର ଧାର୍ମିକ ସ୍ଥାନରେ ୫ରୁ ଅଧିକ…

ମକା ପୋଡ଼ିବା ପାଇଁ ବୃଦ୍ଧା ବ୍ୟବହାର କଲେ ସୋଲାର, ପୂର୍ବତନ କ୍ରିକେଟର କହିଲେ ଏମିତି

ପୂର୍ବତନ କ୍ରିକେଟର ଭିଭିଏସ୍‌ ଲକ୍ଷ୍ମଣ ତାଙ୍କ ସୋସିଆଲ ମିଡିଆ ଆକାଉଣ୍ଟରେ ଜଣେ ୭୫ ବର୍ଷୀୟା ବୃଦ୍ଧାଙ୍କ ଫଟୋ ଶେୟାର କରିଛନ୍ତି। ଯେଉଁଥିରେ ବୃଦ୍ଧା ଜଣକ ଏମିତି କିଛି କରୁଛନ୍ତି, ଯାହା ଆପଣ ଆଗରୁ କେବେ ଦେଖି ନ ଥିବେ। ସେ ଭିନ୍ନ…

ହାର୍‌-ଜିତ୍‌ ପୂର୍ବରୁ କରୋନାରେ ପ୍ରାଣ ହରାଇଲେ କଂଗ୍ରେସ ପ୍ରାର୍ଥୀ

ଚେନ୍ନାଇ,୧୧।୪: ତାମିଲନାଡୁ ବିଧାନସଭା ନିର୍ବାଚନରେ କଂଗ୍ରେସ ପ୍ରାର୍ଥୀ ମାଧବ ରାଓଙ୍କ ପରଲୋକ ଘଟିଛି। ସେ କରୋନାରେ ପ୍ରାଣ ହରାଇଥିବା କୁହାଯାଉଛି। ରାଓ ଶ୍ରୀବିଲିପୁଥୁର ଆସନରୁ କଂଗ୍ରେସ ପ୍ରାର୍ଥୀ ଥିଲେ। ୬୩ ବର୍ଷୀୟ ରାଓଙ୍କୁ କରୋନା ଲକ୍ଷଣ ପରେ ମାର୍ଚ୍ଚ ୨୦ ରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri